Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପଣ୍ଡା ଅଳଙ୍କାର ଲୁଟ ଓ ଗୁଳିକାଣ୍ଡ ଘଟଣା, ଦୁଇ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ୨ ଲକ୍ଷ ଲେଖାଏଁ ସହାୟତା ରାଶି
ଯାଜପୁର : ଯାଜପୁର ରୋଡ଼ ପାଣିକୋଇଲି ସୁନା ଦୋକାନରୁ ଲୁଟ୍ ଘଟଣା । ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ STF ଟିମ୍ । ଗିରଫ ଦୁଇ ଲୁଟେରାଙ୍କ ମୋବାଇଲ ଯାଞ୍ଚ କରୁଛି କ୍ରାଇମବ୍ରାଞ୍ଚ ଟିମ୍ । ଘଟଣାରେ ଦୁଃଖପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ପ୍ରାଣ ହରାଇଥିବା!-->!-->!-->…
ନିଲମ୍ବିତ ହେଲେ ଶ୍ରୀମନ୍ଦିର ସେବାୟତ ବିଶ୍ବନାଥ ଖୁଣ୍ଟିଆ
ପୁରୀ: ନିଲମ୍ବିତ ହେଲେ ଶ୍ରୀମନ୍ଦିର ସେବାୟତ ବିଶ୍ବନାଥ ଖୁଣ୍ଟିଆ । ଶ୍ରୀମନ୍ଦିର ପରିସରରେ ବିଶୃଙ୍ଖଳା ସହ ଅନ୍ୟ ସେବାୟତଙ୍କୁ ମାର୍ପିଟ୍ ଘଟଣାରେ ଆଜି କାର୍ଯ୍ୟନୁଷ୍ଠାନ ଗ୍ରହଣ କରି କିଛି ଏପରି ନିଷ୍ପତ୍ତି ନେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ମାରପିଟ୍ ଘଟଣାରେ!-->…
ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ମକ୍ ଡ୍ରିଲ୍, ନିୟୋଜିତ ହେବେ ୮୦ ପ୍ଲାଟୁନ ଓ ୧୦ କମ୍ପାନୀ କେନ୍ଦ୍ରୀୟ ସୁରକ୍ଷା ବଳ
ଭୁବନେଶ୍ୱର : ପ୍ରବାସୀ ଭାରତୀୟ ଦିବସ ପାଇଁ କାଉଣ୍ଟ ଡାଉନ ଆରମ୍ଭ । ଭୁବନେଶ୍ବର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ସୁରକ୍ଷା ପାଇଁ ମକ୍ ଡ୍ରିଲ୍ କରାଯାଇଛି । ପ୍ରବାସୀ ଭାରତୀୟ ଦିବସ ବେଳେ ସୁରକ୍ଷାକୁ ନେଇ ମକ୍ ଡ୍ରିଲ୍ କରାଯାଇଛି । ଜନତା ମଇଦାନରେ ଅର୍ବାନ୍ ୱାର୍!-->…
ଅଦିନିଆ ବର୍ଷା କ୍ଷତି: ଚାଷୀଙ୍କୁ ଦିଆଯିବ ୨୯୧ କୋଟି
ଭୁବନେଶ୍ବର: ଅଦିନିଆ ବର୍ଷାରେ ୬ ଲକ୍ଷ ୬୬ ହଜାରରୁ ଊର୍ଦ୍ଧ୍ୱ ଚାଷୀଙ୍କର କ୍ଷତି ହୋଇଛି । ଏଡି କ୍ଷତି ପାଇଁ ସେମାନଙ୍କୁ ମୋଟ ୨୯୧ କୋଟି ଯଙ୍କା ପ୍ରଦାନ କରାଯିବ । ଆଜି ପାଣି ପଞ୍ଚାୟତ ପକ୍ଷ କାର୍ଯ୍ୟକ୍ରମରେ କିଛି ଏମିତି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି,!-->…
ଯାଜପୁର ଜିଲ୍ଲାରେ ରାଜନୈତିକ ରାବଣଙ୍କର ଅନ୍ତ ଘଟିଛି: ମୁଖ୍ୟମନ୍ତ୍ରୀ
ଯାଜପୁର ଜିଲ୍ଲାରେ ରାଜନୈତିକ ରାବଣଙ୍କର ଅନ୍ତ ଘଟିଛି। ବିରୋଧୀଙ୍କୁ ନିଶାନା କରି ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗତକାଲି ସଂଧ୍ୟାରେ ଯାଜପୁର ଧର୍ମଶାଳା ମହୋତ୍ସବରେ ଯୋଗଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ।
ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ସେ କହିଥିଲେ, କିଛି!-->!-->!-->…
ପ୍ରବାସୀ ଭାରତୀୟ ଦିବସ: ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ ଆସିବାକୁ ନେଇ ଜୋରଦାର ପ୍ରସ୍ତୁତି
ଭୁବନେଶ୍ବର: ଆସନ୍ତା ୮ରୁ ଭୁବନେଶ୍ୱର ଜନତା ମୈଦାନରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ । ଏହା ତିନି ଦିନ ଅର୍ଥାତ୍ ଜାନୁଆରୀ ୧୦ ଯାଏଁ ଚାଲିବ । ବୈଦେଶିକ ମନ୍ତ୍ରଣାଳୟ ସହଯୋଗରେ ରାଜ୍ୟ ସରକାର ଜୋରଦାର ପ୍ରସ୍ତୁତି କରୁଛନ୍ତି । ଏନେଇ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ!-->…
ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବ୍ୟବସ୍ଥାରେ ତ୍ରୁଟି, ମନ୍ଦିରକୁ ପ୍ରବେଶ କରିବା ସମୟରେ ଖସିପଡ଼ିଥିଲା ଡ୍ରୋନ୍
ଝାରସୁଗୁଡା : ସାମ୍ନାକୁ ଆସିଛି ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାରେ ବ୍ୟବସ୍ଥାରେ ବଡ଼ଧରଣର ତ୍ରୁଟି । ଗତ ୨ ତାରିଖରେ ଝାରସୁଗୁଡା ଝାଡ଼େଶ୍ବର ମନ୍ଦିରକୁ ପ୍ରବେଶ କରିବା ସମୟରେ ଏକ ଅଚିହ୍ନା ଡ୍ରୋନ୍ ତାଙ୍କ ପାଖରେ ଖସିପଡ଼ିଥିଲା । କଡ଼ା ସୁରକ୍ଷା ବଳୟ ଭିତରେ ଡ୍ରୋନ୍ ଟି ଅତର୍କିତ ଭାବେ!-->…
୧୦ ଡିଗ୍ରୀ ତଳେ ୯ ସହର; ସବୁଠୁ ଥଣ୍ଡା ଜି.ଉଦୟଗିରି
ଭୁବନେଶ୍ବର: ରାଜ୍ୟରେ ଏବେ ଜାରି ରହିଛି ଶୀତର ଲହରି। ବିଭିନ୍ନ ସହରମାନଙ୍କରେ ଘନ କୁହୁଡି ସାଙ୍ଗକୁ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି । ଖସୁଛି ରାତି ତାପମାତ୍ରା । ଏବେ ପ୍ରବଳ ଜାଡ଼ରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ୧୦ ଡିଗ୍ରୀ ତଳେ ରହିଛି ୯ ସହରର ତାପମାତ୍ରା । ୫ ଡିଗ୍ରୀ ତାପମାତ୍ରା ସହ!-->…
ଶ୍ରୀମନ୍ଦିର ଉପରେ ଉଡିଲା ଡ୍ରୋନ୍
ପୁରୀ: ଶ୍ରୀମନ୍ଦିର କେମିତି ଉଡିଲା ଡ୍ରୋନ୍ ? କ’ଣ କରୁଥିଲେ ସୁରକ୍ଷା କର୍ମୀ? ଶ୍ରୀମନ୍ଦିର ନୋ ଫ୍ଲାଇଙ୍ଗ ଜୋନରେ କିପରି ଡ୍ରୋନ୍ ଉଡିଲା ସେନେଇ ଏବେ ତନାଘନା ଚାଲିଥିବା ବେଳେ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଏନେଇ ମନ୍ତ୍ରୀ କହିଛନ୍ତି,!-->…
ଭାଇ ଭଉଣୀଙ୍କୁ ଗୁଳିମାଡ଼ ଘଟଣା, ଜଙ୍ଗଲରୁ ଅଭିଯୁକ୍ତ ଗିରଫ
ଅନୁଗୁଳ: ଅନୁଗୁଳରେ ଭାଇ ଭଉଣୀଙ୍କୁ ଗୁଳିମାଡ଼ ଘଟଣାରେ ଅଭିଯୁକ୍ତ ଗିରଫ । ଜଙ୍ଗଲରୁ ଅଭିଯୁକ୍ତ ପ୍ରଶାନ୍ତ ମିର୍ଧାକୁ କାବୁ କଲା ସ୍ବତନ୍ତ୍ର ସ୍କ୍ୱାର୍ଡ । ଦୁଇ ବର୍ଷ ତଳର ଏକ ଗଣ୍ଡଗୋଳକୁ କେନ୍ଦ୍ର କରି ପ୍ରଫୁଲ୍ଲ ମିର୍ଧାଙ୍କୁ ହତ୍ୟା କରିବାକୁ ଯୋଜନା କରିଥିଲା ଅଭିଯୁକ୍ତ । ଦୁଇ!-->…