Browsing Category

ଓଡିଶା

ସରକାରଙ୍କ ଠିକାଦାର କୁ ଛାଟ ଏକ ଧୂଆଁ ବାଣ…

*ସଳଙ୍ଗାବାହାଲ ଠାରୁ ବିହାର ବୋଡ଼ର ରାସ୍ତା କଚ୍ଛପ ଗତିରେ... ପ୍ରଶାସନ ଓ ଠିକାଦାର ମଧ୍ୟରେ ଚୋରାପୀରତି...!! *ସମୟ ସୀମା ଭିତରେ କାର୍ଯ୍ୟ ସାରିବା କୁ ନେଇ ପ୍ରଶ୍ନ ବାଚୀ.. ବୀରମିତ୍ରପୁର : ସୁନ୍ଦରଗଡ ଜିଲ୍ଲା କୁଆଁରମୁଣ୍ଡା ବ୍ଲକ ଆନ୍ତର୍ଗତ ରାଏଵଗା ଥାନା ଅଧିନସ୍ଥ

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ୧୦୮ ଫୁଟ୍ ଉଚ୍ଚତାରେ ଉଡିଲା ଜାତୀୟ ପତାକା

ଭୁବନେଶ୍ୱର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ପ୍ରଶାସନିକ ଭବନ ଆଗରେ ଆଜି ୧୦୮ ଫୁଟ ଉଚ୍ଚତାର ଖମ୍ବ ଉପରେ ୨୫ ଫୁଟ୍ ଲମ୍ବ ଓ ୨୪ ଫୁଟ୍ ଓସାରର ଜାତୀୟ ପତାକା ଉତ୍ତୋଳନ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଉପ-ମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ

ଇମ୍ଫା-ଜେଏସଡବ୍ଲୁ ଗ୍ରିନ୍ ଏନର୍ଜି ମଧ୍ଯରେ ବୁଝାମଣା 

ଭୁବନେଶ୍ଵର: ଇଣ୍ଡିଆନ୍ ମେଟାଲ୍ସ ଆଣ୍ଡ୍ ଫେରୋ ଆଲୟଜ୍ ଲିମିଟେଡ୍ (ଇମ୍ଫା) ଏହାର ସ୍ମେଲଟର ଲାଗି ଅକ୍ଷୟ ଶକ୍ତି ସଂଗ୍ରହ କରିବା ନିମନ୍ତେ ଜେଏସଡବ୍ଲୁ ଏନର୍ଜି ସହ ଏକ ଯୌଥ ଉଦ୍ୟୋଗ ଘୋଷଣା କରିଛି। ଇମ୍ଫା ପକ୍ଷରୁ ଜେଏସଡବ୍ଲୁ ଗ୍ରିନ୍ ଏନର୍ଜି ୱାନ୍ ଲିମିଟେଡ୍ ଓ ଜେଏସଡବ୍ଲୁ ଗ୍ରିନ୍ ଏନର୍ଜି

ରେଭେନ୍ସା ବିଶ୍ୱବିଦ୍ୟାଳୟ ପ୍ରଫେସରଙ୍କ ବିରୋଧରେ ଏତଲା ଦେଲେ ଜିଲ୍ଲାପାଳ

କଟକ : ପ୍ରାୟ ୫ ବର୍ଷ ପରେ ସ୍ପଷ୍ଟ ହେଲା। କଟକ ଜିଲ୍ଲାପାଳଙ୍କ ଦସ୍ତଖତ ଜାଲିଆତି ହୋଇଥିବା ଜଣାପଡ଼ିଥିଲା। ଏହା ପରେ ରେଭେନ୍ସା ବିଶ୍ୱବିଦ୍ୟାଳୟର ଆସିଷ୍ଟାଷ୍ଟ ପ୍ରଫେସରଙ୍କ ବିରୋଧରେ ଏତଲା ଦେଲେ କଟକ ଜିଲ୍ଲାପାଳ। ୨୦୧୯ ମସିହାରେ ନିର୍ବାଚନ ସମୟରେ ରେଭେନ୍ସା ବିଶ୍ଵବିଦ୍ୟାଳୟର ଓଡ଼ିଆ

