Browsing Category

ଓଡିଶା

ଚୋରା ଖଣି ଉପରେ ପ୍ରଶାସନର ଚଢାଉ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ଥିବା ଓଡିଶାର ସବୁଠୁ ବଡ ଖଣି ଉପରେ ଚଢ଼ାଉ ଆରମ୍ଭ କରିଛି ପ୍ରଶାସନ । ଖଣି ଚୋରି ସଂପର୍କରେ ସୂଚନା ପାଇବା ପରେ ପ୍ରଶାସନ, ପୋଲିସ ଓ ବନବିଭାଗ ପକ୍ଷରୁ ଚଢ଼ାଉ ଆରମ୍ଭ ହୋଇଛି । ହେମଗିରି ବ୍ଲକ କୁଲାପଡ଼ାରେ ଏହି ଚଢ଼ାଉ ଚାଲିଛି । ଏହି ଚଢାଉରେ…

ଶିକାର ପାଇଁ ଯାଇଥିବାବେଳେ ଯୁବକଙ୍କୁ ଗୁଳିମାଡ଼, ୫ ଅଟକ

ଢେଙ୍କାନାଳ: ଶିକାର ପାଇଁ ଯାଇଥିବାବେଳେ ଯୁବକଙ୍କୁ ଗୁଳିମାଡ଼ । ଢେଙ୍କାନାଳ ରାସୋଳ ଥାନା କଦଳିପାଳ ମାନପୁର ସାହିରେ ଗୁଳି ମାଡ଼ରେ ଯୁବକ ମୃତ ।  ମୃତକ ବାବୁଲା ନାଏକ ।  ଗତକାଲି ବିଳମ୍ବିତ ରାତିରେ ୫ଜଣ ଶିକାର ପାଇଁ ଜଙ୍ଗଲକୁ ଯାଇଥିଲେ । ସେଠାରେ ପ୍ରଶାନ୍ତ ଶିକାର ଉଦ୍ଦେଶ୍ୟରେ ଗୁଳି…

ଆସନ୍ତାକାଲି ମହାପ୍ରଭୁ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ, ଟ୍ରାଫିକ୍ କଟକଣା ଜାରି କଲେ ପୋଲିସ କମିଶନର

ଭୁବନେଶ୍ଵର: ଆସନ୍ତାକାଲି ଅନୁଷ୍ଠିତ ହେବ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଅଶୋକାଷ୍ଟମୀ ରଥଯାତ୍ରା । ରଥଯାତ୍ରା ପରେ ଆସନ୍ତା ୦୯ ତାରିଖରେ ହେବ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ବାହୁଡ଼ା ଯାତ୍ରା। ଏହାକୁ ଦୃଷ୍ଟିରେ ରଖି ପୋଲିସ କମିଶନରେଟ ପକ୍ଷରୁ ସର୍ବସାଧାରଣଙ୍କ ଲାଗି ଟ୍ରାଫିକ୍…

ଏଣିକି କ୍ୟାପିଟାଲ ହସ୍ପିଟାଲରୁ SCBକୁ ଗଡ଼ିବ ‘ଆମ ବସ୍’

ଭୁବନେଶ୍ୱର : ‘ଆମ ବସ’ ଯୋଜନାରେ ପୁଣି ଯୋଡ଼ି ହୋଇଛି ୪୦ଟି ଇ-ବସ୍‌ । ଭୁବନେଶ୍ୱରର କ୍ୟାପିଟାଲ୍ ହସ୍ପିଟାଲରୁ କଟକ SCB ମେଡିକାଲ ଯିବା ପାଇଁ ସରକାର ଗଡାଇବେ ଇ-ବସ୍ । ରୋଗୀ କିମ୍ବା ରୋଗୀଙ୍କ ସମ୍ପର୍କୀୟଙ୍କ ପାଇଁ ସହାୟକ ହେବ ‘ଆମ ବସ୍’ ର ନୂଆ ରୁଟ୍ । ଏହା ଦ୍ୱାରା ଆଉ ଯାତାୟତ ପାଇଁ…

ୱାକଫ୍‌ ବିଲ୍‌ ଭୋଟିଂରେ ବିଜେଡିର ଦ୍ବିମତ: ଉଷ୍ମ ହେଲା ରାଜ୍ୟ ରାଜନୀତି

ଭୁବନେଶ୍ବର: କେନ୍ଦ୍ରସରକାରଙ୍କ ଦ୍ବାରା ସଂସଦର ଉଭୟ ଗୃହରେ ପାରିତ ହୋଇଯାଇଛି, ବିବାଦୀୟ ଓ୍ବାକଫ୍ (ସଂଶୋଧିତ) ବିଲ୍ । ଉଭୟ ଗୃହରେ ବିଜେପି ନେତୃତ୍ବାଧିନ ଏନଡିଏ ସରକାର ବହୁମତ ହାସଲ କରିଛି । କିନ୍ତୁ ଗତ ଦୁଇ ଦିନ ଧରି ଓ୍ବାକଫ୍ ବିଲକୁ ନେଇ ଚାଲିଥିବା ମହାସମରରେ ସମସ୍ତଙ୍କୁ ବଡ ଝଟକା…

