Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ବହୁ ଚର୍ଚ୍ଚିତ ଧୀର ସାମଲ ହତ୍ୟା ମାମଲା; ୫ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ
ବ୍ରହ୍ମପୁର: ଦୀର୍ଘ ୧୪ ବର୍ଷ ପରେ ବ୍ରହ୍ମପୁରର ବହୁ ଚର୍ଚ୍ଚିତ ଧୀର ସାମଲ ହତ୍ୟା ମାମଲାର ଆସିଲା ରାୟ । ୫ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି ଗଞ୍ଜାମ ଜିଲ୍ଲା ଓ ଦୌରାଜଜ୍ ରୂପଶ୍ରୀ ଚୌଧୁରୀ ।
ଉକ୍ତ ଅଭିଯୁକ୍ତମାନେ ହେଲେ କାଳିଆ ସେଠୀ, ପି.କୃଷ୍ଣଚନ୍ଦ୍ର ପାତ୍ର,!-->!-->!-->…
ରାଜଧାନୀରେ ସିବିଆଇ ରେଡ଼, ଟଙ୍କା ଓ ସୁନା ମିଳିବା ପରେ ADIPL ଅଫିସ ସିଲ କଲା ସିବିଆଇ
ଭୁବନେଶ୍ୱର : ରାଜଧାନୀରେ ସିବିଆଇ ରେଡ଼ । ADIPL ଅଫିସ ସିଲ କଲା ସିବିଆଇ । ଦିଲ୍ଲୀ ସିବିଆଇ ଟିମ୍ କରୁଛି ସର୍ଚ୍ଚ । ସର୍ଚ୍ଚ ରେ ମିଳିଛି ଅନେକ ଗୁରୁତ୍ତ୍ୱପୂର୍ଣ ତଥ୍ୟ।ଲକର ଖୋଲିବା ପରେ ସିବିଆଇ ହାତରେ ସାଙ୍ଘାତିକ ସୁରାକ । ଲକ୍ଷ ଲକ୍ଷ ଟଙ୍କା ଓ ସୁନା ମିଳିବା ପରେ ଦେବଦତ୍ତ ମହାପାତ୍ର!-->…
ବକେୟା ଦରମା ପାଇଁ ରାଜଧାନୀ ରାଜରାସ୍ତାରେ ହଜାର ହଜାର ମହିଳା
ଭୁବନେଶ୍ୱର: ଲୋୟର ପିଏମ୍ଜିରେ ଦରମା ଦାବିରେ ଗର୍ଜିଲେ ବିଭିନ୍ନ ସଂଗଠନ। ଏମବିକେ, ବ୍ୟାଙ୍କ ମିତ୍ର, କୃଷି ମିତ୍ର ଓ ପ୍ରାଣୀ ମିତ୍ର ସହ ବିଭିନ୍ନ ସଂଗଠନର ବିକ୍ଷୋଭ। ୯ ମାସର ବକେୟା ସହ ବିଭିନ୍ନ ଦାବିରେ ହଜାର ହଜାର ମହିଳା ଏକାଠି।
ବାରମ୍ବାର ଅଭିଯୋଗ ପରେ ବି ସରକାର କିଛି!-->!-->!-->…
ମାଲ୍ୟବନ୍ତ ମହୋତ୍ସବ ଉପଲକ୍ଷେ ବ୍ୟାଡମିଂଟନ ପ୍ରତିଯୋଗିତା
ମାଲକାନଗିରି,୭।୧୨ : ଆସନ୍ତା ୧୩ ତାରିଖ ଦିନ ଜିଲ୍ଲାସ୍ତରୀୟ ମାଲ୍ୟବନ୍ତ ମହୋତ୍ସବର ଶୁଭାରମ୍ଭ ହେବାକୁ ଥିବା ବେଳେ ଏହା ପୂର୍ୱରୁ ବିଭିନ୍ନ ପ୍ରତିଯୋଗିତା ଆରମ୍ଭ ହୋଇଛିା କୃତି ପ୍ରତିଯୋଗୀ ମାନଙ୍କୁ ମାଲ୍ୟବନ୍ତ ମହୋତ୍ସବ ମୁଖ୍ୟ ମଣ୍ଡପରେ ଅତିଥି ମାନଙ୍କ ଦ୍ୱାରା ମାନପତ୍ର ଓ ଟ୍ରଫି ପ୍ରଦାନ!-->…
କୋରୁକୋଣ୍ଡା ଏଫ୍.ସି.ଆଇ ଗୋଦାମ ସମ୍ମୁଖରେ ହତ୍ୟା ଘଟଣାରୁ ପର୍ଦ୍ଦା ଉଠାଇଲା ପୋଲିସ
ମାଲକାନଗିରି : ଜିଲ୍ଲା କୋରୁକୋଣ୍ଡା ବ୍ଲକ ସଦର ମହକୁମା ଏଫ୍.ସି.ଆଇ ଗୋଦାମ ସମ୍ମୁଖରେ ଗତ ଗୁରୁବାର ଦିନ ସକାଳେ ଜଣେ ମହିଳାଙ୍କ ମୃତ ଶରୀର ମିଳିଥିବା ଘଟଣାରେ ପୋଲିସ ତଦନ୍ତ କରି ଦୁଇଜଣଙ୍କୁ ଗିରଫ କରିଛନ୍ତିା ଏ ସମ୍ପର୍କରେ ଆଜି ମାଲକାନଗିରି ଏସ୍.ଡି.ପି.ଓ ସଚିନ ପଟେଲ ଏକ ସାମ୍ବାଦିକ!-->…
