Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡିଶା ପ୍ରତି ଅବହେଳା ସଂପର୍କରେ ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ନିରଞ୍ଜନ
ଭୁବନେଶ୍ୱର: ପୂର୍ବତଟ ରେଳପଥର ୱାଲଟିୟର ଡିଭିଜନ ନୂତନ ଭାବେ ଗଠିତ ଦକ୍ଷିଣତଟ ରେଲୱେ ଅଧିନକୁ ଚାଲିଯିବା ପରିପ୍ରେକ୍ଷୀରେ ଗଭୀର ଉଦ୍ବେଗ ପ୍ରକାଶ କରି ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଏକ ତଥ୍ୟଭିତ୍ତିକ ପତ୍ର ଲେଖିଛନ୍ତି। ଶ୍ରୀ ପଟ୍ଟନାୟକ!-->…
ଆଗାମୀ ୩ ଦିନ ଯାଏଁ ୫ ଜିଲ୍ଲାକୁ କୁହୁଡି ଆଲର୍ଟ ଜାରି
ଭୁବନେଶ୍ବର: ରାଜ୍ୟରେ ଏବେ ଶୀତର ଲହରି ଟିକେ କମିଛି । କିଛି କିଛି ସ୍ଥାନରେ କୁହୁଡି ଦେଖାଦେବା ବେଳେ ଶୀତ ପ୍ରାୟ କମ୍ ଅନୂଭୂତ ହେଉଛି । ଏଥିପାଇଁ ଆଗାମୀ ୩ ଦିନ ଯାଏଁ ୫ ଜିଲ୍ଲାକୁ କୁହୁଡି ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।
ଆସନ୍ତା ୩ ଦିନ ଯାଏଁ ୫ ଜିଲ୍ଲାରେ କୁହୁଡି ନେଇ ଆଲର୍ଟ!-->!-->!-->…
ପୂର୍ବତନ ବିଧାୟକ ସଦନ ନାୟକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: କୋରାପୁଟ ଜିଲ୍ଲାର କୋଟପାଡ଼ର ପୂର୍ବତନ ବିଧାୟକ ସଦନ ନାୟକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ ସ୍ୱର୍ଗତ ନାୟକ ଜଣେ ଦକ୍ଷ ସଂଗଠକ, ସମାଜସେବୀ ଓ ପରୋପକାରୀ ବ୍ୟକ୍ତି ଭାବେ!-->…
ସଡ଼କ ଦୁର୍ଘଟଣା ପୀଡ଼ିତଙ୍କୁ ମିଳିବ ୧.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ଚିକିତ୍ସା
ସଡ଼କ ଦୁର୍ଘଟଣାର ଶିକାର ହେଲେ ଏଣିକି ଆହତମାନଙ୍କୁ ମିଳିବ ମାଗଣା ଚିକିତ୍ସା। ନିଜେ କେନ୍ଦ୍ର ସଡ଼କ ଓ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଏହି ବଡ଼ ଘୋଷଣା କରିଛନ୍ତି। ସାରା ଦେଶରେ ସଡ଼କ ଦୁର୍ଘଟଣା ପୀଡ଼ିତଙ୍କୁ କ୍ୟାଶଲେସ୍ ଚିକିତ୍ସା ପାଇଁ ମାର୍ଚ୍ଚ ମାସ ସୁଦ୍ଧା ସରକାର ସଂଶୋଧିତ ଯୋଜନା!-->…
ନିମ୍ନମାନର ବାଲିରେ କାମ ଚାଲିଛି ଗାର୍ଡୱାଳ ନିର୍ମାଣ କାର୍ଯ୍ୟ….
