Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କମିସନରେଟ୍ ପୁଲିସର ଅନୁରୋଧ: ନୂଆବର୍ଷ ପାଳନ କରନ୍ତୁ, ହେଲେ ମଦ୍ୟପାନକୁ ନାଁ
ଭୁବନେଶ୍ବର: କ୍ୟାଲେଣ୍ଡର ବର୍ଷ-୨୦୨୪ ସରିବାକୁ ଯାଉଥିବା ବେଳେ ନୂଆବର୍ଷ-୨୦୨୫ ଚାରିଦିନ ପରେ ଆସିବ। ନୂଆବର୍ଷକୁ ନେଇ ଯୁବପିଢ଼ି ବେଶ ଉତ୍ସାହିତ ଥିବା ବେଳେ ବ୍ୟବସାୟୀମାନେ ମଧ୍ୟ ଭଲ ରୋଜଗାର କରିବାକୁ ଆଶା ରଖିଛନ୍ତି। ତେବେ ନୂଆବର୍ଷ ଶାନ୍ତିର ସହିତ ଅତିକ୍ରମ କରୁ ବୋଲି ପୁଲିସ ବିଭାଗ ଆଶା!-->…
ରାଜ୍ୟରେ ରହିଛନ୍ତି ନକଲି ଚାଷୀ, ଚିହ୍ନଟ ପାଇଁ ହେବ ପଞ୍ଜିକରଣ
ଭୁବନେଶ୍ବର: ରାଜ୍ୟରେ ଅନେକ ନକଲି ଚାଷୀ ବା ଅଣଚାଷୀ ରହିଛନ୍ତି । ଚାଷୀ ନହୋଇ ବି ଚାଷୀ ହେବାର ସମସ୍ତ ଫାଇଦା ଲାଭ କରୁଛନ୍ତି । ଏଥିପାଇଁ ସରକାର ପୁଣି ପଞ୍ଚିକରଣ କରିବେ । କିଛି ଏମିତି କହି ଅଣଚାଷୀଙ୍କୁ ପୂର୍ବରୁ ଚେତାବନୀ ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।
!-->!-->!-->…
ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ବିୟୋଗରେ ରାଜ୍ୟ କଂଗ୍ରେସ ଭବନରେ ଶୋକସଭା
ଭୁବନେଶ୍ୱର : ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ ରାଜ୍ୟ କଂଗ୍ରେସ ଭବନରେ ଶୋକ ସଭା ଅନୁଷ୍ଠିତ । କଂଗ୍ରେସର ବହୁ ବରିଷ୍ଠ ନେତା ଶୋକ ସଭାରେ ଉପସ୍ଥିତ ରହି ଅମର ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରିଥିଲେ । ପରେ ମନମୋହନ ସିଂଙ୍କ ଫଟୋରେ!-->…
ଗିରଫ ହେଲେ ବୋରିଗୁମା ଭାରପ୍ରାପ୍ତ ଏଆରଆଇ, ଜବତ ହେଲା କୋଟିଏରୁ ଅଧିକ ଟଙ୍କାର ସଂପତ୍ତି
ଭୁବନେଶ୍ଵର : ଗିରଫ ହେଲେ କୋରାପୁଟ ଜିଲ୍ଲା ବୋରିଗୁମା କୁମୁଳି ସର୍କଲର ଭାରପ୍ରାପ୍ତ ଏଆରଆଇ ସୁରେନ୍ଦ୍ର ତନ୍ତି । ଭିଜିଲାନ୍ସ ରେଡ୍ ବେଳେ ତାଙ୍କର ଅଚଳାଚଳ ସଂପତ୍ତି ଠାବ ହୋଇ ଛି । ୩ଟି ବହୁତଳ ବିଲ୍ଡିଂ, ୧୭ଟି ପ୍ଲଟ୍ ର ମାଲିକ ସୁରେନ୍ଦ୍ର । ବୋରିଗୁମାର ବିଭିନ୍ନ ସ୍ଥାନରେ ରହିଛି!-->…
ବଢ଼ିଲା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ
ଭୁବନେଶ୍ବର: ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ । ମୋହନ ସରକାରରେ ଆହୁରି ବର୍ଷେ କାମ କରିବେ ମୁଖ୍ୟ ଶାସନ ସଚିବ ଆଇଏଏସ ମନୋଜ ଆହୁଜା । ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳକୁ ୧ ବର୍ଷ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଆସନ୍ତା ୩୧ ତାରିଖରେ ମନୋଜ ଆହୁଜାଙ୍କ!-->…
