Browsing Category

ଓଡିଶା

ହିଞ୍ଜିଳି ବ୍ଲକ ସାହାପୁର ପଞ୍ଚାୟତକୁ ମିଳିଲା ଜାତୀୟ ପଞ୍ଚାୟତ ପୁରସ୍କାର

ହିଞ୍ଜିଳିକାଟୁ ୧୨!୧୨ ହିଞ୍ଜିଳିକାଟୁ ବ୍ଲକ୍ ଅନ୍ତର୍ଗତ ସାହାପୁର ଗ୍ରାମପଞ୍ଚାୟତକୁ ଭାରତ ସରକାରଙ୍କ କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟ ପଞ୍ଚାୟତ ପୁରସ୍କାର ମିଳିଛି। ଵୁଧବାର ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି

ପୂର୍ତ୍ତ ବିଭାଗ ନା ଗର୍ତ୍ତ ବିଭାଗ : ସଲଙ୍ଗାବାହାଳ ଠାରୁ ବିହାର ବୋର୍ଡର ରାସ୍ତାରେ ଭୂତ ଯିବାକୁ ବି ଭୟ କରିବ…!

ଠିକାଦାର ଓ ବାବୁ ଙ୍କ ମଧୁଚନ୍ଦ୍ରିକା ରେ କୋଟି କୋଟି ଟଙ୍କା ହଡପ. ନିମ୍ନ ମାନର କାର୍ଯ୍ୟରେ ଲୋକେ ହନ୍ତସନ୍ତ……ବୀରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲାର କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ରାଏବଗା ଥାନା ଅଧିନସ୍ଥ ସଲଙ୍ଗାବାହାଳ ଠାରୁ ବିହାର ବୋର୍ଡର ପର୍ଯ୍ୟନ୍ତ ନିମ୍ନମାନର ରାସ୍ତା

ସାମ୍ବାଦିକଙ୍କ ପେନସନ ସହ କାର୍ଯ୍ୟକାରୀ ହେଉ ସାମ୍ବାଦିକ ସୁରକ୍ଷା ଆଇନ

ଭୁବନେଶ୍ବର: ସାମ୍ବାଦିକଙ୍କୁ ମିଳିବା ଦରକାର ପେନସନ। ଏନେଇ ବ୍ୟବସ୍ଥା କରିବା ପାଇଁ ବିଜେଡି ବିଧାୟକ ଗୌତମ ବୁଦ୍ଧ ଦାସ ବିଧାନସଭାରେ ଦାବି ଉପସ୍ଥାପନ କରିଛନ୍ତି। ପାଖାପାଖି ୧୭ଟି ରାଜ୍ୟରେ ସାମ୍ବାଦିକମାନଙ୍କ ପେନସନ ବ୍ୟବସ୍ଥା ଥିଲେ ମଧ୍ୟ ଆମ ରାଜ୍ୟରେ ତାହା ନାହିଁ। ମୁଖ୍ୟମନ୍ତ୍ରୀ ମୋହନ

କରୋନାରେ ମୃତ କନଷ୍ଟେବଳଙ୍କ ପତ୍ନୀଙ୍କୁ ମିଳିବ ୫୦ ଲକ୍ଷ: ହାଇକୋର୍ଟ

କଟକ: ଡ୍ୟୁଟିରେ ଥାଇ କରୋନା ସଂକ୍ରମିତ ହେବା ସହିତ ପ୍ରାଣ ହରାଇଥିବା ପୁଲିସ କନଷ୍ଟେବଳଙ୍କ ବିଧବା ପତ୍ନୀଙ୍କୁ ୬ ମାସ ଭିତରେ ୫୦ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିତ ଆବେନକାରୀଙ୍କୁ ସ୍ବତନ୍ତ୍ର ପରିବାର ପେନସନ୍ ପ୍ରଦାନ

କ୍ଷମା ସହ ପ୍ରତ୍ୟର୍ପଣ ହେବେ ୭୮ ବାଂଲାଦେଶୀ

ପାରାଦୀପ: କୋଷ୍ଟଗାର୍ଡ ପକ୍ଷରୁ ୭୮ ଜଣ ବାଂଲାଦେଶୀଙ୍କୁ ଅଟକ ରଖିଥିବା ଘଟଣା । ଆଜି ପାରାଦୀପ ଥାନାରେ ଆସି ପହଁଚିଛନ୍ତି ସମସ୍ତ ବାଙ୍ଗଲାଦେଶୀ । ହେଲେ ସେମାନଙ୍କ ବିରୋଧରେ ହେବନି ମାମଲା ରୁଜୁ । ସେମାନଙ୍କୁ କ୍ଷମା ସହ ପ୍ରତ୍ୟର୍ପଣ କରାଇବ ଭରତୀୟ କୋଷ୍ଟଗାର୍ଡ । ଅନ୍ତର୍ଜାତୀୟ ସୀମାରେ

