Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ରସୁଲଗଡ଼ ବ୍ରିଜରେ ହତ୍ୟା ଘଟଣା, ଅଭିଯୁକ୍ତଙ୍କୁ ନେଇ କ୍ରାଇମ ସିନ୍ ରିକ୍ରିଏସନ୍ କଲା ପୋଲିସ
ଭୁବନେଶ୍ବର : ଭୁବନେଶ୍ବର ରସୁଲଗଡ଼ ବ୍ରିଜରେ ସହଦେବ ନାୟକଙ୍କୁ ହତ୍ୟା ଘଟଣାରେ କ୍ରାଇମ୍ ସିନ୍ ରିକ୍ରିଏସନ୍ । ଅଭିଯୁକ୍ତଙ୍କୁ ନେଇ କ୍ରାଇମ ସିନ୍ ରିକ୍ରିଏସନ୍ କଲା ପୋଲିସ । ହତ୍ୟା ପରେ ମାରଣାସ୍ତ୍ରକୁ ଏକ ବ୍ୟାଗରେ ପୂରାଇ ଲିଙ୍ଗିପୁର ନିକଟ ଦୟାନଦୀକୁ ଫିଙ୍ଗିଦେଇଥିଲେ ଦୁର୍ବୃତ୍ତ।
!-->!-->…
ପ୍ରବାସୀ ଭାରତୀୟ ସମ୍ମେଳନୀରେ ପ୍ରଧାନମନ୍ତ୍ରୀ, କହିଲେ ‘ପ୍ରବାସୀ ଭାରତର ରାଷ୍ଟ୍ରଦୂତ’
ଭୁବନେଶ୍ବର: ଆଜି ୧୮ ତମ ପ୍ରବାସୀ ଭାରତୀୟ ଦିବସର ଦ୍ବିତୀୟ ଦିନ । ଆଉ ଦ୍ବିତୀୟ ଦିନରେ ଏହି ସମ୍ମେଳନୀରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଆନୁଷ୍ଠାନିକ ଭାବେ ପ୍ରବାସୀ ଭାରତୀୟ ଦିବସ ଉଦଘାଟନ କରିବା ସହ ପ୍ରବାସୀ ଭାରତୀୟ ଏକ୍ସପ୍ରେସର ଉଦ୍ଘାଟନ କରିଛନ୍ତି ମୋଦି । ଏହାପରେ ଜନତା!-->…
ରାଜ୍ୟରେ ‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ଫେବୃୟାରୀ ମାସରୁ ‘ଆୟୁଷ୍ମାନ ଭାରତ’ ଯୋଜନାକୁ ଲାଗୁ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଅଧିକାରୀମାନେ ଏହାକୁ ଲାଗୁ କରିବାକୁ ନେଇ ଥିବା ପ୍ରତିବନ୍ଧକକୁ ଦୂର କରିବା ପରେ ଆସନ୍ତା ସପ୍ତାହରେ ନୂଆଦିଲ୍ଲୀରେ!-->…
ଆସନ୍ତା ୧୩ରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ
ଭୁବନେଶ୍ବର: ଆସନ୍ତା ୧୩ ତାରିଖରୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ ରାଜଭବନ ଉଦ୍ୟାନ । ଓଡ଼ିଶା ରାଜଭବନ ଉଦ୍ୟାନ ଜାନୁଆରୀ ୧୩ ଅର୍ଥାତ୍ ଆସନ୍ତା ସୋମବାରରୁ ଜାନୁଆରୀ ୨୨ ପର୍ଯ୍ୟନ୍ତ ସାଧାରଣ ଲୋକଙ୍କ ପାଇଁ ଖୋଲା ରହିବ । ଏହି ଦିନମାନଙ୍କରେ ଯେକୌଣସି ବ୍ୟକ୍ତି ମାଗଣାରେ ରାଜଭବନ ଉଦ୍ୟାନ!-->…
ମହାକୁମ୍ଭ ପାଇଁ ଓଡିଶାରୁ ଚାଲିବ ୮ଟି ବସ୍, ମହିଳାଙ୍କୁ ମିଳିବ ୫୦% ରିହାତି
ମହାକୁମ୍ଭ ପାଇଁ ଚାଲିବ ୮ ଟି ବସ୍ । ମହାକୁମ୍ଭ ମେଳା ପାଇଁ ପ୍ରଥମ ପର୍ଯ୍ୟାୟରେ ଓଡିଶାରୁ ୮ଟି ବସ୍ ଯିବ । ଏନେଇ ସୂଚନା ଦେଲେ ଓଏସଆରଟିସି ଅତିରିକ୍ତ ସଚିବ ଲକ୍ଷ୍ମୀକାନ୍ତ ସେଠୀ । ତେବେ ୧୨ ତାରିଖରେ ପ୍ରଥମ ପର୍ଯ୍ୟାୟରେ ବସ୍ ବାହାରିବ । ୮ଟି ବସ୍ ଅଯୋଧ୍ୟା ଅଭିମୁଖେ ବାହାରିବ ।!-->…
ଜାନୁଆରୀ ୨୦ରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ
