Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିରୋଧୀ ଦଳ ନେତାଙ୍କୁ ଭେଟିଲେ ମୃତ ସହଦେବ ନାୟକଙ୍କ ପରିବାର, ପରିବାରକୁ ଦେଲେ ୫୦ହଜାର ଟଙ୍କା ସହାୟତା
ଭୁବନେଶ୍ବର ୧୧।୧: ଚଳିତ ଜାନୁଆରୀ ୮ ତାରିଖ ସକାଳେ ଭୁବନେଶ୍ୱରରେ ଚଞ୍ଚଲ୍ୟ ସୃଷ୍ଟି କରିଥିଲା ରସୁଲଗଡ଼ ଓଭରବ୍ରିଜ୍ ଉପରେ ଭୁବନେଶ୍ୱର ମହାନଗର ନିଗମ ସଫେଇ କର୍ମଚାରୀ ସଂଘ ସଭାପତି ସହଦେବ ନାୟକଙ୍କୁ ନିର୍ମମ ହତ୍ୟାକାଣ୍ଡ ଘଟିଥିଲା । ଭୁବନେଶ୍ୱରରେ ଏପରି ବୀଭତ୍ସ ହତ୍ୟାକାଣ୍ଡ ସମସ୍ତଙ୍କୁ!-->…
ମହାକୁମ୍ଭ ମେଳା ପାଇଁ ସ୍ବତନ୍ତ୍ର ବସ୍ ସେବା, ପୁରୀରୁ ଅଯୋଧ୍ୟାକୁ ଗଡିବ ସ୍ବତନ୍ତ୍ର ବସ୍
ପୁରୀ ୧୧।୧: ମହାକୁମ୍ଭ ମେଳା ୨୦୨୫ ପାଇଁ ସ୍ବତନ୍ତ୍ର ବସ୍ ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୁରୀରୁ ଅଯୋଧ୍ୟା ଗଡିବ ସ୍ବତନ୍ତ୍ର ବସ୍ । ରବିବାର ସକାଳ ୧୦ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚ୍ଚୁଆଲ ମାଧ୍ୟମରେ ଏହି ସ୍ବତନ୍ତ୍ର ବସ୍ ସେବାର ଶୁଭାରମ୍ଭ କରିବେ!-->…
ଘୃଣା ସୃଷ୍ଟିକାରୀ ବୟାନ ପାଇଁ ବିଜେପି ନେତାଙ୍କ ନାଁରେ ମାମଲା
ତ୍ରିଭେନ୍ଦ୍ରମ : ଘୃଣା ସୃଷ୍ଟିକାରୀ ବୟାନ ଦେଇଥିବା ଅଭିଯୋଗରେ ଫସିଛନ୍ତି ଜଣେ ବିଜେପି ନେତା। କେରଳ ବିଜେପି ନେତା ପିସି ଜର୍ଜଙ୍କ ନାଁରେ ଏଥିପାଇଁ ରୁଜୁ ହୋଇଛି ମାମଲା। ଜର୍ଜ ଦେଇଥିବା ବୟାନ ଦୁଇ ଧର୍ମର ଲୋକଙ୍କ ମଧ୍ୟରେ ଭେଦଭାବ ସୃଷ୍ଟି କରିବାର ଆଶଙ୍କା ଥିବା କହି ପୁଲିସ୍ ମାମଲା!-->…
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ଭୁବନେଶ୍ବର : ରାଜ୍ୟ ସରକାର ଖୁବଶୀଘ୍ର ‘ପ୍ରବାସୀ ଓଡ଼ିଆ ନୀତି’ ପ୍ରଣୟନ କରିବେ । ପ୍ରବାସୀ ଓନିଆଙ୍କ ସହ ଯୋଗାଯୋଗରେ ରହିବା ପାଇଁ ମନ୍ତ୍ରୀଙ୍କୁ ଦାୟିତ୍ୱ ଦିଆଯିବ । ବିଭିନ୍ନ ଦେଶର ପ୍ରବାସୀ ଓଡ଼ିଆଙ୍କ ଦାୟିତ୍ୱରେ ଜଣେ ମନ୍ତ୍ରୀ ରହିବେ, ଯିଏ ନୋଡାଲ ଦାୟିତ୍ୱରେ ରହି ପ୍ରବାସୀଙ୍କ!-->…
ସୁଭଦ୍ରା ପୋର୍ଟାଲରୁ ଭୁଲ୍ରେ ନାଁ ବାଦ୍ ହୋଇଥିଲେ ହେବ ପୁନଃସାମିଲ, ୮ ହଜାରରୁ ଅଧିକ ଆବେଦନକାରୀ ସାମିଲ
ଭୁବନେଶ୍ବର ୧୧।୧: ସୁଭଦ୍ରା ପୋର୍ଟାଲରୁ ଭୁଲ୍ରେ ନାମ ବାଦ୍ ହୋଇଯାଇଥିଲେ କରିହେବ ପୁନଃସାମିଲ ସୁଭଦ୍ରା ପୋର୍ଟାଲରେ ନାମ ଯୋଡ଼ିବା (OPT IN) ସୁବିଧା ଉପଲବ୍ଧ କରାଯାଇଛି । ଏହା ଦ୍ୱାରା ଯେଉଁମାନେ ଭୁଲରେ ନାମ ବାଦ (OPT OUT) ହୋଇଯାଇଥିଲେ ସେମାନେ ପୁନର୍ବାର ସୁଭଦ୍ରାରେ ସାମିଲ!-->…
