Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଜାନୁଆରୀ ୧୪ ରୁ ୨୨ ବନ୍ଦ ରହିବ ଭିତରକନିକା
କେନ୍ଦ୍ରାପଡା: ବନ୍ଦ ରହିବ ଭିତରକନିକା । ଆସନ୍ତା ଜାନୁଆରୀ ୧୪ରୁ ୨୨ ତାରିଖ ପର୍ଯ୍ୟନ୍ତ ଭିତରକନିକା ବନ୍ଦ ରହିବ । ତେବେ ଭିତରକନିକା ଜାତୀୟ ଉଦ୍ୟାନରେ ୨୦୨୫ ପ୍ରଥମ ମାସରେ କୁମ୍ଭୀର ଗଣନା କରାଯିବ । ଏଥିପାଇଁ ଏହି ସମୟରେ ପର୍ଯ୍ୟଟକଙ୍କ ପାଇଁ ଜାତୀୟ ଉଦ୍ୟାନ ବନ୍ଦ ରହିବା ନେଇ ସୂଚନା!-->…
କରୋନାରେ ପ୍ରାଣ ହରାଇଥିବା କନେଷ୍ଟବଳଙ୍କ ପତ୍ନୀଙ୍କୁ ୬ମାସ ଭିତରେ ଦିଅ ଅନୁକମ୍ପାମୂଳକ ରାଶି: ହାଇକୋର୍ଟ
କଟକ : କରୋନାରେ ପ୍ରାଣ ହରାଇଥିବା ପୋଲିସ କନେଷ୍ଟବଳଙ୍କ ପତ୍ନୀଙ୍କୁ ୫୦ଲକ୍ଷ ଟଙ୍କା ଅନୁକମ୍ପାମୂଳକ ରାଶି ପ୍ରଦାନ ନିର୍ଦ୍ଦେଶ । ୬ମାସ ଭିତରେ ଅନୁକମ୍ପାମୂଳକ ରାଶି ପ୍ରଦାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଏହାସହ ସ୍ବତନ୍ତ୍ର ପେନସନ ପ୍ରଦାନ ପାଇଁ ମଧ୍ୟ ହାଇକୋର୍ଟ!-->…
ଶୀତରେ ଥରିବ ଓଡିଶା, ଖସିବ ପାରଦ: ୧୭ରେ ପୁଣି ବର୍ଷା
ଭୁବନେଶ୍ବର: ଖସିବ ପାରଦ । ବଢିବ ଶୀତ । ଏଥିପାଇଁ ରାଜ୍ୟରେ ୪୮ ଘଣ୍ଟା ପାଇଁ ଶୀତର ଲହରି ଜାରି ରହିବ ବୋଲି ଚେତାବନୀ ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଗାମୀ ୨ ଦିନ ଯାଏଁ ଆଭ୍ୟନ୍ତରୀଣ ଓଡିଶାରୁ ଉପକୂଳ ଯାଏଁ ସବୁଠି ଶୀତର ପ୍ରକୋପ ଜାରି ରହିବ । ଏଥିସହିତ ଆଜି ପାଇଁ ଝାରସୁଗୁଡା ଓ!-->…
ଚନ୍ଦ୍ରଭାଗା ଉପକୂଳରେ ଘଡ଼ିଆଳ କୁମ୍ଭୀର, ଧରିବା ପାଇଁ ସ୍ବତନ୍ତ୍ର ଟିମ୍
ଗୋପ : କୁମ୍ଭୀର ଧରିବା ପାଇଁ ସ୍ବତନ୍ତ୍ର ଟିମ୍ । କୋଣାର୍କ – ଚନ୍ଦ୍ରଭାଗା ସମୁଦ୍ର ଉପକୂଳରେ ଘଡ଼ିଆଳ କୁମ୍ଭୀର ବୁଲୁଥିବାର ଦେଖିବାକୁ ମିଳିଛି । କୁମ୍ଭୀର ଧରିବା ପାଇଁ ପୁରୀ ଜିଲ୍ଲା ବନବିଭାଗ ଅଧିକାରୀ ସମେତ ବନକର୍ମଚାରୀ ଓ ନନ୍ଦନକାନନରୁ ସ୍ୱତନ୍ତ୍ର ୯ ଜଣିଆ ଉଦ୍ଧାରକାରି ଦଳ ସମୁଦ୍ର!-->…
ଭୁଶୁଡିଲା ଯାତ୍ରା ଗେଟ୍: ୩୦ରୁ ଅଧିକ ଆହତ
ସାଲେପୁର: ଯାତ୍ରା ଆରମ୍ଭରୁ ଘଟିଲା ବଡ ଅଘଟଣ । ଯାତ୍ରା ପାର୍ଟି ସମ୍ମୁଖରେ ଭୁଶୁଡ଼ିଲା ଲୁହାର ଏଣ୍ଟ୍ରି ଗେଟ୍ । ଲୁହାର ଏଣ୍ଟ୍ରି ଗେଟ୍ ଭୁଶୁଡ଼ି ୩୦ରୁ ଊର୍ଦ୍ଧ୍ବ ଦର୍ଶକ ଆହତ । ଦର୍ଶକମାନେ ଟିକେଟ କାଟି ପ୍ରବେଶ କରୁଥିବା ବେଳେ ବଡ ଅଘଟଣ ଘଟିଥିବା ବେଳେ ଆହତଙ୍କ ମଧ୍ୟରୁ ୬ ଗୁରୁତର କଟକ ବଡ଼!-->…
