Browsing Category

ଓଡିଶା

ଓଡ଼ିଶା ଆଡଭୋକେଟ ୱେଲଫେୟାର ଫଣ୍ଡକୁ ୧୦ କୋଟି ପ୍ରଦାନ କଲେ ରାଜ୍ୟ ସରକାର

ଓଡ଼ିଶା ଆଡ଼ଭୋକେଟ ୱେଲଫେୟାର ଫଣ୍ଡ ରାଶି ୫ କୋଟିରୁ ୧୦ କୋଟିକୁ ବୃଦ୍ଧି । ୧୦ କୋଟି ପ୍ରଦାନ କଲେ ରାଜ୍ୟ ସରକାର । ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସରକାରଙ୍କ ପକ୍ଷରୁ ଏହି ଅନୁଦାନ ଦିଆଯାଇଛି । ଆଇନଜୀବୀଙ୍କ ମୃତ୍ୟୁ ଓ ଅଵସରକାଳୀନ ସହାୟତା ପାଇଁ ଏହି ଅନୁଦାନ । ଓକିଲଙ୍କ

ଜାନୁଆରୀରୁ ମିଳିବ ନୂଆ ରାସନକାର୍ଡ଼

ଭୁବନେଶ୍ୱର: ନୂଆ ସରକାର କ୍ଷମତାକୁ ଆସିବା ପରେ ଜାଲ୍‌ ରାସନକାର୍ଡ଼ ଚିହ୍ନଟ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ସରକାର ବହୁ ଅଯୋଗ୍ୟ ହିତାଧିକାରୀଙ୍କୁ ରାସନକାର୍ଡ଼ ପ୍ରଦାନ କରିଥିଲେ। ବିଜେପି ରାଜ୍ୟରେ ସରକାର ଗଠନ କରିବା ପରେ ଜାଲ୍‌ ରାସନକାର୍ଡ଼ଧାରୀଙ୍କ ଚିହ୍ନଟ ପ୍ରକ୍ରିୟାକୁ ଜୋରଦାର

ଭିଜିଲାନ୍ସ ଜାଲରେ ଡିଆଇସି ସୁବର୍ଣ୍ଣପୁର ଜିଏମ୍ , ଆୟ ବର୍ହିଭୂତ ସମ୍ପତ୍ତି ନେଇ ୩ଟି ସ୍ଥାନରେ ରେଡ୍

ସୁବର୍ଣ୍ଣପୁର : ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଜିଲ୍ଲା ଶିଳ୍ପ କେନ୍ଦ୍ର ଜିଏମ ।  ସୁବର୍ଣ୍ଣପୁର ଡିଆଇସି ଜିଏମ୍ ବିପିନ କୁମାର ଦେହୁରୀ ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି ।   ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ ।   ପିଏମଇଜିପି ଋଣ କରାଇଦେବା ପାଇଁ ନେଉଥିଲେ ଲାଞ୍ଚ

ଝାଡ଼ଖଣ୍ଡ ଛାଡି ପଶ୍ଚିମବଙ୍ଗ ପଲାଇଲା ଜିନ୍ନତ

ଶିମିଳିପାଳ:ପଶ୍ଚିମବଙ୍ଗ ପଲାଇଲା ଜିନ୍ନତ। ମହାରାଷ୍ଟ୍ରରୁ ଆସିଥିବା ବାଘୁଣୀ ଜିନ୍ନତ ଶିମିଳିପାଳ ଫେରିବା ପରିବର୍ତ୍ତେ ଝାଡ଼ଖଣ୍ଡରୁ ପଶ୍ଚିମବଙ୍ଗ ପଳାଇଛି। ମହାରାଷ୍ଟ୍ରରୁ ଓଡ଼ିଶାକୁ ଅଣାଯାଇଥିବା ବାଘୁଣୀ ଜିନ୍ନତକୁ ନେଇ ସସପେନ୍ସ ଜାରି ରହିଥିଲା। ଝାଡ଼ଖଣ୍ଡରେ କିଛି ଦିନ ବୁଲିବା ପରେ

ରବିବାର ପର୍ଯ୍ୟନ୍ତ ଭିଜିବ ଓଡିଶା: ଖୋର୍ଦ୍ଧାରେ ସର୍ବାଧିକ ବର୍ଷା ରେକର୍ଡ

ରାଜ୍ୟରେ ଲଗାଣ ବର୍ଷା । ବର୍ଷା ଯୋଗୁ ବଢିଛି ଶୀତ। ଯାହାଫଳରେ ଅସ୍ତବ୍ୟସ୍ତ ଜନଜୀବନ । ବଙ୍ଗୋପସାଗରରେ ଅବପାତ ସକ୍ରିୟ ରହିଛି । ଆସନ୍ତା ରବିବାର ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଖୋର୍ଦ୍ଧାରେ

କ୍ରୀଡା ଉପକରଣ ଯୋଗାଇବା ରେ କେଳେଙ୍କାରୀ : ନିର୍ଦ୍ଦିଷ୍ଟ ଭେଣ୍ଡର ଓ ପ୍ରଶାସନ ମଧ୍ୟରେ ହୋଇଛି କି ବୁଝାମଣା..!!

