Browsing Category

ଓଡିଶା

ହାର୍ଡକୋର ନକ୍ସଲ ପ୍ରଭାକର ଗିରଫ; ୨୫ ଲକ୍ଷ ଥିଲା ପୁରସ୍କାର ରାଶି

ମାଲକାନଗିରି : ପୁଲିସକୁ ମିଳିଛି ‍ବଡ଼ ସଫଳତା। ହାର୍ଡକୋର ନକ୍ସଲଙ୍କୁ ବାନ୍ଧିଲା ପୁଲିସ। ମାଲକାନଗିରି ସୀମାନ୍ତ ଛତିଶଗଡ଼ର ବିଜାପୁରରୁ ନକ୍ସଲ ନେତା ବାଲମୁରି ନାରାୟଣ ରାଓ ଓରଫ ପ୍ରଭାକରଙ୍କୁ ଗିରଫ କରିଛି ପୁଲିସ। ତାଙ୍କ ନାଁରେ ୨୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା

ଓଡ଼ିଶାର ନୂଆ ବି.ଏଡ଼ ତାଲିମ କେନ୍ଦ୍ର ପ୍ରତିଷ୍ଠା କରାଯିବ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କଟକ : ବିଗତ ଦିନଗୁଡ଼ିକରେ ଶିକ୍ଷକ ଶିକ୍ଷା ପ୍ରତି ଧ୍ୟାନ ଦିଆ ଯାଇ ନଥିଲା। ଆଗାମୀ ଦିନରେ ଓଡ଼ିଶାରେ ଶିକ୍ଷକ ଶିକ୍ଷାର ବିକାଶ ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯିବ। ଓଡ଼ିଶାର ନୂଆ ବି.ଏଡ଼ ତାଲିମ କେନ୍ଦ୍ର ପ୍ରତିଷ୍ଠା କରାଯିବ। ଏହି କେନ୍ଦ୍ରଗୁଡ଼ିକରୁ ପାସ୍ କରୁଥିବା ଶିକ୍ଷକ ସମଗ୍ର

ସରକାରୀ କ୍ୱାର୍ଟର୍ସରୁ ଫାର୍ମାସିଷ୍ଟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଗଜପତି : ସରକାରୀ କ୍ୱାର୍ଟର୍ସରୁ ଫାର୍ମାସିଷ୍ଟଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ଏପରି ଘଟଣା ଘଟିଛି ଗଜପତି ଜିଲ୍ଲାରେ। ମୃତ କର୍ମଚାରୀ ଜଣଙ୍କ ହେଲେ ସେରଙ୍ଗ ଥାନା ଗୁମା ଗାଁର ଗଣେଶ ବେହେରା। ଗଣେଶ ସେରଙ୍ଗ ଥାନା ଖଜୁରୀପଦା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଥିବା ୧୦୮

‘ମୁଁ ୨ ଥର ଚିଟଫଣ୍ଡ ଠକେଇର ଶିକାର ହୋଇଛି’

ଭୁବନେଶ୍ବର : ‘ମୁଁ ଚିଟଫଣ୍ଡ୍ ଠକେଇର ଶିକାର ହୋଇଛି। ଥରେ ନୁହେଁ ଦୁଇ ଦୁଇ ଥର ମୁଁ ଚିଟଫଣ୍ଡ୍ ଠକେଇର ଶିକାର ହୋଇଛି।’ ଭୁବନେଶ୍ୱରରେ ଆୟୋଜିତ ହୋଇଥିବା ଜାତୀୟ ଉପଭୋକ୍ତା ଦିବସ କାର୍ଯ୍ୟକ୍ରମରେ ଆଜି ଏକଥା ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ସେ କହିଛନ୍ତି, ଯେଉଁମାନେ ୨୦୧୯

ଧାନର ମାନ ଖରାପ ଥିଲେ ବି କିଣିବେ ସରକାର; ଫସଲ ନଷ୍ଟ ପାଇଁ ମିଳିବ କ୍ଷତିପୂରଣ

ଭୁବନେଶ୍ବର : ଧାନର ମାନ ଖରାପ ଥିଲେ ବି କିଣିବେ ରାଜ୍ୟ ସରକାର। ବର୍ଷା ପାଇଁ କ୍ୱାଲିଟି ଟିକେ କମିଯାଇଥିବାରୁ ଚିନ୍ତାରେ ଅଛନ୍ତି ଚାଷୀ। ହେଲେ ସବୁ କୃଷକଙ୍କ ଧାନ କିଣାଯିବ ବୋଲି କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏଥିପାଇଁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ପାଟଣାଗଡ଼ ପାର୍ସଲବୋମା ବିସ୍ଫୋରଣ ମାମଲା: ଡେମୋଗ୍ରାଫିର ଭିଡିଓ ପ୍ରଦର୍ଶନ

