Browsing Category

ଓଡିଶା

ଦେଶରେ HMPV ଚିହ୍ନଟ ପରେ ଓଡ଼ିଶା ସରକାରଙ୍କ ଛନକା!

ଭୁବନେଶ୍ବର : ବେଙ୍ଗାଲୁରୁ ଓ ଗୁଜରାଟରେ HMPV ଚିହ୍ନଟ ହେବା ପରେ ଓଡ଼ିଶା ସରକାରଙ୍କ ଛନକା ପଶିଛି। ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ତଥାପି କେନ୍ଦ୍ର ସରକାରଙ୍କ ପକ୍ଷରୁ ଗାଇଡଲାଇନକୁ ଅପେକ୍ଷା କରିଛନ୍ତି। ଗାଇଡ୍‌ଲାଇନ୍ ଆସିଲେ ପଦକ୍ଷେପ ନେବୁ ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର : ବହୁ ପ୍ରତୀକ୍ଷିତ ରାୟଗଡ଼ା ରେଳ ଡିଭିଜନ ଭବନର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ଏହି ରେଳ ମଣ୍ଡଳ ଭବନର ଶିଳାନ୍ୟାସ କରିଛନ୍ତି। ଏଥିସହ ନୂଆ ଜାମ୍ମୁ ରେଲୱେ ଡିଭିଜନ ଓ ତେଲେଙ୍ଗାନାର ଚାର୍ଲପାଲି

ବିଜେଡିକୁ ଝଟ୍‌କା; ପୌରାଧ୍ୟକ୍ଷାଙ୍କ ବିରୋଧରେ ନିଜ ଦଳ ଆଣିଲା ଅନାସ୍ଥା

ଝାରସୁଗୁଡା : ବ୍ରଜରାଜନଗର ବିଜେଡିରେ ଗୋଷ୍ଠୀ କନ୍ଦଳ। ପୌରାଧ୍ୟକ୍ଷଙ୍କ ବିରୋଧରେ ନିଜ ଦଳର କାଉନ୍‌ସିଲ ଆଣିଲେ ଅନାସ୍ଥା। ଆଉ ତାଙ୍କୁ ସମର୍ଥନ ଦେଲେ ବିଜେପି ଓ ବିଏସ୍‌ପି କାଉନ୍‌ସିଲର। ଆଜି ସମସ୍ତ କାଉନ୍‌ସିଲ ଝାରସୁଗୁଡ଼ା ଜିଲ୍ଲାପାଳଙ୍କୁ ଭେଟି ଅନାସ୍ଥା ନେଇ ଦାବିପତ୍ର ପ୍ରଦାନ

ଭୁବନେଶ୍ବର ବିମାନବନ୍ଦରରେ ୨ ମହିଳାଙ୍କଠୁ ସାଢେ ୯ କୋଟି ଟଙ୍କାର ଗଞ୍ଜେଇ ଜବତ

ଭୁବନେଶ୍ବର : ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ସୀମା ଶୁଳ୍କ ଅଧିକାରୀ ୪ ତାରିଖରେ କ୍ବାଲାଲାମପୁରରୁ ଆସୁଥିବା ୨ ଭାରତୀୟ ମହିଳାଙ୍କଠୁ ୧୯ ପ୍ୟାକେଟ୍ ଗଞ୍ଜେଇ ଜବତ କରିଛନ୍ତି । ଏହି ହାଇଡ୍ରୋପୋନିକ୍ ଗଞ୍ଜେଇ(ଏକ ସ୍ବତନ୍ତ୍ର ଧରଣର ଗଞ୍ଜେଇ)ର ପରିମାଣ ୯.୫ କିଲୋଗ୍ରାମ ବୋଲି

ରାଜ୍ୟ ପୁଲିସର ସ୍ୱତନ୍ତ୍ର ଅଭିଯାନ-୧ କୋଟି ୭୭ ଲକ୍ଷ ଗଞ୍ଜେଇ ଗଛ ସମ୍ପୂର୍ଣ୍ଣ ଭାବେ ନଷ୍ଟ

ଭୁବନେଶ୍ୱର : ରାଜ୍ୟରେ ଗଞ୍ଜେଇ ଚାଷ ବିରୁଦ୍ଧରେ ରାଜ୍ୟ ପୁଲିସର ସ୍ୱତନ୍ତ୍ର ଅଭିଯାନ ଜାରି ରହିଛି।ରାଜ୍ୟରୁ ଗଞ୍ଜେଇ ଚାଷ ମୂଳପୋଛ କରିବାକୁ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଥିବାବେଳେ ଏହାକୁ କାର୍ଯ୍ୟକାରୀ କରାଯାଉଛି। ଏହି ପରିପ୍ରେକ୍ଷୀରେ ୨୦୨୪-୨୫ ମସିହାରେ ଡ଼ିସେମ୍ବର

ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ, କଟାକ୍ଷ କଲା ବିଜେପି

ଭୁବନେଶ୍ବର : ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ଆଜି ଭୁବନେଶ୍ୱର ଲୋୟର ପିଏମଜିରେ ବିକ୍ଷୋଭ କରିଛି ବିଜେଡି। ଦରଦାମ ବୃଦ୍ଧି ପାଇଁ ରାଜ୍ୟ ସରକାରଙ୍କୁ ଦାୟୀ କରିଛି ଦଳ। ବିଜେଡି କହିଛି ଅର୍ଥନୀତି ପରିଚାଳନାରେ ସରକାର ଫେଲ୍। ମୁଦ୍ରାସ୍ଫିତି ରେକର୍ଡ ସ୍ତରରେ ପହଞ୍ଚିଛି। ଅନ୍ତର୍ଜାତୀୟ

୨ ବିଜେପି କର୍ମୀଙ୍କ ମୃତ୍ୟୁ ଘଟଣା; ଦୁର୍ଘଟଣା ନୁହେଁ ତାହା ସୁଚିନ୍ତିତ ହତ୍ୟାକାଣ୍ଡ- ଏସ୍‌ପି

ସମ୍ବଲପୁର : ଗତ ଶନିବାର ବିଳମ୍ବିତ ରାତିରେ ସମ୍ବଲପୁରରେ ଏକ ହାଇୱା ଧକ୍କାରେ ଦୁଇ ବିଜେପି କର୍ମୀଙ୍କ ମୃତ୍ୟୁ ହୋଇଥିଲା। ତେବେ ତାହା ଦୁର୍ଘଟଣା ନୁହେଁ, ସୁଚିନ୍ତିତ ହତ୍ୟାକାଣ୍ଡ ଥିଲା ବୋଲି ସ୍ପଷ୍ଟ କରିଛନ୍ତି ସମ୍ବଲପୁର ଏସପି। ହାଇୱା ଡ୍ରାଇଭର ଜାଣିଶୁଣି କାର୍‌କୁ ଧକ୍କା ଦେଇଥିଲେ ।

ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ବିଧାୟକ ଇରାଶିଷ ଆଚାର୍ଯ୍ୟ

ଭୁବନେଶ୍ବର : ହତ୍ୟା ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ଭଟଲି ବିଧାୟକ ଇରାଶିଷ ଆଚାର୍ଯ୍ୟ। ବୁଲୁ ଓରଫ ନାରାୟଣ ସତନାମୀଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଥିଲେ ଇରାଶିଷ। ୨୦୧୮ ମସିହାରେ ସଂଗଠିତ ଏହି ବହୁଚର୍ଚ୍ଚିତ ହତ୍ୟାକାଣ୍ଡରେ ଇରଶିଷଙ୍କ ସମେତ ଅନ୍ୟ ୩ ଜଣ ପ୍ରମୋଦ ପୋଢ଼, ବବୁଲୁ ନାଗ ଓ

‘କାଦମ୍ବିନୀ ସାହିତ୍ୟ ମହୋତ୍ସବ’ ଓ ‘କାଦମ୍ବିନୀ ପତ୍ରିକାହାଟ’ ଅନୁଷ୍ଠିତ

ଭୁବନେଶ୍ୱର : ମାସିକ ପାରିବାରିକ ପତ୍ରିକା ‘କାଦମ୍ବିନୀ’ ପକ୍ଷରୁ ‘କାଦମ୍ବିନୀ ସାହିତ୍ୟ ମହୋତ୍ସବ’ ଓ ‘କାଦମ୍ବିନୀ ପତ୍ରିକାହାଟ’ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଶିଷ୍ଟ ମରାଠୀ ସାହିତ୍ୟିକ ଡ. ଜ୍ଞାନେଶ୍ୱର ମୁଳେଙ୍କୁ ଚଳିତବର୍ଷର ସମ୍ମାନଜନକ ‘ନୀଳିମାରାଣୀ ସାହିତ୍ୟ

ଆଦିବାସୀ ମେଳା ଉଦଘାଟିତ

ଭୁବନେଶ୍ଵର: ଉଦଘାଟନ ହେଲା ଭୁବନେଶ୍ୱର ଆଦିବାସୀ ମେଳା । ଭୁବନେଶ୍ବରର ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଆଦିବାସୀ ମେଳାକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ଆଦିବାସୀ ମେଳା । ମେଳାକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି