Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୩୧ ଓ ୧ ତାରିଖରେ କେବଳ ସିଂହଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ
ପୁରୀ : ପାଖେଇ ଆସୁଛି ନୂଆବର୍ଷ। ଆଉ ଏହାକୁ ନେଇ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଜନସମାଗମ ଦେଖିବାକୁ ମିଳିଛି। ବର୍ଷର ଶେଷ ଦିନରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ରାଜ୍ୟ ଓ ସାରା ଦେଶରୁ ଲୋକେ ଆସି ପହଞ୍ଚୁଛନ୍ତି। ଶୃଙ୍ଖଳିତ ଦର୍ଶନ ପାଇଁ ମାର୍କେଟ ଛକ ଯାଏଁ ବ୍ୟାରିକେଡ୍ କରାଯାଇଛି।!-->…
ଉଜୁଡ଼ା କ୍ଷେତ ବୁଲି ଚାଷୀଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଅଦିନିଆ ବର୍ଷା ମାଡ଼ରେ ମେରୁଦଣ୍ଡ ନଇଁ ଯାଇଥିବା ଚାଷୀଙ୍କ ପାଖରେ ଛିଡା ହୋଇଛନ୍ତି ମୁଖ୍ୟମନ୍ତ୍ରୀ। କ୍ଷତିପୂରଣ ପାଇଁ ଦେଇଛନ୍ତି ପ୍ରତିଶ୍ରୁତି। ମୁଖ୍ୟମନ୍ତ୍ରୀ, ଦୁଇ ଉପମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ମନ୍ତ୍ରୀମାନେ ଆଜି ବିଭିନ୍ନ କ୍ଷତିଗ୍ରସ୍ତ ଜିଲ୍ଲା ଯାଇ ସ୍ଥିତିର ଅନୁଧ୍ୟାନ!-->…
ଚାଷୀଙ୍କ ଆଖିରେ ଲୁହ, ତୁନି କରାଇଲେ ଉପମୁଖ୍ୟମନ୍ତ୍ରୀ
ଭଦ୍ରକ 29/12 : ଅଦିନିଆ ବର୍ଷାରେ ଧାନ ଗଜା ହୋଇଛି । କ୍ଷତିଗ୍ରସ୍ତ ଚାଷୀଙ୍କୁ ଉପ ମୁଖ୍ୟମନ୍ତ୍ରୀ ଭେଟିବା ବେଳେ କାନ୍ଦି ପକାଇଲେ ଚାଷୀ । ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ ଅଧିନ ଭଗବାନପୁର ପଂଚାୟତ ଅଧିନ ଜୟକୃଷ୍ଣ ପୁର ଅଞ୍ଚଳ ଯାଇଥିଲେ ଉପମୁଖ୍ୟମନ୍ତ୍ରୀ । ଯିବା ବେଳେ ରାସ୍ତାରେ ଗଜା ହୋଇଥିବା!-->…
ପ୍ରତିଷ୍ଠା ଦିବସରେ ନନ୍ଦନକାନନ ପାଇଁ ଖୁସିଖବର, ଦ୍ବିତୀୟ ଥର ମା’ ହେଲା ସିମ୍ପାଞ୍ଜି ‘ରାକ୍ଷୀ’
ବାରଙ୍ଗ ୨୯।୧୨: ପ୍ରତିଷ୍ଠା ଦିବସରେ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପାଇଁ ଖୁସିଖବର । ଦ୍ବିତୀୟ ଥର ମା’ ହେଲା ସିମ୍ପାଞ୍ଜି ‘ରାକ୍ଷୀ’ । ୬୦(କ) ଖୁଆଡର ରହୁଥିବା ସିମ୍ପାଞ୍ଜି ‘ରାକ୍ଷୀ’ ଶାବକ ଜନ୍ମ ଦେଇଛି । ଜନ୍ମିତ ଶାବକକୁ!-->…
ଶିଶୁ ସାହିତ୍ୟିକ ରାମକୃଷ୍ଣ ନନ୍ଦଙ୍କ ଜନ୍ମମାଟିରେ ସାଂସଦ ମୁନ୍ନା ଖାଁ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ପରିବାରକୁ…
ନିଆଳି ୨୯।୧୨: ରାଜ୍ୟସଭା ସାଂସଦ ମୁନ୍ନା ଖାଁ ଶିଶୁ ସାହିତ୍ୟିକ ରାମକୃଷ୍ଣ ନନ୍ଦଙ୍କ ପ୍ରାର୍ଥନାକୁ କଦର୍ଥ ବିଶ୍ଲେଷଣ କରିବା ଘଟଣା ପରେ ରବିବାର ରାମକୃଷ୍ଣ ନନ୍ଦଙ୍କ ଜନ୍ମମାଟିରେ ପହଞ୍ଚିଥିଲେ ସାଂସଦ । ଜନ୍ମମାଟିକୁ ସାଷ୍ଟାଙ୍ଗ ପ୍ରଣିପାତ କରିଥିଲେ । ପରେ!-->…