ପାଟଣାଗଡ଼ : ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲବୋମା ବ‌ିସ୍ଫୋରଣ ମାମଲାରେ ସ୍ଥାନୀୟ ଏଡିଜେ କୋର୍ଟରେ ସୋମବାର ବରିଷ୍ଠ ପୁଲିସ ଅଧିକାରୀ ଅରୁଣ ବୋଥ୍ରା ସାକ୍ଷ୍ୟ ପ୍ରଦାନ କରିଛନ୍ତି। ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରକୁ ବଲାଙ୍ଗୀର ଜେଲ୍‌ରେ ରଖାଯାଇଛିl ପୂର୍ବରୁ ୫୯ ଜଣ

ଭିଡମୁକ୍ତ ହେବ କଟକ, ରାସ୍ତାରେ ଲାଗିବନି ଗହଳି

କଟକ: ଭିଡମୁକ୍ତ ହେବ କଟକ। ରାସ୍ତାରେ ଲାଗିବନି ଗହଳି। ସେନେଇ ଆଜି କଟକ ନୁଆବଜାର ଗୋଶାଳାସ୍ଥିତ ୫୦୦ ମିଟର ଲମ୍ବର ରେଳ ଓଭର ବ୍ରିଜର ଲୋକାର୍ପଣ କରିଲେ ରାଜ୍ୟ ସରକାରଙ୍କ ଆଇନ୍ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଏହି ଲୋକାର୍ପଣ ଉତ୍ସବରେ ଯୋଗଦେଇ ମାନ୍ୟବର ମନ୍ତ୍ରୀ ଶ୍ରୀ

ବ୍ରାଉନସୁଗର ନା ମୁଲତାନୀ ମାଟି; ଜବତ ସାମଗ୍ରୀକୁ ନେଇ ପ୍ରବଳ ଉତ୍ତେଜନା

ବାଲେଶ୍ବର : ବ୍ରାଉନସୁଗର ନା ମୁଲତାନୀ ମାଟି। ବ୍ରାଉନସୁଗର ଜବତ କରିବାକୁ ଯାଇଥିବା ଅବକାରୀ ଟିମ୍‌ ପ୍ରବଳ ହଟହଟା ହୋଇଛି। ମିଛ କେସ୍‌ରେ ଫସା ଯାଉଥିବା ଅଭିଯୋଗରେ ପରିବାର ଲୋକେ ଅବକାରୀ ଟିମ୍‌ ଗାଡ଼ି ଚାବି ଅଟକ ରଖିଛନ୍ତି। ଏଥିସହ ରାସ୍ତାରୋକ କରିଛନ୍ତି ପରିବାର ଲୋକେ। ଏପରି ଏକ

୩ ଦିନ ମଧ୍ୟରେ ବର୍ଷା କ୍ଷତି ଆକଳନ, ଗଞ୍ଜାମ ଅଧିକ ପ୍ରଭାବିତ : ମନ୍ତ୍ରୀ

ଭୁବନେଶ୍ଵର : ଗତ ୩ ଦିନ ମଧ୍ୟରେ ଅଦିନିଆ ବର୍ଷା ଚାଷୀକୂଳକୁ ହତାସ କରିଛି। ବ୍ୟାପକ ପରିମାଣର ଧାନ ଫସଲ ନଷ୍ଟ ହୋଇଛି, ଯାହା ଚାଷୀ ମାନଙ୍କ ଚିନ୍ତାକୁ ଦ୍ଵିଗୁଣିତ କରିଛି। ତେବେ ତିନି ଦିନ ଭିତରେ ସରିବ ବର୍ଷା କ୍ଷୟକ୍ଷତି ଆକଳନ। ଏ ନେଇ ସୂଚନା ଦେଇଛନ୍ତି ରାଜସ୍ଵ ବିପର୍ଯ୍ୟୟ ପରିଚାଳନା

ବିକଶିତ ଓଡ଼ିଶା ପାଇଁ ନିରାପଦ ଯାତ୍ରା ଓ ସଡ଼କ ଡକ ସୁରକ୍ଷା ଉପରେ ସର୍ବାଧିକ ଗୁରୁତ୍ଵ

ଭୁବନେଶ୍ୱର : ସଡ଼କ ସୁରକ୍ଷା ଓ ଦୁର୍ଘଟଣା ହ୍ରାସ ଦିଗରେ ସରକାର ପ୍ରତିବଦ୍ଧ ଥିବାବେଳେ ସବୁପ୍ରକାର ପ୍ରତିରୋଧୀ ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୂତିଭୂଷଣ ଜେନା ଉଲ୍ଲେଖ କରିଛନ୍ତି । ଆଜି ରାଜ୍ୟ ପରିବହନ ପ୍ରାଧୂକରଣ ଓ ଆଇଆଇଟି ମାଡ୍ରାସ