Browsing Category

ଓଡିଶା

ଲଗାଣ ବର୍ଷା ଯୋଗୁଁ ବନ୍ଦ ହେଲା ବାବା ପଞ୍ଚଲିଙ୍ଗେଶ୍ୱରଙ୍କ ଦର୍ଶନ

ନୀଳଗିରି : ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱରରେ ଭକ୍ତଙ୍କ ପାଇଁ ସ୍ପର୍ଶ ଦର୍ଶନ ବନ୍ଦ । ଲଗାଣ ବର୍ଷା ଯୋଗୁଁ ପାହାଡ଼ିଆ ଝରଣାର ଜଳସ୍ତର ହଠାତ୍ ବୃଦ୍ଧି ପାଇଥିବାରୁ ଏହି ନିଷ୍ପତ୍ତି ନିଆଯାଇଛି । ପରିସ୍ଥିତି ସୁଧୁରିବା ପର୍ଯ୍ୟନ୍ତ ସ୍ପର୍ଶ ଦର୍ଶନ ବନ୍ଦ ରହିବ…

ଶ୍ରାବଣ ସୋମବାରରେ ଜଳାଭିଷେକ ପାଇଁ ନାଳରୁ ପାଣି ଉଠାଇବା ବେଳେ ବୁଡିଗଲେ ନାବାଳିକା

ବାଲେଶ୍ଵର: ଶ୍ରାବଣ ସୋମବାରରେ ଅଘଟଣ । ପରିବାର ଲୋକଙ୍କ ଆଗରେ ବୁଡିଗଲେ ନାବାଳିକା । ବାଲେଶ୍ଵର ଚାନ୍ଦିପୁର ଥାନା ଅନ୍ତର୍ଗତ ବଡକିଆ ପାଗ ନାଳରୁ ପାଣି ନେଇ ଝଡେଶ୍ୱର ମନ୍ଦିରକୁ ଜଳାଭିଷେକ ପାଇଁ ଆସୁଥିଲେ ନାବାଳିକା । ପରିବାର ଲୋକଙ୍କ ସହ ଜଳାଭିଷେକ ପାଇଁ ନାଳରେ ବୁଡ଼ ମାରି ପାଣି ଭାର…

ଧଉଳି ସୁପରଫାଷ୍ଟ ଏକ୍ସପ୍ରେସରେ ନିଆଁ, ଯାତ୍ରୀ ଆତଙ୍କିତ

ବାଲେଶ୍ଵର: ପୁରୀରୁ ହାଓ୍ଵଡ଼ା ଅଭିମୁଖେ ଯାଉଥିବା ଧଉଳି ଏକ୍ସପ୍ରେସରେ ହଠାତ୍ ନିଆଁ ଲାଗିଯିବାରୁ ଆତଙ୍କ ସୃଷ୍ଟି ହୋଇଛି । ବାଲେଶ୍ଵର ଜିଲ୍ଲା ମାର୍କୋଣା ରେଳ ଷ୍ଟେସନ ନିକଟରେ ଏହି ଅଗ୍ନିକାଣ୍ଡ ଘଟିଥିବା ବେଳେ ଯାତ୍ରୀମାନେ ଭୟଭୀତ ହୋଇପଡ଼ିଥିଲେ । ଜୀବନ ବିକଳରେ ଟ୍ରେନରୁ ଓହ୍ଲାଇ ଧାଇଁଲେ…

ଫୁଲୁଛି ମହାନଦୀ, ବୁଡିଲା ଭଟ୍ଟାରିକା ମନ୍ଦିର ବେଢ଼ା

ନରସିଂହପୁର: ମା ଭଟ୍ଟାରିକାଙ୍କ ପୀଠରେ ଚଳିତ ବର୍ଷର ଦ୍ୱିତୀୟ ଥର ପାଇଁ ବନ୍ୟା ଜଳ ମା’ଙ୍କ ବେଢା ଛୁଇଁଛି । କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା ଭଟ୍ଟାରିକାଙ୍କ ମନ୍ଦିର ଛୁଇଁଲା ମହାନଦୀ ବନ୍ୟାଜଳ । ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବଢିବାରୁ ଗେଟ୍ ଖୋଲାଯାଇଛି । ଦୁଇ ଦିନର ଲଗାଣ…

ପିଜି ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗର ବିଜ୍ଞପ୍ତି: ୨୭ରୁ ଚଏସ୍‌ ଲକିଙ୍ଗ

ଭୁବନେଶ୍ୱର: ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ସ୍ନାତକୋତ୍ତର ପାଠ୍ୟକ୍ରମରେ (ପିଜି) ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ ହୋଇଛି। ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା କମନ୍‌ ପିଜି ଏଣ୍ଟ୍ରାନ୍ସ ଟେଷ୍ଟର ମାର୍କ ଆଧାରରେ କରାଯିବ। ୨୭ ଜୁଲାଇ ଅପରାହ୍ନ ୩.୦୦…

