Browsing Category

ଓଡିଶା

ପାରାଦୀପ :୨ଟି ବୋଟ୍ ରୁ ୭୮ଜଣ ବାଂଲାଦେଶୀ ଅଟକ

ପାରାଦୀପ : ୨ଟି ବୋଟ୍ ରୁ ୭୮ଜଣ ବାଂଲାଦେଶୀ ଅଟକ। କୋଷ୍ଟଗାର୍ଡ କର୍ମଚାରୀମାନେ ସମସ୍ତଙ୍କୁ ଜାହାଜରେ ପାରାଦୀପ ଆଣୁଛନ୍ତି । ସମୁଦ୍ର ସୀମା ଉଲଙ୍ଘନ କରି ଭାରତକୁ ପଶି ଆସିଛନ୍ତି ଏହି ବାଂଲାଦେଶୀ ମତ୍ସ୍ୟଜୀବୀ। ସନ୍ଧ୍ୟା ସୁଦ୍ଧା ସେମାନଙ୍କର ୨ଟି ବୋଟ ସହିତ ୭୮ ଜଣ ମତ୍ସ୍ୟଜୀବୀଙ୍କୁ

ଆଜିଠୁ ଆନ୍ତର୍ଜାତିକ ବ୍ୟାଡମିଣ୍ଟନ: ମଇଦାନରେ ୨୯ ଦେଶର ୩୦୦ରୁ ଅଧିକ ଖେଳାଳି

କଟକ: ଆଜିଠୁ ଆରମ୍ଭ ହେବାକୁ ଯାଉଛି ବିଡବ୍ଲ୍ୟୁଏଫ୍‌ ସୁପର ୧୦୦ ଓଡ଼ିଶା ମାଷ୍ଟର୍ସ ଆନ୍ତର୍ଜାତିକ ବ୍ୟାଡମିଣ୍ଟନ ପ୍ରତିଯୋଗିତାର ୩ୟ ସଂସ୍କରଣ । କଟକର ଜବାହରଲାଲ୍‌ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍‌ରେ ଆଜି ଠାରୁ ଏହା ଅନୁଷ୍ଠିତ ହେବାକୁ ଥିବା ବେଳେ ଆସନ୍ତା ପର୍ଯ୍ୟନ୍ତ ଚାଲିବ ପ୍ରତିଯୋଗିତା ।

ଦାଦାନ ଖଟିବାକୁ ଯାଇ ଓମାନରେ ଓଡ଼ିଆ ଶ୍ରମିକ ମୃତ; ମୃତଦେହ ଆଣିବାକୁ ଉଦ୍ୟମ

ଭୁବନେଶ୍ବର: ବିଦେଶରେ ପୁଣି ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି।‌ ପେଟ ପାଳିବା ପାଇଁ ଓମାନ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ସେଠାରେ ଛାତ ଭୁଶୁଡ଼ି ପଡ଼ିବାରୁ ବିପିନ ବିହାରୀ ସ୍ବାଇଁଙ୍କ ମୃତ୍ୟୁ ହୋଇଛି। ତାଙ୍କର ମୃତଦେହ ଓଡ଼ିଶା ଆଣିବା ପାଇଁ ବିଜେପି

ବିରୋଧୀ ନେତାଙ୍କ ଟାର୍ଗେଟ, ଶାସକ ଦଳର ଜବାବ୍, ଗୃହ କାର୍ଯ୍ୟ ଅଚଳ

ଭୁବନେଶ୍ୱର: ଗତକାଲି ପରି ଆଜି ମଧ୍ୟ ୯ ମାସର ବକେୟା ଦରମା ଦାବି ସହ ଅନ୍ୟାନ୍ୟ ଦାବି ନେଇ ଗାନ୍ଧୀମାର୍ଗରେ ଗର୍ଜିଛନ୍ତି ମିଶନ ଶକ୍ତି ମହିଳା । ବକେୟା ଦରମାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିବା ସହ ବିକ୍ଷୋଭ ପଦର୍ଶନ କରିଛନ୍ତି ଅଲ ଓଡିଶା ଜିପିଏଲଫ ମିଶନ ଶକ୍ତି କର୍ମୀ ସଂଘ । ସେପଟେ ମିଶନ

୧୦ ବର୍ଷରେ ପ୍ରାଣ ହରାଇଛନ୍ତି ୮୫୭ ହାତୀ, ବିଦ୍ୟୁତ ଆଘାତରେ ଯାଇଛି ୧୪୯ ଜୀବନ

ଭୁବନେଶ୍ୱର : ରାଜ୍ୟରେ ବିଭିନ୍ନ କାରଣରୁ ବର୍ଷକୁ ବର୍ଷ ହାତୀଙ୍କ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ତଥ୍ୟ ଅନୁସାରେ, ୧୦ ବର୍ଷରେ ପ୍ରାଣ ହରାଇଲେଣି ୮୫୭ ହାତୀ । ସେଥିରୁ ୩୦୮

