Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଓଡ଼ିଶାରେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି; ରାଜଭବନ ପକ୍ଷରୁ ଦିଆଗଲା ଗାର୍ଡ ଅଫ୍ ଅନର
ଭୁବନେଶ୍ବର : ଓଡ଼ିଶାରେ ପହଞ୍ଚିଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି। ଭୁବନେଶ୍ୱର ବିମାନ ବନ୍ଦରରେ ପଞ୍ଚିବା ପରେ ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ। ରାଜଭବନ ପକ୍ଷରୁ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ!-->…
ଓଡ଼ିଶାରେ ପହଞ୍ଚିଲା ପ୍ରଥମ ଡବଲ ଡେକର ବସ୍, ରହିଛି ଅତ୍ୟାଧୁନିକ ସୁବିଧା
ଭୁବନେଶ୍ବର : ବହୁ ପ୍ରତିକ୍ଷା ପରେ ଓଡ଼ିଶା ମାଟିରେ ପାଦ ଦେଲା ଗୋଟିଏ ଇଲେକ୍ଟ୍ରି ଡବଲ ଡେକର ବସ୍। ବସ୍ଟି ଆନ୍ଧ୍ରପ୍ରଦେଶ ବର୍ଡର ଅତିକ୍ରମ କରି ବ୍ରହ୍ମପୁରରେ ପହଞ୍ଚିଛି। ଏହି ବସ୍କୁ ନେଇ ଓଡ଼ିଶାବାସୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ରହିଛି। କାରଣ ଏଥିରେ ରହିଛି ଓଡ଼ିଶାର କଳା, ସଂସ୍କୃତିର!-->…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଦୁଇଗୁଣ ହେଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା
ଭୁବନେଶ୍ବର : ବର୍ଷ ଆରମ୍ଭରୁ ଗୋଟିଏ ପରେ ଗୋଟିଏ ବଡ଼ ଘୋଷଣା କରୁଛନ୍ତି ରାଜ୍ୟ ସରକାର। ଗତକାଲି ରାତିରେ ରାଜ୍ୟର ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ, ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀଙ୍କ ଗ୍ରାଚ୍ୟୁଇଟି ବୃଦ୍ଧି କରିଥିବାବେଳେ ଆଜି ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି!-->…
ଆଜି ବି ପୁରୀରେ ପ୍ରବଳ ଭିଡ଼, ପିପିଲି ଟୋଲ ଗେଟ୍ରେ ସ୍ଥିତି ଅସମ୍ଭାଳ
ପୁରୀ : ଆଜି ବି ଅର୍ଥାତ ଜାନୁଆରୀ ୨ ତାରିଖରେ ବି ପୁରୀରେ ପ୍ରବଳ ଭିଡ଼। ମହାପ୍ରଭୁଙ୍କ ଝଲକ ଟିକେ ପାଇବାକୁ ଭକ୍ତ ବ୍ୟଗ୍ର, ବଡ଼ଦାଣ୍ଡରେ ଲାଗିଛି ଭକ୍ତଙ୍କ ଲମ୍ବା ଲାଇନ୍। ଶ୍ରୀଜିଉଙ୍କ ଦର୍ଶନ ଲାଗି ଗତକିଛି ଦିନ ହେଲା ପୁରୀରେ ଲାଗିଛି ପ୍ରବଳ ଭିଡ଼। ଆଜି ବି ସକାଳୁ ଲମ୍ବା ଧାଡ଼ିରେ ଛିଡ଼ା ହୋଇ!-->…
ନୂଆବର୍ଷରେ ବିଜେପି-କଂଗ୍ରେସକୁ ମିଳିବେ ନୂଆ ମୁଖିଆ ! ନବୀନ ବାଛିପାରନ୍ତି ନୂଆ ସେନାପତି
