Browsing Category

ଓଡିଶା

ଟ୍ରାଙ୍କୁଲାଇଜ୍‌ ପରେ ଜନ୍ତାରେ ବାଘୁଣୀ ‘ଜିନ୍ନତ’

ବାରିପଦା : ଝାରଖଣ୍ଡରୁ ଆସି ପଶ୍ଚିମବଙ୍ଗର ଘଞ୍ଚ ଜଙ୍ଗଲରେ ଘୁରି ବୁଲୁଥିଲା ବାଘୁଣୀ ‘ଜିନ୍ନତ’। ଜମାରୁ ସେ ଶିମିଳିପାଳ ଅଭୟାରଣ୍ୟକୁ ଫେରୁନଥିଲା। ଯାହାକୁ ନେଇ ପଡ଼ିଯାଇଥିଲେ ଶିମିଳିପାଳ ପ୍ରାଣି ଉଦ୍ୟାନ୍‌ କର୍ତ୍ତୃପକ୍ଷ। ଦୀର୍ଘ ସମୟର ଲୁଚକାଳି ପରେ ଆଜି ବାଘୁଣୀ ‘ଜିନ୍ନତ’କୁ

ଓସିଏ ସଭାପତି ପଦରୁ ବବି ଦାସଙ୍କ ଇସ୍ତଫା

କଟକ : ଓସିଏ ସଭାପତି ପଦରୁ ଇସ୍ତଫା ଦେଲେ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ ଓରଫ୍‌ ବବି। ବ୍ୟକ୍ତିଗତ କାରଣ ପାଇଁ ସେ ଇସ୍ତଫା ଦେଇଛନ୍ତି। ଆଜି ଏନେଇ ଘୋଷଣା କରିଛନ୍ତି ଓସିଏ ସମ୍ପାଦକ ସଞ୍ଜୟ ବେହେରା।ଓସିଏ ସମ୍ପାଦକ ସଞ୍ଜୟ ବେହେରା କହିଛନ୍ତି, ୪୫ ଦିନ ଭିତରେ ନୂଆ ସଭାପତି ନିର୍ବାଚନ ହେବ।

ପ୍ରଶାସନ ର ଛତ୍ରଛାୟା ତଳେ ଜିରୋ ନାଇଟ, ନୂଆ ବର୍ଷ ପାଇଁ ଦେଶୀ ଓ ବିଦେଶୀ ମଦ ଗୁପ୍ତ ସ୍ଥାନରେ ଗଚ୍ଛିତ…!

ଅବକାରୀ ମନ୍ତ୍ରୀଙ୍କ ତାଗିତ କୁ ବାବୁ ଓ ମାଫିଆ ଙ୍କ ଫୁ...!! ବ୍ରହ୍ମପୁର: ସରକାର ଜିରୋ ନାଇଟ ଓ ନୂଆ ବର୍ଷ ପାଇଁ ମଦପ୍ୟ ମାନଙ୍କ ଉପରେ କଟକଣା କରିଛନ୍ତି। ଏପଟେ ବିଭାଗୀୟ ମନ୍ତ୍ରୀଙ୍କ ଆଦେଶ ଓ ତାଗିତ କୁ ବାବୁ ମାନେ ମନ ଖୋଲା ସମର୍ଥନ କରୁନଥିବା ଫଳରେ ଲିକର ମାଫିଆ ମାନେ ନିଜ ନିଜର

ହାତୀପଲ ଭାଙ୍ଗିଦେଲେ ଘର : ଲୋକେ ଭୟଭୀତ, ବନବିଭାଗ ନୀରବ

ଫୁଲବାଣୀ :କନ୍ଧମାଳ ଓ ଗଞ୍ଜାମ ଜିଲା ସୀମାନ୍ତ ସମେତ ଟିକାବାଲି , ଚକାପାଦ , କଲିଙ୍ଗା ଆଦି ଅଞ୍ଚଳରେ ଗତ କିଛିଦିନ ହେଲା କିଛି ହାତୀପଲ ପଶିଆଶି ବିଭିନ୍ନ ଅଞ୍ଚଳରେ ନାହିଁ ନଥିବା ସମସ୍ୟା ସୃଷ୍ଟି କରୁଥିବା ବେଳେ ଏହା ଦିନକୁ ଦିନ ଅଞ୍ଚଳବାସୀଙ୍କ ମଧ୍ୟରେ ଭୟର କାରଣ ହୋଇଛି। ତେବେ ବନ ବିଭାଗ

ଭାରତୀୟ କପା ନିଗମ ସିଏମଡିଙ୍କ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ସାକ୍ଷାତକାର ଓ ଆଲୋଚନା

ଭୁବନେଶ୍ୱର:ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସାକ୍ଷାତ କରିଛନ୍ତି ଭାରତୀୟ କପା ନିଗମ ଲିମିଟେଡ଼ର ସିଏମଡି ଲଳିତ ଗୁପ୍ତା । ସାକ୍ଷାତକାର ବେଳେ ରାଜ୍ୟରେ କପା ଉତ୍ପାଦନ, ବିକ୍ରୟ ବ୍ୟବସ୍ଥା ଓ ଏଥିରେ ଥିବା

