Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଟ୍ରେଲରକୁ ପିଟିଲା ବସ୍; ୪ ମୃତ, ଅନେକ ଯାତ୍ରୀ ଗୁରୁତର
ସୁନ୍ଦରଗଡ଼: ସୁନ୍ଦରଗଡ଼ ଚାନ୍ଦିପୋଷ ଥାନା ମୂଷାବିରା ନିକଟରେ ବସ୍ -ଟ୍ରେଲର ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବଢିଛି । ୨୦ରୁ ଅଧିକ ଗୁରୁତର ଅଛନ୍ତି । ରାଉରକେଲାରୁ ଯାଜପୁର ଟାଉନ ଯାଉଥିବା ଯାତ୍ରୀବାହୀ ବସ୍ ଦୁର୍ଘଟଣା । ଡିଭାଇଡର ଡେଇଁ ଅପରପାର୍ଶ୍ଵରେ ଯାଉଥିବା ଟ୍ରେଲରକୁ!-->…
୩୦ରେ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ପାଇଁ ଟ୍ରାଫିକ କଟକଣା
ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ଦିନ ସପ୍ତଦଶ ବିଧାନସଭାର ଏକ ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବାକୁ ଯାଉଛି। ବିଧାନସଭା ଚାଲୁଥିବା ସମୟରେ ଯାନବାହନ ଚଳାଚଳ ଓ ଜନସାଧାରଣଙ୍କ ନିରାପତ୍ତାକୁ ଦୃଷ୍ଟିରେ ରଖି ବିଧାନସଭା ସଂଲଗ୍ନ ରାସ୍ତା ମାନଙ୍କରେ ଓଡିଶା ସହରାଞ୍ଚଳ ଆଇନ୍ ୨୦୦୩ ର ଧାରା ୨୮!-->…
ଚନ୍ଦନ ଯାତ୍ରା ନୀତିରେ ବଡ଼ ବିଭ୍ରାଟ: ଅଧା ରହିଲା ମହାପ୍ରଭୁଙ୍କ ଚାପ ଖେଳ
ପୁରୀ : ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା ନୀତିରେ ବଡ଼ ବିଭ୍ରାଟ । ସେବାୟତଙ୍କ ବିବାଦ ଯୋଗୁଁ ଚାପ ନ ଖେଳି ବାହୁଡ଼ିଲେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନ ମୋହନ,ଭୂଦେବୀ , ଶ୍ରୀଦେବୀଙ୍କ ସମେତ ରାମ କୃଷ୍ଣ ଓ ଶ୍ରୀକ୍ଷେତ୍ରର ପଞ୍ଚ ମହାଦେବ । ଶ୍ରଦ୍ଧାଳୁ ନିରାଶ ।!-->…
କଙ୍କାଳ ନେଇ ବ୍ୟାଙ୍କକୁ ଯିବା ଘଟଣା ; ଟଙ୍କା ଧରି ଜିତୁ ମୁଣ୍ଡାଙ୍କ ଘରେ ପହଞ୍ଚିଲେ ଅଧିକାରୀ
ଭୁବନେଶ୍ୱର : ମୃତ୍ୟୁ ପରେ ମିଳିଲାନି ଟଙ୍କା। ଦୌଡି ଦୌଡି ନୟାନ୍ତ ହେବା ପରେ ମଧ୍ୟ ଶୁଣିନଥିଲା ବ୍ୟାଙ୍କ। ଶେଷରେ ମୃତ୍ୟୁ ପ୍ରମାଣ ଦେବାକୁ ଭଉଣୀର କଙ୍କାଳକୁ ବ୍ୟାଙ୍କ ଆଣିଲା ଭାଇ। ଏହି ଘଟଣାକୁ ନେଇ ଖୁବ୍ ହଇଚଇ ପରେ ଚେତିଲା ପ୍ରଶାସନ। ପାଟଣା ବ୍ଲକ ଡିଆନାଳି ଗାଁରେ ପହଞ୍ଚିଛନ୍ତି!-->…
ମେ’ ମାସରେ ୧୨ ଦିନ ବନ୍ଦ ରହିବ ବ୍ୟାଙ୍କ
ନୂଆଦିଲ୍ଲୀ : ମେ’ ମାସରେ ୨ କି ୪ ନୁହେଁ ବରଂ ୧୨ ଦିନ ବନ୍ଦ ରହିବ ବ୍ୟାଙ୍କ। ଏପ୍ରିଲ ମାସ ଶେଷ ହେବାକୁ ଯାଉଛି, ଏବଂ ମେ’ ୨୦୨୬ ଆରମ୍ଭ ହେବାକୁ ଯାଉଛି। ଯଦି ଆପଣ କୌଣସି ଜରୁରୀ ବ୍ୟାଙ୍କ ସମ୍ବନ୍ଧୀୟ କାର୍ଯ୍ୟ କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ସୂଚନା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।!-->…
