Browsing Category

ଓଡିଶା

୮ରେ ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଭୁବନେଶ୍ବର: ପୁଣି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆସନ୍ତା ୮ ତାରିଖରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ମୋଦି । ଏହାପରେ ତା ପରଦିନ ପ୍ରବାସୀ ଭାରତୀୟ ଦିବସରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ମୋଦି । ତେବେ ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୮ତାରିଖ ରାତି

ରାଜ୍ୟ ବଜେଟ୍‌ ପାଇଁ ଜନସାଧାରଣ ଦେଇପାରିବେ ମତାମତ: ଅର୍ଥ ବିଭାଗ

ଭୁବନେଶ୍ବର: ଆର୍ଥିକ ବର୍ଷ ୨୦୨୪-୨୫ ସରିସରି ଆସୁଥିବା ‌ବେଳେ ଆଗାମୀ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ପ୍ରାକ୍‌ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ରାଜ୍ୟର ବିକାଶ ପାଇଁ କେଉଁ ବିଭାଗକୁ କେତେ ଟଙ୍କା ଦେବେ ଏନେଇ ଏଥି ପାଇଁ ସରକାରଙ୍କ ଅର୍ଥ ବିଭାଗ ଜନସାଧାରଣଙ୍କଠାରୁ ଆରମ୍ଭ କରି ବିଭିନ୍ନ

ମାଆ ହେଲା କଳା କଲରାପତରିଆ ବାଘ

ଭୁବନେଶ୍ୱର: ନୟାଗଡ଼ ଜଙ୍ଗଲରେ କଳା କଲରାପତରିଆ ବାଘ ନିଜ ଛୁଆକୁ ବହନ କରୁଥିବା ଏକ ବିରଳ ଚିତ୍ର ଦେଖିବାକୁ ମିଳିଛି। ଅର୍ଥାତ୍ ଦ୍ୱିତୀୟ ଥର ପାଇ ମା ହେଲା କଳା କଲରାପତରିଆ ବାଘ। ସୂଚନା ଦେଇଛନ୍ତି ନୟାଗଡ ବନାଞ୍ଚଳ ଅଧିକାରୀ । ନୟାଗଡ ବନାଞ୍ଚଳ ଅଧୀନ ଓ ମହାନଦୀ ୱାଇଲଡ଼ ଲାଇଫ ବନାଞ୍ଚଳ

ଆଜିଠୁ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

ବରଗଡ଼ରେ ବସିବ ଦରବାର, ଶୁଭିବ କଂସଙ୍କ ଅଟହାସ୍ୟ । ଆଜିଠୁ ଆରମ୍ଭ ହେଉଛି ବିଶ୍ୱ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ମହାରାଜ କଂସଙ୍କ ରାଜୁତି । ବରଗଡ଼ ପାଲଟି ଯିବ ମଥୁରା ନଗରୀ , ଅମ୍ବାପାଲି ପାଲଟିଯିବ ଗୋପପୁର ଏବଂ ଚିର ପ୍ରବାହିତ ଜୀରାନଦୀ

ଏନକାଉଣ୍ଟରରେ ଟଳିଲେ ୩ ମାଓବାଦୀ

ରାୟପୁର: ଛତିଶଗଡର ଗରିଆବନ୍ଧ ଜିଲ୍ଲାର ଇନ୍ଦାଗାଓଁ ଥାନା ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି। କାଣ୍ଡେଶ୍ୱର ଗ୍ରାମରେ ବସ୍ତର ବାଟାଲିୟନ ଏବଂ ନକ୍ସଲମାନଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ମିଳିଛି । ଏହି ଏନକାଉଣ୍ଟରରେ ୩

ଭାଇ ଭଉଣୀଙ୍କୁ ଗୁଳିମାଡ଼: ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର

ଅନୁଗଳ: ଅନୁଗୁଳ ଜିଲ୍ଲା କିଶୋରନଗର ଥାନା ଭାଗମଣ୍ଡା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଭାଇ ଭଉଣୀଙ୍କୁ ଗୁଳିମାଡ଼ ହୋଇଛି। ବିଳମ୍ୱିତ ରାତିରେ ଘର ବାରଣ୍ଡାରେ ଶୋଇଥିବା ବେଳେ ଭାଇ ଭଉଣୀଙ୍କ ଉପରେ ହଠାତ୍ ଗୁଳିମାଡ଼ ହୋଇଥିଲା । ଏଥିରେ ଭାଇଭଉଣୀ ଗୁରୁତର ହୋଇଛନ୍ତି । ୯ ବର୍ଷର ଭାଇ

