Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
କୋରାପୁଟ : 'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’ ଗତକାଲି ସାମ୍ବାଦିକ ସମ୍ମିଳନୀ କରି ରାଜ୍ୟ ସରକାରଙ୍କୁ ଏପରି!-->…
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ଭୁବନେଶ୍ବର : ପାଖେଇ ଆସୁଛି ନୂଆ ବର୍ଷ। ନୂଆ ବର୍ଷରୁ ଲାଗୁ ହେବ ନୂଆ ନିୟମ । ରାସନ ମିଳିବାରେ ଆଉ ହେବନି ଅନିୟମିତତା। ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର। ଏହି ଘୋଷଣା ପରେ!-->…
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
ଭୁବନେଶ୍ବର: ନବୀନ ପଟ୍ଟନାୟକଙ୍କ ଉପରେ ରୁବେନ୍ ବାନାର୍ଜୀଙ୍କ ଲିଖିତ ବହିକୁ ନେଇ ବିଜେଡିରେ କମ୍ପନ। ପ୍ରଥମେ ଦଳର ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟ ରୁବେନଙ୍କ ତଥ୍ୟକୁ ପରୋକ୍ଷରେ ସମର୍ଥନ କରିଥିବାବେଳେ ଏବେ ଏହି ତଥ୍ୟକୁ ନେଇ ଆପତ୍ତି ଉଠାଇଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। କେବଳ ଚା!-->…
ଅପହୃତା ଯୁବତୀଙ୍କୁ ଉଦ୍ଧାର କଲା କମିଶନରେଟ୍ ପୁଲିସ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରର ମୈତ୍ରୀ ବିହାର ଥାନା ଅଞ୍ଚଳରୁ ଅପହୃତ ଯୁବତୀଙ୍କୁ ଅବଶେଷରେ ପୁଲିସ ଉଦ୍ଧାର କରିବାରେ ସଫଳ ହୋଇଛି। ଉକ୍ତ ଯୁବତୀଙ୍କୁ ବରମୁଣ୍ଡା ଅଞ୍ଚଳରୁ ଉଦ୍ଧାର କରାଯାଇଥିବା ନେଇ କମିଶନରେଟ୍ ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି। ଉଦ୍ଧାର ଯୁବତୀଙ୍କୁ ଏବେ ମୈତ୍ରୀ ବିହାର!-->…
କନିଷ୍ଠ ଶିକ୍ଷକ ପଦବି ପୂରଣ ପ୍ରସଙ୍ଗ: ୨ୟ ତାଲିକା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଭୁବନେଶ୍ବର: ରାଜ୍ୟରେ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବି ପୂରଣ ପ୍ରସଙ୍ଗରେ ସୋମବାର ଓଡ଼ିଶା ହାଇକୋର୍ଟ ଗୁରୁତ୍ବପୂର୍ଣ୍ଣ ଶୁଣାଣି କରିଛନ୍ତି। ନୂଆ କଟ୍ ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ନିଯୁକ୍ତିରୁ ବଞ୍ଚିତ ଆଶାୟୀଙ୍କ!-->…
୨୪ ଓ ୨୫ରେ ପୁଣି ଓଡ଼ିଶାରେ ବର୍ଷା, ସତର୍କ କରାଇଲା ପାଣିପାଗ ବିଭାଗ
ଭୁବନେଶ୍ବର : ଅଦିନିଆ ବର୍ଷାକୁ ନେଇ ସତର୍କ କରିଛନ୍ତି ଆଇ ଏମ ଡି ଡ଼ିଜି। ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା ହେବ। ବଙ୍ଗୋପସାଗରରେ ଥିବା ଲଘୁଚାପ ସୃଷ୍ଟି ହୋଇଥିବା ଯୋଗୁଁ ବର୍ଷା ହେବ। ତେଣେ ୨୪ ଓ ୨୫ ରେ ବର୍ଷା ନେଇ ଚାଷୀଙ୍କୁ ସତର୍କ କରାଇଛି ପାଣିପାଗ ବିଭାଗ।!-->…
ପର୍ଯ୍ୟଟକଙ୍କୁ ଉଦ୍ଧାର କଲା ବୋଟ୍ ଆମ୍ବୁଲାନ୍ସ ଓ ବନବିଭାଗ ବୋଟ୍
ରାଜନଗର : ଭିତରକନିକା ଜାତୀୟ ଉଦ୍ୟାନକୁ ଗୁପ୍ତିରୁ ଦୁଇଟି ଘରୋଇ ବୋଟ ଯୋଗେ ବୁଲିବାକୁ ଯାଇ ଫେରୁଥିବା ବେଳେ ନଦୀ ମଝିରେ ଗୋଟିଏ ପରେ ଗୋଟିଏ ବୋଟ ଅଚଳ ହୋଇ ପଡିଥିଲା । କଟକ ଓ ଯାଜପୁରରୁ ଆସିଥିବା ୨୮ଜଣ ପର୍ଯ୍ୟଟକ ଦୁଇଘଣ୍ଟାରୁ ଉର୍ଦ୍ଧ୍ବ କାଳ ବୋଟରେ ନଦୀରେ ଫସି ରହିଥିଲେ ।!-->…
ପଶ୍ଚିମବଙ୍ଗରେ ଥିବା ବାଘୁଣୀ ଜିନତ ଓଡ଼ିଶା ଫେରିବ
ବାରିପଦା: ପଶ୍ଚିମବଙ୍ଗରେ ଥିବା ବାଘୁଣୀ ଜିନତ ଓଡ଼ିଶା ଫେରିବ ବୋଲି ସୂଚନା ମିଳିଛି। ତାକୁ ଟ୍ରାଙ୍କୁଲାଇଜ୍ କରି ପୁଣି ଶିମିପାଳକୁ ଅଣାଯିବ ବୋଲି ବାରିପଦା ଆରସିସିଏଫ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାଘୁଣୀ ଜିନତର ସ୍ୱାସ୍ଥ୍ୟାବସ୍ଥା ଠିକ୍ ଅଛି। ତାର ଗତିବିଧି ଉପରେ ଓଡ଼ିଶା ଓ!-->…
ରୁବେନଙ୍କ କଲମରୁ ନବୀନଙ୍କ ଜୀବନୀ: ସମୀର କହିଲେ, ଦ୍ବିମତ ନାହିଁ
ଭୁବନେଶ୍ବର: ୨୦୨୪ରେ ୨୪ ବର୍ଷ ସରକାରର ପତନ ପରେ ଏହାରି ଉପରେ ଆଧାରିତ ଏକ ପୁସ୍ତକ ଲେଖିଛନ୍ତି ବରିଷ୍ଠ ସାମ୍ବାଦିକ ତଥା ଆଉଟଲୁକ୍ ପତ୍ରିକାର ପୂର୍ବତନ ମୁଖ୍ୟ ସମ୍ପାଦକ ରୁବେନ ବାନାର୍ଜୀ । ଯେଉଁଥିରେ ୨୪ ବର୍ଷ ସରକାରର ପତନ ଆଉ ଏଥିରେ ଆଇଏଏସ୍ ଭିକେ ପାଣ୍ଡିଆନଙ୍କ ଭୂମିକା ବିଷୟରେ ଆଳୋଭପାତ!-->…
ଭିଜିଲାନ୍ସ ଜାଲରେ ରାଇଘର ପିଇଓ, କୋଟିଏ ଟଙ୍କା ଆତ୍ମସାତ ଅଭିଯୋଗରେ ଗିରଫ
ଉମରକୋଟ : ଭିଜିଲାନ୍ସ ଜାଲରେ ପିଇଓ । ପ୍ରାୟ କୋଟିଏ ଟଙ୍କା ଆତ୍ମସାତ ଅଭିଯୋଗରେ ରାଇଘର ପିଇଓ ସୁରେନ୍ଦ୍ର ଭତ୍ରା ଗିରଫ । ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁରେନ୍ଦ୍ର ଭତ୍ରାଙ୍କୁ ବିଳମ୍ବିତ ରାତିରେ ଗିରଫ କରିଛି ଭିଜିଲାନ୍ସ । ପୂର୍ବରୁ ଏକ କୋଟି ଟଙ୍କା!-->…