Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
୨୮ରେ ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡିଶା ଗସ୍ତ, ସମ୍ବଲପୁରରେ ଉଦଘାଟନ କରିବେ ପ୍ରକଳ୍ପ
ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପୁଣି ଓଡ଼ିଶା ଗସ୍ତରେ ଆସିବେ ବୋଲି ସୂଚନା ମିଳିଛି । ଆସନ୍ତା ୨୮ରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓଡିଶା ଆସିବା ଅବସରରେ ସମ୍ବଲପୁର ଗସ୍ତ କରିବେ।ସେଠାରେ ତାଙ୍କୁ ରାଜ୍ୟ ବିଜେପି ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯିବ। ସମ୍ବଲପୁର!-->…
ଧାମନଗର ଟେକ୍ସଟାଇଲ ପାର୍କ ପାଇଁ ୪ ହଜାର କୋଟି ମଞ୍ଜୁର
ଭଦ୍ରକ ଜିଲ୍ଲା ଧାମନଗର ଛକରେ MCPI ପ୍ରାଇଭେଟ୍ ଲିମିଟେଡ୍ ସହଯୋଗରେ ଏକ ବୟନ ପାର୍କ ପ୍ରତିଷ୍ଠା ପାଇଁ ୪୩୮୨ କୋଟି ଟଙ୍କାର ଅର୍ଥ ମଞ୍ଜୁର କରିଛି ଆଇଓସିଏଲ। ଫଳରେ ଟେକ୍ସଟାଇଲ ପାର୍କ ପ୍ରତିଷ୍ଠା କାର୍ଯ୍ୟ ତ୍ୱରାନ୍ୱିତ ହେବ। ଏହି ଉଦ୍ୟୋଗ ଯୋଗୁଁ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ୬ ହଜାର!-->…
ଜାନୁଆରୀରେ ଆସିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା
ଭୁବନେଶ୍ୱର: ୨୦୨୫ ମସିହା ଜାନୁଆରୀରେ ଆସିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା। ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏହି ପର୍ଯ୍ୟାୟରେ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ।
ଡିସେମ୍ବର ୩୦ ତାରିଖ ସୁଦ୍ଧା ସବୁ ସାରିବାକୁ ଲକ୍ଷ୍ୟ ରହିଛି।!-->!-->!-->…
କାଲିଠୁ କମିବ ବର୍ଷା, ଘନ କୁହୁଡ଼ି ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓ ତତ୍ ପରବର୍ତ୍ତୀ ଅବପାତ ପ୍ରଭାବରେ ଗତକାଲିଠାରୁ ରାଜ୍ୟରେ ବର୍ଷା ଲାଗି ରହିଥିବା ବେଳେ ଆସନ୍ତାକାଲି ବର୍ଷାର ପରିମାଣ ବହୁ ମାତ୍ରାରେ କମିଯିବାର ସମ୍ଭାବନା ରହିଛି। ଆଜି ଏହି ସୂଚନା ଦେଇଛନ୍ତି ଭୁବନେଶ୍ୱର ସ୍ଥିତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ!-->…
ନୂଆ ରୂପ ପାଇଲା ଯାଜପୁରର ଏନ୍ସି ସ୍ୱୟଂଶାସିତ କଲେଜ୍ର ବିଜ୍ଞାନ ବିଭାଗ
ଯାଜପୁର: ଛାତ୍ରଛାତ୍ରୀମାନଙ୍କ କ୍ୟାରିୟରକୁ ଏକ ନୂଆ ମୋଡ଼ ଦେବାରେ କଲେଜ ଶିକ୍ଷାର ଏକ ବଡ଼ ଭୂମିକା ରହିଛି। ଏଥିପାଇଁ ବିଭିନ୍ନ କଲେଜର ଭିତ୍ତିଭୂମିକୁ ସୁଦୃଢ଼ କରିବା ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଯାଜପୁରର ନରସିଂହ ଚୌଧୁରୀ (ଏନ୍ସି) ସ୍ୱୟଂଶାସିତ ମହାବିଦ୍ୟାଳୟର!-->…