ଭୁବନେଶ୍ବର : ନୂଆବର୍ଷରେ ନୂଆ ମୁଖିଆ ଦେଖିବ ରାଜ୍ୟ ବିଜେପି ଏବଂ କଂଗ୍ରେସ। ବିଜେଡିରେ ନବୀନ ସୁପ୍ରିମୋ ଥିଲେ ବି ସାମ୍ନାକୁ ଆଣିପାରନ୍ତି ନୂଆ ନେତୃତ୍ୱ। ବିଜେପିର ସାଂଗଠନିକ ପର୍ବ ଶେଷ ପର୍ଯ୍ୟାୟରେ ଥିବାବେଳେ ଖୁବଶୀଘ୍ର ଘୋଷଣା ହେବ ସଭାପତିଙ୍କ ନାମ। କୁହାଯାଉଛି ନିର୍ବାଚନୀ ସଫଳତା ପାଇଁ!-->…
୨୦୨୯ ବେଳକୁ ଦେଶରେ ଟୁରିଜିମ୍ ହବ୍ ହେବ ଓଡ଼ିଶା
ଭୁବନେଶ୍ବର: ଏବେ ଓଡିଶାର ପର୍ଯ୍ୟଟନସ୍ଥଳୀ ଗୁଡିକ ଆଉ ଲୁକ୍କାଇତ ହୋଇରହିବନି । ସମସ୍ତ ପର୍ଯ୍ୟଟନସ୍ଥଳୀର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଭରପୁର ଉପଭୋଗ କରିବେ ପର୍ଯ୍ୟଟକ । କାରଣ ଟୁରିଜିମ୍ ହବ୍ ହେବ ଓଡ଼ିଶା । ପର୍ଯ୍ୟଟନ କ୍ଷେତ୍ରରେ ଦେଶରେ ୩ ନମ୍ବର ରାଜ୍ୟ ହେବ ଓଡ଼ିଶା । ଏଭଳି କିଛି!-->…
ଆସନ୍ତାକାଲି ଓଡ଼ିଶାରେ ପହଞ୍ଚିବ ଇଲେକ୍ଟ୍ରିକ ଡବଲ ଡେକର ବସ୍
ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶାରେ ପହଞ୍ଚିବ ଇଲେକ୍ଟ୍ରିକ ଡବଲ ଡେକର ବସ୍। ଏ ନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଦୁଇଟି ଇଲେକ୍ଟ୍ରିକ ଡବଲ ଡେକର ବସ୍ ମୁମ୍ବାଇରୁ ଭୁବନେଶ୍ୱର ଅଭିମୁଖେ ବାହାରି ସାରିଥିବା ବେଳେ ଆସନ୍ତାକାଲି ପହଞ୍ଚିବ ବୋଲି!-->…
୩ ଜଣ ଆଇପିଏସ ଅଫିସରଙ୍କୁ ମିଳିଲା ଡିଜିପି ପାହ୍ୟାକୁ ପଦୋନ୍ନତି
ଭୁବନେଶ୍ବର : ରାଜ୍ୟ ସରକାର ୩ ଜଣ ଆଇପିଏସ ଅଫିସରଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି କରିଛନ୍ତି । ସେମାନେ ହେଲେ ୧୯୯୩ ବ୍ୟାଚ୍ ର ଆଇପିଏସ ବିନୟତୋଷ ମିଶ୍ର , ରାଓସାହେବ ପଞ୍ଜାବ୍ରୋ କୋଚେ ଏବଂ ଶୁଶାନ୍ତ କୁମାର ନାଥ ।
୧୯୯୩ ବ୍ୟାଚର ଆଇପିଏସ ବିନୟତୋଷ ମିଶ୍ର ଓ ଆର ପି!-->!-->!-->…
ଆସନ୍ତା ୩ରେ ନୂଆ ରାଜ୍ୟପାଳ ଭାବେ ଶପଥ ନେବେ ହରି ବାବୁ କମ୍ଭାମପତି
ଭୁବନେଶ୍ବର: ଜାନୁଆରୀ ୩ ତାରିଖରେ ଶପଥ ଗ୍ରହଣ କରିବେ ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭାମପତି । ଏନେଇ ଆସନ୍ତାକାଲି ଭୁବନେଶ୍ୱର ଆସିବେ ନୂଆ ରାଜ୍ୟପାଳ । ରାଜଭବନରେ ତାଙ୍କୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ ।
ସୂଚନା!-->!-->!-->…
ଜାନୁଆରି ୧୫ ସୁଦ୍ଧା ସରିବ ଇ-କେୱାଇସି: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଭୁବନେଶ୍ୱର: ଜାନୁଆରି ୧୫ତାରିଖ ସୁଦ୍ଧା ସରିବ ଇ-କେୱାଇସି। ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯେଉଁମାନେ କାରଣରୁ ବୟସାଧିକ୍ୟ କାରଣରୁ ଇ-କେୱାଇସି କରିନାହାନ୍ତି, ସେମାନଙ୍କ ପାଖକୁ ବିଭାଗୀୟ ଅଧିକାରୀ ଯାଇ ଇ-କେୱାଇସି କରାଉଛନ୍ତି।!-->…