ପ୍ରେମିକାକୁ ୬ ଖଣ୍ଡ କରି ନଦୀରେ ଫିଙ୍ଗିଦେଲା ପ୍ରେମିକ

ରାଉରକେଲା: ପ୍ରେମ ଯେତିକି ସୁନ୍ଦର। ଏହାର ସଠିକ୍‌ ପରିଚାଳନା କରି ନଜାଣିଲେ ତାଠାରୁ ଅଧିକ ଅସୁନ୍ଦର ହୋଇଯାଏ। ଏପରିକି ହିଂସା ଦିଗକୁ ମଧ୍ୟ ଗତିକରିବାର ଯଥେଷ୍ଟ ସମ୍ଭାବନା ଥାଏ, ଯାହାକି ଆଜୀବନ ଦୁଇଟି ପରିବାରକୁ କନ୍ଦାଇ ଦେଇଥାଏ। ଇସ୍ପାତ ନଗର ରାଉରକେଲା ଅଞ୍ଚଳରେ ଏଭଳି ଏକ ନୃଶଂସ ପ୍ରେମ

ଡିସେମ୍ବର ୩୧ରେ ଛାତ୍ରଛାତ୍ରୀଙ୍କୁ ମିଳିବ ହାତ ଖର୍ଚ୍ଚ

ଭୁବନେଶ୍ବର: ଆସନ୍ତା ୩୧ ତାରିଖରେ ମିଳିବ ମାଧୋ ସିଂ ହାତ ଖର୍ଚ୍ଚ । ରାଜ୍ୟର ଅନୁସୂଚିତ ଜାତି (ଏସସି) ଓ ଅନୁସୂଚିତ ଜନଜାତି (ଏସଟି) ଛାତ୍ରଛାତ୍ରୀଙ୍କୁ ଡିସେମ୍ବର ଶେଷରେ ଏହି ହାତ ଖର୍ଚ୍ଚ ମିଳିବ । ଏନେଇ ବରଗଡ଼ ଘେଁସରେ ରାଜ୍ୟସ୍ତରୀୟ ଭାରତୀୟ ଭାଷା ଉତ୍ସବରେ ବଡ ଘୋଷଣା କରିଛନ୍ତି

ଧାନ କିଣା ପ୍ରକ୍ରିୟାରେ ବିଳମ୍ବ, ମୁଖ୍ୟ ଜିଲ୍ଲା ଯୋଗାଣ ଅଧିକାରୀଙ୍କୁ ତାଲା ପକାଇଛନ୍ତି ଚାଷୀ

ବରଗଡ଼: ଚାଲିଛି ହୋହାଲ୍ଲା, କଥା କଟାକଟି ଏହାରି ଭିତରେ ଅଫିସରେ ବସିଥିବା ଅଫିସରଙ୍କୁ ତାଲା ପକାଇଥିଲେ ଉତ୍ତେଜିତ ଚାଷୀ । ଆଉ ଏଭଳି ଦୃଶ୍ୟ ଦେଖିବାକୁ ମିଳିଥିଲା ବରଗଡ଼ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ । କାରଣ ଥିଲା ଧାନ ସଂଗ୍ରହ ରେ ବିଳମ୍ବ ଯୋଗୁଁ ଚାଷୀ

ବିଧାନସଭାରେ ଓ୍ବାଲଟିୟର ଝଡ, କେଭି କହିଲେ, ‘ଓଡିଶାରୁ ଇଞ୍ଚିଏ ବି ଯିବନି’

ଭୁବନେଶ୍ବର: ବିଧାନସଭାରେ ୱାଲଟିଅର ଝଡ । ସମାଲୋଚନା କଲେ ବିଜେଡି ବରିଷ୍ଠ ବିଧାୟକ ରଣେନ୍ଦ୍ର ପ୍ରତାପ, ସିଧା ସିଧା ଝାଡି ଦେଲେ ଉପମୁଖ୍ୟମନ୍ତ୍ରୀ । ଓ୍ବାଲଟିଅର ଡିଭିଜନକୁ ବିଶାଖାପାଟଣାରେ ମିଶାଇଦେବା ପ୍ରସଙ୍ଗକୁ ନେଇ କଡ଼ା ଜବାବ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ।

୧୬ଟି କାର୍ଯ୍ୟଦିବସ ଥାଇ ବିଧାନସଭା ମୁଲତବୀ, ଝୁଲିଲା ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍‌

ବିଧାନସଭାର ଶୀତ ଅଧିବେଶନକୁ ୧୬ଟି କାର୍ଯ୍ୟଦିବସ ଥାଇ ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହକୁ ମୁଲତବୀ କରିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ନଭେମ୍ବର ୨୬ତାରିଖରୁ ଆରମ୍ଭ ହୋଇଥିବା ବିଧାନସଭାର ଶୀତ ଅଧିବେଶନ ଡିସେମ୍ବର ୩୧ତାରିଖ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ରହିଥିଲା । କିନ୍ତୁ ଆଜି ପ୍ରାୟ