Browsing Category

ଓଡିଶା

ବାରିପଦା ମୁଖ୍ୟ ଚିକିତ୍ସାଳୟରେ ପିଲା ଚୋରି ଅଭିଯୋଗ, ଜଣେ ମହିଳା ଅଟକ

ବାରିପଦା: ବାରିପଦା ମୁଖ୍ୟ ଚିକିତ୍ସାଳୟରେ ପିଲା ଚୋରି ଅଭିଯୋଗ । ଜଣେ ମହିଳାଙ୍କୁ ଅଟକ ରଖିଛି ପୋଲିସ । ମହିଳା ଜଣକ ରାସଗୋବିନ୍ଦପୁର ଥାନା ଝିଙ୍କିରିଆ ଗାଁର । ଶୁନଗଡ଼ିଆ ଅଞ୍ଚଳର ସେଖ କମରୁଦ୍ଦିନଙ୍କ ୨ ଶିଶୁଙ୍କୁ ଚୋରି କରି ନେଉଥିବାବେଳେ ସ୍ଥାନୀୟ ଲୋକେ କାବୁ କରି ପୋଲିସ ଜିମା ଦେଇଛନ୍ତି…

ରାଜଧାନୀରେ ଏନକାଉଣ୍ଟର: ଏଟିଏମ ଲୁଟ୍ ବେଳେ ଲୁଟେରା-ପୋଲିସ ଗୁଳିବିନିମୟ

ଭୁବନେଶ୍ବର: ରାତି ଅଧରେ ରାଜଧାନୀରେ ପୁଣି ଏନକାଉଣ୍ଟର। ଦୁର୍ଦ୍ଦାନ୍ତ ଅପରାଧୀ ଦୀପକ କୁମାରକୁ ଏନକାଉଣ୍ଟର ହୋଇଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ବର ବରଗଡ଼ରେ ଏନକାଉଣ୍ଟର ହୋଇଛି। ଦୀପକର ବାମ ଗୋଡ଼ରେ ଗୁଳି ବାଜିଛି । ତାକୁ ଗୁରୁତର ଅବସ୍ଥାରେ ଏମସ ହସପିଟାଲରେ ଭର୍ତ୍ତି କରାଯାଇଛି। …

ଦେଓମାଳୀରେ ପ୍ରସ୍ତୁତ ହେବାକୁ ଯାଉଛି ଚଳଚିତ୍ର ନିର୍ଦେଶକ ରାଜା ମଉଲିଙ୍କ ସାଉଥ ମୁଭି

କୋରାପୁଟ: ସୁଉଚ୍ଚ ପର୍ବତମାଳା ପ୍ରାକୃତିକ ପରିବେଶ ପୁଣି ଥରେ ଆକର୍ଷିତ କରିଛି ସାଉଥ ଇଣ୍ଡଷ୍ଟ୍ରି କୁ l ଦେଓମାଳୀ ଶିଖରରେ ଦକ୍ଷିଣ ଭାରତୀୟ ସିନେ ପ୍ରଯୋଜକ ରାଜା ମଉଲି l ଯାହା ଏବେ ଖୁବ୍ ଚର୍ଚ୍ଚାରେ । ପୁଣି ଥରେ ଆରମ୍ଭ ହେବାକୁ ଯାଉଛି ସାଉଥ ମୁଭି ପ୍ରସ୍ତୁତ ହେଉଛି ସୁଟିଂ ସେଟ l ୨୫…

ଗଞ୍ଜାମ ଜିଲାରେ ୬୩୮ କୋଟିରୁ ଅଧିକ ଟଙ୍କାର ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ

ଭୁବନେଶ୍ୱର : ଗଞ୍ଜାମ ଜିଲାରେ ୬୩୮ କୋଟିରୁ ଅଧିକ ଟଙ୍କାର ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ହୋଇଛି । ସେଥିମଧ୍ୟରୁ ୪୯୩ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିବା ବେଳେ ୧୪୫ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଉଦ୍‍ଘାଟିତ ହୋଇଛି। ଏଥିରେ ଅନେକ ଜଳଯୋଗାଣ ପ୍ରକଳ୍ପ,…

ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ ପ୍ରତିମୂର୍ତ୍ତି

ଭୁବନେଶ୍ୱର: ବିଜେପିର ଅଭିଯୋଗ ପରେ ଚେତିଲା ବିଜେଡି । ଶଙ୍ଖ ଭବନରେ ନିର୍ମାଣ ହେବ ବିଜୁଙ୍କ ପ୍ରତିମୂର୍ତ୍ତି । ସୂଚନା ଦେଲେ ବିଜେଡି ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ । ବିଜୁ ବାବୁଙ୍କର ଏକ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ ହେବା ନେଇ ଯୋଜନା ରହିଥିବା କହିଲେ । ବିଜୁ ଜୟନ୍ତୀରେ ଏହାକୁ…

