Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବାଜପେୟୀଙ୍କ ସ୍ମୃତିପୀଠରେ ‘ରଘୁପତି ରାଘବ’କୁ ନେଇ ବିବାଦ: ସରି କହିଲେ ସିଙ୍ଗର୍
ପାଟନା : ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜେପୀୟଙ୍କ ଜନ୍ମଦିନ ପାଇଁ ଗତକାଲି ପାଟନା ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ତେବେ ଏଠାରେ ଭଜନ ଗାନକୁ ନେଇ ବିବାଦ ଦେଖାଯାଇଛି। ଜଣେ ଲୋକଗୀତ ଗାୟିକା କାର୍ଯ୍ୟକ୍ରମରେ ରଘୁପତି ରାଘବ ରାଜରାମ ଭଜନ!-->…
କଂଗ୍ରେସ ନେତାଙ୍କ ସ୍ୱାଗତ ବ୍ୟାନରରେ ଭାରତର ଭୁଲ ମାନଚିତ୍ର, ବିଜେପି କହିଲା-ନୂଆ ମୁସଲିମ୍ ଲିଗ୍…
ନୂଆଦିଲ୍ଲୀ: କର୍ଣ୍ଣାଟକର ବେଲଗାଭିରେ କଂଗ୍ରେସ କାର୍ଯ୍ୟକାରୀ ସମିତି (ସିଡବ୍ଲୁସି) ବୈଠକ ହେବାକୁ ଯାଉଛି । ଏହା ପୂର୍ବରୁ ନେତାଙ୍କୁ ସ୍ୱାଗତରେ ଦଳ ପକ୍ଷରୁ ପୋଷ୍ଟର ଓ ବ୍ୟାନର ଲଗାଯାଇଛି । ତେବେ ଏହି ପୋଷ୍ଟରକୁ ନେଇ ବିବାଦ ବଢିଛି । କଂଗ୍ରେସ ନେତାଙ୍କ ପୋଷ୍ଟର ଓ ବ୍ୟାନରରେ ଭାରତ!-->…
ବିଲରେ ଧାନ ଗଜା ଦେଖି ସହି ପାରୁନି ଚାଷୀ; ଜଣେ ଝୁଲି ପଡ଼ିଲେ, ଜଣେ ଟଳିପଡ଼ିଲେ
ଭୁବନେଶ୍ବର : ଚାଷ ବିଲରେ ହୋଇଥିଲା ସୁନାର ଫସଲ। ହସୁଥିଲା କେଣ୍ଡା କେଣ୍ଡା ଧାନ । ମାତ୍ର ଅଦିନିଆ ବର୍ଷା ସବୁ ଛାରଖାର କରିଦେଲା। ପାଣିରେ ଉବୁଟୁବୁ ହେଲା ବର୍ଷକର ପରିଶ୍ରମ । ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ!-->…
ଆସନ୍ତା ଶିକ୍ଷା ବର୍ଷରେ ହେବ କଲେଜ ଛାତ୍ର ସଂସଦ ନିର୍ବାଚନ-ମୁଖ୍ୟମନ୍ତ୍ରୀ
କଟକ : ଆସନ୍ତା ଶିକ୍ଷା ବର୍ଷରେ ହେବ କଲେଜ ଛାତ୍ର ସଂସଦ ନିର୍ବାଚନ। ଏବିଭିପି କାର୍ଯ୍ୟକ୍ରମରେ ଯୋଗ ଦେଇ ଗୁରୁବାର ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ପୂର୍ବ ସରକାର କଲେଜ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଥିଲେ ।ଏଣିକି ପ୍ରତିବର୍ଷ ହେବ ନିର୍ବାଚନ। ମୁଖ୍ୟମନ୍ତ୍ରୀ!-->…
ନିର୍ବାଚନରେ ବାଲଟ ପେପର ଆସିଲେ ବିଜେଡି କରିବ ସମର୍ଥନ- ସୁପ୍ରିମୋ ନବୀନ ପଟ୍ଟନାୟକ
ଭୁବନେଶ୍ୱର ୨୬।୧୨ : ବିଜେଡି ପ୍ରତିଷ୍ଠା ଦିବସ । ଦଳର ପ୍ରତିଷ୍ଠା ଦିବସରେ ସାମିଲ ହୋଇ ସୁପ୍ରିମୋ କହିଛନ୍ତି ଯେ, ମୁଁ ଖୁସି ଯେ ଆଜି ବିଜେଡିକୁ ୨୭ ପୁରି ୨୮ ଚାଲିଲା। ଲୋକଙ୍କ ଠାରୁ ଆମେ ବହୁତ ଶୁଭେଚ୍ଛା ପାଇଛୁ ।
ସେହିପରି EVM ଚଞ୍ଚକତା ନେଇ!-->!-->!-->…