୬ ଲକ୍ଷ ମୂଲ୍ୟର ବ୍ରାଉନ୍‌ ସୁଗର ଓ ୪୦ କେଜି ଗଞ୍ଜେଇ ଜବତ

ରାଉରକେଲା: ରାଉରକେଲା ପ୍ଲାଣ୍ଟ ସାଇଡ ଥାନା ଅଧୀନ ମୀନାପଡା ବସ୍ତି ଅଞ୍ଚଳରୁ ୧୧୪ ପ୍ୟାକେଟ ବ୍ରାଉନ୍‌ ସୁଗର ଓ ୪୦ କେଜି ଗଞ୍ଜେଇ ଡବତ ହୋଇଛି । ଏହାର ଆନୁମାନିକ ମୂଲ୍ୟ ୬ ଲକ୍ଷ ହେବ । ଏହା ସହ ଘଟଣାସ୍ଥଳରୁ ନଗଦ ୮୦ ହଜାର ଟଙ୍କା ଜବତ କରିଛି ପୋଲିସ । ଖବର ମୁତାବକ, ସହରର ପ୍ଲାଣ୍ଟ ସାଇଡ

ଦୁଇ ପୂର୍ବତନ ମନ୍ତ୍ରୀଙ୍କ ପାଇଁ ମୁଁ ଆଜି ଖଇରିଆ ପୋଷାକ ପିନ୍ଧୁଛି : ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ

କଟକ : ଦୁଇଜଣ ପୂର୍ବତନ ମନ୍ତ୍ରୀଙ୍କ ପାଇଁ ଆଜି ପିନ୍ଧୁଛି ଏହି ଖଇରିଆ ପୋଷାକ। କାହିଁକି ଏଭଳି କହିଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ। କିଏ ସେହି ଦୁଇ ପୂର୍ବତନ ମନ୍ତ୍ରୀ। କାହାକୁ ଟାର୍ଗେଟ କରିଛନ୍ତି ପ୍ରଭାତ ବିଶ୍ୱାଳ। ଖାଲି ସେତିକି ନୁହେଁ ସେ ବିଜୁ ଜନତା ଦଳ ପାଇଁ ସ୍ୱର୍ଗତ

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ‘ଅଦିନିଆ ବର୍ଷା ପ୍ରାକୃତିକ ବିପର୍ଯ୍ୟୟ’

ଭୁବନେଶ୍ବର: ଅଦିନିଆ ବର୍ଷା ବି ପ୍ରାକୃତିକ ବିପର୍ଯ୍ୟୟ । ଆଜି କୃଷି ଓଡିଶା କାର୍ଯ୍ୟକ୍ରମରେ ଯୋଗ ଦେଇ ଏମିତି କିଛି ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ବୋଲି ଘୋଷଣା କରିଛନ୍ତି । ଏଥିପାଇଁ ସରକାରୀ ପାଣ୍ଠିରୁ ସହାୟତା ରାଶି

ଜିରୋନାଇଟରେ ରାଜରାସ୍ତାରେ ହାତାହାତି, ୪ ପୋଲିସଙ୍କୁ ନିଲମ୍ବିତ କଲେ SP

ନୟାଗଡ: ବିଶୃଙ୍ଖଳା ଆଚରଣକୁ ନେଇ ୪ ପୋଲିସ କର୍ମଚାରୀ ନିଲମ୍ବିତ । ୪ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି ନୟାଗଡ sp। ସେମାନେ ହେଲେ, ଦିଲ୍ଲୀପ ବେହେରା, ମୁନା ବେହେରା, ସଞ୍ଜୟ ମହାପାତ୍ର, ଦୁର୍ଗା ମାଧବ ଦୋରା । ସମସ୍ତେ ନୟାଗଡ ରିଜର୍ଭ ପୋଲିସର କନେଷ୍ଟବଳ କର୍ମଚାରୀ ।