Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଜବରଦଖଲ ଉଚ୍ଛେଦ କରିବାକୁ ଯାଇ ହଟହଟା ହେଲେ ଅତିରିକ୍ତ ତହସିଲଦାର ଓ ଥାନା ଅଧିକାରିଣୀ
ଯାଜପୁର : ଏକ ଜବରଦଖଲ ଉଚ୍ଛେଦ କରିବାକୁ ଯାଇ ହଟହଟା ହେଲେ ଅତିରିକ୍ତ ତହସିଲଦାର ଓ ଥାନା ଅଧିକାରିଣୀ । ଉଚ୍ଛେଦ ସମୟରେ ଯାଜପୁର ତହସିଲର ଅତିରିକ୍ତ ତହସିଲଦାର ଅଜୟ ପଣ୍ଡା ଓ ବ୍ରହ୍ମବରଦା ଥାନା ଅଧିକାରୀଣୀ ଅଂଶୁମାଳା ଦାସଙ୍କୁ ଆକ୍ରମଣ ହୋଇଥିବା ନେଇ ଆସିଛି ଅଭିଯୋଗ । ଏହି ଆକ୍ରମଣରେ!-->…
ଯୁବକକୁ ପିଟି ପିଟି ମାରିଦେବା ଘଟଣା; ଫାଣ୍ଡି ଅଧିକାରୀ ନିଲମ୍ବିତ
ଜଳେଶ୍ୱର: ଲୁଗା ଦୋକାନରୁ ଚୋରି ଅଭିଯୋଗରେ ଯୁବକଙ୍କୁ ପିଟି ପିଟି ମାରିଦେବା ଘଟଣାରେ ଅଭିଯୁକ୍ତ ବାପା ଓ ପୁଅ ଗିରଫ। ଏହି ଘଟଣାରେ ଦାୟିତ୍ବରେ ଅବହେଳା ପାଇଁ ସାର୍ଥା ଫାଣ୍ତି ଅଧିକାରୀ ଚନ୍ଦ୍ର ଶେଖର ମହାନ୍ତି ନିଲମ୍ବିତ ହୋଇଛନ୍ତି। ସିଂଲା ଥାନା ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ!-->…
ଏମ୍ସ ଭୁବନେଶ୍ବର ପକ୍ଷରୁ ଅଟଳ ବିହାରୀ ବାଜପେୟୀଙ୍କୁ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର: ଦୂରଦୃଷ୍ଟି ଓ ସଂକଳ୍ପର ରାଷ୍ଟ୍ରନେତା, ପୂର୍ବତନ ପ୍ରଧାନମନ୍ତ୍ରୀ, କିମ୍ବଦନ୍ତୀ ପୁରୁଷ, ବିଶିଷ୍ଟ ଜନନାୟକ ତଥା ଏମ୍ସ ଭୁବନେଶ୍ୱର ପ୍ରତିଷ୍ଠାତା ଭାରତରତ୍ନ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କର ୧୦୦ତମ ଜନ୍ମବାର୍ଷିକୀ ଅବସରରେ ଏମ୍ସ ବନେଶ୍ବରଭୁ ପକ୍ଷରୁ ଆଜି "ସୁଶାସନ ଦିବସ"!-->…
ଆଜି ପବିତ୍ର ବଡ଼ଦିନ; ଧରା ଅବତରଣ କଲେ ପ୍ରଭୁ ଯୀଶୁ
ଆଜି ବଡ଼ଦିନ, ଖ୍ରୀଷ୍ଟ ଧର୍ମାବଳମ୍ବୀଙ୍କ ବଡ଼ ପର୍ବ। ଧରାବତରଣ କରିଛନ୍ତି ପ୍ରଭୁ ଯୀଶୁ ଖ୍ରୀଷ୍ଟ। ଏହି ଅବସରରେ ଖ୍ରୀଷ୍ଟ ଧର୍ମାବଲମ୍ବୀ ମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ମଧ୍ୟରାତ୍ରରେ ପ୍ରଭୁ ଯୀଶୁ ଧରାବତରଣ କରିବା ପରେ ଚାରିଆଡେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି।!-->…
ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଲୁଟ୍ ପରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ
ବାଲେଶ୍ବର: ସିମୁଳିଆ ଥାନା ବାଲିଖଣ୍ଡ ବଜାର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ଲୁଟ୍ ପରେ ବ୍ୟାଙ୍କରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ରାତିରେ ବ୍ୟାଙ୍କ ଲୁଟ୍ ପରେ ଲକରରେ ନିଆଁ ଲଗାଇ ଦେଇଥିବା ସୂଚନା ମିଳିଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।