ପୁରୀ:ଆସନ୍ତା ୨୦ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ । ନାଟମଣ୍ଡପ ଭିତରେ ଭକ୍ତ ଶୃଙ୍ଖଳିତ ଭାବେ ପ୍ରବେଶ କରି ଶ୍ରୀଜୀଉଙ୍କୁ ସୁବିଧାରେ ଦର୍ଶନ ପାଇଁ ୬ ଥାକିଆ ବ୍ୟାରିକେଡ୍ ବ୍ୟବସ୍ଥା କରାଯାଇଛି । ଏନେଇ ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ସେ ନେଇ ସମସ୍ତ!-->…
ଜିଲ୍ଲା ମୁଖିଆଙ୍କ ଗେଲ୍ହା ପୁଅ ଏବଂ ତୃତୀୟ ମହଲା ର ଆଶୀର୍ବାଦ ରେ ୨୫ ବର୍ଷ ହେଲା ଦୁର୍ନୀତିର ସିଂହାସନ ରେ ଗଞ୍ଜାମ…
ମଦ.. ବାଲି.. ଖଣି.. ଜମି ମାଫିଆଙ୍କ ହର୍ତ୍ତା କର୍ତ୍ତା ଦୈବ ବିଧାତା...ବ୍ୟବସାୟିକ ଭାଗିଦାରୀ ମଧ୍ୟ...!
ସେ ହେଉଛନ୍ତି ଜିଲ୍ଲାର ମୁକୁଟ ବିହୀନ ସମ୍ରାଟ, ବିନା ଆଦେଶ ରେ ପତ୍ର ବି ହଲୁନି..
ବ୍ରହ୍ମପୁର: ଦୀର୍ଘ ୨୫ ବର୍ଷ ତଳେ ସାନ ବାବୁ ହୋଇ ଆସିଥିଲେ ଜିଲ୍ଲାର ସଦର ମହକୁମା!-->!-->!-->!-->!-->!-->!-->…
ଭୁବନେଶ୍ବରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, କାଲି ପ୍ରବାସୀ ଭାରତୀୟ ସମ୍ମେଳନର କରିବେ ଉଦଘାଟନ
ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ଏକ ସ୍ବତନ୍ତ୍ର ବିମାନରେ ଆଜି ରାତିରେ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଏଠାରେ ପହଞ୍ଚିଲା ପରେ ରାଜ୍ୟ ସରକାରଙ୍କ ତରଫରୁ ତାଙ୍କୁ!-->…
ରସୁଲଗଡ଼ ହତ୍ୟାକାଣ୍ଡ ମାମଲା, ୩ ଜଣଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର: ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍ ଉପରେ ଆଜି ସକାଳୁ ଘଟିଥିବା ହତ୍ୟାକାଣ୍ଡରେ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅବଭିଯୁକ୍ତଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି । ଏମାନଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ଆଜି ସନ୍ଧ୍ୟାରେ ଗରିଫ କରିବାରେ ସଫଳ ହୋଇଛି କମିଶନରେଟ୍!-->…
‘ନୂଆ ସରକାରରେ ଭୁଶୁଡି ପଡିଛି ଆଇନ ଶୃଙ୍ଖଳା’, ଘେରିଲା ବିଜେଡି
ଭୁବନେଶ୍ବର: ଏବେ ଉଠୁଛି ପଡୁଛି ରାଜଧାନୀ ଭୁବନେଶ୍ବର । ପୂରା ବିଶ୍ବର ନଜର ଭୁବନେଶ୍ବର ଉପରେ ରହିଛି । ଦେଶବିଦେଶରୁ ପ୍ରବାସୀ ଭାରତୀୟଙ୍କ ଡେରାପଡିଛି ଭୁବନେଶ୍ବରରେ । ହେଲେ ଏଭଳି ସ୍ଥିତିରେ ଆଜି ସକାଳୁ ସକାଳୁ ରାଜଧାନୀ ରାଜରାସ୍ତାରେ, ତାହା ପୁଣି ଏକ ସେଣ୍ଟ୍ରାଲ ପଏଣ୍ଟ ଯାହା ସବୁ ବେଳେ!-->…