Browsing Category

ଓଡିଶା

ନୂଆବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର : ନୂଆବର୍ଷ ପାଇଁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏନେଇ ସେ ସୋସିଆଲ୍ ମିଡିଆ ‘ଏକ୍ସ’ରେ ଲେଖିଛନ୍ତି, ‘ ନବବର୍ଷ ସମସ୍ତଙ୍କ ମନରେ ସୁଖ, ଆନନ୍ଦ ଓ ସମୃଦ୍ଧି ଭରିଦେଉ । ରାଜ୍ୟବାସୀଙ୍କୁ ଶୁଭ କାମନା ଜଣାଇବା ସହ ଏକ ସମୃଦ୍ଧ ଏବଂ

ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ରାଇଜିଂ ଷ୍ଟୁଡେଣ୍ଟ (କଟକ )…

ବ୍ରହ୍ମପୁର : ବ୍ରହ୍ମପୁର ମହାତ୍ମାଗାନ୍ଧୀ ଷ୍ଟାଡିୟମ ଠାରେ ଚାଲିଥିବା ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଅନ୍ତିମ ଦିବସ ତଥା ଫାଇନାଲ ମ୍ୟାଚ ରାଇଜିଂ ଷ୍ଟୁଡେଣ୍ଟ (କଟକ) ବନାମ ଇଷ୍ଟକୋଷ୍ଟ ରେଲୱେ ମଧ୍ଯ ରେ ଅନୁଷ୍ଠିତ ହୋଇଥିଲା l ଇଷ୍ଟକୋଷ୍ଟ ରେଲୱେ ଦଳ

୨୦୨୪ର ଶେଷ ଦିନରେ ନନ୍ଦନକାନନରେ ପ୍ରାୟ ୩୦ ହଜାର ପର୍ଯ୍ୟଟକ ବୁଲିଲେ ନନ୍ଦନକାନନ

ବାରଙ୍ଗ: ୨୦୨୪ର ଅନ୍ତିମ ଦିନରେ ନନ୍ଦନକାନନରେ ଜମିଲା ପର୍ଯ୍ୟଟକଙ୍କ ଭିଡ଼। ମଙ୍ଗଳବାର ରାଜ୍ୟ ତଥା ରାଜ୍ୟ ବାହାରୁ ନନ୍ଦନକାନନରେ ପର୍ଯ୍ୟଟକଙ୍କ ଭିଡ଼ ଲାଗିରହିଥିଲା। ସୂଚନା ଅନୁଯାୟୀ, ଚିଡ଼ିଆଖାନାକୁ ପ୍ରାୟ ୨୯ ହଜାର ୧୨୬ ଜଣ ପର୍ଯ୍ୟଟକ ବୁଲିଛନ୍ତି । ଅବଶ୍ୟ ଏହା ଗତ ବର୍ଷର ଶେଷ ଦିନରେ

ଆସନ୍ତା ଜାନୁଆରୀ ୨୦ ତାରିଖରୁ ଧାଡି ଦର୍ଶନ

ପୁରୀ ୩୧।୧୨: ନୂଆବର୍ଷ ଆସୁଥିବାରୁ ଶ୍ରୀମନ୍ଦିରରେ ଅସମ୍ଭାଳ ଭିଡ଼ ଦେଖିବାକୁ ମିଳିଛି । ଆସନ୍ତା ୨୦ ତାରିଖରେ ଧାଡ଼ି ଦର୍ଶନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି । ତେବେ ଆସନ୍ତା ୨୦ ତାରିଖ ମଧ୍ୟରେ ଧାଡ଼ି

ପ୍ରବାସୀ ଭାରତୀୟ ଦିବସ ସମାରୋହ: ମୁଖ୍ୟ ଅତିଥି ହେବେ ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି, ଓଡ଼ିଶା ଆସିବେ ୭ହଜାର ଅତିଥି

ଭୁବନେଶ୍ବର :ଆସନ୍ତା ୮ରୁ ୧୦ତାରିଖ ପର୍ଯ୍ୟନ୍ତ ୩ଦିନ ଧରି ଭୁବନେଶ୍ୱରର ଜନତା ମଇଦାନରେ ‘ପ୍ରବାସୀ ଭାରତୀୟ ଦିବସ’ ସମାରୋହ ପାଳିତ ହେବ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ତ୍ରିନିଦାଦ ଓ ଟୋବାଗୋ ରାଷ୍ଟ୍ରପତି କ୍ରିଷ୍ଟାଇନ୍ କାର୍ଲ କାଙ୍ଗାଲୁଙ୍କ ସମେତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର

