Browsing Category

ଓଡିଶା

ଆସନ୍ତା ୬ ତାରିଖରେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

ଭୁବନେଶ୍ବର: ଆସନ୍ତା ୬ ତାରିଖରେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି । ସରକାରଙ୍କ ବିରୋଧରେ ଗର୍ଜିବ । ଅନିୟନ୍ତ୍ରିତ ଦରଦାମ ବୃଦ୍ଧିକୁ ନେଇ ରାଜରାସ୍ତାରେ ସରକାରଙ୍କୁ ଜବାବ ମାଗିବ ବିଜେଡି । ଏଥିପାଇଁ ଜାନୁଆରୀ ୬ ତାରିଖରେ ଦରଦାମ ବୃଦ୍ଧି ବିରୋଧରେ ଆନ୍ଦୋଳନ କରି ରାଜରାସ୍ତାକୁ ଓହ୍ଲାଇବ

ପର୍ଯ୍ୟଟନସ୍ଥଳୀର ବିକାଶ ପାଇଁ ଉପମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଜୁଏଲ ଓରାମ

ରାଉରକେଲା: ସୁନ୍ଦରଗଡ଼ରେ ରହିଛି ୧୩ରୁ ଅଧିକ ପର୍ଯ୍ୟଟନସ୍ଥଳ। ହେଲେ ଆଜି ପର୍ଯ୍ୟନ୍ତ ବିକାଶ ଦେଖିଛି ମାତ୍ର ୩/୪ଟି ପର୍ଯ୍ୟଟନସ୍ଥଳ। ବର୍ଷ ବର୍ଷ ଧରି ଅବହେଳିତ ଅବସ୍ଥାରେ ରହିଥିବା ଏସବୁସ୍ଥଳକୁ ଆଦୌ ପର୍ଯ୍ୟଟନ ବିଭାଗ ଗୁରୁତ୍ବ ଦେଇନି। ଗତ ସରକାର ସମୟରେ ବେଦବ୍ୟାସ, ଖଣ୍ଡାଧାର, ପିତାମହଲ

ରାଜ୍ୟର ୨୭ତମ ରାଜ୍ୟପାଳ ଭାବେ ଶପଥ ନେଲେ ଶ୍ରୀ ହରିବାବୁ କମ୍ଭମପତି

ଭୁବନେଶ୍ଵର: ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ଶପଥ ନେଲେ ଶ୍ରୀ ହରିବାବୁ କମ୍ଭମପତି । ରାଜ୍ୟର ୨୭ତମ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଛନ୍ତି ମିଜୋରାମର ପୂର୍ବତନ ରାଜ୍ୟପାଳ ଶ୍ରୀ ହରିବାବୁ କମ୍ଭମପତି । ରାଜଭବନରେ ଅନୁଷ୍ଠିତ ଭବ୍ୟ ସମାରୋହରେ ନୂତନ ରାଜ୍ୟପାଳ ଶ୍ରୀ ହରିବାବୁ କମ୍ଭମପତିଙ୍କୁ

ଫାଇନାନ୍ସ କମ୍ପାନୀରୁ ସଶସ୍ତ୍ର ଡକାୟତି, ଲୁଟିନେଲେ ୩୦ କେଜିର ସୁନା ଅଳଙ୍କାର

ସମ୍ବଲପୁର: ସ୍ପଷ୍ଟ ଦିବାଲୋକରେ ଡକାୟତି । ବନ୍ଧୁକ ମୁନରେ ବ୍ୟାଗ ଭର୍ତ୍ତି ସୁନା ଲୁଟ୍ ଅଭିଯୋଗ ହୋଇଛି । ଲୁଟିନେଲେ ୨୫ରୁ ୩୦ କେଜି ସୁନା । ସମ୍ବଲପୁର ଅଇଁଠାପାଲି ମଣପୁରମ୍ ଫାଇନାନ୍ସ କମ୍ପାନୀରୁ ସଶସ୍ତ୍ର ଡକାୟତି ହୋଇଛି । ୬ରୁ ୭ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ଆସି ବନ୍ଧୁକ ଦେଖାଇ

ପୁଣି ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ

ପୁରୀ: ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ପୂର୍ବରୁ ଭିତର ରତ୍ନଭଣ୍ଡାର ଓ ବାହାର ରତ୍ନଭଣ୍ଡାରର ଚୂନ ପ୍ଳାଷ୍ଟର ଛଡାଇ ଦିଆଯାଇଛି। ଚୂନ ଛଡାଯିବା ପରେ ପଥରର ସରଫେସ ଦେଖାଗଲାଣି। ଅନେକ ପଥରରେ ଫାଟ ରହିଛି। ଡିସେମ୍ବର ୨୫ ତାରିଖରୁ ୨ ତାରିଖ ପର୍ଯ୍ୟନ୍ତ ରତ୍ନଭଣ୍ଡାର

ରୁଷର ‘ବ୍ରିକ୍ସ’ ଯୁବ ବୈଜ୍ଞାନିକ ସମ୍ମିଳନୀରେ ଯୋଗଦେଲେ ଓଡ଼ିଆ ଝିଅ ମେଧା, ଚାରିଆଡ଼ୁ ଛୁଟୁଛି ପ୍ରଶଂସା