ଦେଖି ପାରିଲେନି ଉଜୁଡ଼ା ଫସଲ, ଟଳି ପଡ଼ିଲେ ଚାଷୀ

ଭୁବନେଶ୍ୱର: ବର୍ଷ ଯାକ ପରିଶ୍ରମ କରି ବିଲରେ ସୁନା ଫସଲ ଫଳାଉଥିଲେ। ଆଉ ସେହି ପରିଶ୍ରମର ଫଳକୁ ବିକି ନିଜ ପରିବାର ପେଟ ପୋଷୁଥିଲେ। ମାତ୍ର ଅଦିନିଆ ବର୍ଷା ଯୋଗୁ ବର୍ଷକର ପରିଶ୍ରମ ଧୋଇ ଯାଇଥିବା ବେଳେ ଏହାକୁ ଦେଖି ସହି ପାରିଲେନି ଚାଷୀ। ପରିବାର ମୁହଁରେ କିପରି ଦାନା ଦେବେ ଭାବି ସେହିଠାରେ

ଜାଭିୟର ଛକରେ ସିରିଜ ଦୁର୍ଘଟଣା, ୭ରୁ ଅଧିକ ବ୍ୟକ୍ତି ଆହତ

ଭୁବନେଶ୍ୱର: ଭୁବନେଶ୍ୱର ଜାଭିୟର ଛକରେ ସିରିଜ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ପଛକୁ ପଛ କାର, ପିକଅପ ଭ୍ୟାନ, ଅଟୋ ଓ ବାଇକ ପିଟିହେବା ଫଳରେ ୭ରୁ ଅଧିକ ବ୍ୟକ୍ତି ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଦୁର୍ଘଟଣା ଘଟାଇଥିବା ଡ୍ରାଇଭରକୁ ନିସ୍ତୁକ ମାଡ଼ ମାରିଥିବାବେଳେ ଡ୍ରାଇଭର ମଦ୍ୟପାନ

ପଶ୍ଚିମବଙ୍ଗ ଜଙ୍ଗଲରେ ବୁଲୁଛି ଜିନ୍ନତ, ଖୁବ୍‌ ଶୀଘ୍ର ହେବ ଟ୍ରାଙ୍କୁଲାଇଜ

ଭୁବନେଶ୍ୱର : ଖୁବ୍‌ ଶୀଘ୍ର ଟ୍ରାଙ୍କୁଲାଇଜ୍ ହେବ ମରାଠା ବାଘୁଣୀ ଜିନ୍ନତ । ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଳିଆ ଜିଲ୍ଲା ବାନ୍ଦ୍ୱାନ ଜଙ୍ଗଲରୁ ବାହାରି ନିକଟସ୍ଥ ଏକ ଡ୍ୟାମ ନିକଟରେ ରହିଛି । ଖୋଲା ସ୍ଥାନରେ ଥିବାରୁ ତାକୁ ଟ୍ରାଙ୍କୁଲାଇଜ୍ କରିବା ସହଜ ହୋଇପାରେ । ଏଥିପାଇଁ ବନ ବିଭାଗ ଟିମ୍

ବ୍ଲକ୍‌ଗ୍ରାଣ୍ଟ ଅଧ୍ୟାପକଙ୍କ ଟିପ୍ପଣୀକୁ ନିନ୍ଦା କଲା ଓସଲା

ଭୁବନେଶ୍ୱର: ରାଜ୍ୟରେ ଅନୁଦାନପ୍ରାପ୍ତ ୪୮୮ ବର୍ଗ ବେସରକାରୀ ମହାବିଦ୍ୟାଳୟରେ କାର୍ଯ୍ୟରତ ବ୍ଲକ୍‌ଗ୍ରାଣ୍ଟ ଅଧ୍ୟାପକମାନେ ସରକାରଙ୍କ ନିକଟରେ ନିଜ ଦାବି ଉପସ୍ଥାପନ ସମୟରେ ଏସ୍‌ଏସ୍‌ବି ଅଧ୍ୟାପକଙ୍କୁ ଟାର୍ଗେଟ କରି ଦେଇଥିବା ବିଭିନ୍ନ ଟିପ୍ପଣୀକୁ ରାଜ୍ୟ ଏସ୍‌ଏସ୍‌ବି ଅଧ୍ୟାପକ ସଂଘ (ଓସଲା)

ଚନ୍ଦ୍ରଭାଗା ବୁଡ଼ ପାଇଁ ବସିଲା ପ୍ରଥମ ସମନ୍ୱୟ ବୈଠକ

କୋଣାର୍କ : ଫେବ୍ରୁଆରୀ ୩ ତାରିଖରେ ପଡୁଛି ମାଘ ଷଷ୍ଠୀ। ୪ ତାରିଖରେ ପବିତ୍ର ମାଘ ସପ୍ତମୀ। ସେଦିନ ପ୍ରତ୍ୟୁଷରେ ପ୍ରସିଦ୍ଧ ଚନ୍ଦ୍ରଭାଗା ତୀର୍ଥରେ ମାଘ ସପ୍ତମୀ ବୁଡ଼ ଅନୁଷ୍ଠିତ ହେବ। ସେଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କୋଣାର୍କ ଯାତ୍ରୀନିବାସ ସମ୍ମିଳନୀ କକ୍ଷରେ ପ୍ରଥମ ସମନ୍ୱୟ ବୈଠକ