Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମଣ୍ଡିରେ ଚାଲିବନି ମିଲରଙ୍କ ମନମାନି: ହେବ କଡା କାର୍ଯ୍ୟନୁଷ୍ଠାନ
ଭୁବନେଶ୍ବର: ଏଣିକି ମଣ୍ଡିରେ ଚାଲିବନି ମିଲରଙ୍କ ମନମାନି । କଟନି ଛଟନି କଲେ କଠୋର କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ । ଆଜି ସମବାୟ କର୍ମଚାରୀଙ୍କୁ ଏଭଳି କିଛି ନିର୍ଦ୍ଦେଶ ଦେଇଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ।
ଏନେଇ ମନ୍ତ୍ରୀ ସମବାୟ କର୍ମଚାରୀଙ୍କୁ ତାଗିଦ୍ କରି କହିଛନ୍ତି,!-->!-->!-->…
ଟୁଇନ ସିଟି ପରେ ଟ୍ରାଇସିଟିର ପରିକଳ୍ପନା କରୁଛନ୍ତି ରାଜ୍ୟ ସରକାର, ଦୂର ହେବ ସହରାଞ୍ଚଳ ଟ୍ରାଫିକ ସମସ୍ୟା :ମନ୍ତ୍ରୀ
ଭୁବନେଶ୍ୱର : ନିର୍ମାଣ ହେବ ଅଧିକ ନୂଆ ଓଭର ବ୍ରିଜ। ରାଜ୍ୟ ସରକାର ଏଥିପାଇଁ ପ୍ରାରମ୍ଭିକ ଯୋଜନା ଆରମ୍ଭ କରିଛନ୍ତି । ବିଭିନ୍ନ ସ୍ଥାନରେ ରିଂ ରୋଡ଼ ଓ ଓଭର ବ୍ରିଜ କିପରି ଓ କେମିତି ନିର୍ମାଣ କରାଯାଇ ପାରିବ ସେ ନେଇ ମୁଖ୍ୟମନ୍ତ୍ରୀ ଦୁଇ ଥର ବୈଠକ ଡାକି ଆଲୋଚନା କରିଛନ୍ତି ।
!-->!-->!-->…
‘ନିମୋନିଆ ଭଳି HMPV ର ଲକ୍ଷଣ, ସମାନ ଚିକିତ୍ସା କରାଯିବ’: ସ୍ବାସ୍ଥ୍ୟ ସଚିବ
ଭୁବନେଶ୍ବର: ଦେଶରେ ଏବେ ଏଚଏମପିଭିର କାୟା ବିସ୍ତାର କରୁଥିବା ବେଳେ ଏହାକୁ ନେଇ ନଡରିବାକୁ ପରାମର୍ଶ ଦେଇଛି ସ୍ବାସ୍ଥ୍ୟ ବିଭାଗ । କାରଣ ବିଶେଷଜ୍ଞଙ୍କ କହିବାନୁଯାୟୀ, HMPV କେବଳ ଏକ ସାମାନ୍ୟ ଋତୁକାଳୀନ ରୋଗ । ଏଚଏମପିଭି ଆଶଙ୍କା ନେଇ ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ସଚିବ ଡାକ୍ତର ବିଜୟ!-->…
ଯୁବ ସମାଜ ଆମ ଭାଷା, ସାହିତ୍ୟ, ସଂସ୍କୃତି ଓ ଦର୍ଶନ ତତ୍ତ୍ୱକୁ ଜାଣିବା ଓ ଏହାର ପ୍ରଚାର ପ୍ରସାର କରିବା ଆବଶ୍ୟକ-…
ଭୁବନେଶ୍ୱର: ସ୍ୱାମୀ ବିବେକାନନ୍ଦ ଏକ ବ୍ୟକ୍ତିସତ୍ତା ନୁହେଁ ବଂର ଏକ ଚିରଞ୍ଜିବୀ ଚେତନା । ଏହି ନାମ ଏକ ଅତୁଳନୀୟ ଆଦର୍ଶ ଓ ଆଧ୍ୟତ୍ମିକତା ମାଧ୍ୟମରେ ଜୀବନବୋଧକୁ ଉପଲବ୍ଧି କରିବାର ପବିତ୍ର ଓଁକାର ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ଯୁବ ଦିବସ ପାଳନ ଅବସରରେ କହିଛନ୍ତି । !-->…
ହଂସିତାଙ୍କ ସହ ରହିଛି ବିଜେଡି ଲିଙ୍କ୍: ସାଂସଦ ପ୍ରଦୀପ ପୁରୋହିତ
ଭୁବନେଶ୍ବର: ‘ହଂସିତା ଠକେଇ ମାମଲାରେ ବିଜେଡି ନେତାଙ୍କ ଲିଙ୍କ ରହିଛି । ବିଜେଡି ନେତା ତଥା ପୂର୍ବତନ ମନ୍ତ୍ରୀ ହଂସିତାଙ୍କୁ ନିୟମ ବାହାରକୁ ଯାଇ କାମ ଦେଇ ରାଜସ୍ବ ଲୁଟୁଥିଲେ ।’ କିଛି ଏପରି ସଂଘେତିକ ବୟାନ ଦେଇ ହଂସିତା ଠକେଇ ମାମଲାକୁ ଏବେ ନୂଆ ମୋଡ ଦେଇଛନ୍ତି ବିଜେପି ସାଂସଦ!-->…
