Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନୟାଗଡ ଜିଲ୍ଲା କୁ ପର୍ଯ୍ୟଟକ ଙ୍କ ସୁଅ ଛୁଟୁଛି :୩ବର୍ଷରେ ମାତ୍ର ୧୫ଲକ୍ଷ ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ ଆସିଛନ୍ତି…
ଭିତ୍ତିଭୂମି ଅଭାବ ଯୋଗୁଁ ଆସୁନାହାନ୍ତି ବିଦେଶୀ ପର୍ଯ୍ୟଟକ...
କାହା ଆଶ୍ରିବାଦ ରେ ବେଆଇନ ବାଲି ଘାଟରେ ଲାଗିଥିବା ନାଲି ଫିତା ହଟିଲା ?..!
ବାଲି ମାଫିଆ ଓ ପ୍ରଶାସନ ମଧ୍ୟରେ ହୋଇଗଲା କି ଫିକ୍ସଙ୍ଗ...!!
ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା ସହରୀ ୨.୦ ର ଦକ୍ଷତା ନିର୍ମାଣ କାର୍ଯ୍ୟକ୍ରମ…
ଚିକିଟୀ-- ଏହି ବିଜ୍ଞାପିତ ଅଞ୍ଚଳ ପରିଷଦରେ ଆଗାମୀ ଦିନରେ ପାଇବାକୁ ଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନା କିପରି ସଫଳ ରୂପାୟନ ହୋଇପାରିବ ସେଥିପାଇଁ ଏକ ସ୍ୱତନ୍ତ୍ର ବୈଠକ ଅଧ୍ୟକ୍ଷା ଶ୍ରୀମତୀ ଦୀପା କୁମାରୀ ସାହୁଙ୍କ ନେତୃତ୍ୱରେ ହୋଇଥିଲା l ଏଥିରେ ଅଞ୍ଚଳ ର ଯୋଗ୍ୟ ହିତାଧିକାରୀ କିପରି ଆବାସ!-->…
କୃଷି ଓ ପାରମ୍ପରିକ ଶିଳ୍ପକୁ ଗୁରୁତ୍ତ୍ଵ ଦେଲେ ପରିବେଶ ବଞ୍ଚିବ – ରାୟଗଡା ନାଗରିକ ମଞ୍ଚ
ରାୟଗଡ଼ା : ରାୟଗଡ଼ ଜିଲ୍ଲା ସଦର ମହକୁମା ସ୍ଥିତ ଜଳଛାୟା ପ୍ରକଳ୍ପ ସମ୍ମିଳନୀ କକ୍ଷରେ ପରିବେଶ ଓ ଶିଳ୍ପାନୁଷ୍ଠାନ ମଧ୍ୟରେ ସନ୍ତୁଳନ ରକ୍ଷା ନେଇ ଏକ ସେମିନାର ଅନୁଷ୍ଠିତ କରାଯାଇଛି । ଏହି କାର୍ଯ୍ୟକ୍ରମକୁ ନାଗରିକ ମଞ୍ଚର ସଭାପତି ଡଃ ବାଦଲ କୁମାର ତା'ଙ୍କ ତତ୍ୱାବଧାନରେ ମଞ୍ଚର ସଦସ୍ୟ!-->…
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
ସୁଭଦ୍ରା ଯୋଜନାରେ ଆବେଦନ ବେଳେ ଭୁଲରେ ହେଉ କି ଅନ୍ୟ କେଉଁ କାରଣରୁ ହେଉ, OPT OUT ହୋଇଥିବା ହିତାଧିକାରୀମାନଙ୍କ ପାଇଁ ନୂଆ ବ୍ୟବସ୍ଥା। OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା!-->…
ବିଶାଳ ଦାସ ଓ ତାଙ୍କ ସମର୍ଥକଙ୍କୁ ନୋଟିସ୍ ଦେଇ ଛାଡ଼ିଦେଲା ଛତିଶଗଡ଼ ପୁଲିସ