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ବ୍ରହ୍ମପୁର : ନିର୍ମାଣାଧୀନ କୋଠାରୁ ମିଳିଲା ବୋମା ଭର୍ତ୍ତି ବ୍ୟାଗ୍ । ବ୍ୟାଗରେ ଭରି ରହିଥିଲା ୭ ରୁ ଅଧିକ ବୋମା । ଫୁଟିଥିଲେ ଲୋକେ ମୃତାହତ ହେବା ନିଶ୍ଚିତ ଥିଲା। ମାତ୍ର ବଡ଼ ଅଘଟଣ ଘଟିବା ପୂର୍ବରୁ ସମସ୍ତ ବୋମାକୁ ନିଷ୍କ୍ରିୟ କରିଛି ପୁଲିସ୍। ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି!-->…
ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ
ଲୁଧିଆନା : ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ବିଧାୟକ। ପଶ୍ଚିମ ଲୁଧିଆନାର ଆମ୍ ଆଦମୀ ପାର୍ଟି ବିଧାୟକ ବିଧାୟକ ଗୁରୁପ୍ରୀତ ଗୋଗିଙ୍କୁ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ସୂଚନା ମୁତାବକ, ଏହି ଘଟଣା!-->…
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
କଟକ: ରାଗିଂ ଅଭିଯୋଗ ମାମଲାରେ ଛାତ୍ରଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ । ଅନାଥାଶ୍ରମରେ ସପ୍ତାହେ ଯାଏଁ ସ୍ବେଚ୍ଛାସେବୀ ଭାବେ ପାଠ ପଢାଇବାକୁ ନିର୍ଦ୍ଦେଶ । ଏଭଳି ଐତିହାସିକ ରାୟ ଶୁଣାଇଛନ୍ତି ଓଡ଼ିଶା ହାଇକୋର୍ଟ ।ଭୁବନେଶ୍ୱରର ଏକ ଘରୋଇ ଆଇନ ଶିକ୍ଷାନୁଷ୍ଠାନରେ ସିନିୟରମାନେ ଜୁନିୟରଙ୍କୁ ରାଗିଂ!-->…
ଆସାମରେ ପଶିଲା HMPV, ୧୦ ମାସର ଶିଶୁ ସଂକ୍ରମିତ
ଗୌହାଟୀ : ଚାଇନାରେ ଆତଙ୍କ ଖେଳାଇଥିବା ଏଚଏମପିଭି ଆସାମରେ ପ୍ରବେଶ କରିଛି। ରାଜ୍ୟର ଜଣେ ୧୦ ମାସର ଶିଶୁ ଏହି ଭାଇରସରେ ସଂକ୍ରମଣ ହୋଇଛନ୍ତି। ଆସାମରେ ଏଚଏମପିଭିରରେ କେହି ସଂକ୍ରମିତ ହେବା ଚଳିତ ଋତୁରେ ପ୍ରଥମ ଘଟଣା। ୧୦ ମାସର ଶିଶୁ ସଂକ୍ରମିତ ହେବା ପରେ ତା’କୁ ଦିବ୍ରୁଗଡ଼ରେ ଥିବା ଆସାମ!-->…
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଭୁବନେଶ୍ବର : ରାଜ୍ୟରେ ଶୀତର ଲହରୀ ଲାଗି ରହିଛି। ସାମାନ୍ୟ ବ୍ରେକ୍ ପରେ ପୁଣି ଶୀତ ବଢ଼ିବାର ସମ୍ଭାବନା ରହିଛି। ଏଥିସହ ଘନ କୁହୁଡି ମଧ୍ୟ ରାଜ୍ୟବାସୀଙ୍କୁ କଲବଲ କରିବ। ସେଥିପାଇଁ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର!-->…