ନବୀନଙ୍କ ମୁହଁରେ ନିର୍ବାଚନ ପରାଜୟର କାରଣ, କହିଲେ- ‘ଆମେ ହାରି ନାହୁଁ କି ଲୋକଙ୍କ ବିଶ୍ୱାସ ମଧ୍ୟ ହରାଇ ନାହୁଁ’
ଭୁବନେଶ୍ବର ୨୬।୧୨: ବିଜେଡ଼ିର ପ୍ରତିଷ୍ଠା ଦିବସରେ ନିର୍ବାଚନ ପରାଜୟର କାରଣ କହିଲେ ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ କହିଛନ୍ତି ଯେ, ମୁଁ ଜାଣିଛି ବହୁତ ଲୋକଙ୍କର ପ୍ରଶ୍ନ ଅଛି ଯେ ଗତ ନିର୍ବାଚନରେ ଆମେ କେମିତି ହାରିଲୁ । ମୁଁ ଆଜି ତାର ଉତ୍ତର ଦେବି । ମୁଁ କହିବି ଆମେ!-->…
ବିଜେଡି ପ୍ରତିଷ୍ଠା ଦିବସରେ ନବୀନ କହିଲେ- ‘ଆଗାମୀ ଶହେ ବର୍ଷ ଯାଏଁ ବିଜୁ ଜନତା ଦଳ ଓଡ଼ିଶାବାସୀଙ୍କ ସେବା…
ଭୁବନେଶ୍ବର : ବିଜେଡ଼ି ପାଳୁଛି ୨୮ତମ ପ୍ରତିଷ୍ଠା ଦିବସ । ବିଜେଡିର ପ୍ରତିଷ୍ଠା ଦିବସରେ ଅଭିନନ୍ଦନ ଜଣାଇଲେ ନବୀନ ପଟ୍ଟନାୟକ । ଏହି ଅବସରରେ ଶଙ୍ଖ ଭବନରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଦଳ ପ୍ରତି ଲୋକଙ୍କ ଭଲ ପାଇବା ଓ ବିଜେଡି!-->…
ଶତବାର୍ଷିକୀ ଜୟନ୍ତୀ ସମାରୋହ : କବିତା ମାଧ୍ୟମରେ ଭାରତରତ୍ନ ଅଟଳବିହାରୀ ବାଜପେୟୀଙ୍କୁ ଶବ୍ଦାଞ୍ଜଳି…
ବ୍ରହ୍ମପୁର,: ବିଶ୍ୱର ବିଶିଷ୍ଟ ଜନନେତା ତଥା ଭାରତର ପ୍ରାକ୍ତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ଶହେତମ ଜୟନ୍ତୀ ସମାରୋହକୁ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲା ବ୍ୟାପୀ 'ସୁଶାସନ ଦିବସ' ରୂପେ ପାଳନ କରାଯାଇଛି l ଏହି ଅବସରରେ ସନ୍ଧ୍ୟାରେ ଆୟୋଜିତ କାର୍ଯ୍ୟକ୍ରମରେ!-->…
ରାଜ୍ୟରେ ୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି। ଲୋକ ସେବା ଭବନର ସଭାଗୃହ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ସମବାୟ ସମିତି ଗୁଡିକର ଶୁଭାରମ୍ଭ କରିଛନ୍ତି।
ରାଜ୍ୟରେ ସମୁଦାୟ!-->!-->!-->…
ନୀତୀଶ କୁମାର ଓ ନବୀନ ପଟ୍ଟନାୟକଙ୍କୁ ମିଳୁ ଭରତ ରତ୍ନ : କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ
ନୂଆଦିଲ୍ଲୀ: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓ ଓଡ଼ିଶା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦେବାକୁ ଦାବି ହୋଇଛି। ବିଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ ଏହି ଦାବି କରିବା ସହ ଦୁଇ ପୁରୁଖା ନେତାଙ୍କୁ ବେଶ ପ୍ରସଂଶା ମଧ୍ୟ କରିଛନ୍ତି। ବୁଧବାର!-->…