କଟକରେ ଜଳିଗଲା ‘ମୋ ବସ’, ସବୁ ଯାତ୍ରୀ ସୁରକ୍ଷିତ ଉଦ୍ଧାର
କଟକ ମଧୁପାଟଣା ଛକ ନିକଟରେ ‘ମୋ ବସ’ ଜଳିଗଲା। ଭୁବନେଶ୍ୱରରୁ କଟକ ଫେରୁଥିବାବେଳେ ମଧୁପାଟଣା ଛକ ନିକଟରେ ‘ମୋ ବସ’ଟି ଜଳିଯାଇଥିବା ସୂଚନା ମିଳିଛି। ‘ମୋ ବସ’ରେ ନିଆଁ ଲାଗିଥିବା ଜଣାପଡ଼ିବା ପରେ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି।
ଖବର ପାଇ ତତ୍କାଳ ଘଟଣାସ୍ଥଳରେ!-->!-->!-->…
ପୋଲାଭରମ୍ ପ୍ରକଳ୍ପ: ମୋଟୁରୁ ଦିଲ୍ଲୀ ଯାଏଁ ବିଜେଡି କରିବ ଆନ୍ଦୋଳନ
ଭୁବନେଶ୍ବର: ଆନ୍ଧ୍ର ସରକାରଙ୍କ ଦ୍ବାରା ନିର୍ମାଣାଧୀନ ପୋଲାଭରମ ପ୍ରକଳ୍ପ ଯୋଗୁଁ ମାଲକାନଗିରି ଜିଲ୍ଲାର ମୋଟୁ ଅଞ୍ଚଳର କିଛି ପଞ୍ଚାୟତ କ୍ଷତିଗ୍ରସ୍ତ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏହି ପ୍ରକଳ୍ପ ପାଇଁ ହେବାକୁ ଥିବା କ୍ଷତିକୁ ବିରୋଧ କରି ବିଜେଡି ଏକ ବିଶାଳ ଆନ୍ଦୋଳନ ପାଇଁ ସଜବାଜ!-->…
ଆଗାମୀ ୨ ଦିନ ଯାଏ ଶୀତରେ ଥରିବ ଆଭ୍ୟନ୍ତରୀଣରୁ ଉପକୂଳ ଓଡିଶା
ଭୁବନେଶ୍ବର: ରାଜ୍ୟରେ ପାଣିପାଗ ବଦଳିବା ପରେ ପାରଦ ଖସୁଛି। ଫଳରେ ଶୀତର ପ୍ରକୋପ ବଢ଼ିବାରେ ଲାଗିଛି। ଏଥି ପାଇଁ ସାରା ଓଡ଼ିଶା ଥରୁଛି। ପାଣିପାଗ ବିଭାଗ ରାଜ୍ୟରେ ୪୮ ଘଣ୍ଟା ଯାଏ ଶୀତ ଲହରୀ ଚେତାବନୀ ଦେଇଛି। ଆଗାମୀ ୨ ଦିନ ଯାଏ ଶୀତରେ ଥରିବ ଆଭ୍ୟନ୍ତରୀଣରୁ ଉପକୂଳରୁ ଓଡିଶା। ଆସନ୍ତା ୨୪!-->…
ସିବିଆଇ ଅଫିସରୁ ବାହାରି ସତ ଓଗାରିଲେ ବିଷ୍ଣୁପଦଙ୍କ ଡ୍ରାଇଭର
ଭୁବନେଶ୍ବର: ଆଇଏଏସ ବିଷ୍ଣୁପଦଙ୍କ ଡ୍ରାଇଭରଙ୍କୁ ମର୍ସିଡିଜରୁ ୧୦ ଲକ୍ଷ ଟଙ୍କା ବାହାରିବା ଘଟଣାରେ ଆଜି ସିବିଆଇ ଜାରା କରିଛି । ସିବିଆଇ ଅଫିସରୁ ବାହାରି ଗଣମାଧ୍ୟମ ଆଗରେ ସବୁ ସତ ଓଗାରିଛନ୍ତି ଡ୍ରାଇଭର । ଏନେଇ ଡ୍ରାଇଭର ନୃସିଂହ କହିଛନ୍ତି, ଡ୍ରାଇଭର ସାର୍ଙ୍କ ବାବଦରେ ସିବିଆଇ ପଚାରିଲେ ।!-->…
ସାପ ଧରି ମେଡ଼ିକାଲ୍ରେ ପହଞ୍ଚିଲେ ଚାଷୀ
ବାଲେଶ୍ୱର /ସୋର :ବିଲରେ ଚାଷ କାମ କରୁଥିବା ବେଳେ କାମୁଡ଼ିଲା ସାପ। ତେଣୁ କାମୁଡ଼ିଥିବା ସାପକୁ ଧରି ମେଡ଼ିକାଲ୍ରେ ଚାଷୀ। ଏପରି ଚିତ୍ର ଦେଖିବାକୁ ମିଳିଛି ବାଲେଶ୍ୱର ଜିଲ୍ଲା ସୋର ବ୍ଲକ ଅଞ୍ଚଳରେ।
ଏବେ ଧାନ ଅମର କାମ ଚାଲିଛି। ତେଣୁ ଶୀତୁଆ ସକାଳରେ ବିଲକୁ କାମ କରିବା ପାଇଁ ଯାଇଥିଲେ!-->!-->!-->…