Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବିଶାଳ ଦାସଙ୍କ ସହ ସମସ୍ତ ଅଟକଙ୍କୁ ତୁରନ୍ତ ଛାଡ଼: ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ
ଭୁବନେଶ୍ୱର: ଛତିଶଗଡ଼ର ମହାସମୁଦ ଜିଲ୍ଲାର ସରେଇପାଲି ଥାନାରେ କିର୍ମିରା ବ୍ଲକର ସରପଞ୍ଚ ଓ ସମିତି ସଭ୍ୟମାନଙ୍କ ସହ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସଙ୍କୁ ଅଟକ ରଖାଯାଇଥିବା ଘଟଣା । ଏ ସମ୍ପର୍କରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା!-->…
FAQ ମାନର ଧାନ ଆଣନ୍ତୁ, ବେଶୀ ଖରାପ ହୋଇଥିଲେ ନେଇ ହେବନି: ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
ଭୁବନେଶ୍ୱର : ମଣ୍ଡିରେ ଧାନ ସଂଗ୍ରହ ଠିକ ଠାକ୍ ଚାଲିଛି । କିଛି ସ୍ଥାନରେ ଅସୁବିଧା ସାମନାକୁ ଆସିଛି । ଯେକୌଣସି ଧାନ ଆଣିଲେ ୩୧୦୦ ଟଙ୍କା ଦେବେ ବୋଲି ଚାଷୀଙ୍କୁ ବିଭ୍ରାନ୍ତି କରାଯାଉଛି । FAQ ମାନର ଧାନ ଆଣିବାକୁ ପଡିବ ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ!-->…
୧୨ ତାରିଖ ଯାଏଁ ଖୋଲା ରହିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ, ମାଗଣାରେ ବୁଲିପାରିବେ ସାଧାରଣ ଲୋକ
ଭୁବନେଶ୍ଵର: ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ ଜନତା ମଇଦାନରେ ଚାଲିଥିବା ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆସନ୍ତା କାଲି ଅର୍ଥାତ ଶନିବାର ସକାଳ ୧୦.୦୦ ଟାରୁ ୧୨ ତାରିଖ ସନ୍ଧ୍ୟା ଯାଏଁ ଏହି ପ୍ରଦର୍ଶନୀ ଖୋଲା ରହିବ। ଏହି ସମୟ ମଧ୍ୟରେ ସାଧାରଣ ଲୋକ ଏବଂ ଛାତ୍ରଛାତ୍ରୀ ବୁଲି!-->…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗ ଦେଇ ମାର୍ଗଦର୍ଶନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନିଜର ସୋସିଆଲ ମିଡିଆ ‘ଏକ୍ସ’ରେ ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ପ୍ରବାସୀ ଭାରତୀୟ ଦିବସରେ ଆପଣଙ୍କ ଗାରିମାମୟ!-->…
ଆସିଲେନି ସରପଞ୍ଚ ଓ ସମିତି ସଭ୍ୟ: କିର୍ମିରାରେ ବାତିଲ ହେଲା ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା: କିର୍ମିରାରେ ବାତିଲ ହୋଇଛି ଅନାସ୍ଥା ଭୋଟିଂ। ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି କିର୍ମିରାରେ ୧୦ଟାରୁ ଅନାସ୍ଥା ପ୍ରସ୍ତାବ ଉପରେ ଭୋଟିଂ ବାତିଲ ହୋଇଛି। ଅନାସ୍ଥା ଭୋଟିଂ ପୂର୍ବରୁ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କ ସହ ସରପଞ୍ଚ ଏବଂ କିଛି ସମିତି!-->…
ଆଉ କିଛି ଦିନ ପରେ ଆଳୁ ଦର କମିଯିବ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଭୁବନେଶ୍ବର: ଅପେକ୍ଷା କରନ୍ତୁ, ଆଉ କିଛି ଦିନର ବ୍ୟବଧାନ ପରେ ଆଳୁ ଦର କମିଯିବ। ଏହା କହିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।
ସେ କହିଛନ୍ତି, ପଶ୍ଚିମବଙ୍ଗରୁ ପର୍ଯ୍ୟାପ୍ତ ଆଳୁ ନ ଆସିବାରୁ ରାଜ୍ୟରେ ଆଳୁ ଦର ବୃଦ୍ଧି ପାଉଛି। କାହିଁକି ପଶ୍ଚିମବଙ୍ଗରୁ ଆସୁନାହିଁ!-->!-->!-->…
ତେଲଙ୍ଗାନାରେ ମର୍ମନ୍ତୁଦ ବସ୍ ଦୁର୍ଘଟଣା, ୪ ଓଡ଼ିଆଙ୍କ ମୃତ୍ୟୁ
ମାଲକାନଗିରି : ଘନ କୁହୁଡ଼ି ହେଲା କାଳ । ତେଲଙ୍ଗାନାରେ ମର୍ମନ୍ତୁଦ ବସ୍ ଦୁର୍ଘଟଣା । ସୂର୍ଯ୍ୟାପେଟ-ଖମାମ ରାସ୍ତାରେ ଦୁର୍ଘଟଣାରେ ୪ ଓଡ଼ିଆଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ଜଣ ମହିଳା ଅଛନ୍ତି । କିଛି ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ସିନାପାଲିରୁ!-->…
୧୩ ହାର୍ଡକୋର ନକ୍ସଲଙ୍କ ଆତ୍ମସମର୍ପଣ
ମାଲକାନଗିରି: ଭାଙ୍ଗୁଛି ମାଓଗଡ଼। ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଏସପିଙ୍କ ନିକଟରେ ୧୩ ଜଣ ହାର୍ଡକୋର ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଦୀର୍ଘ ବର୍ଷ ହେବ ମାଓ ସଙ୍ଗଠନର ଅନେକ ହିଂସାକାଣ୍ଡରେ ସାମିଲ ଥିଲେ। ମାଓ ଆଦର୍ଶରୁ ମାଓବାଦୀ ବିଚ୍ୟୁତ ହେବାରୁ ଆତ୍ମସମର୍ପଣ କରିଥିବା!-->…
ପୂର୍ବତନ ମନ୍ତ୍ରୀଙ୍କ ପୁଅ ବିଶାଳ ଦାସ ଥାନାରେ ଅଟକ
ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଳ ଦାସ ଥାନାରେ ଅଟକ। ଛତିଶଗଡ଼ ମହାସମୁଦ୍ ଜିଲ୍ଲା ସରେଇପାଲି ଥାନା ପୋଲିସ ବିଶାଳଙ୍କୁ ଅଟକ ରଖିଛି। ଗତକାଲି ବିଳମ୍ବିତ ରାତିରୁ ବିଶାଳ ଅଟକ ଥିବା ସୂଚନା ମିଳିଛି। ତେବେ ଏପରି ଗଣତନ୍ତ୍ର ଚଳିବ ନାହିଁ, ତୁରନ୍ତ ଆମ ମୁକୁଳିବା ବ୍ୟବସ୍ଥା!-->…
ଭୁବନେଶ୍ୱରରେ ପହଁଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇ ଦିନିଆ ଓଡିଶା ଗସ୍ତରେ ଆସି ୧୮ତମ ପ୍ରବାସୀ ଭାରତୀୟ ଦିବସର ଉଦଯାପନୀ ସମାରୋହରେ ଯୋଗଦେବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ସ୍ୱାଗତ ପାଇଁ ବିମାନବନ୍ଦରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ରାଜ୍ୟପାଳ!-->…