Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କଲବଲ କରୁଛି ବର୍ଷା ଆଉ ଶୀତ: ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର : କଲବଲ କରୁଛି ବର୍ଷା ଆଉ ଶୀତ । ଅସ୍ତବ୍ୟସ୍ତ ଜନଜୀବନ । ମେଘୁଆ ପାଗ ପରେ କାଲି ରାତିରୁ ଝିପିଝିପି ବର୍ଷାକୁ କୋହଲା ପବନ ବୋହୁଛି । ଶୀତଦିନରେ ବର୍ଷା ଜାରି ରହିଥିବାରୁ ଅସ୍ତବ୍ୟସ୍ତ ହୋଇପଡିଲାଣି ଜନଜୀବନ । କୋହଲା ପାଗ ସହ ବର୍ଷା ଯୋଗୁଁ ଲୋକ ଘରୁ ପଦାକୁ ବାହାରିବାକୁ!-->…
ବିନା ଅନୁମତିରେ ମନା ଜିରୋ ନାଇଟ ସେଲିବ୍ରେସନ୍
ଭୁବନେଶ୍ବର: ପାଖେଇ ଆସୁଛି ନୂଆବର୍ଷ । ଜିରୋ ନାଇଟ ସେଲିବ୍ରେସନ୍ ପାଇଁ ପ୍ରସ୍ତୁତ ହେଲେଣି ଯୁବବର୍ଗ । ହେଲେ ଏହାକୁ ନେଇ ବଡ ନିଷ୍ପତ୍ତି ଶୁଣାଇଛି ଅବକାରୀ ବିଭାଗ । ଜିରୋ ନାଇଟ୍ ସେଲିବ୍ରେସନ୍ ପାଇଁ ଅବକାରୀ ବିଭାଗର କଟକଣା ଜାରି କରିଛି । ଡିସେମ୍ବର ୩୧ ତାରିଖରେ ଜିରୋ ନାଇଟ୍ ଆୟୋଜନ ପାଇଁ!-->…
ଖଣ୍ଡଗିରି ବୈକୁଣ୍ଠ ଧାମ ଆଶ୍ରମ ମାମଲା : ଚିଠି ଯଦି ନକଲି ତେବେ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଭୁବନେଶ୍ଵର : ହାଇକୋର୍ଟରେ ଖଣ୍ଡଗିରି ବୈକୁଣ୍ଠ ଧାମ ଆଶ୍ରମ ମାମଲା । ଆଶ୍ରମକୁ ଯୋଗ ସ୍କୁଲ କରିବା ପାଇଁ ମିଳିଥିବା ଅନୁମତି ପତ୍ର ନକଲି ବୋଲି କୋର୍ଟଙ୍କୁ ଜଣାଇଛି ସ୍କୁଲ ଓ ଗଣଶିକ୍ଷା ବିଭାଗ । ଚିଠି ଯଦି ନକଲି ତେବେ ସତ୍ୟପାଠ ଦେବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଉଚ୍ଛେଦ ରୋକିବା!-->…
ବଙ୍ଗୋପସାଗରରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ହୋଇପାରେ ଅବପାତ
ଭୁବନେଶ୍ବର: ବଙ୍ଗୋପସାଗରରେ ହୋଇପାରେ ଅବପାତ। ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବାରେ ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ବିଭାଗ ସୂଚନା ଅନୁଯାୟୀ, ଏହି ଲଘୁଚାପ ଆଗାମୀ ୧୨!-->!-->!-->…
ବିଦ୍ୟାଳୟ ପରିସରରେ ଛାତ୍ରଙ୍କୁ ଛୁରାମାଡ଼, ଆହତ ଛାତ୍ର ମେଡିକାଲରେ ଭର୍ତ୍ତି
ପଟ୍ଟାମୁଣ୍ଡାଇ : ବିଦ୍ୟାଳୟ ପରିସରରେ ଛାତ୍ରଙ୍କୁ ଛୁରାମାଡ଼ । ଆହତ ଛାତ୍ର ମେଡିକାଲରେ ଭର୍ତ୍ତି । କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ତେଲେଙ୍ଗା ବସନ୍ତ ପଞ୍ଚାୟତ ନୋଡାଲ ହାଇସ୍କୁଲରେ ଘଟିଛି ଘଟଣା । ମଧ୍ୟାହ୍ନ ଭୋଜନ ବିରତି ସମୟରେ ଘଟିଛି ଘଟଣା ।
