Browsing Category

ଓଡିଶା

ନର୍ସିଂ ଚାକିରି ଦେବା ନାଁରେ ଠକେଇ; ୨ ଭାଇ ଗିରଫ

କଟକ : ମେଡିକାଲରେ ନର୍ସିଂ ଚାକିରି କରାଇଦେବାକୁ କହି ଲୁଟି ନେଲେ ଲକ୍ଷାଧିକ ଟଙ୍କା। ଅଭିଯୋଗ ପରେ ଏବେ ପୁଲିସ କବଜାରେ ଦୁଇ ଅଭିଯୁକ୍ତ। କଟକ ମଙ୍ଗଳାବାଗ ଥାନା ପୁଲିସ ଏହି ଘଟଣାରେ ଦୁଇ ଦଲାଲଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଦୁଇଜଣ ଦୁଇ ଭାଇ ବୋଲି ଜଣାପଡ଼ିଛି। ଏମାନେ କଟକ ମଧୁପାଟଣା

ଗୁଣିଗାରେଡି ସନ୍ଦେହରେ ହତ୍ୟା: ଜଳୁଥିବା ଜୁଇରେ ଆଉ ଜଣଙ୍କୁ ଜାଳିଦେଲେ

କୋରାପୁଟ: ଆଜିର ସଭ୍ୟ ସମାଜରେ ବେଶୀ ଅସଭ୍ୟ ହେଉଛି ମଣିଷ। ଭୁଲିଯାଉଛି ମଣିଷପଣିଆ। ଗୁଣିଗାରେଡ଼ିର ବିଶ୍ଵାସ କରି ମଣିଷ ଘଟାଉଛି ନାରକିଅ କାଣ୍ଡ। ଏଭଳି ଏକ ବିଭତ୍ସ ଚିତ୍ର ଦେଖିବାକୁ ମିଳିଛି କୋରାପୁଟ ଜିଲ୍ଲାରେ । କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ଗାରିଡି ପଞ୍ଚାୟତ ଝାରାପା ଗାଁରେ ଆଜି

ରାଜ୍ୟସଭା ଉପନିର୍ବାଚନ: ପ୍ରାର୍ଥୀପତ୍ର ଦାଖଲ କଲେ ବିଜେପିର ସୁଜିତ କୁମାର

ଭୁବନେଶ୍ବର: ରାଜ୍ୟସଭା ଉପନିର୍ବାଚନ ଲାଗି ବିଜେପି ପ୍ରାର୍ଥୀ ଭାବେ ସୁଜିତ କୁମାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ନାମାଙ୍କନ ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ୩୦ଜଣ ବିଧାୟକ ଓ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଉପସ୍ଥିତ

ସରକାରୀ ବାସଭବନ ଛାଡୁନାହାଁନ୍ତି ୧୪ ପୂର୍ବତନ ବିଧାୟକ

ଭୁବନେଶ୍ୱର: ସରକାରୀ ବାସଭବନ ଛାଡୁନାହାଁନ୍ତି ପୂର୍ବତନ ବିଧାୟକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଓଡିଶା ବିଧାନସଭାରେ ପ୍ରଦାନ କରିଥିବା ତଥ୍ୟ ଅନୁଯାୟୀ ୧୪ ଜଣ ପୂର୍ବତନ ବିଧାୟକ ସରକାରୀ କ୍ୱାର୍ଟର୍ସ ଦଖଲ କରି ରଖିଛନ୍ତି। ବିଧାୟକ ମାନସ କୁମାର ଦତ୍ତଙ୍କ ଏକ ପ୍ରଶ୍ନର ଉତ୍ତରରେ

ରଣକ୍ଷେତ୍ର ପାଲଟିଲା କଲେଜ ପରିସର, କମେଣ୍ଟ ମାରିବାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ

କଟକ : ରଣକ୍ଷେତ୍ର ପାଲଟିଲା କଲେଜ ପରିସର । ବିଗିଡ଼ିଲା ଶୈକ୍ଷିକ ବାତାବରଣ । କୌଣସି କାରଣକୁ ନେଇ କଟକ ରାଜବଗିଚା ସ୍ଥିତ ସିଟି କଲେଜରେ ଏକ ନିର୍ଦ୍ଧିଷ୍ଟ ଗୋଷ୍ଠୀ କଲେଜରେ ପଢ଼ୁଥିବା ଯୁକ୍ତ ୨ ଛାତ୍ରଙ୍କୁ ମରଣାସ୍ତ୍ରରେ ଆକ୍ରମଣ କରିଥିବା ଅଭିଯୋଗ ଆଣିଛନ୍ତି ଛାତ୍ରଛାତ୍ରୀ । କିଛି

ଶିମିଳିପାଳରୁ ଯାଇ ଝାଡ଼ଖଣ୍ଡରେ ବୁଲୁଛି ବାଘୁଣୀ ‘ଜିନ୍ନତ’

