Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଆୟୁଷ୍ମାନ ଭାରତରେ ମହିଳାଙ୍କୁ ମିଳିବ ୧୦ ଲକ୍ଷର ବୀମା ସୁବିଧା
ଭୁବନେଶ୍ଵର: ଆୟୁଷ୍ମାନ ଭାରତରେ ମହିଳାଙ୍କୁ ମିଳିବ ୧୦ ଲକ୍ଷର ବୀମା ସୁବିଧା । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଇ-କେୱାଇସି ଡାଟାବେସ୍କୁ ଆଧାର କରି ଏହି କାର୍ଡ ଦିଆଯିବ । ଯେଉଁମାନଙ୍କର ଇ-କେୱାଇସି ହୋଇନାହିଁ ସେମାନଙ୍କ ନା କୁ ସରକାର ବିଚାରକୁ ନେବେ।!-->…
ରାଜଧାନୀରେ ପ୍ରବାସୀ ଭାରତୀୟ ଦିବସ, ସଂପୂର୍ଣ୍ଣ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ବର : ରାଜଧାନୀରେ ପ୍ରବାସୀ ଭାରତୀୟ ଦିବସ ପାଇଁ ଚୂଡାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି । ପ୍ରସ୍ତୁତି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ସଂପୂର୍ଣ୍ଣ ପ୍ରସ୍ତୁତିର ସମୀକ୍ଷା ହୋଇଛି । ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଜନତା ମଇଦାନରେ ଅନୁଷ୍ଠିତ!-->…
ନୂଆବର୍ଷରେ ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼; ବ୍ୟାରିକେଡ୍ ଭାଙ୍ଗି ଧସେଇ ପଶିଲେ ଭକ୍ତ
ପୁରୀ: ନୂଆବର୍ଷରେ ଜଗା ଦର୍ଶନ କରିବାକୁ ଛୁଟୁଛି ଭକ୍ତଙ୍କ ସୁଅ । ବିଶ୍ବାସ ରହିଛି ଯେ, ନୂଆ ବର୍ଷର ଆରମ୍ଭରେ ଜଗାର ଦର୍ଶନ କଲେ ବର୍ଷଟା ଯାକ ସୁଖ ଶାନ୍ତିରେ କଟିବ । ହେଲେ ପ୍ରବଳ ମାତ୍ରାରେ ଭିଡ଼ ଯୋଗୁଁ ଠେଲାପେଲା ପରିସ୍ଥିତି ସୃଷ୍ଟି ହୋଇଛି । ଫଳରେ ସିଂହଦ୍ବାର ସମ୍ମୁଖରେ ଥିବା!-->…
ବିଜେପି ଦେଇଥିବା ସମସ୍ତ ପ୍ରତିଶ୍ରୁତି ପୂରଣ କରିବ: ରାଜ୍ୟ ସଭାପତି ମନମୋହନ ସାମଲ
ଭୁବନେଶ୍ୱର: ଓଡ଼ିଶାବାସୀ ରାଜ୍ୟରେ ପରିବର୍ତ୍ତନ ଆଣି ରାଜ୍ୟରେ ବିଜେପି ସରକାର ଆଣିଛନ୍ତି। ଡବଲ ଇଞ୍ଜିନ ସରକାରଙ୍କ ଫାଇଦା ଲୋକଙ୍କ ପାଖରେ ପହଞ୍ଚାଇବା ଲାଗି ବିଜେପି କାର୍ଯ୍ୟକର୍ତ୍ତାମାନେ କାର୍ଯ୍ୟ କରିବେ। ଆଜି ଏଭଳି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ସେ!-->…
ଜିରୋ ନାଇଟ୍ ବେଳେ ବୁଲିଲା ଖଣ୍ଡା, ୨ ଗୁରୁତର
ବଲାଙ୍ଗିର: ଜିରୋ ନାଇଟ୍ ବେଳେ ବୁଲିଲା ଖଣ୍ଡା। ବଲାଙ୍ଗିର ଟାଉନ ଥାନା ତୁଳସୀନଗରରେ ୨ ଜଣଙ୍କୁ ହାଣିଲେ ଦୁର୍ବୃତ୍ତ। ୨ ଗୁରୁତରଙ୍କୁ ଭୀମଭୋଇ ମେଡିକାଲରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁସାରେ ନୂଆବର୍ଷକୁ ସ୍ୱାଗତ କରିବା ପାଇଁ କାର୍ଯ୍ୟକ୍ରମ ଚାଲିଥିବା ବେଳେ ବାଇକରେ ଦୁଇଜଣ ଆସି!-->!-->!-->…
