Browsing Category

ଓଡିଶା

ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗ; ମୁଖ୍ୟମନ୍ତ୍ରୀଙ୍କ ସହ ବିରୋଧୀଦଳ ନେତାଙ୍କ ଗଭୀର ଶୋକ ପ୍ରକାଶ

ଭୁବନେଶ୍ୱର: ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ‘ଏକ୍ସ’ ରେ ଲେଖିଛନ୍ତି ଯେ, ”ସ୍ୱର୍ଗତଃ ମନମୋହନ ସିଂହ ଦେଶର ଜଣେ ମହାନ୍ ବରପୁତ୍ର ଥିଲେ । ଅର୍ଥନୀତି

ଆସିକାରେ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ

ଆସିକା : ଆସିକା ବିଧାନସଭା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ତରଫରୁ 28 ତମ ପ୍ରତିଷ୍ଠା ଦିବସ ପାଳିତ ହୋଇ ଯାଇଛି l ପୂର୍ବତନ ବିଧାୟିକା ମଞ୍ଜୁଳା ସ୍ୱାଇଁ ଙ୍କ ଅଧକ୍ଷତା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ ପୂର୍ବତନ ସାଂସଦ ପ୍ରମିଳା ବିଷୋୟୀ, ଗଞ୍ଜାମ ଜୋନ ବିଜେଡି ସଭାପତି

ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ୧୦୦ତମ ପ୍ରତିଷ୍ଠା ଦିବସ

କଟକ ୨୬।୧୨: ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ୧୦୦ତମ ପ୍ରତିଷ୍ଠା ବାର୍ଷିକୀ ଉଦ୍ଘାଟନୀ ସମାରୋହ କଟକ କଳା ବିକାଶ କେନ୍ଦ୍ର ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ରାଜ୍ୟର ବରିଷ୍ଠ ନେତୃମଣ୍ଡଳୀ ଓ ଜାତୀୟ ନେତୃମଣ୍ଡଳୀ ମାନେ ଉପସ୍ଥିତ ଥିଲେ । ୧୯୨୫ ମସିହାରେ ସିପିଆଇ

ଓଡ଼ିଶା ଛାଡ଼ିଲେ ବିଦାୟୀ ରାଜ୍ୟପାଳ ରଘୁବର ଦାସ, କହିଲେ- ମହାପ୍ରଭୁଙ୍କ ଭୂମିରେ ୧୪ ମାସ କାମ କରିବାର ସୁଖଦ ଅନୁଭୂତି…

ଭୁବନେଶ୍ବର ୨୬।୧୨: ଓଡ଼ିଶା ଛାଡ଼ିବା ପୂର୍ବରୁ ବିଦାୟୀ ରାଜ୍ୟପାଳ ରଘୁବର ଦାସଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ରାଜ୍ୟ ସରକାରଙ୍କ ତରଫରୁ ରାଜ୍ୟ ଅତିଥି ଭବନରେ ବିଦାୟୀ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ରାଜଭବନରେ ବିଦାୟୀ ରାଜ୍ୟପାଳଙ୍କୁ ଗାର୍ଡ ଅଫ ଅନର

ଇପ୍ସିତା ସାହୁଙ୍କୁ ଚାପୁଡ଼ା, ଶଙ୍ଖ ଭବନରେ ବିଜେଡି ମହିଳା କର୍ମୀ ହାତାହାତି

ଭୁବନେଶ୍ୱର: ବିଜେଡି ପ୍ରତିଷ୍ଠା ଦିବସରେ ଶଙ୍ଖ ଭବନରେ ଦେଖିବାକୁ ମିଳିଛି ଅପ୍ରତିକର ପରିସ୍ଥିତି । କର୍ମୀଙ୍କ ମଧ୍ୟରେ ବିଶୃଙ୍ଖଳା ଚରମରେ ପହଞ୍ଚିଥିବା ଦେଖିବାକୁ ମିଳିଛି । ସ୍ଥିତି ଏପରି ହୋଇଥିଲା ଦଳର ମହିଳା କର୍ମୀ ହାତାହାତି ହୋଇଛନ୍ତି । ବିଜେଡି ମୁଖପାତ୍ର ଇପ୍ସିତା ସାହୁଙ୍କୁ ଦଳର