ବାରିପଦା: ଶିମିଳିପାଳର ବାଘୁଣୀ ‘ଜିନ୍ନତ’ ଏବେ ଝାଡଖଣ୍ଡ ଜଙ୍ଗଲରେ ବୁଲୁଛି। ବାଘୁଣୀ ଜିନ୍ନତ ଝଡଖଣ୍ଡରେ ବୁଲୁଥିବା ନେଇ ସୂଚନା ଦେଇଛନ୍ତି ଆରସିସିଏଫ୍ ପ୍ରକାଶ ଚାନ୍ଦ ଗୋଗିନେନି। ଗତ ନଭେମ୍ବରରେ ମହାରାଷ୍ଟ୍ର ତଡ଼ବାରୁ ବାଘୁଣୀ ‘ଜିନତ’କୁ ଶିମିଳିପାଳ ଅଣାଯାଇଥିଲା। ଝାରଖଣ୍ଡ ଯାଇ ଏକ

‘୫ ବର୍ଷରେ ଅନଲାଇନ ଟ୍ରେଡିଂ ଠକେଇର ଶିକାର ହୋଇଛନ୍ତି ୫୯ ହଜାରରୁ ଅଧିକ ଲୋକ’

ଭୁବନେଶ୍ବର: ଅନଲାଇନ ଟ୍ରେଡିଂ ବର୍ତ୍ତମାନ ସମୟରେ ଠକେଇର ଏକ ପ୍ରମୁଖ ମାଧ୍ୟମ ପାଲଟିଛି । ଗତ ୫ ବର୍ଷ ମଧ୍ୟରେ ଅନଲାଇନ ଟ୍ରେଡିଂ ଠକେଇର ଶିକାର ହୋଇଛନ୍ତି ୫୯ ହଜାର ୪୩୭ ଲୋକ । ଆଜି ବିଧାନସଭାରେ ଏଭଳି ତଥ୍ୟ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗତ ୫ ବର୍ଷ ଭିତରେ କେତେ

୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଖଣ୍ଡଗିରି ସବ ରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣୀ

ଭୁବନେଶ୍ୱର : ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ । ଭୁବନେଶ୍ୱର ଖଣ୍ଡଗିରି ସବ ରେଜିଷ୍ଟ୍ରାର ଅଫିସର କନିଷ୍ଠ କିରାଣୀ ଦେବଜାନୀ କର। ଏକ ସବ ପ୍ଲଟ ରେଜିଷ୍ଟ୍ରେସନ କରାଇ ଦେବାକୁ ନେଉଥିଲେ ଲାଞ୍ଚ। ସବ ପ୍ଲଟର ବିକ୍ରୟ କବଲା ପାଇଁ ମାଗିଥିଲେ ୨୦ ହଜାର ଟଙ୍କା ।  ଲାଂଚ

ରାଜ୍ୟର ସବୁ ଜିଲ୍ଲାରେ ଖୋଲିବ ମେଡିକାଲ କଲେଜ: ମନ୍ତ୍ରୀ

ଭୁବନେଶ୍ବର: ଓଡିଶାର ୩୦ଟି ଜିଲ୍ଲାରେ ମେଡିକାଲ କଲେଜ ଖୋଲିବ । ଖୁବ ଶୀଘ୍ର ଡାକ୍ତର ପଦବୀ ପୂରଣ କରାଯିବ । ୫ ହଜାର ପଦବୀ ପୂରଣ ପାଇଁ ବିଜ୍ଞାପନ ବାହାରିବ । ଏହା ସହିତ ୩ ହଜାର ପାରା ମେଡିକାଲ ଷ୍ଟାଫ ପଦବୀ ମଧ୍ୟ ପୂରଣ କରାଯିବ ବୋଲି ଆଜି ବିଧାନସଭାରେ କହିଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ

ବିଧାନସଭାରେ ଦୁଇ କଂଗ୍ରେସ ବିଧାୟକ କଥା କଟାକଟି

ପଦାରେ ପଡିଲା କଂଗ୍ରେସ କନ୍ଦଳ। ପ୍ରଶ୍ନକାଳରେ ଦୁଇ ବରିଷ୍ଠ କଂଗ୍ରେସ ବିଧାୟକ କଥା କଟାକଟି। କଂଗ୍ରେସ ବିଧାୟକ ସିଏସ୍ ରାଜନ ଏକ୍କା ଏବଂ ଦାଶରଥୀ ଗମାଙ୍ଗଙ୍କ ମଧ୍ୟରେ କଥା କଟାକଟି ଦେଖିବାକୁ ମିଳିଥିଲା। ଏଭଳି ସ୍ଥିତି ଦେଖି ତାରାପ୍ରସାଦ ବାହିନୀପତି ଏବଂ ପବିତ୍ର ସଉଁତା ହସ୍ତକ୍ଷେପ