Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଦୁର୍ଘଟଣାରେ ୨ ବିଜେପି କର୍ମୀ ମୃତ…
ସମ୍ବଲପୁର /ବରଗଡ :କାର୍-ହାଇୱା ଧକ୍କାରେ ୨ ବିଜେପି କର୍ମୀଙ୍କ ମୃତ୍ୟୁ। ସମ୍ବଲପୁର-ବରଗଡ଼ ଜାତୀୟ ରାଜପଥ କଣ୍ଟାପାଲି ଓଭରବ୍ରିଜ ନିକଟରେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ବିଜେପି ଗୋଶାଳା ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକଙ୍କ ସହ ଜଣେ ପୂର୍ବତନ ସରପଞ୍ଚ!-->…
ବିକଶିତ ଓଡ଼ିଶା ଗଠନ ହେବ, ଏହା ମୋର ଦୃଢ଼ ବିଶ୍ବାସ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ରାଜ୍ୟସ୍ତରୀୟ ପାଣି ପଞ୍ଚାୟତ ପକ୍ଷ-୨୦୨୫ ଉଦଯାପନି ସମାରୋହ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ଯର ସମସ୍ତ କୃଷକ ଭାଇ ଓ ଭଉଣୀମାନଙ୍କୁ ଶୁଭକାମନା ଜଣାଇଛନ୍ତି। ଏହି ଅବସରରେ ସେ 'ଜମିକୁ ଜଳ, ଚାଷୀଙ୍କୁ ବଳ', ତେଣୁ ରାଜ୍ୟରେ ଜଳସେଚନକୁ ଆହୁରି ବ୍ୟାପକ!-->…
ଦୁଲୁକିଲା ରାଜଧାନୀ ରାଜରାସ୍ତା, ଆରମ୍ଭ ହେଲା ପଥ ଉତ୍ସବ
ଭୁବନେଶ୍ଵର: ବ୍ୟସ୍ତ ବହୁଳ ଜୀବନ ଭିତରେ ସହରିଆଙ୍କ ଶରୀରକୁ ଟିକିଏ ଫୁର୍ତ୍ତି ଓ ମନକୁ ଟିକେ ପ୍ରଫୁଲ୍ଲିତ ରଖିବା ପାଇଁ ଚଳିତ ବର୍ଷର ପ୍ରଥମ ତଥା ୧୮ତମ ପଥ ଉତ୍ସବ ଆରମ୍ଭ ହୋଇଛି । ବିଏମ୍ସି ପକ୍ଷରୁ ଆଜି ରାହାଗିରି ବା ପାଥୋତ୍ସବର ଉଦଘାଟନୀ ସମାରୋହ ଅନୁଷ୍ଠିତ ଦୋଇଛି । ପ୍ରଥମ ଦିନରେ ଶୀତ!-->…
‘ସଭିଙ୍କୁ ମିଳିବ ସେମାନଙ୍କ ସ୍ୱପ୍ନର ଘର’ : ରାଉରକେଲା ମହାନଗର ନିଗମ ଅଞ୍ଚଳରେ ଆରମ୍ଭ ହେଲା…
ବାସହୀନ ଗରିବ ପରିବାରଙ୍କୁ ପକ୍କା ଗୃହ ଯୋଗାଇବା ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ
ରାଉରକେଲା : ସଭିଙ୍କୁ ମିଳିବ ସ୍ଵପ୍ନର ଘର। ରାଉରକେଲା ସହରାଞ୍ଚଳରେ ରହୁଥିବା ବାସହୀନ ଗରିବ ପରିବାରଙ୍କୁ ପକ୍କା ଘର ଯୋଗାଇବା ଉଦ୍ଦେଶ୍ଯ ନେଇ ଆଜି ରାଉରକେଲା ମହାନଗର ନିଗମ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ!-->!-->!-->…
ବଡ଼ଦାଣ୍ଡରେ ମହାପ୍ରସାଦ ନାଁରେ ବିକ୍ରି ହେବନି ଖଜା
ପୁରୀ: ଏଣିକି ବ୍ୟବସାୟୀମାନେ ପୁରୀ ବଡ଼ଦାଣ୍ଡରେ ମହାପ୍ରସାଦ ନାଁରେ ଖଜା ବିକ୍ରି କରିପାରିବେ ନାହିଁ। ଶ୍ରୀମନ୍ଦିର ବାହାରେ ମହାପ୍ରସାଦ ନାଁରେ ଖଜା ବିକିଲେ ସଂପୃକ୍ତ ବ୍ୟବସାୟୀମାନେ କାର୍ଯ୍ୟାନୁଷ୍ଠାନର ଶିକାର ହେବେ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏହି ସୂଚନା ଦେଇଛନ୍ତି।!-->…