ବେଆଇନ ଗଞ୍ଜେଇ ଚାଲାଣ: କାର ଜବତ, ୪ ଗିରଫ

ଭୁବନେଶ୍ୱର: ବେଆଇନ ଗଞ୍ଜେଇ ଚାଲାଣ ଅଭିଯୋଗରେ ୪ ଜଣଙ୍କୁ ବାନ୍ଧିଲା ପୋଲିସ। ଆଜି ଖଣ୍ଡଗିରୀ ଥାନାଧିକାରୀଙ୍କ ନିର୍ଦ୍ଦେଶମତେ ସମ୍ପୃକ୍ତ ଥାନାର ଏକ ପେଟ୍ରୋଲିଙ୍ଗ ଟିମ ନିଜ ଅଞ୍ଚଳରେ ପେଟ୍ରୋଲିଙ୍ଗ କରୁଥିବା ବେଳେ, ବେଆଇନ ଗଞ୍ଜେଇ ଚାଲାଣ ଅଭିଯୋଗରେ ୪ ଜଣ ଅଭିଯୁକ୍ତଙ୍କୁ ବରମୁଣ୍ଡା ମଶାଣି

ଘୁ,ଉଦୟଗିରି ଏନ୍‌ଏସି ଉପାଧ୍ୟକ୍ଷଙ୍କ ବିରୁଦ୍ଧରେ ଅନସ୍ଥା…

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଘୁମୁସର ଉଦୟଗିରି ବିଜ୍ଞାପତି ଅଞ୍ଚଳ ପରିଷଦ (ଏନ୍‌ଏସି) ଉପାଧ୍ୟକ୍ଷଙ୍କ ବିରୁଦ୍ଧରେ ଆସିଥିବା ଅନସ୍ଥା ପ୍ରସ୍ତାବ ନାଟକରେ ଆଜି ଟୁଇଷ୍ଟ ଦେଖିବାକୁ ମିଳିଛି। ନିର୍ଦ୍ଧାରିତ ତାରିଖ ସମୟ ଅନୁସାରେ ଅତିରିକ୍ତ ଜିଲ୍ଲାପାଳ ଅଶୋକ କୁମାର ଭୋଇ ଏବଂ କାଉନସିଲରମାନେ

କିଶୋର ସୃଜନଶକ୍ତିକୁ ଅଧିକ ଋଦ୍ଧିମନ୍ତ କରିବ ‘ସର୍ଗିଫୁଲ’: ମନ୍ତ୍ରୀ

ଭୁବନେଶ୍ୱର: ଆରମ୍ଭ ହୋଇଛି ସର୍ଗିଫୁଲ ଉତ୍ସବ ୨୦୨୪। ତିନିଦିନବ୍ୟାପୀ ହେବାକୁ ଥିବା ଏହି ଉତ୍ସବର ଶୁଭାରମ୍ଭ କରିଛନ୍ତି ପଞ୍ଚାୟତିରାଜ ଏବଂ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକ। ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ

ଡିସେମ୍ବର ୨୧ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା: ପାଣିପାଗ ବିଭାଗ

ଭୁବନେଶ୍ବର: ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ଆସନ୍ତା ୨୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓ ଦକ୍ଷିଣ-ଉପକୂଳ ସମେତ ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ରହିଛି। ଆଗାମୀ ୨୪

ଦୁଇ ମାସରେ ସରିବ ଆବାସ ସର୍ଭେ: ମନ୍ତ୍ରୀ

ଭୁବନେଶ୍ୱର: ଏବେ ଗ୍ରାମାଞ୍ଚଳରେ ସର୍ଭେ ଆରମ୍ଭ ହୋଇଛି । ଆସନ୍ତା ଦୁଇ ମାସ ଭିତରେ ସରିବ ଆବାସ ସର୍ଭେ । ଆବାସ ପାଇବାରୁ କାହାକୁ ବାଦ ଦିଆଯିବ ନାହିଁ । ବ୍ୟବସ୍ଥା ଲୋକଙ୍କ ପାଖରେ ପହଞ୍ଚାଇବାର ଆବଶ୍ୟକତା ଅଛି ବୋଲି କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ । ପଞ୍ଚାୟତିରାଜ

ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ମାମଲା: ପୁଣି ୩ ଏତଲାକାରୀ ଓହରିଲେ

ବ୍ରହ୍ମପୁର: ବହୁ ଚର୍ଚ୍ଚିତ ଟାଟା ମୋଟର୍ସରେ ଚାକିରି କରେଇଦେବା ନାଁରେ ଠକେଇ ମାମଲାରୁ ଅନ୍ୟ ୩ ଜଣ ଏତଲାକାରୀ ଓହରି ଯାଇଛନ୍ତି। ସାଂସଦ ପ୍ରଦୀପ ପାଣିଗ୍ରାହୀ କୌଣସି ଟଙ୍କା ନେଇ ନଥିବା ବ୍ରହ୍ମପୁର ଜେଏମ୍‌ଏଫ୍‌ସି କୋର୍ଟରେ ଏହି ତିନି ଜଣ କହିଛନ୍ତି। ଗତ ୧୦ ତାରିଖ ଦିନ ୨ ଜଣ ଏତଲାକାରୀ