ଛତିଶଗଡ଼ରେ ଏନକାଉଣ୍ଟର: ୩ ନକ୍ସଲ ନିହତ, ବିପୁଳ ପରିମାଣର ବିସ୍ଫୋରକ ଜବତ
ମାଲକାନଗିରି: ଛତିଶଗଡ଼ରେ ପୁଣି ବଡ଼ ଧରଣର ଏନକାଉଣ୍ଟର ହୋଇଛି । ଏଠାରେ ୩ ନକ୍ସଲ ନିହତ ହୋଇଛନ୍ତି । ମାଲକାନଗିରି ସୀମାନ୍ତ ଛତିଶଗଡ଼ ବିଜାପୁରରେ ଯବାନ-ମାଓବାଦୀ ଗୁଳିବିନିମୟ ହୋଇଛି । ଯବାନଙ୍କ ଗୁଳିରେ ୩ ଜଣ ନକ୍ସଲ ନିହତ ହୋଇଛନ୍ତି। ବିପୁଳ ପରିମାଣର ବିସ୍ଫୋରକ ଏବଂ!-->…
ଏଣିକି ବର୍ଷ ସାରା ପାଳନ ହେବ ପଥୋତ୍ସବ
ଭୁବନେଶ୍ବର: ଏଣିକି କେବଳ ଶୀତ ଦିନେ ନୁହେଁ, ବର୍ଷ ସାରା ପାଳନ ହେବ ପଥୋତ୍ସବ । ରାଜଧାନୀ ରାଜରାସ୍ତା, ଗଳି କନ୍ଦିରେ ସବୁଠି ସକାଳୁ ସକାଳୁ ଝୁମିବେ ଲୋକେ । ପଥୋତ୍ସବ ନେଇ ବଡ ଘୋଷଣା କରିଛନ୍ତି ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ବର୍ଷକୁ ୧୨ଟି ଅର୍ଥାତ୍ ପ୍ରତି!-->…
ଚାକିରି ନାରେ ଲୋକଙ୍କୁ ଭୁଆଁ ବୁଲାଇ ଲକ୍ଷ ଲକ୍ଷ ଟଙ୍କା ଠକୁଥିଲେ ଏହି ଦମ୍ପତି, ଶେଷରେ କାବୁ କଲା ପୋଲିସ୍
ରାଉରକେଲା : ରାଉରକେଲା କୋର୍ଟରେ ସବ ଇନ୍ସପେକ୍ଟର ଏବଂ କିରାଣୀ ଚାକିରି ସହ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ପ୍ରକାର ଚାକିରି କରାଇ ଦେବାକୁ କହି ଭୁଆଁ ବୁଲାଉଥିଲେ । ଲକ୍ଷ ଲକ୍ଷ ଟଙ୍କା ଠକି ନିରୀହ ଲୋକଙ୍କୁ ଚୁନା ମାରୁଥିଲେ । ଶେଷରେ ଠକ ଦମ୍ପତିକୁ ବାନ୍ଧିଛି ରାଉରକେଲା ପୋଲିସ୍ ।!-->…
ଚାଇନା ଭାଇରସକୁ ନେଇ ବଢିଲା ଟେନସନ୍, ଗୁରୁତ୍ବପୁର୍ଣ୍ଣ ବୈଠକ ଡାକିଲା ସ୍ଵାସ୍ଥ୍ୟ ବିଭାଗ
ନୂଆଦିଲ୍ଲୀ: ଚାଇନା ଭାଇରସକୁ ନେଇ ଚିନ୍ତାରେ ସାରା ଦେଶ । ଚୀନରେ ଦେଖା ଦେଇଥିବା ଏଚଏମପିଭି ଭାଇରସ ଏବେ ଧିରେ ଧିରେ ସାରା ବିଶ୍ଵରେ ବ୍ୟାପିବାରେ ଲାଗିଛି । ଆଉ ଏହାରି ଭିତରେ ଭାରତରେ ପ୍ରବେଶ କରିଛି ଏହି ଭାଇରସ୍ । ଯାହାକୁ ନେଇ ଆଲର୍ଟ ମୋଡରେ କେନ୍ଦ୍ର ସରକାର । ସେପଟେ ଏହାକୁ ନେଇ!-->…
ମହାକୁମ୍ଭ ପାଇଁ ଓଡ଼ିଶାରୁ ଗଡ଼ିବ ୮ଟି ବସ୍ , ଭିଡିଓ କନ୍ଫରେନ୍ସିଂରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : କୁମ୍ଭମେଳା ଉପଲକ୍ଷେ ଓଡ଼ିଶାରୁ ସ୍ବତନ୍ତ୍ର ବସ୍ ଚଳାଚଳର ଶୁଭାରମ୍ଭ ହୋଇଛି । ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି । ବ୍ରହ୍ମପୁରରୁ ଅଯୋଧ୍ୟା ତଥା ପ୍ରୟାଗରାଜକୁ ବସ୍ ଚଳାଚଳ ଆରମ୍ଭ ହେବ । ଆଜିଠୁ ଓଡ଼ିଶାରୁ ଯିବ ୮ଟି!-->…