Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନିଜକୁ ନିଜେ ଗୁଳି କରି ଆତ୍ମହତ୍ୟା କଲେ CISF ଯବାନ
ରାଉରକେଲା: ଆଜି ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ (RSP)ରେ ଜଣେ CISF କନଷ୍ଟେବଳ ନିଜ ସର୍ଭିସ୍ ପିସ୍ତଲରେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ମୃତ ବ୍ୟକ୍ତି କେରଳର ଅଭିନନ୍ଦନ ପିକେ ବୋଲି ଚିହ୍ନଟ କରାଯାଇଛି। ସେ CISF ରେ ଜଣେ କନଷ୍ଟେବଳ ଭାବରେ!-->!-->!-->…
ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ପ୍ରବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
ଭୁବନେଶ୍ବର: ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆହ୍ୱାନ। ପ୍ରବାସୀ ଭାରତୀୟଙ୍କୁ ମଞ୍ଚ ଉପରେ ଆହ୍ବାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବ୍ୟବସାୟ ପାଇଁ ଓଡ଼ିଶା ଉପଯୁକ୍ତ ସ୍ଥାନ। ଏଠି ଅପର୍ଯ୍ୟାପ୍ତ ସୁଯୋଗ ରହିଛି। ତେଣୁ ଓଡ଼ିଶାର ବିକାଶରେ ପ୍ରବାସୀ ସାମିଲ୍!-->…
ରାଜଧାନୀରେ ପୋଲିସ ମିତ୍ରଙ୍କୁ ବୀଭତ୍ସ ହତ୍ୟା ଘଟଣା: ଗିରଫ ସଂଖ୍ୟା ୫କୁ ବୃଦ୍ଧି
ଭୁବନେଶ୍ୱର: ବୁଧବାର ଘଟିଥିବା ରସୁଲଗଡ ଫ୍ଲାଏଓଭର ହତ୍ୟାକାଣ୍ଡରେ ଆଉ ଦୁଇ ଜଣଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ । ସଦ୍ୟ ଗିରଫ ଦୁଇ ଜଣଙ୍କ ମଧ୍ୟରେ ମଧ୍ୟ ଜଣେ ମହିଳା ଅଭିଯୁକ୍ତ ରହିଛନ୍ତି । ଏଥିସହିତ ହତ୍ୟା ମାମଲାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି ପାଇଛି ।
ପୋଲିସ ଦୁଇଟି ବାଇକ୍ ସହ!-->!-->!-->…
ବ୍ୟାଙ୍କ ସାମନାରୁ ଅବସରପ୍ରାପ୍ତ ପୋଲିସ କର୍ମଚାରୀଙ୍କଠାରୁ ୫ ଲକ୍ଷ ଲୁଟ୍
ରାଉରକେଲା: ବ୍ୟାଙ୍କ ସାମନାରୁ ୫ ଲକ୍ଷ ଟଙ୍କା ଲୁଟ । ଜଣେ ଅବସରପ୍ରାପ୍ତ ପୁଲିସ କର୍ମଚାରୀଙ୍କ ଠାରୁ ହୋଇଛି ଲୁଟ। ସେ ବ୍ୟାଙ୍କରୁ ୫ ଲକ୍ଷ ଟଙ୍କା ଉଠାଇ ଫେରୁଥିବା ବେଳେ ଆଜି ଅପରାହ୍ନ ପ୍ରାୟ ଗୋଟାଏ ସମୟରେ ଦୁଇ ଜଣ ଦୁର୍ବୃତ୍ତ ଲୁଟ କରିଛନ୍ତି। ରାଉରକେଲାର ସେକ୍ଟର ୧୯ ସ୍ଥିତ!-->…
Z1ରେ ରହିଛି ହଂସିକାଙ୍କ ୩ଟି ଫ୍ଲାଟ୍; IT ଓ ପୁଲିସ୍ ଚଢ଼ଉ
ଭୁବନେଶ୍ୱର: ପ୍ରତିଦିନ ହଂସିକା ଅଭିଲିପ୍ସାଙ୍କ ସମ୍ପର୍କରେ ମିଳୁଛି ନୂଆ ନୂଆ ତଥ୍ୟ। ଠକେଇ ରାଣୀ ହଂସିକାଙ୍କର ରାଜଧାନୀ ଭୁବନେଶ୍ୱରରେ ଥିବା Z1ରେ ରହିଛି ୩ଟି ଫ୍ଲାଟ୍। କିନ୍ତୁ ସେ ରହୁଥିଲେ ୭୦୩ ନମ୍ୱର ଫ୍ଲାଟ୍ରେ। ଅଭିଯୋଗ ହେଉଛି ଅନୀଲ ମହାନ୍ତିଙ୍କ ସହ ସେ ସେହି ଫ୍ଲାଟ୍ରେ ରହୁଥିଲେ।!-->…
ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି। ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ ପାଳନ ଅବସରରେ ଭିଡିଓ କନଫରେନ୍ସ ମାଧ୍ୟମରେ ପ୍ରଧାନମନ୍ତ୍ରୀ ମୋଦୀ ଏହି ଟ୍ରେନର ଶୁଭାରମ୍ଭ କରିଛନ୍ତି। ପ୍ରବାସୀ ଭାରତୀୟ!-->…
‘ସହଦେବ ନାୟକଙ୍କ ପରିବାରକୁ ୧ କୋଟି ସହାୟତା ସହ ତାଙ୍କ ପତ୍ନୀଙ୍କୁ ଚାକିରି ଦିଆଯାଉ’
ଭୁବନେଶ୍ୱର: ବୁଧବାର ଭୁବନେଶ୍ୱର ରସୁଲଗଡ ଫ୍ଲାଏଓଭରେ ଘଟିଥିବା ପୋଲିସ ମିତ୍ର ସହଦେବ ନାୟକଙ୍କ ବିଭତ୍ସ ହତ୍ୟାକାଣ୍ଡ ରାଜଧାନୀ ସମେତ ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ଘଟଣା ଘଟିବାର ମାତ୍ର ଦଶ ଘଣ୍ଟା ଭିତରେ ଅଭିଯୁକ୍ତଙ୍କୁ କାବୁ କରିବାରେ ସଫଳ ହୋଇଛି ପୋଲିସ । ତେବେ ଏହି!-->…
ବର୍ଷକ ଭିତରେ ଓଡ଼ିଶା ହେବ ଆଇଟି ହବ୍, ଖୁବଶୀଘ୍ର ସେଗୁଡ଼ିକର ଡିପିଆର ପ୍ରସ୍ତୁତ କରାଯିବ : କେନ୍ଦ୍ର ମନ୍ତ୍ରୀ ଅଶ୍ୱନୀ…
ଭୁବନେଶ୍ୱର : ବର୍ଷକ ଭିତରେ ଓଡ଼ିଶା ହେବ ଆଇଟି ହବ୍ । ବିରାଟ ଆଇଟି, ଇଲେକ୍ଟ୍ରୋନିକ୍ସ, ସେମିକଣ୍ଡକ୍ଟର, ଏଆଇ, ମେସିନ ଲର୍ଣିଂ, ଆଇଓଟି, ଇଣ୍ଡଷ୍ଟ୍ରି 4.0 କ୍ଷେତ୍ର ପାଇଁ ଯୁବକ ଯୁବତୀମାନଙ୍କୁ ପାରଙ୍ଗମ କରାଯିବ । ଓଡ଼ିଶାକୁ ବିରାଟ ଆଇଟି ହବରେ ପରିଣତ କରାଯିବ । ଏ ନେଇ!-->…
୩୧ ଜାନୁଆରି ପର୍ଯ୍ୟନ୍ତ ଚାଲିବ ରାସନ କାର୍ଡ ଇ-କେୱାଇସି ଯାଞ୍ଚ: ମନ୍ତ୍ରୀ
ଭୁବନେଶ୍ବର: ଜାନୁଆରି ୩୧ ଇ-କେୱାଇସି ପାଇଁ ଶେଷ ତାରିଖ। ଧାର୍ଯ୍ୟ ହୋଇଥିବା ତାରିଖ ମଧ୍ୟରେ ରାସନ କାର୍ଡର ଇ-କେୱାଇସି ନ କଲେ କାର୍ଡ କଟିଯିବା ସହ ଆଉ ରାସନ ମିଳିବନି । ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ଯୋଗାଣ ମନ୍ତ୍ରୀଙ୍କ ସୂଚନା ଅନୁସାରେ ବର୍ତ୍ତମାନ!-->…
ପ୍ରବାସୀଙ୍କୁ ଭାରତୀୟଙ୍କୁ ମୋଦି କଲେ ଅପିଲ୍: କହିଲେ, ‘ଲୋକାଲକୁ ଗ୍ଲୋବାଲ କରାନ୍ତୁ’
ଭୁବନେଶ୍ବର: ଆଜି ୧୮ତମ ପ୍ରବାସୀ ଭାରତୀୟ ସମ୍ମେଳନୀର ଦ୍ବିତୀୟ ଦିନରେ ପ୍ରବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ସେମାନଙ୍କ ପାଇଁ କିପରି ମୋଦି ଗର୍ବ ଅନୁଭବ କରନ୍ତି ତାହା କହି ଧନ୍ୟବାନ ଜଣାଇଛନ୍ତି । ଏଥିସହିତ ସେମାନଙ୍କୁ କିଛି ଅପିଲ୍ ମଧ୍ୟ କରିଛନ୍ତି ମୋଦି । ଏନେଇ ସେ!-->…