Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନିଆଁରେ ପୋଡି ହୋଇ ବାଳିକା ଗୁରୁତର
କ. ନୂଆଗାଁ : କ. ନୂଆଗାଁ ବ୍ଲକ ଅନ୍ତର୍ଗତ ଵନ୍ଧଗୁଡା ଗ୍ରାମପଞ୍ଚାୟତ ର ଵନ୍ଧଗୁଡା ଗ୍ରାମ ବିନ୍ଧାଣି ସାହିରେ ଏକ ଦୁଃଖଦ ଘଟଣା ଘଟିଯାଇଛି l ଉକ୍ତ ସାହିର ମୋନାଲିସା ବିନ୍ଧାଣି ଶୀତ ସମ୍ଭାଳି ନ ପାରି ନିଆଁ ପୋଉ ଥିବାବେଳେ ଦେହ ରେ ନିଆଁ ଲାଗି ପୋଡି ହୋଇ ଗୁରୁତର ହୋଇପଡିଛି l ଦେହର ପ୍ରାୟ!-->…
ଆଇଏଏସ୍ ସ୍ତରରେ ଅଦଳବଦଳ; ଭୂପେନ୍ଦ୍ର ସିଂ ପୁନିଆଁଙ୍କୁ ଦକ୍ଷତା ବିକାଶ ବିଭାଗର ଅତିରିକ୍ତ ଦାୟିତ୍ୱ
ଭୁବନେଶ୍ବର : ନୂଆ ବର୍ଷ ଆରମ୍ଭରୁ ପାୱାର କରିଡରରେ ହେଲାଣି ହଲଚଲ। ପ୍ରାୟ ୫ ମାସ ତଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଥିବା ଅରିନ୍ଦମ ଡାକୁଆଙ୍କ ବଦଳି ହୋଇଛି। ତେବେ ତାଙ୍କ ସ୍ଥାନରେ କିଏ ଏହି ପଦ ସମ୍ଭାଳିବେ ସେ ନେଇ କିଛି ସ୍ପଷ୍ଟ ସୂଚନା ମିଳି!-->…
ଦିଲ୍ଲୀରେ ଗଡିବ ନାହିଁ ଓଡ଼ିଶାର ପ୍ରଜ୍ଞାପନ ମେଢ
ଭୁବନେଶ୍ବର : ଦିଲ୍ଲୀରେ ଚଳିତ ବର୍ଷ ସାଧାରଣତନ୍ତ୍ର ଦିବସରେ ଗଡିବ ନାହିଁ ଓଡ଼ିଶାର ପ୍ରଜ୍ଞାପନ ମେଢ । ଓଡ଼ିଶା ପକ୍ଷରୁ ଦିଆଯାଇଥିବା ମଡେଲକୁ କେନ୍ଦ୍ର ଖାରଜ କରିଛି । ଏଥର ଓଡ଼ିଶା ପକ୍ଷରୁ ମାଣିଆବନ୍ଧ ଶାଢୀ ହସ୍ତଶିଳ୍ପ ଓ ମନ୍ଦିରମାଳିନୀ ଭୁବନେଶ୍ବର ମଡେଲ ପ୍ରଦାନ କରାଯାଇଥିଲା । ହେଲେ!-->…
ପ୍ରବାସୀ ଭାରତୀୟ ଦେଖିବେ ଓଡ଼ିଶା କଳା ଓ ସଂସ୍କୃତିର ଝଲକ
ଭୁବନେଶ୍ବର : ଭୁବନେଶ୍ୱରରେ ଜମିବ ୭ ହଜାରରୁ ଅଧିକ ପ୍ରବାସୀ ଭାରତୀୟଙ୍କ ଭିଡ଼। ସେଥିପାଇଁ ସଜେଇ ହେଉଛି ମନ୍ଦିର ମାଳିନୀ ସହର ଭୁବନେଶ୍ୱର। ସବୁଠି ଦେଖିବାକୁ ମିଳିଛି ଓଡ଼ିଶା କଳା ଓ ସଂସ୍କୃତିର ଝଲକ। ଏହି ମହା ଆୟୋଜନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦ୍ଘାଟନ କରିବେ ଓ ରାଷ୍ଟ୍ରପତି!-->…
ଶୁକ୍ରବାରଠୁ ପୁନର୍ବାର ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି କାର୍ଯ୍ୟ, ଡିସେମ୍ବର ୨୫ରୁ ଥିଲା ସ୍ଥଗିତ
ପୁରୀ ୨।୧: ନବବର୍ଷରେ ମହାପ୍ରଭୁଙ୍କର ଆଶୀର୍ବାଦ ଲାଭ ଶ୍ରୀମନ୍ଦିରକୁ ଭକ୍ତଙ୍କର ଆଗମନ ଜାରି ରହିଛି। ଆଜି ନବବର୍ଷର ଦ୍ବିତୀୟ ଦିବସରେ ମହାପ୍ରଭୁଙ୍କର ଦର୍ଶନ ପାଇଁ ମଧ୍ୟ ପ୍ରବଳ ଭକ୍ତଙ୍କ ଭିଡ଼ ଲାଗି ରହିଛି। ତେବେ ଆଜିଠାରୁ ଶ୍ରୀମନ୍ଦିର ଚାରି ଦ୍ଵାରରେ ପ୍ରବେଶ କରି ଭକ୍ତମାନେ!-->…
ଅଦିନିଆ ବର୍ଷାରେ ଚାଷୀଙ୍କ କ୍ଷତି ଭରଣା ଦାବି, ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ
ଭୁବନେଶ୍ବର ୨।୧: ଅଦିନିଆ ବର୍ଷାରେ ଚାଷୀଙ୍କ କ୍ଷତି ଭରଣା ଦାବି କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ନିର୍ଦ୍ଧାରିତ ସମୟ ମଧ୍ୟରେ ସରକାର ଚାଷୀଙ୍କୁ କ୍ଷତିପୂରଣ ଦେବାକୁ ଦାବି କରିଛନ୍ତି ନବୀନ । ଏହାସହ ବାରମ୍ବାର!-->…
ଆସନ୍ତାକାଲିଠୁ କୃଷି ଓଡ଼ିଶା-୨୦୨୫ ଆରମ୍ଭ, ଯୋଗ ଦେବେ ୧୦ ହଜାର କୃଷକ
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କର କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଦ୍ଵାରା ଆସନ୍ତା କାଲିଠାରୁ ୩ ଦିନ ପର୍ଯ୍ୟନ୍ତ ଭୁବନେଶ୍ୱର ବରମୁଣ୍ଡା, ବିଜୁପଟ୍ଟନାୟକ ଖେଳ ପଡ଼ିଆରେ “କୃଷି ଓଡ଼ିଶା - ୨୦୨୫”ର ଆୟୋଜନ ହେବାକୁ ଯାଉଛି । ଏହି ସମାରୋହ ଆସନ୍ତାକାଲି ଦିନ ୧୧ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ!-->…
ଆଦିବାସୀ ମେଳା ୨୦୨୫ ପ୍ରସ୍ତୁତି, ଲେଜର୍ ଶୋରେ ଆଦିବାସୀ ପରମ୍ପରା ଓ ସ୍ଵାଧୀନତା ସଂଗ୍ରାମର ଝଲକ୍
ଭୁବନେଶ୍ଵର: ଆରମ୍ଭ ହେବାକୁ ଯାଉଛି ରାଜ୍ୟସ୍ତରୀୟ ଆଦିବାସୀ ମେଳା ୨୦୨୫ । ଏନେଇ ରାଜଧାନୀରେ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି । ସହର ମଧ୍ୟରେ ଆଦିବାସୀ ଗ୍ରାମର ଭ୍ରମ ସୃଷ୍ଟି କରିବ ଚଳିତ ବର୍ଷର ଆଦିବାସୀ ମେଳା । ପ୍ରଥମ କରି ଓଡ଼ିଶାରେ ଆୟୋଜିତ ହେଉଥିବା ପ୍ରବାସୀ ଭାରତୀୟ ଦିବସକୁ ଧ୍ୟାନରେ!-->…
୨୬ଶହ କିଲୋମିଟର ଗ୍ରାଣ୍ଡ ରିଙ୍ଗରୋଡ, ବାଲେଶ୍ଵର- ସମ୍ବଲପୁର- ଗଞ୍ଜାମ- ଜୟପୁରକୁ କରିବ ସଂଯୋଗ
କଟକ: ଓଡ଼ିଶାରେ ନିର୍ମାଣ ହେବ ଗ୍ରାଣ୍ଡ ରିଙ୍ଗରୋଡ। ୨୬ଶହ କିଲୋମିଟର ଗ୍ରାଣ୍ଡ ରିଙ୍ଗରୋଡ ତିଆରି ପାଇଁ ସରକାରଙ୍କ ଯୋଜନା। ୨୬ଶହ କିଲୋମିଟର ଗ୍ରାଣ୍ଡ ରିଙ୍ଗରୋଡକୁ ୨୪ଘଣ୍ଟାରେ ପରିକ୍ରମା କରିହେବ ।
ବାଲେଶ୍ଵର-ସମ୍ବଲପୁର-ଗଂଜାମ-ଜୟପୁରକୁ ସଂଯୋଗ କରି ହେବ ଗ୍ରାଣ୍ଡ ରିଙ୍ଗରୋଡ। ମୋଟୁରୁ!-->!-->!-->…
ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବ ମଞ୍ଚରୁ ନବୀନଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବ ମଞ୍ଚରୁ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକଙ୍କ କାମ କରିବା ଓ ବିକାଶ ଧାରାକୁ ଆଗକୁ ନେବା ପାଇଁ ବିଜେପି ସରକାର ଯାହା ପ୍ରତିଶ୍ରୁତି ଦେଇଥିଲେ ପୂରଣ କରୁଛନ୍ତି। ଯେଉଁମାନେ ପୂର୍ବରୁ ଦାୟିତ୍ୱ ନେଇ କାମ!-->…