Browsing Category

ଓଡିଶା

ରାଜଧାନୀରେ ଗର୍ଜିଲେ ଅଙ୍ଗନବାଡି କର୍ମୀ

ଭୁବନେଶ୍ବର: ରାଜଧାନୀରେ ଗର୍ଜିଲେ ଅଙ୍ଗନବାଡି କର୍ମୀ । ମିଶନ ଶକ୍ତି କର୍ମୀଙ୍କ ପରେ ଅଙ୍ଗନବାଡି କର୍ମୀଙ୍କ ଗର୍ଜନ । ସରକାରୀ କର୍ମଚାରୀ ମାନ୍ୟତା ସହ ବିଭିନ୍ନ ଦାବି ନେଇ ୫୦ହଜାରରୁ ଅଧିକ କର୍ମୀ ଓ ସହାୟିକା ଲୋୟର ପିଏମଜିରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ବହିଷ୍କାର ହୋଇଥିବା

ମାଓ କ୍ୟାମ୍ପ ଠାବ,  ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ 

ବଲାଙ୍ଗିର : ମାଓ କ୍ୟାମ୍ପ ଠାବ  l  ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ  l ବଲାଙ୍ଗିର ଜିଲ୍ଲା ତୁରକେଲା ବ୍ଲକ ଛତର ଦାଣ୍ଡି ଜଙ୍ଗଲରେ ପୋଲିସର  ଚଡାଉ ବେଳେ ଏହି ମାଓ ସାମଗ୍ରୀ ଜବତ ହୋଇଛି  l  ଗତକାଲି ପୋଲିସ ମାଓ କମ୍ବିଙ୍ଗ କରୁଥିବା ବେଳେ ମାଓ କ୍ୟାମ୍ପ ଠାବ ହୋଇଥିଲା  l ପୁର୍ବରୁ

ବିକ୍ଷୋଭ ବେଳେ ମହୁମାଛି ଆକ୍ରମଣ, ହଟହଟା କଂଗ୍ରେସ କର୍ମୀ ଓ ପୋଲିସ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ବିକ୍ଷୋଭ ବେଳେ ମହୁମାଛି ଆକ୍ରମଣ। ମହୁମାଛିଠୁ ବର୍ତ୍ତିବାକୁ ଦୌଡ଼ିଛନ୍ତି କଂଗ୍ରେସ କର୍ମୀ । ସୂଚନା ଅନୁଯାୟୀ, ବିଚ୍ ରାସ୍ତା ଉପରେ ମହୁମାଛି ମାନେ ଜୋରଦାର ଆକ୍ରମଣ କରିଛନ୍ତି। ମହୁମାଛିଠୁ ବର୍ତ୍ତିବାକୁ ଦୌଡ଼ିଛନ୍ତି କଂଗ୍ରେସ କର୍ମୀ। ମହୁମାଛି

ମାଲକାନଗିରି ଜିଲ୍ଲାରେ ଖୋଲିଲା ଧାନ ମଣ୍ଡି, ଉଦଘାଟନ କଲେ କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଖୋଲିଲା ଧାନ ମଣ୍ଡି । ଧାନ ମଣ୍ଡିକୁ ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ । ଚଳିତ ବର୍ଷ ମାଲକାନଗିରି ଜିଲ୍ଲାରୁ ୯ ଲକ୍ଷ ୨୪ ହଜାର କୁଇଣ୍ଟାଲ ଧାନ କିଣିବା ଲାଗି ରାଜ୍ୟ ସରକାର ସ୍ଥିର

ଧନୁ ସଂକ୍ରାନ୍ତି; ଆଜିଠୁ ଶ୍ରୀମନ୍ଦିରରେ ଆରମ୍ଭ ହେଲା ମହାପ୍ରଭୁଙ୍କ ପହିଲି ଭୋଗ ନୀତି

ପୁରୀ: ଓଡ଼ିଆର ଅନ୍ୟ ଏକ ମୁଖ୍ୟ ପର୍ବ ହେଉଛି ଧନୁ ସଂକ୍ରାନ୍ତି । ସୂର୍ଯ୍ୟଙ୍କ ଧନୁ ରାଶିକୁ ଚଳନକୁ ଧନୁ ସଂକ୍ରାନ୍ତି କୁହାଯାଇଥାଏ । ଆଜି ଧନୁ ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ପହିଲି ଭୋଗ ନୀତି । ଧନୁ ସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ

ଭୁବନେଶ୍ୱର ସିବିଆଇ କାର୍ଯ୍ୟାଳୟରେ ଯୁଗ୍ମ ନିର୍ଦ୍ଦେଶକ, କାରରୁ ଜବତ ୧୦ଲକ୍ଷ ଟଙ୍କା ଜବତ ଘଟଣା

ଭୁବନେଶ୍ୱର : ଭୁବନେଶ୍ୱର ସିବିଆଇ କାର୍ଯ୍ୟାଳୟରେ ଯୁଗ୍ମ ନିର୍ଦ୍ଦେଶକ। ଦାମୀ କାରରୁ ଜବତ ୧୦ଲକ୍ଷ ଟଙ୍କା ଜବତ ଘଟଣାରେ ଗିରଫ ୩ ଅଭିଯୁକ୍ତଙ୍କ ସହ IAS ବିଷ୍ଣୁପଦ ସେଠୀଙ୍କ ସମ୍ପର୍କ ନେଇ ଚାଲିଛି ସମୀକ୍ଷା । ତଦନ୍ତରେ ଏବେ ସୁଦ୍ଧା ମିଳିଥିବା ତଥ୍ୟକୁ ବରିଷ୍ଠ

ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତିକୁ ସ୍ଥଗିତ ରଖିଲେ ସରକାର

ଡିସେମ୍ବର ୨୫ ରେ ମିଳିବାକୁ ଥିବା ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତିକୁ ସ୍ଥଗିତ ରଖିଲେ ସରକାର । ଏବେ ସମ୍ପୂର୍ଣ୍ଣ ଯାଞ୍ଚ ପ୍ରକ୍ରିୟା ଶେଷ ହୋଇନାହିଁ। ଯାଞ୍ଚ ପ୍ରକ୍ରିୟା ଶେଷ କରିନଥିବା ହିତାଧିକାରୀଙ୍କୁ ସରକାରଙ୍କ ଶେଷ ସୁଯୋଗ । E kyc ଏବଂ ବାଇଓମେଟ୍ରିକ ଜରିଆରେ ତୁରନ୍ତ

ବଢୁଛି ଶୀତ: ରେକର୍ଡ କଲା ରାଜଧାନୀ ରାତି

ଭୁବନେଶ୍ବର: ଗତକାଲି ରାଜଧାନୀ ରାତି ଥିଲା ସବୁଠୁ ଥଣ୍ଡା ରାତି । ଚଳିତ ବର୍ଷର ସବୁଠୁ ଥଣ୍ଡା ରାତି ଭାବେ ୧୦.୯ ଡିଗ୍ରୀ ରେକର୍ଡ କରିଛି ରାଜଧାନୀ ଭୁବନେଶ୍ବର । ଚଳିତ ଶୀତ ଋତୁରେ ଟ୍ବିନ ସିଟିରେ ସବୁଠୁ କମ୍ ତାପମାତ୍ରା ରେକର୍ଡ କରାଯାଇଛି । ଗତକାଲି ରାତିରେ ଭୁବନେଶ୍ଵରରେ ତାପମାତ୍ରା ୧୦.୯

ଥରୁଛି ଓଡିଶା, ଦୁଇ ଦିନ ପରେ କମିବ ଶୀତ

ଭୁବନେଶ୍ବର: ଏବେ ରାଜ୍ୟରେ ଶୀତର ଲହରି ଜାରି ରହିଛି । ଜାଡରେ ଥରୁଛି ପୂରା ଓଡିଶା । ବିଭିନ୍ନ ସ୍ଥାନରେ ଘନ କୁହୁଡି ସାଙ୍ଗକୁ ଶିଶର ବିନ୍ଦୁ ବରଫରେ ପରିଣତ । ଅସହ୍ୟ ଶୀତରେ ଜନଜୀବନ ଅସ୍ତବ୍ୟସ୍ତ ହୋଇଛନ୍ତି । ଆଜି ସକାଳେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର ଏବଂ ସୁନ୍ଦରଗଡ଼ ଜିଲ୍ଲାର କିଛି

ଦୀପ ଜାଳିବା ବେଳେ ଅଘଟଣ: ଘଟଗାଁ ତାରିଣୀ ମନ୍ଦିରରେ ନିଆଁ ଲାଗି ମହିଳା ଗୁରୁତର

କେନ୍ଦୁଝର: ଦୀପ ନିଆଁରେ ଜଣେ ମହିଳା ଶ୍ରଦ୍ଧାଳୁ ଜଳି ଯାଇଛନ୍ତି। ପ୍ରସିଦ୍ଧ ଘଟଗାଁ ତାରିଣୀ ମନ୍ଦିରରେ ଆଜି ଅପରାହ୍‌ଣରେ ଏହି ଅଘଟଣ ଘଟିଛି। ଗୁରୁତର ମହିଳାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସେ ହେଲେ ମୀନାକ୍ଷୀ ବରାଳ। ସୂଚନା ଅନୁସାରେ ଢେଙ୍କାନାଳ ଜିଲ୍ଲା କୁରୁଣ୍ଟି ଗାଁର