ନିର୍ମାଣଧିନ ସଭା ଗୃହ କାର୍ଯ୍ୟ ନିର୍ମାଣରେ ବିଳମ୍ବ : ଖତ ଖାଇବାକୁ ବସିଲାଣି ଅର୍ଦ୍ଧନିର୍ମିତ ଗୃହ
କନ୍ଧମାଳ : ରାଜ୍ୟ ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରି ବିଭିନ୍ନ ଯୋଜନା ମାଧ୍ୟମରେ ବିଭିନ୍ନ ପଞ୍ଚାୟତ ମୁଖ୍ୟାଳୟ ମାନଙ୍କ ରେ ପକ୍କା ଘର ନିର୍ମାଣ କରୁଛନ୍ତି। କିନ୍ତୁ ସରକାରଙ୍କ କିଛି ବେତନ ଭୋଗୀ ଅସାଧୁ ଯନ୍ତ୍ରୀଙ୍କ ଖାମଖିଆଲି ମନୋବୃତ୍ତି ପାଇଁ ଅନେକ!-->…
କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ୍ କୁଟ୍ଟେ
ଭୁବନେଶ୍ୱର: କେନ୍ଦ୍ରୀୟ ଡେପୁଟେସନରେ ଗଲେ ବିବାଦୀୟ ଆଇପିଏସ ଅଧିକାରୀ ଡି.ଏସ୍ କୁଟ୍ଟେ। ବିବାଦୀୟ ଆଇପିଏସ୍ ଆଶିଷ ସିଂ ପରେ ଏବେ କୁଟ୍ଟେଙ୍କୁ ମଧ୍ୟ କେନ୍ଦ୍ରୀୟ ଡେପୁଟେସନରେ ପଠାଯାଇଛି। ବିଏସ୍ଏଫ୍ ଆଇଜି ଭାବେ ସେ ଡେପୁଟେସନରେ ଯିବେ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ମୁଖ୍ୟ ସଚିବଙ୍କୁ!-->…
ପୁଲିସ କ୍ୟାମ୍ପ ଉପରେ ପୁଣି ନକ୍ସଲ ହମଲା; ୩ ଯବାନ ଆହତ
ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ପୁଣି ନକ୍ସଲ ପୁଲିସ କ୍ୟାମ୍ପ ଉପରେ ଆକ୍ରମଣ କରିଛନ୍ତି। ନକ୍ସଲ ଏବେ ଘାଇଲା ବାଘ ଭଳି ଜଂଗଲରେ ବୁଲୁଛନ୍ତି। ନିରୀହ ଗ୍ରାମବାସୀଙ୍କୁ ହତ୍ୟା କରିବା ସହ ପୁଲିସ ଉପରେ ଆକ୍ରମଣ କରି ନିଜର ପାରିବା ପଣିଆ ଜାହିର କରୁଛନ୍ତି।
ପୁଲିସ!-->!-->!-->…
ଡ୍ରେନ୍ କାମ ବେଳେ ଜଣେ ଶ୍ରମିକ ମୃତ, ୨ ଗୁରୁତର
କଟକ: ଡ୍ରେନ୍ କାମବେଳେ ଅଘଟଣ। ପୁଣି କଟକରେ ଡ୍ରେନରେ ଯାଇଛି ଜୀବନ। କଟକରେ ଡ୍ରେନ କାମ ସମୟରେ ଜଣେ ଶ୍ରମିକ ମୃତ, ଜଣେ ଗୁରୁତର। କଟକର ବିଡ଼ାନାସୀ ଛକରେ ସିଏମସିର ଡ୍ରେନ୍ କାମବେଳେ ଏହି ଅଘଟଣ ଘଟିଛି। ସିଏମସିର ଡ୍ରେନ୍ କାମବେଳେ ପାଖରେ ଥିବା କାନ୍ଥ ଭୁଶୁଡ଼ିବାରୁ ଏହି ଦୁଇ ଶ୍ରମିକ ଚାପି!-->…
ଥାନାରେ ପୁଲିସ-ଜନତା ମୁହାଁମୁହିଁ
ବଲାଙ୍ଗିର ଜିଲ୍ଲା ତୁଷୁରା ଥାନାରେ ପୁଲିସ ଓ ପବ୍ଲିକ ମଧ୍ୟରେ ମୁହାଁମୁହିଁ ଏବଂ ଧସ୍ତାଧସ୍ତି ହୋଇଛି। ସେଠାରେ ସ୍ଥିତି ଏବେ ବି ଉତ୍ତେଜନାପୂର୍ଣ୍ଣ ରହିଛି। ପୂର୍ବରୁ ଗୋଦାମପଡ଼ା ଓ ପତିତପାବନପଡ଼ା ଗାଁ ମଧ୍ୟରେ ସଂଘର୍ଷ ହୋଇଥିଲା। ତେବେ ଏହି ଘଟଣାରେ ପୁଲିସ କୌଣସି!-->…