ସୂଚନା!-->!-->!-->…
ବଦଳିବ ପରିକ୍ରମା ପ୍ରକଳ୍ପ ଡିଜାଇନ୍
ପୁରୀ: ବଦଳିବ ପୁରୀ ଶ୍ରୀଜଗନ୍ନାଥ ମନ୍ଦିରର ପରିକ୍ରମା ପ୍ରକଳ୍ପ ଡିଜାଇନ୍ । ପୁରୁଣା ସହ କିଛି ନୂଆ ଡିଜାଇନ ପ୍ରସ୍ତୁତ କରାଯାଇ ତାହାର ରୂପରେଖ ପ୍ରସ୍ତୁତ ହେବ । ଏହା ଲୋକଙ୍କ ଧର୍ମୀୟ ଭାବନା ସହ ଜଡିତ ଥିବାରୁ ବିଚାରବିମର୍ଶ ଚାଲିଛି । ଖୁବଶୀଘ୍ର କୃତ ଯଜ୍ଞ, ଅନ୍ନ ଯଜ୍ଞ, ଜ୍ଞାନ!-->…
ଓଡିଶାରେ କୃଷି ଉତ୍ପାଦନ ବୃଦ୍ଧି ଲାଗି ନିଆଯିବ ପଦକ୍ଷେପ, ଜୈବିକ ଚାଷକୁ ଦିଆଯିବ ଗୁରୁତ୍ୱ: ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଓଡିଶାରେ କୃଷି ଉତ୍ପାଦନ ବୃଦ୍ଧି ଲାଗି ନିଆଯିବ ପଦକ୍ଷେପ । ଏନେଇ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ । ନୂଆ କୃଷି ନୀତି ସହ ଜୈବିକ କୃଷିକୁ ଗୁରୁତ୍ୱ ଦିଆଯିବ । ଚାଷୀଙ୍କ ଉତ୍ପାଦିତ ସାମଗ୍ରୀକୁ ବୈଦେଶିକ ବଜାରକୁ ପଠାଇବା ପାଇଁ ବ୍ୟବସ୍ଥା କରିବେ!-->…
ୱାନ୍ ନେସନ୍ ୱାନ୍ ଇଲେକ୍ସନ୍ ବିଲ୍ ଜେପିସିରେ ବୈଜୟନ୍ତ ପଣ୍ଡା ସାମିଲ
ଭୁବନେଶ୍ୱର: ୱାନ୍ ନେସନ୍ ୱାନ୍ ଇଲେକ୍ସନ୍ ବିଲ୍ ଜେପିସିରେ ବୈଜୟନ୍ତ ପଣ୍ଡା ସାମିଲ ଅଛନ୍ତି। ଆଜି ଏହି ତାଲିକା ପ୍ରକାଶ ପାଇଛି। ଜେପିସିରେ ଆଉ ୬ ସାଂସଦଙ୍କ ନାଁ ଯୋଡ଼ିଲେ କେନ୍ଦ୍ର ଆଇନମନ୍ତ୍ରୀ। ଜେପିସିରେ ଭର୍ତ୍ତୃହରି ମହତାବ, ସମ୍ବିତ ପାତ୍ର ମଧ୍ୟ ସଦସ୍ୟ ରହିବେ। ଜେପିସିରେ ଲୋକସଭାର!-->…
ନୂଆବର୍ଷ ପାଇଁ କଠୋର ହେବ ଅବକାରୀ ବିଭାଗ, ନିୟମ ନମାନିଲେ କଡ଼ା ଆକ୍ସନ: ମନ୍ତ୍ରୀ
ଭୁବନେଶ୍ଵର : ନୂଆବର୍ଷ ପାଇଁ କଠୋର ହେଲା ଅବକାରୀ ବିଭାଗ । ଅବକାରୀ ପଲିସି ନମାନିଲେ ହେବ କାର୍ଯ୍ୟାନୁଷ୍ଠାନ । ମଦ୍ୟପାନ କରି ବିଶୃଙ୍ଖଳିତ ଆଚରଣ କଲେ କାଯ୍ୟାନୁଷ୍ଠାନ ହେବ । ଏହା ସହିତ ବେଆଇନ ମଦ ବିକ୍ରି ଉପରେ ଅଙ୍କୁଶ ଲାଗିବ । ଏଥିରେ ଯିଏ ବି ଜଡିତ ହେବେ କାଡା କାଯ୍ୟାନୁଷ୍ଠାନ!-->…
ଲାଞ୍ଚ କାରବାର ମାମଲାରେ, ଜେଲରୁ ଜାମିନରେ ମୁକୁଳିଲେ ୩ ଅଭିଯୁକ୍ତ
ଭୁବନେଶ୍ଵର: ୧୦ ଲକ୍ଷ ଟଙ୍କା ଲାଞ୍ଚ ମାମଲାରେ ଝାରପଡ଼ା ଜେଲରୁ ଜାମିନରେ ମୁକୁଳିଲେ ୩ ଅଭିଯୁକ୍ତ । ସର୍ତ୍ତମୂଳକ ଜାମିନ୍ ପରେ ଗତକାଲି ଜେଲରୁ ବାହାରିଛନ୍ତି ଠିକାଦାର ଦେବଦତ୍ତ ମହାପାତ୍ର, ସନ୍ତୋଷ ମହାରଣା, ଚଞ୍ଚଳ ମୁଖାର୍ଜୀ। ଗତକାଲି ଏହି ୩ ଜଣଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି!-->…