୨୦୨୪ରେ ରାଜଧାନୀରେ ବଢିଛି ସାଇବର ଅପରାଧ, ଗୋଟିଏ ବର୍ଷରେ ୮୨ କୋଟି ଠକେଇ
ଭୁବନେଶ୍ୱର: ସାମ୍ନାକୁ ଆସିଲା କମିଶନରେଟ ପୋଲିସର ବାର୍ଷିକ ରିପୋର୍ଟ। କମ୍ୟୁନିଟି ପଲିସିକୁ ଗୁରୁତ୍ୱ ଦେବ କମିଶନରେଟ ପୋଲିସ। ସାଧାରଣ ଲୋକଙ୍କ ସହଭାଗିତାରେ ହେବ ଅପରାଧ ନିୟନ୍ତ୍ରଣ। ନୂଆବର୍ଷରେ ନୂଆ ସଂକଳ୍ପ ନେବା ସହ ଅପରାଧ ତାଲିକା ପ୍ରକାଶ କରିଛି।
ଭୁବନେଶ୍ୱର ୟୁପିଡ଼ିରେ ୨୦୨୩!-->!-->!-->…
ଆଗକୁ ବଢିବ ଶୀତ, ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ ସର୍ବନିମ୍ନ ତାପମାତ୍ରା
ଭୁବନେଶ୍ବର: ନୂଆବର୍ଷରେ ଶୀତରେ ଥରିବ ରାଜ୍ୟ। ଶୁଖିଲା ପାଗ ସହ ପ୍ରବଳ ଶୀତ ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି ରାଜ୍ୟ ପାଣିପାଗ ବିଭାଗ। ଦେଶର ପୂର୍ବ ଭାଗରେ ଥିବା ଗୁରୁଚାପ ବଳୟଟି ପଶ୍ଚିମ ଦିଗକୁ ଗତି କରୁଥିବାରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ବଢିବ। ଏହାର ପ୍ରଭାବରେ!-->…
ନୂଆବର୍ଷରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ଗୋଡେଇ ଗୋଡେଇ ହାଣିଲା ଯୁବକ
କାମାକ୍ଷନଗର : ନୂଆବର୍ଷରେ ବିଭତ୍ସ ହତ୍ୟାକାଣ୍ଡ l ଗାଁ ଦାଣ୍ଡରେ ଯୁବକକୁ ଗୋଡ଼ାଇ ଗୋଡ଼ାଇ ହାଣିଲା ଯୁବକ l ପରଜଙ୍ଗ ଥାନା ବସୋଈ ଗାଁରେ ଘଟିଛି ଏଭଳି ବିଭତ୍ସ ହତ୍ୟାକାଣ୍ଡ l ସୂଚନା ଅନୁସାରେ, ବସୋଈ ଗ୍ରାମର ରାକେଶ ସେଠୀ ନାମକ ଜଣେ ଯୁବକ ଗାଁ ଛକରୁ ଚିକେନ ଧରି ଘରକୁ!-->…
ଜିରୋ ନାଇଟ ସେଲିବ୍ରେସନ ବେଳେ ଫୁଟିଲା ଗୁଳି, ୪ ଗୁରୁତର
ଖଲ୍ଲିକୋଟ: ନୂଆବର୍ଷ ଆରମ୍ଭରୁ ଅଘଟଣ । ଧୁମଧାମରେ ଜିରୋ ନାଇଟ୍ ସେଲିବ୍ରେସନ ଚାଲିଥିବାବେଳେ ନାଚଗୀତରେ ମସଗୁଲ ଥିଲେ ସମସ୍ତେ। ମାତ୍ର ହଠାତ୍ ଫୁଟିଲା ଗୁଳି ଓ ହେଲା ଅତର୍କିତ ଛୁରା ମାଡ଼। ଖଲ୍ଲିକୋଟରେ ଜିରୋ ନାଇଟରେ ଏହି ଗୁଳିକାଣ୍ଡ ଘଟିଛି। ରମ୍ଭାଥାନା ବସୁଳିଆ ଓଡ଼ିଆରପି କଲୋନୀରେ!-->…
ମଧ୍ୟରାତ୍ରିରେ ଶିମିଳିପାଳ ଫେରିଲା ବାଘୁଣୀ ଜୀନତ
ବାରିପଦା: ମଧ୍ୟରାତ୍ରିରେ ଓଡ଼ିଶା ଫେରିଛି ବାଘୁଣୀ ଜୀନତ। ପ୍ରାୟ ୪୮ ଘଣ୍ଟା ଯାଏଁ କୋଲକାତାସ୍ଥିତ ଆଲିପୁର ପ୍ରାଣୀ ଉଦ୍ୟାନରେ ରହିଲା ଭିତରେ ତାର ସମସ୍ତ ପ୍ରକାର ସ୍ବାସ୍ଥ୍ୟଜନିତ ପରୀକ୍ଷା ନିରୀକ୍ଷା ସରିବା ପରେ ଜୀନତକୁ ବାଘୁଣୀ ଜୀନତକୁ ଶିମିଳିପାଳ ଅଣାଯାଇଛି। ଏନେଇ ବନ ବିଭାଗ ପକ୍ଷରୁ!-->…