Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମହାନଦୀରେ ବଢିବାରେ ଲାଗିଛି ଜଳସ୍ତର, ମୁଣ୍ଡୁଳିରେ ୮ ଲକ୍ଷରୁ ଅଧିକ କ୍ୟୁସେକ୍ ପାଣି ପ୍ରବାହିତ
କଟକ : ମହାନଦୀରେ ବଢିବାରେ ଲାଗିଛି ଜଳସ୍ତର । ୧୧ଟା ସୁଦ୍ଧା କଟକ ମୁଣ୍ଡଳୀ ବ୍ରିଜ ଦେଇ ପ୍ରତି ସେକେଣ୍ଡ ପିଛା ୮ଲକ୍ଷ ୨୦ ହଜାର ୮୪୩ କ୍ୟୁସେକ ଜଳ ପ୍ରବାହିତ ହେଉଛି । ୧୦ଟି ଯାକ ଗେଟ ଦେଇ ପ୍ରବାହିତ ହେଉଛି ଜଳ। ମୁଣ୍ଡଳୀଠାରେ ବିପଦ ସଙ୍କେତ ୯୫. ୦୫ ଫୁଟ ରହିଥିବାବେଳେ, ବିପଦ ସଙ୍କେତ!-->…
ଖୋର୍ଦ୍ଧା ଜିଲ୍ଲାରେ ଦୁଇ ଦିନ ସ୍କୁଲ ଛୁଟି, ଶିକ୍ଷକମାନେ ଉପସ୍ଥିତ ରହିବାକୁ ଜିଲ୍ଲାପାଳଙ୍କ କଡ଼ା ନିର୍ଦ୍ଦେଶ
ଭୁବନେଶ୍ୱର : ଖୋର୍ଦ୍ଧା ଜିଲ୍ଲାରେ ଦୁଇ ଦିନ ସ୍କୁଲ ବନ୍ଦ । ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ସ୍କୁଲ ବନ୍ଦ ଘୋଷଣା କରାଯାଇଛି । ଜିଲ୍ଲାର ସମସ୍ତ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ଜିଲ୍ଲାପାଳ । ଅଗଷ୍ଟ ୧!-->…
ରାଜସ୍ବ ବିଭାଗର ବନ୍ୟା କ୍ଷୟକ୍ଷତି ସମୀକ୍ଷା, ବାଲେଶ୍ୱର-ଭଦ୍ରକ-ଯାଜପୁର ଯିବ ଉଚ୍ଚସ୍ତରୀୟ ଟିମ୍
ଭୁବନେଶ୍ୱର : ବନ୍ୟା କ୍ଷୟକ୍ଷତି ନେଇ ରାଜସ୍ବ ବିଭାଗର ସମୀକ୍ଷା । ୫ ଜିଲ୍ଲାରେ ୬ ଲକ୍ଷ ଲୋକ ପ୍ରଭାବିତ । ଯାଜପୁର, ଭଦ୍ରକ ଏବଂ ବାଲେଶ୍ବରରେ ସର୍ବାଧିକ ପ୍ରଭାବିତ ହୋଇଛନ୍ତି । ମୟୂରଭଞ୍ଜ ଓ କେନ୍ଦୁଝରରେ ବି ଲୋକ ବି ପ୍ରଭାବିତ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୬୫ ହଜାର!-->…
ସହରାଞ୍ଚଳରେ ଜଳ ନିଷ୍କାସନ ଓ ରିଲିଫ୍ କାର୍ଯ୍ୟ ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛି ନଗର ଉନ୍ନୟନ ବିଭାଗ : ମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଅଞ୍ଚଳରେ, ବିଶେଷକରି ଉତ୍ତର ଓଡ଼ିଶା ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ଓ ଜଳ ବନ୍ଦି ସ୍ଥିତିର ମୁକାବିଲା ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବ୍ୟାପକ ଓ ତୁରନ୍ତ ପଦକ୍ଷେପ ଗ୍ରହଣ!-->…
ଲାଇଫ ଜ୍ୟାକେଟ୍ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ
ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାରେ ବନ୍ୟା ଜଳରେ ଫସିଥିବା ଲୋକଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ । ନିଜେ ଲାଇଫ୍ ଜ୍ୟାକେଟ୍ ପିନ୍ଧି କେସିଙ୍ଗା ସ୍ଥିତ ବେଲଖଣ୍ଡି ଶିବ ମନ୍ଦିରରୁ ବନ୍ୟା ୧୫ ଜଣଙ୍କୁ ଉଦ୍ଧାର କରିଛନ୍ତି କଳାହାଣ୍ଡି ଜିଲ୍ଲାପାଳ ସଚିନ ପାୱାର ପ୍ରକାଶ ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷ!-->…