ଆମ ସମାଜରେ ଏବେ ପ୍ରତିଦିନ ହାତୀ ଓ ମଣିଷ ଭିତରେ ଅନେକ ଘଟଣା ଓ ଅଘଟଣ ଦେଖିବାକୁ ମିଳେ । ତେବେ ଏସବୁ ଜନସଂଖ୍ୟା ବୃଦ୍ଧି, ଜଗତୀକରଣ, ଶିଳ୍ପ କାରଖାନା ଓ ଜଙ୍ଗଲରେ ମଣିଷର ଜବରଦଖଲ ଯୋଗୁଁ ହେଉଛି । ଦିନକୁ ଦିନ ଏ ମଣିଷ ଜଙ୍ଗଲ କାଟି ସଫା କରି ହାତୀଙ୍କ ରହିବା ସ୍ଥଳୀକୁ କବଜା କରିବାକୁ ବସିଛି ।

ପୁଣି ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକପୂର୍ଣ୍ଣ ମେଲ୍

ଭୁବନେଶ୍ଵର: ପୁଣି ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁର ଧମକପୂର୍ଣ୍ଣ ମେଲ୍ । ପ୍ରବାସୀ ଭାରତୀୟ ଦିବସ ବ୍ୟାଘାତ ପାଇଁ ଧମକପୂର୍ଣ୍ଣ ମେଲ୍ ପଠାଇଛି ପନ୍ନୁ । ତେବେ ଏହି ଧମକପୂର୍ଣ୍ଣ ମେସେଜ ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କ ମେଲ୍‌କୁ ଆସିଛି । ଭିଡିଓ ମାଧ୍ୟମରେ ଧମକ ପୂର୍ଣ୍ଣ ମେଲ୍ ଦେଇଛି

ପ୍ରବାସୀ ଭାରତୀୟ ଦିବସ ପାଇଁ ସଜେଇ ହୋଇଛି ରାଜଧାନୀ, ଭୁବନେଶ୍ବରରେ ପହଞ୍ଚିଲା ୨ଟି ଡବଲ ଡେକର୍‌ ବସ୍‌

ଭୁବନେଶ୍ବର: ଭୁବନେଶ୍ବରରେ ପହଞ୍ଚିଲା ୨ଟି ଡବଲ ଡେକର୍‌ ବସ୍‌ । ବିଳମ୍ବିତ ରାତିରେ ଭୁବନେଶ୍ବର ଗାଡ଼କଣ ଡିପୋରେ ପହଞ୍ଚିଛି । ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀଙକ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଗତକାଲି ବସ୍‌ଟି ଆନ୍ଧ୍ରପ୍ରଦେଶ ବର୍ଡର ଅତିକ୍ରମ କରି ବ୍ରହ୍ମପୁରରେ ପହଞ୍ଚିବା ପରେ

ଆସନ୍ତା ୫ ଦିନ ଯାଏଁ ଜାରି ରହିବ ଶୀତ ପ୍ରକୋପ

ଭୁବନେଶ୍ଵର: ପ୍ରବଳ ଜାଡରେ ଥରୁଛି ଓଡିଶା । ରାଜ୍ୟର ବିଭିନ୍ନ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବା ସହିତ ଶୀତ ପ୍ରକୋପ ବଢ଼ିଛି। ବର୍ଷା ପ୍ରଭାବ କମିବା ପରେ ବଢ଼ିଛି ଶୀତର ପ୍ରକୋପ । ଏବେ ପ୍ରବଳ ଜାଡ଼ରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ରାତି ତାପମାତ୍ରା କମିବା ଯୋଗୁ କନ୍ଧମାଳ

ସବୁ ପ୍ରଶ୍ନର ଉତ୍ତର ଏବଂ ସବୁ ସମସ୍ୟାର ସମାଧାନ ମାନବବାଦୀ ସୁଧାଂଶୁ ଶେଖର ପଣ୍ଡାଙ୍କ ବିୟୋଗ ଏକ ଅପୂରଣୀୟ…

ବ୍ରହ୍ମପୁର : ବ୍ରହ୍ମପୁର ସହର ରେ ପ୍ରାୟ ଚାଳିଶି ପଚାଶ ରୁ ଉର୍ଦ୍ଧ୍ବ ବର୍ଷ ଧରି ନିରବଚ୍ଛିନ୍ନ ଭାବରେ ସମାଜ ପାଇଁ ଅତି ନିର୍ଭୀକ ଭାବରେ ଆଲୋଚନା କରିବା ମଣିଷ ଆକସ୍ମିକ ଭାବେ ଚାଲିଯିବା ଏହାକୁ ସହଜ କରି ଗ୍ରହଣ କରିବା ଆଦୌ ସମ୍ଭବ ନୁହେଁ।ହଁ ସୁଧାଂଶୁ ପଣ୍ଡା ସମସ୍ତଙ୍କ ପାଇଁ ସେ ଥିଲେ