ଚଳିତ ମାସରେ ଶ୍ରୀମନ୍ଦିରରେ ହେବନି ଧାଡି ଦର୍ଶନ ଟ୍ରାଏଲ୍‌ ରନ୍‌

ପୁରୀ : ଚଳିତ ମାସରେ ଶ୍ରୀମନ୍ଦିରରେ ହେବନି ଧାଡି ଦର୍ଶନ ଟ୍ରାଏଲ୍‌ ରନ୍‌। ଏନେଇ ଗୁରୁବାର ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଗଙ୍ଗା ସ୍ନାନ ପଡୁଥିବାରୁ ଜାନୁଆରୀ ୨୦ ଯାଏଁ ଭିଡ ରହିବ।

୩ ବର୍ଷରେ ଦୁଇ ଗୁଣା ବଢିଛି ବାଘ ସଂଖ୍ୟା

ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲାରେ ଗତ ୩ ବର୍ଷରେ ଦୁଇ ଗୁଣା ବଢିଛି ବାଘ ସଂଖ୍ୟା। ୨୦୨୧ ମସିହାରେ ଢେଙ୍କାନାଳର ବିଭିନ୍ନ ଜଙ୍ଗଲରେ କଲରାପତରିଆ ବାଘ ସଂଖ୍ୟା ୬ ଥିବା ବେଳେ ଏବେ ତାହା ବୃଦ୍ଧି ପାଇ ୧୨ରେ ପହଞ୍ଚିଛି। ଯାହା ଜଙ୍ଗଲ ବିଭାଗ ପାଇଁ ଆଣିଛି ଖୁସି ଖବର।ହେଲେ ଦୁଃଖର ବିଷୟ ବିଗତ

ଜାତୀୟ ଯୋଗ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିବେ ଖୋର୍ଦ୍ଧାର ୩୯ ପ୍ରତିଯୋଗୀ

ଭୁବନେଶ୍ୱର: ଡିଭାଇନ୍‌ ସ୍ପୋର୍ଟ୍ସ ଏକାଡେମୀ ପକ୍ଷରୁ ୪୩ତମ ରାଜ୍ୟସ୍ତରୀୟ ଯୋଗ ପ୍ରତିଯୋଗିତା ଭୁବନେଶ୍ୱରସ୍ଥିତ ପ୍ରଭୁଜୀ ଇଂରାଜୀ ମାଧ୍ୟମ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ କୃତୀତ୍ୱ ହାସଲ କରିଥିବା ଖୋର୍ଦ୍ଧା ଜିଲାର ୩୯ ପ୍ରତିଯୋଗୀ ଆସନ୍ତା ୨୮ ତାରିଖରେ ଧନବାଦ୍‌ରେ

ଆରଡିପୀଠରେ ଶୃଙ୍ଖଳିତ ଦର୍ଶନ ପାଇଁ ସ୍ବତନ୍ତ୍ର ବାରିକେଡ, ନଦୀଘାଟର ଉଭୟ ପାର୍ଶ୍ବରେ କଡା ସୁରକ୍ଷା ବ୍ୟବସ୍ଥା

ଆରଡି: ଇଂରାଜୀ ନୂଆବର୍ଷର ପ୍ରଥମ ଦିନରେ ଆରଡିପୀଠର ବାବା ଆଖଣ୍ଡଳମଣିଙ୍କ ଦର୍ଶନ ପାଇଁ ରାଜ୍ଯ ଓ ରାଜ୍ଯ ବାହାରୁ ହଜାରହଜାର ଭକ୍ତଙ୍କ ସମାଗମ ହେବ। ପୀଠରେ ଆଗନ୍ତୁକ ଭକ୍ତମାନଙ୍କର ଭିଡକୁ ଦୃଷ୍ଟି ରଖି ଶୃଙ୍ଖଳିତ ଦର୍ଶନ ଓ ପୂଜାର୍ଚ୍ଚନା ପାଇଁ ଭଦ୍ରକ ଜିଲା ପ୍ରଶାସନ ଓ ସେବାୟତଙ୍କ ମିଳିତ ଭାବେ

ଶନିବାର ଭୁବନେଶ୍ୱର ଆସିବେ ଅମିତ ଶାହ, ଗୁରୁତ୍ୱପୂର୍ଣ୍ଣ ବୈଠକରେ ହେବେ ସାମିଲ

ଭୁବନେଶ୍ୱର ୨୬।୧୨ : ୨୮ ସନ୍ଧ୍ୟାରେ ଭୁବନେଶ୍ବର ଗସ୍ତରେ ଆସିବେ ଶାହ। ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ଏହାପରେ ୨୯ ତାରିଖ ସନ୍ଧ୍ୟାରେ ଦିଲ୍ଲୀ ଫେରିଯିବେ। ଏହି ଅବସରରେ ସମ୍ବଲପୁର ଗସ୍ତ ନାହିଁ