Browsing Category

ଓଡିଶା

ଆସନ୍ତା ୩ ଦିନ ମଧ୍ୟରେ ବୃଦ୍ଧି ପାଇବ ତାପମାତ୍ରା, କମିବ ଶୀତ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି । ଭୁବନେଶ୍ବର, କଟକ, ପୁରୀ ସମେତ ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ୯ ତାରିଖ ପର୍ଯ୍ୟନ୍ତ ଘନକୁହୁଡି ନେଇ ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବିଶେଷ କରି ସୁନ୍ଦରଗଡ, କନ୍ଧମାଳ ଏବଂ କୋରାପୁଟରେ ଘନ କୁହୁଡି

ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ

ଭୁବନେଶ୍ବର: ବିକଶିତ ଭାରତ ଗଠନରେ ଯୁବକଙ୍କର ଭୂମିକା ରହିବା ଆବଶ୍ୟକ। ଆଜି ପ୍ରବାସୀ ଭାରତୀୟ ସମ୍ମେଳନରେ ଉଦବୋଧନ ଦେଇ ଏଭଳି କହିଛନ୍ତି କେନ୍ଦ୍ର କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ମନ୍ତ୍ରୀ ମନସୁଖ ମାଣ୍ଡଭିୟେ। ସେ ଆହୁରି କହିଛନ୍ତି, ବିକଶିତ ଭାରତ ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା

ଦ୍ଵିତୀୟ ଦିନରେ ଠକ ଯୋଡ଼ି ହଂସିତା-ଅନୀଲଙ୍କ ଘରେ ଚାଲିଛି ଆଇଟି ରେଡ୍‌

ଭୁବନେଶ୍ଵର: ହାଇପ୍ରୋଫାଇଲ୍‌ ଠକ ଯୋଡ଼ି ହଂସିତା-ଅନୀଲ ଗିରଫ ମାମଲା । ଦ୍ବିତୀୟ ଦିନରେ ଆୟକର ବିଭାଗର ଏକାଧିକ ସ୍ଥାନରେ ଚଢ଼ାଉ ଜାରି । ହଂସିତାଙ୍କ ସ୍ବାମୀ ତଥା କଂଗ୍ରେସ ନେତା ମନୋଜ ଆଚାର୍ଯ୍ୟଙ୍କ ଘରେ ଛାଲିଛି ରେଡ୍‌ । ମନୋଜଙ୍କ ବାଲିଗୁଡ଼ା ସ୍ଥିତ ଘରେ ରେଡ୍‌ କରୁଛି ଆୟକର ବିଭାଗ ।

ଜନତା ମଇଦାନରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ମହାକୁମ୍ଭ, ଯୁବ ସମାବେଶରୁ ଆରମ୍ଭ ହେଲା ସମ୍ମିଳନୀ

ଭୁବନେଶ୍ବର : ଭୁବନେଶ୍ବର ଜନତା ମଇଦାନରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ମହାକୁମ୍ଭ । ଯୁବ ସମାବେଶରୁ ଆରମ୍ଭ ହେଲା ୩ ଦିନିଆ ସମ୍ମିଳନୀ । ଏଥିରେ ଦେଖିବାକୁ ମିଳିଛି ଓଡିଶାର କଳା, ଐତିହ୍ୟ ଏବଂ ସଂସ୍କୃତି । ଓଡ଼ିଆ ବ୍ୟାଞ୍ଜନର ମହକ ମହକିଛି ଜନତା ମଇଦାନ । ପ୍ରବାସୀ ଭାରତୀୟଙ୍କୁ ପରସା

ପ୍ରବାସୀ ଭାରତୀୟ ଦିବସ ସମାରୋହ: ବିଶ୍ୱ ଦେଖିବ ଓଡ଼ିଶା ଐତିହ୍ୟ

ଭୁବନେଶ୍ଵର: ଆରମ୍ଭ ହୋଇଛି ତିନି ଦିନିଆ ୧୮ତମ ‘ପ୍ରବାସୀ ଭାରତୀୟ ଦିବସ ସମାରୋହ’। ଓଡ଼ିଶାରେ ପ୍ରଥମ ଥର ପାଇଁ ଏହି କାର୍ଯ୍ୟକ୍ରମ ଆୟୋଜନ ହେଉଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପ୍ରଥମେ ଯୁବ ପ୍ରବାସୀ ଭାରତୀୟ ଦିବସ ଉଦଘାଟିତ ହୋଇଛି । କେନ୍ଦ୍ର

