Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସାରା ରାଜ୍ୟରେ ଲଗାଣ ବର୍ଷା, ବିପଦ ସଙ୍କେତ ଛୁଇଁଲା ଜଳକା
ଜଳେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତର ରୂପ ନେଇଛି । ଏହାର ପ୍ରଭାବରେ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ଯାହାଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ସେପଟେ ବିପଦ ସଙ୍କେତ ଛୁଇଁଲା ଜଳକା । ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକ ମଥାନୀଠାରେ ବିପଦ!-->…
ଗଳାକାଟି ସ୍ତ୍ରୀକୁ ହତ୍ୟା ପରେ ସ୍ବାମୀର ଆତ୍ମହତ୍ୟା ଉଦ୍ୟମ
ଭୁବନେଶ୍ୱର : ରାଜଧାନୀରେ ଚାଞ୍ଚଲ୍ୟ । ସ୍ତ୍ରୀର ଗଳାକାଟି ହତ୍ୟା କଲା ସ୍ୱାମୀ । ପରେ ନିଜେ ବିଷ ପିଇ ଜୀବନ ହରିବାକୁ ଉଦ୍ୟମ କଲା ସ୍ବାମୀ । ମଞ୍ଚେଶ୍ୱର ଥାନା ଚକେଇସିହାଣୀ ସାହୁ କଲୋନୀରେ ଏପରି ହତ୍ୟାକାଣ୍ଡ ଘଟିଛି । ଗୁରୁତର ଅବସ୍ଥାରେ ଅଭିଯୁକ୍ତ ସ୍ୱାମୀଙ୍କୁ!-->…
ଲଗାଣ ବର୍ଷାରେ ଉବୁଟୁବୁ ଉତ୍ତର ଓଡ଼ିଶା: ବାଲେଶ୍ୱରରେ ସର୍ବାଧିକ ୨୦୦ ମିମିରୁ ଅଧିକ ରେକର୍ଡ
ଭୁବନେଶ୍ୱର: ଲଘୁଚାପ ଜନିତ ଲଗାଣ ବର୍ଷାରେ ଥରହର ଉତ୍ତର ଓଡ଼ିଶା। ଆକାଶରୁ ଯେମିତି କେବଳ ପାଣି ନୁହେଁ, ବରଂ ବିପଦ ଖସୁଛି। ବିଶେଷ କରି ବାଲେଶ୍ୱର ଜିଲ୍ଲା ପାଇଁ ଏହି ଲଗାଣ ବର୍ଷା ଏକ ବଡ଼ ଦୁର୍ଦ୍ଦଶା ପାଲଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୦୦ ମିଲିମିଟରରୁ ଅଧିକ ରେକର୍ଡ ବର୍ଷା ହେବା ପରେ!-->…
ମଧ୍ୟାହ୍ନ ଭୋଜନରୁ ବାହାରିଲା ଝିଟିପିଟି , ୩୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ
ଡେଲାଙ୍ଗ:ମଧ୍ୟାହ୍ନ ଭୋଜନରୁ ମିଳିଲା ଝିଟିପିଟି । ଛାତ୍ରଛାତ୍ରୀମାନେ ଖାଦ୍ୟ ଖାଉଥିବା ବେଳେ ସେଥିରେ ଏକ ମଲା ଝିଟିପିଟି ଦେଖିଥିଲେ । ଏପରି ଘଟଣା ଘଟିଛି ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ଅରାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ । ତେବେ ଝିଟିପିଟି ପଡିଥିବା ଖାଦ୍ୟ ଖାଇ ୩୦ରୁ ଅଧିକ!-->…
ଦୀଘା ନିକଟରେ ସ୍ଥଳଭାଗ ଛୁଇଁଲା ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଆଜି ପଶ୍ଚିମବଙ୍ଗର ଦୀଘା ନିକଟରେ ସ୍ଥଳଭାଗ ଛୁଇଁଛି । ପଶ୍ଚିମ ବଙ୍ଗୋପସାଗର ନିକଟରେ ଥିବା ଡିପ୍ ଡିପ୍ରେସନ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୭ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଦୀଘାର ନିକଟତର!-->…