ବନ୍ୟା ମୁକାବିଲା ପାଇଁ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟରେ ଅଗ୍ନିଶମ ବିଭାଗର ୬୦ ଟିମ୍ ନିୟୋଜିତ
ଭୁବନେଶ୍ୱର : ରାଜ୍ୟର ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ୬୦ଟି ସ୍ୱତନ୍ତ୍ର ଟିମ୍କୁ ପ୍ରଭାବିତ ଅଞ୍ଚଳରେ ନିୟୋଜିତ କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଏହି ଟିମ୍ଗୁଡ଼ିକ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟରେ ନିୟୋଜିତ ଥିବା!-->…
୧୯୮ ଅଧିକାରୀଙ୍କ ବଦଳି, ଅଗଷ୍ଟ ପହିଲା ସୁଦ୍ଧା କାର୍ଯ୍ୟରେ ଯୋଗ ନ ଦେଲେ ଦରମା ବନ୍ଦ
ଭୁବନେଶ୍ବର: ଓଡ଼ିଶା ଟିକସ ଓ ଆକାଉଣ୍ଟ ସେବା (ଓଟିଆଣ୍ଡଏଏସ୍) କ୍ୟାଡର୍ରେ ୧୯୮ ଅଧିକାରୀଙ୍କ ବଦଳି କରାଯାଇଛି। ଏନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଅଧିକାରୀମାନେ ବିଭିନ୍ନ ଜିଲାରେ ବ୍ଲକ୍ ଫାଇନାନ୍ସ ଅଫିସର୍, ସିଟି ଆଣ୍ଡ ଜିଏସ୍ଟି ଅଫିସର୍, ସବ୍-ଟ୍ରେଜେରୀ!-->…
’ମହାପ୍ରଭୁ ଜଗନ୍ନାଥ’ ଆନିମେଟେଡ୍ ଫିଲ୍ମ ଉପରେ ଲାଗିବନି ରୋକ, ଆସିଲା ସୁପ୍ରିମ ରାୟ
ଭୁବନେଶ୍ୱର : ମହାପ୍ରଭୁ ଜଗନ୍ନାଥ’ ଆନିମେଟେଡ୍ ଫିଲ୍ମ ଉପରେ ରୋକ ଲାଗିବନି । ‘ମହାପ୍ରଭୁ ଜଗନ୍ନାଥ’ ଆନିମେଟେଡ୍ ଚଳଚ୍ଚିତ୍ରର ମୁକ୍ତି ଉପରେ ରୋକ ଲଗାଇବାକୁ ଦାଖଲ ଆବେଦନକୁ ଆଜି ସୁପ୍ରିମକୋର୍ଟ ଖାରଜ କରିଛନ୍ତି । ବିଚାରପତି ବି.ଭି. ନାଗରତ୍ନା ଓ ବିଚାରପତି ଆର୍. ମହାଦେବନଙ୍କ!-->…
ବନ୍ୟା ମୁକାବିଲା ପାଇଁ ଆଲର୍ଟରେ ସ୍ୱାସ୍ଥ୍ୟ ବିଭାଗ, ଆଣ୍ଟି ସ୍ନେକ ଭେନମ ମହଜୁଦ ରଖିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର : ରାଜ୍ୟରେ ବନ୍ୟା ପରିସ୍ଥିତି, ଆଲର୍ଟରେ ସ୍ୱାସ୍ଥ୍ୟ ବିଭାଗ। ସ୍ୱାସ୍ଥ୍ୟ ବିଭାଗ ତରଫରୁ ପ୍ରମୁଖ ସଚିବଙ୍କ ଅଧକ୍ଷତାରେ ନିର୍ଦ୍ଦେଶକ ଓ ସିଡ଼ିଏମଓମାନଙ୍କ ସହିତ ସମୀକ୍ଷା ବୈଠକ କରାଯାଇଛି । ଭିସି ମାଧ୍ୟମରେ ସମସ୍ତ ଅଧିକାରୀମାନେ ଯୋଡ଼ି ହୋଇଥିଲେ । ତେବେ ବୈଠକରେ!-->…
ବୈତରଣୀରେ ବଡ଼ ବନ୍ୟା ଆଶଙ୍କା
ଭୁବନେଶ୍ବର: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ବିଶେଷକରି, ଉତ୍ତର ଓଡ଼ିଶାର ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଏବଂ କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଛି। ସୁନ୍ଦରଗଡ଼, ସମ୍ବଲପୁର ଏବଂ ସୁବର୍ଣ୍ଣପୁର ଜିଲାରେ ମଧ୍ୟ ପ୍ରବଳ!-->…