କାହାଯୋଗୁ ରାଜା ଚକ୍ର ବଳିୟାନ ହୋଇଥିଲେ: ମମତା ଖୋଲି କହିଲେ

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି)କୁ ଭାରତୀୟ ଜନତା ପାର୍ଟି (ବିଜେପି) ସାଂସଦ ମମତା ମହାନ୍ତ ଘେରିଛନ୍ତି। କାହାଯୋଗୁ ରାଜା ଚକ୍ର ବଳିୟାନ ହୋଇଥିଲେ ସେ ସମ୍ପର୍କରେ ବିଜେପି ସାଂସଦ ମମତା ଖୋଲି କହିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ, ଏବେ ଇଓଡବ୍ଲୁ ସ୍କାନରରେ ଥିବା ରାଜା ଚକ୍ର ପ୍ରଣବ…

ମହିଳା ଦିବସ ୨୦୨୫: ମୋଦୀଙ୍କ ସୋସିଆଲ ମିଡିଆରେ ଭୁବନେଶ୍ଵର ଝିଅ ଏଲିନା ମିଶ୍ର

ନୂଆଦିଲ୍ଲୀ: ମାର୍ଚ୍ଚ ୮ ତାରିଖ, ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀଙ୍କ ସାମାଜିକ ଗଣମାଧ୍ୟମ ହ୍ୟାଣ୍ଡେଲକୁ ସଫଳ ମହିଳାମାନେ ପରିଚାଳନା କରିଛନ୍ତି । ଓଡ଼ିଆ ଆଣବିକ ବିଜ୍ଞାନୀ ଏଲିନା ମିଶ୍ରଙ୍କୁ ଏହି ସୌଭାଗ୍ୟ ମିଳିଛି । ପ୍ରଧାନମନ୍ତ୍ରୀଙ୍କ ଏକ୍ସ ହ୍ୟାଣ୍ଡେଲରେ ଏଲିନା…

ଢାବାରେ ମଟନ ସହ ଗୋ ମାଂସ ବିକ୍ରି ହେବା ଅଭିଯୋଗ, ଢ଼ାବାକୁ ସିଲ କଲା ଜିଲ୍ଲା ପ୍ରଶାସନ

ପୁରୀ : ପୁରୀରେ ଗୋ ମାଂସ ଚାଲାଣ ଭିଡିଓ ଭାଇରାଲ୍ ପ୍ରସଙ୍ଗରେ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରତିକ୍ରିୟା ଦେଇଛନ୍ତି । ଭୁବନେଶ୍ୱର -ପୁରୀ NH -216 ସାକ୍ଷୀଗୋପାଳ ନିକଟସ୍ଥ ଜୟା ଢ଼ାବାରେ ମଟନ ସହ ଗୋ ମାଂସ ବିକ୍ରି ହେବା ଅଭିଯୋଗ ପରେ ପୋଲିସର ତନାଘନା ଜାରି । ଢ଼ାବାକୁ ସିଲ…

୨୪ ବର୍ଷରେ ନବୀନ ସରକାର ସ୍ଲୋଗାନରେ ସୀମିତ ଥିଲା: ମୁଖ୍ୟମନ୍ତ୍ରୀ

ବ୍ରହ୍ମପୁର: ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ‘ସୁଭଦ୍ରା’ ଯୋଜନାର ୨ୟ କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗଞ୍ଜାମ ଜିଲା ବ୍ରହ୍ମପୁର ବିବେକ ବିହାରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ସୁଭଦ୍ରା ଟଙ୍କା ରିଲିଜ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଅବସରରେ ନିଜ…

ମାର୍ଚ୍ଚରେ ତାପମାତ୍ରା ୪୦ ଡିଗ୍ରି ଛୁଇଁବ: ୨ ସପ୍ତାହରେ ତାପମାତ୍ରା ୩ ରୁ ୪ ଡିଗ୍ରି ବୃଦ୍ଧି ପାଇବା ପୂର୍ବାନୁମାନ

ଭୁବନେଶ୍ୱର: ମାର୍ଚ୍ଚ ୯ ତାରିଖ ଠାରୁ ତାପମାତ୍ରା ୩ ରୁ ୪ ଡିଗ୍ରି ସେଲସିୟସ୍ ବୃଦ୍ଧି ପାଇବାର ସମ୍ଭାବନା ରହିଛି ବୋଲି ଆଇଏମଡି ପୂର୍ବାନୁମାନ କରିଛି। ପାଣିପାଗ ବିଶେଷଜ୍ଞମାନେ ଏହା ମଧ୍ୟ ସତର୍କ କରାଇ ଦେଇଛନ୍ତି ଯେ, ଆଗାମୀ ୨ ସପ୍ତାହ ମଧ୍ୟରେ ତାପମାତ୍ରା ବୃଦ୍ଧି ପାଇବାର ସମ୍ଭାବନା…