ଆକାଉଣ୍ଟ ଖାଲି କରିଦେଲେ ସାଇବର୍ ଲୁଟେରା, ଗ୍ୟାସ ବୁକିଂ ପାଇଁ ଡାଉନଲୋଡ୍ କରିଥିଲେ ଆପ୍
ଭୁବନେଶ୍ୱର : ଗ୍ୟାସ ବୁକିଂ ପାଇଁ ଡାଉନଲୋଡ୍ କରିଥିଲେ ଆପ୍ । ହେଲେ ଆପ୍ ଡାଉନଲୋଡ୍ କରିବା ମାତ୍ରେ ଖାଲି ହୋଇଗଲା ବ୍ୟାଙ୍କ ଆକାଉଣ୍ଟ । ହଜାରେ କି ଦୁଇ ହଜାର ନୁହେଁ । ପାଖାପାଖି ୨ ଲକ୍ଷ ୯୧ ହଜାର ଟଙ୍କା ଗାୟବ କରିଦେଲେ ସାଇବର୍ ଲୁଟେରା । ଭୁବନେଶ୍ବର ବାପୁଜୀନଗର ଅଞ୍ଚଳରୁ ଆସିଛି!-->…
ସରିଲା ମୁଖ୍ୟମନ୍ତ୍ରୀଙ୍କ ୧୯ତମ ଜନଅଭିଯୋଗ ଶୁଣାଣି: ୧୮ ପାଳିରେ ୯୬ ପ୍ରତିଶତ ଅଭିଯୋଗର ସମାଧାନ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣିର ୧୯ତମ ପାଳି ସୋମବାର ଛଅ ଜଣ ମନ୍ତ୍ରୀଙ୍କ ଉପସ୍ଥିତିରେ ଶେଷ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜଣାଇଛନ୍ତି ଯେ, ପୂର୍ବରୁ ହୋଇଥିବା ୧୮ଟି ପାଳିରେ ମୋଟ ଅଭିଯୋଗ ମଧ୍ୟରୁ ୯୬ ପ୍ରତିଶତର ସମାଧାନ କରାଯାଇଛି।ସେ କହିଛନ୍ତି ଯେ,!-->…
ସ୍କୁଲରେ ୫ମ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ
ଚମ୍ପୁଆ : କେନ୍ଦୁଝର ଜିଲ୍ଲା ଚମ୍ପୁଆ ବ୍ଲକ୍ ଚନ୍ଦ୍ରଶେଖରପୁର ପଞ୍ଚାୟତର ସିଲିପୁଞ୍ଜି ସରକାରୀ ଆବାସିକ ବିଦ୍ୟାଳୟରେ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ତେବେ ଏଭଳି ଅଚାନକ ମୃତ୍ୟୁକୁ ନେଇ ପରିବାର ସଦସ୍ୟ ପ୍ରଶ୍ନଚିହ୍ନ ଲଗାଇଛନ୍ତି।
ସୂଚନାନୁସାରେ,!-->!-->!-->…
ବହୁ ଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା: ଆତ୍ମସମର୍ପଣ କଲେ ତତ୍କାଳୀନ ଡିଏଫ୍ଓ ସଂଗ୍ରାମ ବେହେରା
ପାରଳାଖେମୁଣ୍ଡି : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ସୋମବାର ଏକ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି। ପାରଳାଖେମୁଣ୍ଡିର ତତ୍କାଳୀନ ଡିଏଫଓ ସଂଗ୍ରାମ କେଶରୀ ବେହେରା ପାରଳାଖେମୁଣ୍ଡି SDJM କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ଏହାପରେ ବହୁଚର୍ଚ୍ଚିତ ଏହି ମାମଲା ପୁଣି!-->…
ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ
ଭୁବନେଶ୍ୱର : ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ । ପୁସ୍ତକ ତ୍ରୁଟିକୁ ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବି କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପୁସ୍ତକ ତ୍ରୁଟିକୁ ନେଇ ନବୀନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି!-->…