ମିଶନ ଶକ୍ତି ମହିଳାଙ୍କ ଧାରଣା: ପ୍ରଭାତୀ କହିଲେ,‘ କାହା କଥାରେ ପଡି ରାସ୍ତାରେ ଗଡ ନାହିଁ’

ଭୁବନେଶ୍ବର: ବକେୟା ଦରମା ପ୍ରସଙ୍ଗ ନେଇ ମିଶନ ଶକ୍ତି ମହିଳାଙ୍କ ଧାରଣାରେ ବିଜେଡି ନେତାଙ୍କ ସମର୍ଥନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡା । ଏନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମିଶନ ଶକ୍ତିର ମହିଳାଙ୍କୁ କେହି

ଜାନୁଆରୀରେ ଆରମ୍ଭ ହେବ ପକ୍ଷୀ ଗଣନା: ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ

ଭୁବନେଶ୍ୱର : ଆସନ୍ତା ଜାନୁଆରୀରେ ଆରମ୍ଭ ହେବ ପକ୍ଷୀ ଗଣନା । ଚିଲିକା ହ୍ରଦକୁ ଶୀତ ଋତୁରେ ସାଧାରଣତଃ ବିଦେଶାଗତ ପକ୍ଷୀ ଚିଲିକାର ଚାରିପଟେ ଥିବା ଜଳାଶୟ ମାନଙ୍କରେ ଦେଖାଯାଇଥାନ୍ତି । ଏହି ଜଳାଶୟକୁ ନଭେମ୍ବର ସୁଦ୍ଧା ଓଡିଶା ଆସିଛନ୍ତି ୪ ଲକ୍ଷ ୯୪ ହଜାର ୩୬୬ ସଂଖ୍ୟକ ବିଦେଶାଗତ

ଗିରଫ ହେଲେ କନିଷ୍ଠ କିରାଣୀ ଦେବଜାନୀ କର

ଭୁବନେଶ୍ବର: ଗିରଫ ହେଲେ କନିଷ୍ଠ କିରାଣୀ ଦେବଜାନୀ କର। ସୋମବାର ଲାଞ୍ଚ ନେଉଥିବା ସମୟରେ ରେଡ୍ ହ୍ୟାଣ୍ଡରେ ଧରିଥିଲା ଭିଜିଲାନ୍ସ। ଖଣ୍ଡଗିରି ସବରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣୀ ଦେବଜାନୀ କର ଲାଞ୍ଚ ନେଉଥିବା ସମୟରେ ମାଡିବସିଥିଲା ଭିଜିଲାନ୍ସ। ତାଙ୍କ କାର୍ଯ୍ୟାଳୟରୁ ୧୫ଲକ୍ଷ ୮ହଜାର

ସର୍ବଭାରତୀୟ ହକି ଚାମ୍ପିୟନସିପ-୨୦୨୫: ଖେଳାଳିଙ୍କ ସୁରକ୍ଷା ବ୍ୟବସ୍ଥା ଶୃଙ୍ଖଳିତ କରିବାକୁ ଡିଜିପିଙ୍କ ଗୁରୁତ୍ୱ

ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ମାସରେ ଓଡ଼ିଶା ପୋଲିସ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ ୭୩ତମ ସର୍ବଭାରତୀୟ ହକି ଚାମ୍ପିୟନସିପ- ୨୦୨୫ ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ଡିଜିପି ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ

ଗୁଇନ୍ଦା ବିଭାଗ ହାତରେ ମହିଳା ବ୍ରାଉନ ସୁଗାର ମାଫିଆ, ଘରୁ ବାହାରୁଛି ପୁଳାପୁଳା ଟଙ୍କା

ଭଦ୍ରକ: ଭଦ୍ରକରେ ମାତିଛନ୍ତି ମହିଳା ବ୍ରାଉନ ସୁଗାର ମାଫିଆ । ଖୁଲମଖୁଲା ବେପାର ଚାଲିଥିବାବେଳେ ସୂଚନା ପାଇ ମାଡି ବସିଲା ପୋଲିସ । ଏହି ଚଢ଼ାଉ ସମୟରେ ବ୍ରାଉନସୁଗାର ଜବତ ସହ ୨୫ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଜବତ କରିବା ସହ ଏଥିରେ ସମ୍ପୃକ୍ତ ଥିବା ମହିଳାକୁ ଅଟକ ରଖି ପଚରାଉଚରା ଆରମ୍ଭ କରିଛି