ନୟାଗଡ଼: ନୟାଗଡ଼ ଜିଲ୍ଲା ଶିକ୍ଷା ବିଭାଗରେ କ୍ରୀଡା ଉପକରଣ ଯୋଗାଇବାରେ କେଳେଙ୍କାରୀ ପାଇଁ ପ୍ରୟାସ ଆରମ୍ଭ ହୋଇଛି । ରାଜ୍ୟ ସରକାର ୨୦୨୪ ମେ ୨୦ ତାରିଖ ରେ ବିଭିନ୍ନ ଶିକ୍ଷା ଅଧିକାରୀଙ୍କୁ କ୍ରୀଡା ଉପକରଣ କ୍ରୟ କରି ୟୁସି ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଡିସେମ୍ବର ୧୫ ସୁଦ୍ଧା ଏହି

ଡିସେମ୍ବର ୨୩ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଶୁଣାଣି

ଭୁବନେଶ୍ୱର: ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି । ଆସନ୍ତା ଡିସେମ୍ବର ୨୩ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଏନେଇ ସୂଚନା ଦେଇଛି ରାଜ୍ୟ ସାଧାରଣ ଅ ସାଧାରଣ ଅଭିଯୋଗ ବିଭାଗ। ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ

ଫୋକସରେ ବଣ୍ଡା ଘାଟି, ଚତୁର୍ଥ ପର୍ଯ୍ୟାୟରେ ସବୁ ମହିଳା ପାଇବେ ସୁଭଦ୍ରା ଟଙ୍କା: ପ୍ରଭାତୀ ପରିଡା

ମାଲକାନଗିରି : ରାଜ୍ୟ ସରକାରଙ୍କ ଫୋକସରେ ବଣ୍ଡା ଘାଟି । କୌଣସି ବଣ୍ଡା ମହିଳା ସୁଭଦ୍ରା ଯୋଜନାରୁ ବଞ୍ଚିତ ହେବେନି। ସେମାନେ ଖୁବଶୀଘ୍ର ସୁଭଦ୍ରା ଟଙ୍କା ପାଇବେ । ଆଜି ମାଲକାନଗିରି ଜିଲ୍ଲା ବଣ୍ଡା ଘାଟି ଗସ୍ତ କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବଣ୍ଡା ଲୋକଙ୍କ ସହ

ଶୀତ କାକରରେ ରୋଗୀଙ୍କ ସଂପର୍କୀୟ ‌‌ପଡ଼ି ରହିବା ଘଟଣା: ହାଇକୋର୍ଟଙ୍କ ଉଦ‌ବେଗ

କଟକ: ଶୀତ କାକରରେ ଖୋଲା ଆକାଶ ତଳେ ରୋଗୀଙ୍କ ସଂପର୍କୀୟ ବା ଆଟେଣ୍ଡାଣ୍ଟ ଏସସିବି ମେଡିକାଲ ପରିସରରେ ରାତିରେ ‌‌ପଡ଼ି ରହିବା ଘଟଣାକୁ ନେଇ ହାଇକୋର୍ଟ ଉଦ‌ବେଗ ପ୍ରକାଶ କରିଛନ୍ତି। ଜଷ୍ଟିସ ସଙ୍ଗମ କୁମାର ସାହୁ ଓ ଜଷ୍ଟିସ ଭି.ନରସିଂହଙ୍କୁ ନେଇ ଗଠିତ ଖଣ୍ଡପୀଠରେ ମାମଲାର ଶୁଣାଣି ସମୟରେ

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର

ବୌଦ୍ଧ: ଭିଜିଲାନ୍ସ ଜାଲରେ ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର । ଜଣେ ବ୍ୟକ୍ତିଙ୍କ ନିକଟରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଶୁକ୍ରବାର ଧରାପଡ଼ିଛନ୍ତି ବୟନ ଶିଳ୍ପ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର ଦାସ । ସୂଚନା ଅନୁସାରେ, ବାଉଁଶୁଣୀ ସମବାୟ ସମିତିର ବିଲ୍