ଥାନା ଅଧିକାରୀଙ୍କୁ ଆକ୍ରମଣ ଘଟଣା: ୪ ମହିଳା ଗିରଫ, ୨ ଫେରାର୍
ଉଦଳା: ଥାନା ଅଧିକାରୀଙ୍କୁ ଆକ୍ରମଣ ଘଟଣାରେ ୪ ମହିଳା ଗିରଫ । ଡାହିସାହିରୁ ୩ ଜଣ ଓ ଗୋହିରାରୁ ଜଣେ ମହିଳା ଗିରଫ ହୋଇଛନ୍ତି । ବେଆଇନ ଗଚ୍ଛିତ ବାଲିକୁ ଜବତ କରିବାକୁ ଯାଇଥିବା ବେଳେ କପ୍ତିପଦା ଥାନା ଅଧିକାରୀଙ୍କୁ ଆକ୍ରମଣ କରାଯାଇଥିଲା । ଘଟଣାର ୯ ଦିନ ପରେ ୪ମହିଳାଙ୍କୁ ଗିରଫ କରିଛି!-->…
ଭିଜିଲାନ୍ସ ପଞ୍ଝାରୁ ଖସି ପଳାଇଲେ ଲାଞ୍ଚୁଆ ଏଏସଆଇ
ଧର୍ମଗଡ଼: ଭିଜିଲାନ୍ସ ପଞ୍ଝାରୁ ଖସି ପଳାଇଲେ ଲାଞ୍ଚୁଆ ଏଏସଆଇ l କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଏଏସଆଇ ମୁକୁନ୍ଦ ଖେମୁଣ୍ଡୁ ଭିଜିଲାନ୍ସ ପଞ୍ଝାରୁ ଫେରାର l ଏକ ମାମଲାର ରଫାଦଫା ପାଇଁ ୩୫୦୦ ଟଙ୍କା ଲାଞ୍ଚ ନେଇଥିବା ଅଭିଯୋଗ ହେବା ପରେ ମୁକୁନ୍ଦ ଖେମୁଣ୍ଡୁଙ୍କୁ ଧରିଥିଲା ଭିଜିଲାନ୍ସ l!-->…
ଇ-ବାଇକ ଶୋ ରୁମରେ ଭୟାବହ ଅଗ୍ନିକାଣ୍ଡ; ଜଳିଗଲା ଗାଡ଼ି
ବ୍ରହ୍ମପୁର: ଇ-ବାଇକ ଶୋ’ ରୁମ୍ ରେ ଅଗ୍ନିକାଣ୍ଡ । ବ୍ରହ୍ମପୁରର ଇ-ବାଇକ ଶୋ’ ରୁମ୍ ରେ ଅଗ୍ନିକାଣ୍ଡ। ତୁଳସୀ ନଗର ଛକରେ ଥିବା ଶୋ’ ରୁମ୍ ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ନିଆଁ ଲାଗି ପ୍ରାୟ ୧୨୦ଟି ଇ-ବାଇକ ପୋଡି ନଷ୍ଟ ହୋଇଯାଇଛଛି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ପ୍ରାୟ ୧!-->…
ଆସନ୍ତା ୨୮ ଓ ୨୯ ତାରିଖରେ କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ନେଇ ପୂର୍ବାନୁମାନ
ଭୁବନେଶ୍ବର: ଲଗାତାର ଦୁଇଟି ପର୍ଯ୍ୟାୟର ଅଦିନିଆ ବର୍ଷା ଏବେ ଚାଷୀ କୂଳ ଉପରେ ଦାଉ ସାଧିଛି । ବର୍ଷକର ପରିଶ୍ରମ ଆଉ କ୍ଷେତରେ ହସୁଥିବା ସୁନାର ଫସଲ ଆଖି ଆଗରେ ନଷ୍ଟ ହେବା ଦେଖି ଚାଷୀ ଭାଇର ଛାତି ଫାଟିପଡୁଛି । ବିଲରେ ଧାନ କେଣ୍ଡା ଗଜା ହେଉଥିବା ବେଳେ ଏକର ଏକର ଫସଲ ଏବେ ପାଣିରେ!-->…
ବିଲ ମଝିରେ ଜଳିଗଲେ ଚାଷୀ, ରାସ୍ତା ରୋକ ସହ ବିଦ୍ୟୁତ କାର୍ଯ୍ୟାଳୟ ଘେରାଓ କଲେ ଲୋକେ
ଭଦ୍ରକ : ଭଦ୍ରକ ଜିଲ୍ଲା ଚାନ୍ଦବାଲି ଏ ନେ ସି ନରସିଂପୁର ଗାଁ ର ଜଣେ ଚାଷି ବିଲକୁ ଯାଉଥୁବା ସମୟରେ ବିଲରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବିଲ ମଝିରେ ଜଳିଗଲେ ଚାଷୀ। ବିଲ ମଝିରେ ସେ ଜଳିଯାଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। !-->…