Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ପୁଣି ତେଜିଲା ମହାନଦୀ ରାଜନୀତି: ଆଇନ ମନ୍ତ୍ରୀ କହିଲେ ‘ସବୁ ପାଇଁ ଦାୟୀ ନବୀନ’
ଭୁବନେଶ୍ବର: ପୁଣି ତେଜିଲା ମହାନଦୀ ରାଜନୀତି । ପରସ୍ପର ଉପରେ ଦୋଷ ଲଦା ଲଦି ହୋଇଛନ୍ତି ବିରୋଧୀ ଏବଂ ଶାସକ । ଓଡିଶାରେ ମହାନଦୀ ଲୀନ ହୋଇଯିବା ନେଇ ପ୍ରସନ୍ନଙ୍କ ବୟାନର କଡା ଜବାବ ଦେଇଛନ୍ତି ଆଇନ ମନ୍ତ୍ରୀ । ମହାନଦୀର ଅବସ୍ଥା ପାଇଁ ନବୀନ ଦାୟୀ ବୋଲି କହିଛନ୍ତି ।
ତେବେ ମହାନଦୀ!-->!-->!-->…
ନାବାଳିକାଙ୍କୁ ପ୍ରେମ କରୁଥିଲେ, ଅପହରଣ କରି ଗିରଫ ହେଲେ…
ବଲାଙ୍ଗୀର : ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ବଲାଙ୍ଗିର ଜିଲ୍ଲା ମୁରିବାହାଲ ଥାନା ପୁଲିସ ଜଣେ ରେଳ କର୍ମଚାରୀଙ୍କୁ ଗିରଫ କରିଛି। ତାଙ୍କ ନାଁ ଘନଶ୍ୟାମ ଭୋଇ। ସେ କେସିଙ୍ଗା ରେଳ ଷ୍ଟେସନରେ ଗ୍ୟାଙ୍ଗମ୍ୟାନ ଭାବେ କାର୍ଯ୍ୟ କରନ୍ତି।
ସୂଚନା ଅନୁଯାୟୀ, ଗିରଫ ଘନଶ୍ୟାମ!-->!-->!-->…
ନଦୀ ପଠାରୁ ମହିଳାଙ୍କ ମୃତଦେହ ଉଦ୍ଧାର ଘଟଣା, ପରିଚୟ ଖୋଜିବା ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ
କଟକ: ନଦୀ ପଠାରୁ ମହିଳାଙ୍କ କଟା ମୃତଦେହ ଉଦ୍ଧାର ଘଟଣା । ମହିଳାଙ୍କୁ ଚିହ୍ନଟ କରିବା ବଡ଼ ଚ୍ୟାଲେଞ୍ଜ ହେବ ବୋଲି କହିଲେ କଟକ ଡିସିପି । ମହିଳାଙ୍କ ମୁହଁରେ ଗଭୀର ଆଘାତ ଥିବାରୁ ଚିହ୍ନିବା କଷ୍ଟକର ହେବ । ତେବେ ଆଖପାଖ ଥାନାକୁ ନିଖୋଜ ବ୍ୟକ୍ତିଙ୍କ ତଥ୍ୟ ମଗାଯାଇଛି । ମହିଳାଙ୍କ ହାତରେ ବାବା!-->…
ଯୁବତୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ, ଅଭିଯୁକ୍ତ ଗିରଫ
ବାଙ୍କୀ: ପୁଣି ଭାଇରାଲ ଭିଡିଓକୁ ନେଇ ଚର୍ଚ୍ଚା। ବାଙ୍କୀ ଅଞ୍ଚଳର ଜଣେ ଯୁବତୀଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଭାଇରାଲ କରିବା ଘଟଣାରେ ଗତକାଲି ବିଳମ୍ବିତ ରାତିରେ ଅଭିଯୁକ୍ତକୁ ଗିରଫ କରିଛି ବାଙ୍କୀ ପୋଲିସ । ଅଭିଯୁକ୍ତଙ୍କ ନାମ ଅମୀୟ ଚକ୍ର । ବାଙ୍କୀ ପୋଲିସ ତାଙ୍କୁ ଯାଜପୁର ଅଞ୍ଚଳରୁ!-->…
ରାଜଧାନୀରେ ୪ ଡୁପ୍ଲେକ୍ସରୁ ୪୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଓ ହୀରା ଅଳଙ୍କାର ଲୁଟ
ଭୁବନେଶ୍ୱର : ରାଜଧାନୀରେ ପୁଣି ମାତିଲେ ଲୁଟେରା। ପାହାଳ ନିକଟ ସିଟି ହୋମ୍ ଡୁପ୍ଲେକ୍ସରେ ପଶି ସୁନାଗହଣା ଲୁଟିନେଲେ। ଗୋଟିଏ ରାତିରେ ୪ ଡୁପ୍ଲେକ୍ସରୁ ୪୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଓ ହୀରା ଅଳଙ୍କାର ଲୁଟି ନେଇଛନ୍ତି ଦୁବୃର୍ତ୍ତ । ପାହାଳ ଥାନା ପୋଲିସ ପହଞ୍ଚି ତଦନ୍ତ କରୁଛି । ସୂଚନା!-->…
ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ
ଭୁବନେଶ୍ବର: ଆଇଏଏସ ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ସିବିଆଇ ସମନ । କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ସିବିଆଇ ପକ୍ଷରୁ ଆଜି ତାଙ୍କୁ ସମନ ଜାରି କରାଯାଇଛି। ମର୍ସିଡିଜରୁ ୧୦ ଲକ୍ଷ ଟଙ୍କା ଜବତ ହେବା ଘଟଣାରେ ବିଷ୍ଣୁପଦଙ୍କ ସମ୍ପୃକ୍ତି ଥିବା ସନ୍ଦେହରେ ସିବିଆଇ ପକ୍ଷରୁ ଏହି ସମନ ଜାରି କରାଯାଇଥିବା!-->…
ମୃତ ଯବାନଙ୍କ ଟଙ୍କା ପାଇବାକୁ ସାଂଘାତିକ ଫର୍ଜରୀ, ଜାଲିଆତି କରି ଖାଇଦେଲେ ୨୦ ଲକ୍ଷ
ଉଦଳା : ମୃତ ଯବାନଙ୍କ ଟଙ୍କା ପାଇବାକୁ ସାଂଘାତିକ ଫର୍ଜରୀ କରିଛନ୍ତି କିଛି ଲୋକ । ଏମିତିକି ଫର୍ଜରୀ କରି ସିଆଇଏସଏଫରୁ ୨୦ ଲକ୍ଷ ଟଙ୍କା ଆଣି ବାଣ୍ଟିକୁଣ୍ଟି ଖାଇଛନ୍ତି । କିନ୍ତୁ ପର ଟଙ୍କାକୁ ସିନା ଛଳ କରି ଖାଇଦେଲେ ହେଲେ ଏବେ ପଡିଛନ୍ତି ହରଡଘଣାରେ । ଦର୍ଶକବନ୍ଧୁ ଟଙ୍କା ଖାଇବାକୁ!-->…
ଗର୍ଭବତୀଙ୍କୁ ଗୁଳି କରି ହତ୍ୟା ଘଟଣା, ପରକୀୟା ପ୍ରୀତି ଯୋଗୁଁ ଏପରି କାଣ୍ଡ ଘଟାଇଛନ୍ତି ସ୍ଵାମୀ
ରାଉରକେଲା: ସୁନ୍ଦରଗଡ଼ ବଣାଇରେ ଗର୍ଭବତୀଙ୍କୁ ଗୁଳି କରି ହତ୍ୟା ଘଟଣା । ଘଟଣାର ପର୍ଦ୍ଦାଫାସ କଲା ପଶ୍ଚିମାଞ୍ଚଳ ଡିଆଇଜି । ସେପଟେ ମହିଳାଙ୍କ ସ୍ବାମୀ ଦେବେନ ବେହେରା ଓ ନଣନ୍ଦେଇ ଗିରଫ । ମହିଳାଙ୍କ ନଣନ୍ଦେଇ ଜଣେ ପୋଲିସ ଏଏସଆଇ । ତେବେ ଅଭିଯୁକ୍ତ ସ୍ବାମୀ ଗୁଳି କରିଥିବା ନେଇ ସୂଚନା ଦେଇଛି!-->…
ରାଜ୍ୟସଭା ଉପନିର୍ବାଚନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ସୁଜିତ୍ କୁମାର
ଭୁବନେଶ୍ବର : ରାଜ୍ୟସଭା ଉପନିର୍ବାଚନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ସୁଜିତ୍ କୁମାର। ସୁଜିତ କୁମାର ଏକମାତ୍ର ପ୍ରାର୍ଥୀ ଭାବେ ବିଜେପିରୁ ନାମାଙ୍କନ ଦାଖଲ କରିଥିଲେ।ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ପରେ ସୁଜିତ୍ ସଂସଦରେ କଳାହାଣ୍ଡି ତଥା ଓଡ଼ିଶା ପ୍ରସଙ୍ଗ ଉଠାଇବେ ବୋଲି!-->…
ବସୁନ୍ଧରା ଜମି ବିକ୍ରି ହୋଇ ପାରିବନି: ରାଜସ୍ବ ମନ୍ତ୍ରୀ
ଭୁବନେଶ୍ବର: ବସୁନ୍ଧରା ଯୋଜନାରେ ଭୂମିହୀନଙ୍କୁ ଜମି ଲ୍ୟାଣ୍ଡ ସେଟଲମେଣ୍ଟ ୧୯୬୨ ଅନୁଯାୟୀ ୪ ଡେସିମିଲ ଜମି ଦିଆଯିବାର ବ୍ୟବସ୍ଥା ଅଛି। ସେ ଜମି ୧୦ ବର୍ଷ ପରେ ବିକ୍ରି କରିବାର ନିୟମ ଥିଲା। କିନ୍ତୁ ଏହାକୁ ଏଣିକି ବିକ୍ରି କରାଯାଇ ପାରିବ ନାହିଁ ବୋଲି ସରକାରୀସ୍ତରରେ ସଂଶୋଧନ କରାଯାଇଛି।
!-->!-->!-->…