ଏନକାଉଣ୍ଟର : ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ଅଙ୍କିତ ଘୋଷ ଆହତ

ବ୍ରଜରାଜନଗର: ପୋଲିସ ଗୁଳିରେ କୁଖ୍ୟାତ ଅପରାଧୀ ଅଙ୍କିତ ଘୋଷ ଆହତ । ବିଳମ୍ବିତ ରାତିରେ ବ୍ରଜରାଜନଗର ପୋଲିସ ଏହି ଏନକାଉଣ୍ଟର କରିଛି । ତାର ଡାହାଣ ପଟ ଗୋଡରେ ଗୁଳି ବାଜିଛି । ଆହତ ଅବସ୍ଥାରେ ପୋଲିସ ତାକୁ ଉଦ୍ଧାର କରି ଚିକିତ୍ସା ପାଇଁ ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରିଛି । ଅଙ୍କିତ…

ରାଜ୍ୟର ୭୧ ସରକାରୀ ହାଇସ୍କୁଲରେ ହେବ ଯୁକ୍ତ ଦୁଇ ପାଠପଢ଼ା

ଭୁବନେଶ୍ୱର: ଓଡ଼ିଶାରେ ଯୁକ୍ତ ଦୁଇ ଶିକ୍ଷାର ସୁବିଧାକୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ପହଞ୍ଚାଇବା ଲକ୍ଷ୍ୟରେ କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ସମଗ୍ର ଶିକ୍ଷା ଯୋଜନା ଅଧୀନରେ ରାଜ୍ୟର ୭୧ଟି ସରକାରୀ ଉଚ୍ଚ ବିଦ୍ୟାଳୟକୁ ଉନ୍ନୀତ କରି ଉଚ୍ଚ ମାଧ୍ୟମିକ (ଯୁକ୍ତ ଦୁଇ) ବିଦ୍ୟାଳୟରେ ପରିଣତ…

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କ ପରଲୋକ

ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ପରଲୋକ । ଭଟଲି ନିର୍ବାଚନମଣ୍ଡଳୀର ତିନି ଥର ବିଧାୟକ ଥିଲେ ସୁଶାନ୍ତ ସିଂ । ରାଜଧାନୀ ଭୂବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ସୁଶାନ୍ତ ସିଂଙ୍କ ପରଲୋକ ହୋଇଛି । ସୁଶାନ୍ତ ସିଂହ ଦୀର୍ଘଦିନ ଧରି ଗୁରୁତର ଅସୁସ୍ଥତାରେ ପୀଡ଼ିତ ଥିଲେ…

ଜ୍ୟୋତିର୍ମୟୀଙ୍କ କଣ୍ଠରେ ଦୁଲୁକିଲା ମୁମ୍ବାଇ, ପ୍ରଥମ ଓଡ଼ିଆ ଭାବେ ଜିତିଲେ ଇଣ୍ଡିଆନ ଆଇଡଲ୍ ମୁକୁଟ

ମୁମ୍ବାଇ : ଓଡ଼ିଶା ପାଇଁ ଗର୍ବ ଓ ଗୌରବର ମୁହୂର୍ତ୍ତ। ଦେଶର ସବୁଠାରୁ ବଡ଼ ମ୍ୟୁଜିକ୍ ରିଆଲିଟି ସୋ 'ଇଣ୍ଡିଆନ ଆଇଡଲ ସିଜନ ୧୬'ର ବିଜେତା ହୋଇଛନ୍ତି ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ। ଆଜି ଅନୁଷ୍ଠିତ ଗ୍ରାଣ୍ଡ ଫିନାଲେରେ ସେ ଇତିହାସ ରଚି ପ୍ରଥମ ଓଡ଼ିଆ ଭାବେ ଏହି ସମ୍ମାନଜନକ ମୁକୁଟ…

ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଧରପଣା ନୀତି ସମ୍ପନ୍ନ

ପୁରୀ: ଶ୍ରୀକ୍ଷେତ୍ରରେ ଦୁର୍ଲଭ ସୁନାବେଶ ବା ରାଜରାଜେଶ୍ୱର ବେଶ ଶେଷ ହେବା ପରେ ଆଜି ପବିତ୍ର ଦ୍ୱାଦଶୀ ତିଥିରେ ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଧରପଣା ନୀତି ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ ହୋଇଛି। ଆଜି ବିଳମ୍ବିତ ରାତିରେ ମହାପ୍ରଭୁଙ୍କ ଏହି ସ୍ୱତନ୍ତ୍ର ନୀତିକାନ୍ତି ସମ୍ପୂର୍ଣ୍ଣ…