Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଭୁବନେଶ୍ବରରେ ଆରମ୍ଭ ହେଲା ରାଜ୍ୟସ୍ତରୀୟ ବାର୍ଷିକ ପୁଷ୍ପ ପ୍ରଦର୍ଶନୀ
ଭୁବନେଶ୍ଵର: ସୁନ୍ଦର ତୃପ୍ତିର ଅବସାଦ ନାହିଁ, ଯେତେ ଦେଖୁଥିଲେ ନୂଆ ଦିଶୁଥାଇ । ରଙ୍ଗ ବେରଙ୍ଗର ସୁଗନ୍ଧଭରା ଦେଶୀ ଓ ବିଦେଶୀ ଫୁଲର ସମ୍ଭାର ଦେଖିଲେ ଘଡିଏ ଅଟକି ଯାଆନ୍ତି ଲୋକେ । ଭଳି କିଭଳି ଫୁଲରେ ଝଲସୁଛି ଏକାମ୍ର କାନନ। ଲାଲ୍, କମଳା, ନୀଳ, ହଳଦିଆ ଆଦି ରଙ୍ଗ ବେରଙ୍ଗ ଗୋଲାପ ସାଙ୍ଗକୁ!-->…
ରତ୍ନଭଣ୍ଡାର ମରାମତି, ପଥର ପରିବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ
ପୁରୀ : ଚାଲିଛି ପୁରୀ ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ମରାମତି । ଚୂନ ଛଡ଼ାଇବା ଓ ଡି ପ୍ଲାଷ୍ଟରିଂ କାର୍ଯ୍ୟ ସରିଛି। ପଥର ପରିବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମେ ଭର୍ଟିକାଲ କ୍ରାକ୍ସ ବା କାନ୍ଥ ମରାମତି କାର୍ଯ୍ୟ ହେବ। ଚଟାଣରେ ରହିଥିବା ଫାଟ ଓ ମୂଷା ଗାତ ମରାମତି କାର୍ଯ୍ୟ!-->…
ଦୁଇ ବିଜେପି ନେତାଙ୍କୁ ଗାଡ଼ି ଚଢ଼ାଇ ମାରିଥିବା ଅଭିଯୁକ୍ତକୁ ୩ ଦିନିଆ ରିମାଣ୍ଡରେ ନେଲା ପୋଲିସ
ସମ୍ବଲପୁର: ସତ ବଖାଣିବ ଅଭିଯୁକ୍ତ । ନିଜେ ମାରିଛି ନା ହତ୍ୟା ପଛରେ ଆଉ କାହା ହାତ ଅଛି ତା’ ଉପରୁ ଉଠିବ ପରଦା । ସମ୍ବଲପୁର ଦୁଇ ବିଜେପି ନେତାଙ୍କୁ ଗାଡ଼ି ଚଢ଼ାଇ ମାରିଥିବା ଅଭିଯୁକ୍ତ ପ୍ରସନ୍ନ ଜେନାମଣିକୁ ୩ ଦିନିଆ ରିମାଣ୍ଡରେ ନେଇଛି ପୋଲିସ । ତେବେ ଅଭିଯୁକ୍ତକୁ ୭ ଦିନିଆ ରିମାଣ୍ଡରେ!-->…
ଡବଲ ଡେ଼କର ବସର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଓଡ଼ିଶାରେ ଆଜିଠୁ ବିଧି ବଦ୍ଧ ଭାବେ ଗଡିବ ଡବଲ ଡେ଼କର ବସ । ଗାଡ଼କଣରୁ ଜନତା ମୈଦାନ ଗଡ଼ିଲା ବସ । ସହରୀ ପରିବହନ ବ୍ୟବସ୍ଥାରେ ଆସିବ ବୈପ୍ଲବ । ଗଡିବ ଡବଲ ଇଞ୍ଜିନ ସରକାରଙ୍କ ଡେ଼କର ବସ । 5 ଟି ଡବଲ ଡେ଼କର ବସ ସହ 10 ଟି hop!-->…
ରକ୍ତରଞ୍ଜିତ ହେଲା ଶୁଳିଆ ପୀଠ, ପଡିଲା ହଜାର ହଜାର ପଶୁ ବଳି
ବଲାଙ୍ଗୀର: ଆରମ୍ଭ ହୋଇଛି ଆଦିବାସୀଙ୍କ ପାରମ୍ପରିକ ଶୁଳିଆ ଯାତ୍ରା । ରକ୍ତରଞ୍ଜିତ ହୋଇଛି ଶୁଳିଆ ପୀଠ। ପରମ୍ପରା ଓ ବିଶ୍ୱାସ ଆଗରେ ହାର ମାନିଛି ଆଧୁନିକ ବିଜ୍ଞାନ। ଶୁଳିଆଦେବତାଙ୍କ ପାଖରେ ପୋଢ଼, ବୋଦା, କୁକୁଡ଼ା ବଳି ଚଢାଇ ଦର୍ଶନ କରିଛନ୍ତି ହଜାର ହଜାର ଭକ୍ତଙ୍କ ସହ ମାନସିକଧାରୀ । ସେପଟେ!-->…