ମନ୍ କି ବାତ୍ କାର୍ଯ୍ୟକ୍ରମରେ କଳାହାଣ୍ଡି ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରଶଂସା
କଳାହାଣ୍ଡି: ମନ କି ବାତ୍ କାର୍ଯ୍ୟକ୍ରମରେ କଳାହାଣ୍ଡିର ଚାଷୀଙ୍କ କଥା କହିଲେ ପ୍ରଧାନମନ୍ତ୍ରୀ ମୋଦୀ। କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକର ଜଣେ ଯୁବ ଚାଷୀ କିଭଳି ଟମାଟୋ ଚାଷ କରି ନିଜେ ସ୍ବାବଲମ୍ବୀ ହେବା ସହ ନିଜ ଅଞ୍ଚଳର ୧୫୦ରୁ ଉର୍ଦ୍ଧ୍ବ ଲୋକଙ୍କୁ ମଧ୍ୟ କାମ ଯୋଗାଇଛନ୍ତି ତାହାର!-->…
ଡିଭାଇଡରରେ ପିଟି ହୋଇ ହାଇୱାକୁ ଧକ୍କାଦେଲା ସ୍କର୍ପିଓ; ୨ ମୃତ
ରାଉରରକେଲା : ଆଜି ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ୧୪୩ ନମ୍ୱର ଜାତୀୟ ରାଜପଥରେ ଘଟିଛି। ଡିଭାଇଡରରେ ପିଟି ହୋଇ ହାଇୱାକୁ ଧକ୍କାଦେଲା ସ୍କର୍ପିଓ। ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ ଜଣ ମେଡ଼ିକାଲ୍ ବେଡ୍ରେ ଜୀବନ ସହିତ ସଂଘର୍ଷ!-->…
ଜିରୋ ନାଇଟ୍ ସେଲିବ୍ରେସନ ପାଇଁ ଜୋରଦାର ପ୍ରସ୍ତୁତି, ଓସିଏ କ୍ଲବର କାର୍ଯ୍ୟକ୍ରମ ବାତିଲ
କଟକ: ଜିରୋ ନାଇଟ୍ ସେଲିବ୍ରେସନ ପାଇଁ ଚାରିଆଡେ ଆରମ୍ଭ ହେଲାଣି ପ୍ରସ୍ତୁତି। ହୋଟେଲ, ରେଷ୍ଟୁରାଣ୍ଟଠାରୁ ଆରମ୍ଭ କରି କ୍ଲବ ପର୍ଯ୍ୟନ୍ତ ସେଲିବ୍ରେସନ ପାଇଁ କେତେ କ’ଣ ପ୍ରସ୍ତୁତି ଚଳାଇଛନ୍ତି। ସହରର ସର୍ବପୁରାତନ କ୍ଲବ କଟକ କ୍ଲବରେ ଚଳିତ ବର୍ଷ ମୁମ୍ବାଇ, କୋଲକାତାର ଡାନ୍ସଗ୍ରୁପ, ଏରିୟଲ!-->…
ଲଘୁଚାପ ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ଭେଟି ଆଶ୍ଵାସନା ଦେଲେ ମନ୍ତ୍ରୀ
ରାଜନଗର: ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ବିଭାଗର ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ରବିବାର କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଗସ୍ତ କରି ଲଘୁଚାପ ବର୍ଷାରେ କ୍ଷତିଗ୍ରସ୍ତ ଚାଷଜମି ଓ ଚାଷୀଙ୍କୁ ଭେଟିଛନ୍ତି। ଚାଷୀମାନେ ମନ୍ତ୍ରୀଙ୍କୁ ନଷ୍ଟ ହୋଇଯାଇଥିବା ଓ ଗଜା ହୋଇଯାଇଥିବା ଧାନ ଗଛଗୁଡ଼ିକ ଧରି!-->…
କଳ୍ପନା-ରସୁଲଗଡ଼ ରାସ୍ତା ଅବରୋଧ, ଘଣ୍ଟା ଘଣ୍ଟା ଧରି ଅଟକିଲା ଶତାଧିକ ଗାଡ଼ିମୋଟର
ଭୁବନେଶ୍ବର : କ୍ରିକେଟ ଖେଳକୁ ନେଇ ଗଣ୍ଡଗୋଳ ଯୋଗୁ କଳ୍ପନା-ରସୁଲଗଡ଼ ରାସ୍ତା ଅବରୋଧ କରାଯାଇଛି। ଲକ୍ଷ୍ମୀସାଗର ଛକଠାରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିବାରୁ ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇଛି। ପୁଲିସ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଉଦ୍ୟମ ଚଳାଇଥିଲେ ହେଁ ସଫଳ!-->…