ସୂଚନା ଅନୁସାରେ!-->!-->!-->…
୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି: ପ୍ରବାସୀ ଭାରତୀୟ ଦିବସର ଉଦଯାପନୀ ଉତ୍ସବରେ ଦେବେ ଯୋଗ
ଭୁବନେଶ୍ୱର :୧୦ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ପ୍ରବାସୀ ଭାରତୀୟ ସମ୍ମଳନୀ ଉଦଯାପନୀରେ ସାମିଲ ହେବେ ରାଷ୍ଟ୍ରପତି । ପ୍ରଧାନମନ୍ତ୍ରୀ ଓ ସ୍ୱରାଷ୍ଟ୍ରମନ୍ତ୍ରୀ ଆସିବା ନେଇ ମଧ୍ୟ କାର୍ଯ୍ୟକ୍ରମ!-->…
ପରଲୋକରେ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀ
ଭବାନୀପାଟଣା: ପରଲୋକରେ କଳାହାଣ୍ଡି ଜିଲ୍ଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସଞ୍ଜୟ ଶତପଥୀ । ଆଜି ସକାଳ ୮ଟାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ପରଲୋକ ହୋଇଛି।
କର୍କଟ ରୋଗରେ ଆକ୍ରାନ୍ତ ହୋଇ ଗତ କିଛି ଦିନ ତଳେ ଗୁରୁତର!-->!-->!-->…
ଆଜିଠୁ ୨ ତାରିଖ ପର୍ଯ୍ୟନ୍ତ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ପୁଣି ୩ରୁ ଆରମ୍ଭ
ପୁରୀ : ଆଜିଠୁ ୨ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରହିବ ରତ୍ନଭଣ୍ଡାର ମରାମତି କାମ । ଇଂରାଜୀ ନୂଆବର୍ଷ ଓ ଛୁଟି ଯୋଗୁ ଶ୍ରଦ୍ଧାଳୁଙ୍କ ଭିଡ଼ ସହିତ ଶୃଙ୍ଖଳିତ ନୀତିକାନ୍ତି ଓ ଦର୍ଶନକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ।
ଜାନୁଆରୀ ୩ ତାରିଖରୁ ପୁଣି!-->!-->!-->…
ନୟାଗଡ଼ ଜିଲ୍ଲାର ଚିନିକଳ ର ନୂତନ କ୍ରିୟାନୁଷ୍ଠାନ କମିଟି ଗଠିତ…
ନୟାଗଡ଼: ନୟାଗଡ଼ ଚିନିକଳ ମିଳିତ କ୍ରିୟାନୁଷ୍ଠାନ କମିଟି ଗତ ୦୩- ୦୯-୨୦୨୪ ତାରିଖ ଜିଲ୍ଲାପାଳ ଙ୍କ ବୈଠକ ଗୃହରେ ଜିଲ୍ଲାର ସମସ୍ତ ପଦାଧିକାରୀ, ପୁରୀ ଲୋକସଭା ସାଂସଦ ଡକ୍ଟର ସମ୍ବିତ ପାତ୍ର ଏବଂ ଜିଲ୍ଲାପାଳଙ୍କ ସଭାପତିତ୍ବରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରି ନୟାଗଡ଼ ଚିନିକଳ ଚଳେଇବା ପାଇଁ!-->…
ରଘୁବର ଦାସଙ୍କ ଇସ୍ତଫା, ଓଡ଼ିଶାର ନୂଆ ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତି
ଭୁବନେଶ୍ବର : ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ସ୍ଥାନରେ ନୂଆ ରାଜ୍ୟପାଳ ହେବେ ଡଃ ହରିବାବୁ କମ୍ଭାମପତି। ମିଜେରାମର ରାଜ୍ୟପାଳ ଭାବେ କାର୍ଯ୍ୟରତ ଡଃ କମ୍ଭାମପତିଙ୍କୁ ଆଜି ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି। ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ସୂଚନା ମିଳିଛି। ପୁଅଙ୍କ ବିବାଦୀୟ!-->…