ସ୍କୁଲ ବାର୍ଷିକ ପ୍ରତିଯୋଗିତା ବେଳେ ଛୁରାମାଡ଼, ନବମ ଶ୍ରେଣୀ ଛାତ୍ର ଗୁରୁତର
ଜଳେଶ୍ଵର : ନବମ ଶ୍ରେଣୀ ଛାତ୍ରଙ୍କୁ ଛୁରାମାଡ଼ । ସ୍କୁଲ ବାର୍ଷିକ ପ୍ରତିଯୋଗିତା ବେଳେ ଅନ୍ୟ ଜଣେ ଛାତ୍ରର ଛୁରାମାଡ଼ ହୋଇଥିବା ଜଣାପଡିଛି । ଏପରି ଅଭାବନୀୟ ଘଟଣା ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଳକ କମର୍ଦ୍ଦା ଥାନା ଅନ୍ତର୍ଗତ ଦହମୁଣ୍ଡା ନୋଡାଲ ଉଚ୍ଚ ବିଦ୍ୟାଳୟରେ ଘଟିଛି ।
!-->!-->!-->…
ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ର ଷଡତ୍ରିଂଶତ୍ ବାର୍ଷିକ ଉତ୍ସବ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରସତୀ ଶିଶୁ ବିଦ୍ୟା ମନ୍ଦିରର ଷଡତ୍ରିଂଶତ୍ ବାର୍ଷିକୋତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର, ସଭାପତି ସୁଧାଂଶୁ ମୋହନ ପତିଙ୍କ ସଭାପତିତ୍ଵରେ ଓଡ଼ିଶା ସରକାରଙ୍କ ପ୍ରଶାସକ ସ୍ଥାନୀୟ ତହସିଲଦାର!-->…
ଦାନ୍ତେୱାଡା ଜିଲ୍ଲାରେ ପୋଲିସ ଭ୍ୟାନଙ୍କୁ ଆଇଡି ବିସ୍ଫୋରଣ ରେ ଉଡାଇଲେ ନକ୍ସଲ ୮ଜବାନ ସହିଦ
ମାଲକାନଗିରି : ମାଲକାନଗିରି ସୀମାନ୍ତ ଛତିଶଗଡ଼ ଜଗଦଲପୁର | ବସ୍ତର ଅଂଚଳ ଦାନ୍ତେୱାଡା ଜିଲ୍ଲାରେ ଏକ ଅତ୍ୟନ୍ତ ଏକ ଦୁଃଖଦ ଖବର ମିଳିଛି । ନକ୍ସଲ ଦମନ ଅଭିଯାନରେ ସାମିଲ ଯବାନଙ୍କ ଗାଡିକୁ ଆଇଡି ଲଗାଇ ବିସ୍ଫୋରଣରେ କରିଥିଲେ ନକ୍ସଲ । ଏହି ବିସ୍ଫୋରଣରେ ଜଣେ ଡ୍ରାଇଭରଙ୍କ ସମେତ ୮ ଜଣ ଜବାନ!-->…
ବାଲିଗୁଡାରେ ଘନ କୁହୁଡ଼ି ସହ ପୁଣି ଫେରିଛି ଶୀତ : ଯାନବାହାନ ଚଳାଚଳ ରେ ବାଧା ଉପୁଜୁଛି
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳରେ ମେଘୁଆ ପାଗ ପରେ ପୁଣି କୁହୁଡ଼ି ସାଙ୍ଗକୁ ଫେରିଲା ଶୀତ ଲହରୀ l ଲଘୁଚାପ ବର୍ଷା ପରେ ଖସୁଛି ପାରଦ ବଢୁଛି ଶୀତ | ଘନ କୁହୁଡ଼ି ସହ ପୁଣି ଫେରିଛି ଶୀତ, ଦିନ ଦଶଟା ଯାଏଁ କମୁନି କୁହୁଡି l ବାଲିଗୁଡା ତଥା ଏହାର ଆଖପାଖ!-->…
ପ୍ରବାସୀ ଭାରତୀୟ ଦିବସ ପାଇଁ ଟ୍ରାଫିକ କଟକଣା ଜାରି
ଭୁବନେଶ୍ୱର: ପ୍ରବାସୀ ଭାରତୀୟ ଦିବସକୁ ଦୃଷ୍ଟିରେ ରଖି କମିଶନରେଟ ପୁଲିସ ପକ୍ଷରୁ ଭୁବନେଶ୍ୱର ସହରରେ ଟ୍ରାଫିକ କଟକଣା ନେଇ ସୂଚନା ଦିଆଯାଇଛି। ଜାନୁଆରୀ ୮ ତାରିଖରୁ ୧୦ ତାରିଖ ଯାଏଁ ଏହି କଟକଣା ବଳବତ୍ତର ରହିବ ପାଇଁ କମିଶନରେଟ ପୁଲିସ ପ୍ରକାଶ କରିଛି।ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ!-->…