ପିକଅପ୍ ଭ୍ଯାନ ସହ ବାଇକ୍ ଧକ୍କା:, ୩ ମୃତ
ଟିଟିଲାଗଡ଼ : ପିକଅପ୍ ଭ୍ୟାନ୍ ଦୁର୍ଘଟଣାରେ ୩ ମୃତ । ଟିଟିଲାଗଡ଼ ଥାନା ଲେସୁନବାହାଲି ଗାଁରେ ପିକଅପ ଭ୍ୟାନ୍ ଓ ବାଇକ୍ ମଧ୍ୟରେ ଦୁର୍ଘଟଣା। ଆଜି ମଧ୍ୟାହ୍ନରେ ଏକ ବିବାହ ଭୋଜି ପାଇଁ ପାଣି ପାଉଚ ନେବାପାଇଁ କିଛି ଯୁବକ ସହ ଛୋଟ ଛୋଟ ପିଲାମାନେ ପାଖ ମାର୍ଲାଡ ଗାଁକୁ ଆସୁଥିଲେ । ଏହି ସମୟରେ!-->…
ବଦଳିଲା ପାଗ, ମେ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା
ଭୁବନେଶ୍ୱର : ଜଳୁଛି ପଶ୍ଚିମ, ଉପକୂଳରେ ଆଶ୍ବସ୍ତି । ତାତିରେ ଲାଗିବ ବ୍ରେକ୍ । ଅସହ୍ୟ ଗରମ ଓ ଗୁଳୁଗୁଳିରୁ ମିଳିବ ତ୍ରାହି । ଆଜିଠୁ ପାଗରେ ଆସିବ ପରିବର୍ତ୍ତନ । କାଳବୈଶାଖୀ ଆଣିବ ଆଶ୍ବସ୍ତି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ମେ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ!-->…
ଓଡ଼ିଶା ପ୍ରଦେଶ ଗଠନ ନେଇ ମଧୁବାବୁଙ୍କ ଅବଦାନକୁ ମନେ ପକାଇଲେ ମୁଖ୍ୟମନ୍ତ୍ରୀ
କେନ୍ଦୁଝର: ମଧୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ । ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୮ ତମ ଜୟନ୍ତୀ । ଏହି ଅବସରକୁ ବହୁ ଆଡମ୍ବରରେ ପାଳନ କରୁଛନ୍ତି ରାଜ୍ୟ ସରକାର । ଆଜି କେନ୍ଦୁଝର ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦୁଝର ସ୍ଥିତ!-->…
ହିଟୱେଭ୍ ସେଣ୍ଟର ଖୋଲିବେ ରାଜ୍ୟ ସରକାର: ମନ୍ତ୍ରୀ ସୁରେଶ ପୂଜାରୀ
ଭୁବନେଶ୍ୱର : ଖୁବଶୀଘ୍ର ହିଟୱେଭ୍ ସେଣ୍ଟର ଖୋଲିବେ ରାଜ୍ୟ ସରକାର । ଆଗକୁ ଗ୍ରୀଷ୍ମ ପ୍ରଭାବ ବଢିବ। ଏହାକୁ ଦୃଷ୍ଟିରେ ରଖି ସରକାର ହିଟୱେଭ୍ ସେଣ୍ଟର ଖୋଲିଵାକୁ ଚିନ୍ତା କରୁଛନ୍ତି । ବାତ୍ୟା, ବନ୍ୟା ଆଶ୍ରୟ ସ୍ଥଳୀ ପରି ଏହା ଖୋଲାଯିବ। ଏହାଦ୍ବାରା ଲୋକମାନେ ଉପକୃତ ହେବେ ।!-->…
ପୂର୍ବ ଶତ୍ରୁତାରୁ ବୃଦ୍ଧଙ୍କୁ ଗଳା କାଟି ହତ୍ୟା
ଜୟପୁର : ବୃଦ୍ଧଙ୍କ ଗଳାକାଟି ହତ୍ୟା । ଧାରୁଆ ଅସ୍ତ୍ରରେ ହତ୍ୟା କରିଛନ୍ତି ଦୁର୍ବୃତ୍ତ । କୋରାପୁଟ ଜିଲ୍ଲା ଜୟପୁର ଫାଂପୁଣି ନିକଟରେ ହତ୍ୟାକାଣ୍ଡ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା କରାଯାଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ପହଂଚି ତଦନ୍ତ କରୁଛନ୍ତି SDPO ଓ ସାଇଣ୍ଟିଫିକ!-->…