ସମ୍ପତ୍ତିରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ୨୨ରେ

ଭୁବନେଶ୍ବର : ଦେଶର ୩୧ ଜଣ ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି ତାଲିକାର ଏକ ରିପୋର୍ଟ ପ୍ରକାଶ କରିଛି ଏଡିଆର- ଆସୋସିଏସନ୍ ଫର୍ ଡେମାକ୍ରାଟିକ୍ ରିଫର୍ମସ। ମୁଖ୍ୟମନ୍ତ୍ରୀମାନେ ସେମାନଙ୍କ ସମ୍ପତ୍ତି ଓ ଋଣକୁ ନେଇ ଦେଇଥିବା ସତ୍ୟପାଠକୁ ଆଧାର କରି ଏହି ରିପୋର୍ଟ ତିଆରି କରାଯାଇଛି। ସତ୍ୟପାଠକୁ

ରାସ୍ତା ମଝିରେ ଦୁଇ ବାଇକ୍‌ ମୁହାଁମୁହିଁ; ୨ ଯୁବକଙ୍କ ମୃତ୍ୟୁ

ନବରଙ୍ଗପୁର : ମଝି ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଯାଇଛି ୨ ଯୁବକଙ୍କ ଜୀବନ। ଅନ୍ୟ ଜଣେ ମେଡ଼ିକାଲ୍‌ ବେଡ୍‌ରେ ଜୀବନ ସହ ସଂଘର୍ଷ କରୁଛନ୍ତି। ଆଜି ଅପରାହ୍ନରେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ନବରଙ୍ଗପୁରରେ ଘଟିଛି।ତେନ୍ତୁଳିଖୁଣ୍ଟି ଥାନା ଅଞ୍ଚଳଗୁମ୍ମା ପଞ୍ଚାୟତ

ଲୋକସେବା ଭବନରେ ସାମ୍ବାଦିକଙ୍କୁ ମିଳିଲା ପ୍ରବେଶ ଅନୁମତି

ଭୁବନେଶ୍ବର : ଦୀର୍ଘ ବର୍ଷର ପରିଶ୍ରମର ଅନ୍ତ ହେବାକୁ ଯାଉଛି। ନୂଆ ସରକାର ନେଇଛନ୍ତି ନୂଆ ନିଷ୍ପତ୍ତି। ଦୀର୍ଘ ବର୍ଷ ହେଲା ଲୋକସେବା ଭବନ ସାମ୍ବାଦିକଙ୍କ ପାଇଁ ନୋ ଏଣ୍ଟ୍ରି ଥିବା ବେଳେ ଏବେ ତାହା ପୁଣି ଥରେ ଉନ୍ମୁକ୍ତ ହେବାକୁ ଯାଉଛି। ଅର୍ଥାତ ପୁଣି ଥରେ ଲୋକସେବା ଭବନ ଗେଟ୍‌ରେ ପ୍ରବେଶ

ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରୁ ନକଲି ଡାକ୍ତର ଗିରଫ

ପୁରୀ: ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରୁ ଜଣେ ନକଲି ଡାକ୍ତରଙ୍କୁ ଗିରଫ କରାଯାଇଛି। ଆପ୍ରନ ପିନ୍ଧିଷ୍ଟେଥୋ ସ୍କୋପ ପକାଇ ୭ ଦିନ ହେଲା ସେ ମେଡ଼ିକାଲରେ ବୁଲୁଥିଲେ। ଏହାସହିତ ସେ ୱାର୍ଡରେ ରୋଗୀଙ୍କୁ ଦେଖୁଥିଲେ, ହେଲେ ଔଷଧ ଲେଖୁନଥିଲେ। ଏହି ନକଲି ଡାକ୍ତର ଜଣକ କମ ବୟସର ହୋଇଥିବାରୁ ନର୍ସିଂ

ଚୋରାମଦ କାରବାରକୁ ନେଇ ତାତିଲେ ମହିଳା, ଟାୟାର ଜାଳି ରାସ୍ତାରୋକ

ରାଜନଗର: ଚୋରାମଦ ବ୍ୟବସାୟୀଙ୍କ ପାଦୁର୍ଭାବରେ ଅତିଷ୍ଠ ହୋଇ ରାସ୍ତାରୋକ କଲେ ମହିଳା। ଭିତରକନିକା ଓ ପେଣ୍ଠ ମୁଖ୍ୟ ରାସ୍ତାର କୁରୁଣ୍ଟି ଛକଠାରେ ଶତାଧିକ ମହିଳା ମଙ୍ଗଳବାର ଟାୟାର ଜାଳି ରାସ୍ତାରୋକ କରିଛନ୍ତି। ଇଂରାଜୀ ନୂତନ ବର୍ଷକୁ ନେଇ ପର୍ଯ୍ୟଟକମାନେ ଭିତରକନିକା, ପେଣ୍ଠ ଭଳି ଅନେକ