ଝାରସୁଗୁଡ଼ା: ଛତିଶଗଡ଼ର ମହାସମୁନ୍ଦ ଜିଲ୍ଲା ସରାଇପାଲି, ଭଅଁରପୁର ଓ ସଙ୍କରା ଥାନାରେ ଗତକାଲି ଠାରୁ ଅଟକ ଥିବା ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ପୁଅ ବିଶାଳ ଦାସ ଓ ତାଙ୍କ ସମର୍ଥକମାନଙ୍କୁ ପୁଲିସ ଆଜି ଅପରାହ୍ଣରେ ଛାଡ଼ିଦେଇଛି। ସେଠାକାର ପୁଲିସ ବିଏନ୍ଏସ୍ ୩୫-ବିରେ ନୋଟିସ୍ କରି!-->…
ପ୍ରବାସୀ ଭାରତୀୟ ସମ୍ମେଳନୀର ବିଭିନ୍ନ ଷ୍ଟଲ ବୁଲିଲେ ମହାମହିମ
ଭୁବନେଶ୍ବର : ଜନତା ମଇଦାନରେ ପ୍ରବାସୀ ଭାରତୀୟ ସମ୍ମିଳନୀର ଆଜି ଶେଷ ଦିନ । ଉଦଯାପନୀ ଉତ୍ସବରେ ସାମିଲ ହେଲେ ହୋଇ ସମ୍ମିଳନୀକୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପୂର୍ବରୁ ପ୍ରବାସୀ ଭାରତୀୟ ସମ୍ମେଳନୀର ବିଭିନ୍ନ ଷ୍ଟଲ ବୁଲିଥିଲେ ମହାମହିମ ।
ଷ୍ଟଲ!-->!-->!-->…
ବିକଶିତ ଭାରତ ନିର୍ମାଣରେ ପ୍ରବାସୀ ଭାରତୀୟଙ୍କ ସହଯୋଗ ଜରୁରୀ: ରାଷ୍ଟ୍ରପତି
ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ଦୁଇଦିନିଆ ଓଡ଼ିଶା ଗସ୍ତ ଶେଷ କରିଛନ୍ତି। ଗତକାଲି ଠାରୁ ଆରମ୍ଭ ହୋଇଥିବା ଏହି ଗସ୍ତ ଶେଷ କରିବା ପରେ ସେ ଆଜି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ନୂଆଦିଲ୍ଲୀ ଫେରି ଯାଇଛନ୍ତି। ଏହା ପୂର୍ବରୁ ମହାମହିମ ତିନିଦିନିଆ ପ୍ରବାସୀ ଭାରତୀୟ!-->…
ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫଶିଲେ ଏଆରଆଇ
ଖୋର୍ଦ୍ଧା: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡିଲେ ଏଆରଆଇ । ଖୋର୍ଦ୍ଧା ଜିଲ୍ଲା ସୋରଣ ରାଜସ୍ୱ ସର୍କଲର ଏଆରଆଇ କୈଳାସ ଚନ୍ଦ୍ର ବେହେରା ୨୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ କାବୁ କଲା ଭିଜିଲାନ୍ସ । ବସୁନ୍ଧରା ଯୋଜନାରେ ଜାଗା ପ୍ରଦାନ ପାଇଁ ଗରିବ ଲୋକଙ୍କ ଠାରୁ ଲାଞ୍ଚ ନେଉଥିଲେ କୈଳାସ ।
!-->!-->…
ହଂସିକା ଓ ଅନୀଲଙ୍କ ୫୮ କୋଟି ଟଙ୍କାର ବେନାମୀ ସମ୍ପତ୍ତି ଠାବ
ଭୁବନେଶ୍ବର: ହାଇପ୍ରୋଫାଇଲ୍ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ଉପରେ ଆୟକର ବିଭାଗର ଚତୁର୍ଥ ଦିନରେ ବି ଚଢ଼ାଉ ଜାରି.ରହିଛି। ଆୟକର ବିଭାଗ ଚଢ଼ାଉ କରିବା ସହ ପାଇଛି ୫୮ କୋଟି ଟଙ୍କାର ବେନାମୀ ସମ୍ପତ୍ତି, ଯେଉଁଥିରେ ୧୭ କୋଟି ଟଙ୍କାର ବେନାମୀ ସମ୍ପତ୍ତି ବିଲଡରଙ୍କ ପାଖରେ ରହିଛି।!-->…