ମେଘନାଦ ପାଚେରୀରେ ମଗରମୁଣ୍ଡ ଭାଙ୍ଗିବା ଘଟଣାରେ ନିଆଯିବ କାର୍ଯ୍ୟାନୁଷ୍ଠାନ

ପୁରୀ: ଶ୍ରୀମନ୍ଦିର ମେଘନାଦ ପାଚେରିରେ ଥିବା ଏକ ମଗରମୁଣ୍ଡକୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଭାଙ୍ଗି ଦିଆଯାଇଛି । ଶ୍ରୀମନ୍ଦିର ଦକ୍ଷିଣପାର୍ଶ୍ବ ମେଘନାଦ ପାଚେରୀରେ ନାଳ କାର୍ଯ୍ୟ ଶ୍ରୀମନ୍ଦିର ୱାର୍କସ୍‌ ଡିପାର୍ଟମେଣ୍ଟ କରୁଥିବା ବେଳେ ମଗରମୁଣ୍ଡ ଭାଙ୍ଗିଯାଇଥିବା ଜଣାପଡ଼ିଛି । ଯାହାକୁ…

ରାଜଧାନୀରେ ଡବଲ୍ ଏନକାଉଣ୍ଟର, ପୋଲିସ ଗୁଳିରେ ୨ କୁଖ୍ୟାତ ଅପରାଧୀ ଆହତ

ଭୁବନେଶ୍ୱର : ଫ୍ଲାୱାର ସମଝେ କ୍ୟା । ପୋଲିସ କମିଶନରଙ୍କ ମୁହଁରେ ପୁଷ୍ପା ଫିଲ୍ମର ଡାଇଲଗ । ଦୁଇ ଦୁଇ ଲୁଟେରାଙ୍କୁ ଏନକାଉଣ୍ଟର ପରେ ପୋଲିସ କମିଶନରଙ୍କ ଚେତାବନୀ । ଏନାକାଉଣ୍ଟର ମାଧ୍ୟମରେ ଲୁଟେରାଙ୍କୁ କଡା ଜବାବ। ଏବେ ନସୁଧୁରିଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି…

ବଢ଼ିଲା ସଚିବ ଓ ବରିଷ୍ଠ ଅଧିକାରୀଙ୍କ ଜିଲ୍ଲା ଗସ୍ତ ଅବଧି

ଭୁବନେଶ୍ୱର : ସଚିବ ଓ ବରିଷ୍ଠ ଅଧିକାରୀଙ୍କ ଜିଲ୍ଲା ଗସ୍ତ ଅବଧିକୁ ବଢ଼ାଇଛନ୍ତି ରାଜ୍ୟ ସରକାର । ଏପ୍ରିଲ ୩୦ ଯାଏଁ ଏହି ଅବଧିକୁ ବଢ଼ାଇଛନ୍ତି ସରକାର । ଏହି ସମୟ ମଧ୍ୟରେ ବରିଷ୍ଠ ଅଧିକାରୀମାନେ ନିର୍ଦ୍ଧାରିତ ଜିଲ୍ଲାକୁ ଅତି କମରେ ୨ ଦିନ ପାଇଁ ଗସ୍ତ କରିବେ। ସେଠାରେ ଗୋଟିଏ ରାତି…

ଭିନ୍ନକ୍ଷମଙ୍କୁ ସଶକ୍ତ କରିବାରେ ସହାୟକ ହେଉଛି ‘ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ’

କୋଏଲ ନଗର ଠାରେ ଅନୁଷ୍ଠିତ ହେଲା ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ରାଉରକେଲା : ରାଉରକେଲା ମହାନଗର ନିଗମ ଏବଂ ଜିଲ୍ଲା ସାମାଜିକ ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ମିଳିତ ଆନୁକୂଲ୍ୟରେ କୋଏଲ ନଗର ସ୍ଥିତ କଲ୍ୟାଣ ମଣ୍ଡପରେ 'ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ' ଅନୁଷ୍ଠିତ…

ରାୟଗଡ଼ା ଉତ୍କଳ ଆଲୁମିନା ପକ୍ଷରୁ ଜିଲ୍ଲାର ବିଦ୍ୟାଳୟ ଗୁଡିକୁ ଡେସ୍କ ବେଞ୍ଚ ପ୍ରଦାନ

ରାୟଗଡ଼ା : ରାୟଗଡ଼ା ଜିଲ୍ଲା ଅନ୍ତର୍ଗତ ଉତ୍କଳ ଆଲୁମିନା ହିଣ୍ଡାଲ୍କୋ ଇଣ୍ଡଷ୍ଟ୍ରିଜ ଲିମିଟେଡ଼, ଆଦିତ୍ୟ ବିର୍ଲା ଗ୍ରୁପ୍ର ଶତପ୍ରତିଶତ ସହଯୋଗୀ କମ୍ପାନୀ ପକ୍ଷରୁ ରାୟଗଡା ଜିଲ୍ଲାରେ ଶିକ୍ଷା ଭିତ୍ତିଭୂମି ବିକାଶ ପାଇଁ ସହାୟତାର ହାତ ବଢାଯାଇଅଛି । ସମ୍ପ୍ରତି ଜିଲ୍ଲା ପ୍ରଶାସନ ଅନୁରୋଧ…