ସ୍ତ୍ରୀର ତଣ୍ଟିକାଟି ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ
ବରଗଡ଼: ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ୍ ଥାନା ଅନ୍ତର୍ଗତ ଜେନକେଡା ଗ୍ରାମର କଲୋନୀ ପଡାରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ତ୍ରୀର ତଣ୍ଟିକାଟି ସ୍ବାମୀ ହତ୍ୟା କରିଥିବା ଓ ଫେରାର ହୋଇଥିବା ଅଭିଯୋଗ ହୋଇଛି । ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।
ମିଳିଥିବା ସୂଚନା!-->!-->!-->…
ପିପିଲି ବାଇପାସ୍ ନିକଟରୁ ୩୭୮ ଗ୍ରାମ ବ୍ରାଉନ ସୁଗାର ଜବତ, ୨ ଅଭିଯୁକ୍ତ ଗିରଫ
ପିପିଲି: ରାଉରକେଲାରୁ ପୁରୀକୁ ବ୍ରାଉନ ସୁଗାର ନେଇ ଆସୁଥିବା ବେଳେ ପୁରୀ ଅବକାରୀ ବିଭାଗ ଏକ କାର୍ ସହିତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଥିବାର ସୂଚନା ମିଳିଛି। ଉଭୟଙ୍କ ଜାମିନ ନାମଞ୍ଜୁର ହେବା ପରେ ପୁରୀ କାରାଗାରକୁ ପଠାଇ ଦିଆଯାଇଛି। ଦୁଇ ଅଭିଯୁକ୍ତ ହେଲେ ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର!-->…
ପୁଣି ମହଙ୍ଗା ହୋଇପାରେ ବିଦ୍ୟୁତ୍ ବିଲ୍
ଭୁବନେଶ୍ବର: ୨୦୨୫-୨୬ ଆର୍ଥିକ ବର୍ଷରୁ ବଢ଼ିପାରେ ବିଦ୍ୟୁତ ଶୁଳ୍କ। ଆସନ୍ତା ଆର୍ଥିକ ବର୍ଷଠାରୁ ଗ୍ରିଡ୍କୋ ପକ୍ଷରୁ ବିଜୁଳି ୟୁନିଟ୍ ପିଛା ୫୪ ପଇସା ବୃଦ୍ଧି କରିବାକୁ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆରସି)କୁ ପ୍ରସ୍ତାବ ଦିଆଯାଇଛି। ୨୦୨୩-୨୪ରେ ବିଦ୍ୟୁତ ୟୁନିଟ ପିଛା ପାଇକାରୀ ମୂଲ୍ୟ!-->…
ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ: ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ
ଭୁବନେଶ୍ବର: ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ବଙ୍ଗୋପସାଗରରେ ସକ୍ରିୟ ଅବପାତ ପାଇଁ ରାଜ୍ୟରେ ୨ ଦିନ ଧରି ବର୍ଷା ଜାରି ରହିଥିବା ହେତୁ ଚାଷୀ ଚିନ୍ତାରେ ଅଛନ୍ତି। ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ଏହି ଘୋଷଣା ଚାଷୀଙ୍କ!-->…
ଶିମିଳିପାଳରୁ ପୁଣି ଧରାପଡ଼ିଲେ ୬ ଶିକାରୀ, AI କ୍ୟାମେରା ଟ୍ରାପରୁ ଚିହ୍ନଟ କରି ଧରିଲା ବନବିଭାଗ
ମୟୁରଭଞ୍ଜ: ପୁଣି କ୍ୟାମେରା ହାବୁଡରେ ୬ ଶିକାରୀ। ଶିମିଳିପାଳ ଅଭୟାରଣ୍ୟରୁ ପୁଣି ଧରାପଡ଼ିଲେ ୬ ଶିକାରୀ। ଏଥର ମଧ୍ୟ ଏଆଇ କ୍ୟାମେରା ଏହି ଶିକାରୀଙ୍କୁ ଧରିଛି। AI କ୍ୟାମେରା ବ୍ୟବହାର କରାଯାଇ ଶିକାରୀକୁ ଧରିବାରେ ବନ ବିଭାଗ ସଫଳ ହୋଇଛି। ଶିକାରୀ ମାନେ ଉଦଳା ଥାନା ଅନ୍ତର୍ଗତ ବାଣିଆଦରା!-->…