ଫାଇନାନ୍ସ କମ୍ପାନୀରୁ ୩୦ କେଜି ସୁନା ଚୋରି ଘଟଣା, ରାଞ୍ଚିରୁ ଜଣେ ଡକାୟତ ଗିରଫ

ସମ୍ବଲପୁର: ସମ୍ବଲପୁରରୁ ୩୦ କେଜି ସୁନା ଚୋରି ଘଟଣା । ରାଞ୍ଚିରୁ ଜଣେ ଡକାୟତ ଗିରଫ ହୋଇଛି । ସମ୍ବଲପୁର ଜିଲ୍ଲା ଅଇଁଠାପାଲି ଥାନା ଅନ୍ତର୍ଗତ ବୁଢାରଜା ଅଞ୍ଚଳର ମଣପୁରମ ଫାଇନାନ୍ସ ଲିମିଟେଡ଼ କମ୍ପାନୀରୁ ବଡ ଧରଣର ଚୋରି ହୋଇଥିଲା । ଲୁଟ୍ ଘଟଣାରେ ଅଜୟ ପାଶ୍ବାନ ଗିରଫ ହୋଇଛି ।

ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କ ମୁଣ୍ଡ କାଟି ଦେଲେ ଦୁର୍ବୃତ୍ତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ଯୁବକଙ୍କୁ ବୀଭତ୍ସ ହତ୍ୟା। ପ୍ରବାସୀ ଭାରତୀୟ ଦିବସ ନିମନ୍ତେ ପୁଲିସ୍‌ ଛାଉଣିରେ ପରିଣତ ହୋଇଛି ରାଜଧାନୀ। ରାଜଧାନୀ ଏବେ ଅଭେଦ୍ୟ ଦୁର୍ଗ ପାଲଟିଥିବା ବେଳେ ରସୁଲଗଡ଼- ବାଣୀବିହାର ଜାତୀୟ ରାଜପଥରେ ସକାଳୁ ଘଟିଛି ବୀଭତ୍ସ ହତ୍ୟାକାଣ୍ଡ। ଚଳନ୍ତା

ବ୍ରହ୍ମପୁର ଏମକେସିଜି ପିଜି ଡାକ୍ତରରାଣୀଙ୍କୁ ଲୁଟ୍ ଓ ଆକ୍ରମଣ ଉଦ୍ୟମ ଅଭିଯୋଗ, ସୁରକ୍ଷା ଯୋଗାଇବାକୁ ପି.ଜି. ଡାକ୍ତର…

ବ୍ରହ୍ମପୁର : ଗତକାଲି ରାତିରେ ବିକର୍ତ୍ତବ୍ୟରତ ଡାକ୍ତରୀ ଛାତ୍ରୀଙ୍କୁ ଆକ୍ରମଣ ସହ ଲୁଟ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ମେଡିକାଲ ଫାଟକ ସମ୍ମୁଖରେ ରାତିରେ ଦୁର୍ବୁତ୍ତମାନେ ଏଭଳି ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏମକେସିଜି ମେଡିକାଲ କଲେଜ ଓ ହସପିଟାଲରେ ସୋମବାର ରାତି ସାଢେ ୮ଟା ବେଳେ

ପ୍ରବାସୀ ଭାରତୀୟ ଦିବସ ପାଇଁ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ

ଭୁବନେଶ୍ୱର: ତିନି ଦିନିଆ ୧୮ ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ପାଇଁ ପ୍ରତ୍ୟେକ ଦିନ ରାତି ୯ ଟା ପର୍ଯ୍ୟନ୍ତ ଖୋଲା ରହିବ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ। ଏନେଇ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି ଯେ ରାଜ୍ୟ ସଂଗ୍ରହାଳୟ ସାଧାରଣତଃ ପ୍ରତିଦିନ ଅପରାହ୍ନ ୫.୩୦ ପର୍ଯ୍ୟନ୍ତ

ଚାଷୀଙ୍କୁ ଆଗାମୀ ୫ଦିନ ଭିତରେ କ୍ଷତିପୂରଣ ମିଳିବ: ରାଜସ୍ବ ମନ୍ତ୍ରୀ

ଭୁବନେଶ୍ବର: ଅଦିନିଆ ବର୍ଷାର ଶିକାର ହୋଇ ଫସଲ କ୍ଷୟକ୍ଷତିର ସାମ୍ନା କରିଥିବା ଚାଷୀଙ୍କୁ ଆଗାମୀ ୫ଦିନ ଭିତରେ କ୍ଷତିପୂରଣ ମିଳିବ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାର ମଙ୍ଗଳବାର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ରାଜ୍ୟ ସରକାର ଗତ ଦୁଇ ଦିନ ହେଲା