ନିର୍ମାଣ କାଯ୍ୟରେ ନିୟୋଜିତ ଶିଶୁ ଶ୍ରମିକ । ନିଦ୍ରାରେ ଚାଇଲଡ଼ ଲାଇନ ।
ମାଲକାନଗିରି / କାଲିମେଳା,୦୮|୦୧ : ରାଜ୍ୟରେ ଶାସନ ବଦଳିଲେ ମଧ୍ୟ ବଦଳିନି ପ୍ରଶାସନର ଭୂମିକା । ପୂର୍ବ ସରକାରରେ ଯେମିତି ଅଭିଯୋଗ କଲେ ମଧ୍ୟ କେହି ଶୁଣିବାକୁ ନଥିଲେ । ବର୍ତ୍ତମାନ ମଧ୍ୟ ସମାନ ଅବସ୍ଥା। ପ୍ରିୟା!-->!-->!-->…
କୋଟିଏରୁ ଅଧିକ ଟଙ୍କାର ମୋବାଇଲ ଚୋରି
ମାଲକାନଗିରି : କୋଟିଏରୁ ଅଧିକ ଟଙ୍କାର ମୋବାଇଲ ଚୋରି । କାନ୍ଥ ଭାଙ୍ଗି ମୋବାଇଲ ଦୋକାନରୁ କୋଟିଏରୁ ଉର୍ଦ୍ଧ ଟଙ୍କାର ମୋବାଇଲ ଫୋନ ଲୁଟି ନେଲେ ଦୁର୍ବୃତ୍ତ । ମାଲକାନଗିରି ଜିଲ୍ଲାର ସବୁ ଠାରୁ ବଡ ମୋବାଇଲ ଦୋକାନ ଭିତରୁ ପ୍ରାୟ ଦେଢ କୋଟି ଟଙ୍କାର ନାମୀ ଦାମୀ ମୋବାଇଲ ଚୋରି କରି ନେଇଛି!-->…
ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍
ଭୁବନେଶ୍ଵର: ଖଣି ବ୍ୟବସାୟୀ ରତ୍ନାକର ରାଉତଙ୍କ ଘରେ ଇଡି ରେଡ୍ । ଢେଙ୍କାନାଳ, ହିନ୍ଦୋଳ ଓ ଭୁବନେଶ୍ବରରେ ରେଡ୍ କରୁଛି ଇଡି । ରତ୍ନାକରଙ୍କ ଢେଙ୍କାନାଳ ଘର ଓ ଫାର୍ମହାଉସରେ ଇଡିର ଚଢାଉ ଜାରି ରହିଛି । ହିନ୍ଦୋଳ ସ୍ଥିତ ବ୍ୟବସାୟିକ ସଂସ୍ଥା ସହ ଭୁବନେଶ୍ବରର ୩ଟି ସ୍ଥାନରେ ରେଡ୍ କରୁଛି ଇଡି!-->…
ଯମୁନା ପଶ୍ଚିମବଙ୍ଗକୁ ଯିବା ଗୁଜବ: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ
ଭୁବନେଶ୍ୱର/ ବାରିପଦା: ବାଘୁଣୀ ‘ଜୀନତ୍’ ଓ ‘ଯମୁନା’ ଓଡ଼ିଶାରେ ଅଛନ୍ତି। ଯମୁନା ପଶ୍ଚିମବଙ୍ଗ ଯିବା ଏକ ଗୁଜବ ବୋଲି କହିଛନ୍ତି ରାଜ୍ୟ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ। ସେ କହିଛନ୍ତି, ‘ଜୀନତ୍’ ଓ ଯମୁନା ଶିମିଳିପାଳ ଜଙ୍ଗଲରେ ବୁଲୁଛନ୍ତି। ସେମାନଙ୍କ ବିଷୟରେ ମୁଁ ବରିଷ୍ଠ ବନ!-->…
ଚାକିରି ପାଇଁ ଠକେଇ ମାମଲା, ସମସ୍ତ ମାମଲାରେ ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷ ସାବ୍ୟସ୍ତ
ବ୍ରହ୍ମପୁର: ସମସ୍ତ ମାମଲାରେ ଦୋଷମୁକ୍ତ ହେଲେ ସାଂସଦ ପ୍ରଦୀପ ପାଣିଗ୍ରାହୀ । ଆଜି ୩ଟି ମାମଲାରୁ ତାଙ୍କୁ ଦୋଷମୁକ୍ତ କରିଛନ୍ତି ବ୍ରହ୍ମପୁର ଜେଏମଏଫସି ଗ୍ରାମାଞ୍ଚଳ କୋର୍ଟ । ଟାଟାରେ ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗରେ ନିର୍ଦ୍ଦୋଷ ସାବ୍ୟସ୍ତ ହୋଇଛନ୍ତି!-->…
ସାହାଯ୍ୟ ବାହାନାରେ ଯୁବତୀଙ୍କୁ ଅସଦାଚରଣ, ବନ୍ଧା ହେଲେ ଆରପିଏଫ ଏଏସଆଇ
ଭୁବନେଶ୍ୱର: ବର୍ବରତାର ସୀମା ଟପିଲେ ASI । ପ୍ଲାଟଫର୍ମରେ ଯୁବତୀଙ୍କୁ ଏକା ପାଇଁ ସାଥିରେ ନେଇ ଦୁଷ୍କର୍ମ କରିବାକୁ ଚେଷ୍ଟା କରିଥିଲେ ଏଏସଆଇ । ସୁରକ୍ଷା ସ୍ଥାନରେ ଅସୁରକ୍ଷିତ ହୋଇଗଲେ ଯୁବତୀ । ସାହାଯ୍ୟ କରିବା ବାହାନାରେ ଘରେ କବାଟ ଦେଇ କଲେ ଅସଦାଚରଣ । ଅଭିଯୋଗ ପରେ ଗିରଫ!-->…