ଆକର୍ଷଣୀୟ ଭାବେ ପରିଚାଳିତ ହେଉ ଉତ୍କର୍ଷ ଓଡ଼ିଶା: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଆଜି ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ପ୍ରସ୍ତୁତି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନ କରି ଜଣାଇଛନ୍ତି। ସମସ୍ତ କାର୍ଯ୍ୟକ୍ରମକୁ ତୃଟିଶୂନ୍ୟ!-->…
‘ଓଡ଼ିଶା ଆସିବେ ଅଢ଼େଇ ହଜାର ପ୍ରବାସୀ, ବିଶ୍ବ ଦେଖିବ ଓଡିଶାର ଆତିଥ୍ୟ’
ଭୁବନେଶ୍ୱର: ଆସନ୍ତା ୮ରୁ ଭୁବନେଶ୍ୱର ଜନତା ମୈଦାନରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ । ଏହା ତିନି ଦିନ ଅର୍ଥାତ୍ ଜାନୁଆରୀ ୧୦ ଯାଏଁ ଚାଲିବ । ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ସହ ପର୍ଯ୍ୟଟନ ବିଭାଗ ପକ୍ଷରୁ ମଧ୍ୟ ଏଥିପାଇଁ ଚାଲିଛି ଜୋରଦାର ପ୍ରସ୍ତୁତି ।
!-->!-->!-->…
ଜାନୁୟାରୀ ୫ ରୁ ପାଳିତ ହେବ ଏକାମ୍ର ଉତ୍ସବ-୨୦୨୫
ଭୁବନେଶ୍ୱର : ପାଳିତ ହେବ ଏକାମ୍ର ଉତ୍ସବ 2025 । ଜାନୁୟାରୀ 5 ତାରିଖରୁ ଏହି ଉତ୍ସବ ଆରମ୍ଭ ହୋଇ ଜାନୁୟାରୀ 16 ରେ ଶେଷ ହେବ । ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ରାଜ୍ୟ ସରକାର ସମସ୍ତ ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଏକାମ୍ର ଉତ୍ସବରେ ମଧ୍ୟ ପ୍ରବାସୀ ଭାରତୀୟ!-->…
‘ପ୍ରବାସୀ ଭାରତୀୟ ଦିବସ’ରେ ଶୋଭା ବଢାଇବ ଓଡ଼ିଶା ଥିମ୍ ପ୍ୟାଭିଲିୟନ
ଭୁବନେଶ୍ୱର: ଭୁବନେଶ୍ୱର ଜନତା ମଇଦାନରେ ଆଉ ମାତ୍ର ୪ ଦିନ ପରେ ଆରମ୍ଭ ହେବ ‘ପ୍ରବାସୀ ଭାରତୀୟ ଦିବସ’ର ୧୮ତମ ସଂସ୍କରଣ। ପ୍ରଥମ ଥର ପାଇଁ ଓଡ଼ିଶାରେ ଆୟୋଜିତ ହେଉଥିବା ଏହି ସମ୍ମିଳନୀ ପାଇଁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ପ୍ରସ୍ତୁତି।
ବିଭିନ୍ନ ଦେଶରୁ ଆସୁଥିବା ପ୍ରତିନିଧିଙ୍କ ପାଇଁ!-->!-->!-->…
ଆସନ୍ତାକାଲିଠୁ ରାଜ୍ୟସ୍ତରୀୟ ଆଦିବାସୀ ମେଳା ୨୦୨୫
ଭୁବନେଶ୍ୱର : ସଜେଇ ହେଉଛି ପ୍ରଦର୍ଶନୀ ପଡିଆ । ଆସନ୍ତାକାଲିଠୁ ରାଜ୍ୟସ୍ତରୀୟ ଆଦିବାସୀ ମେଳା ୨୦୨୫ । ରାଜଧାନୀରେ ଆରମ୍ଭ ହୋଇଛି ପ୍ରସ୍ତୁତି । ସହର ମଧ୍ୟରେ ଆଦିବାସୀ ଗ୍ରାମର ଭ୍ରମ ସୃଷ୍ଟି କରିବ ଚଳିତ ବର୍ଷର ଆଦିବାସୀ ମେଳା । ଓଡ଼ିଶାରେ ଆୟୋଜିତ ହେଉଥିବା ପ୍ରବାସୀ ଭାରତୀୟ ଦିବସକୁ!-->…