Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
କୋରକୋଣ୍ଡାରେ ବୃଦ୍ଧାଙ୍କୁ ହତ୍ୟା ପୂର୍ବରୁ ଦୁଷ୍କର୍ମ କରିଥିଲେ ଅଭିଯୁକ୍ତ: ପୁଲିସ
ମାଲକାନଗିରି: କୋରକୋଣ୍ଡା ଠାରେ ଗତ ୫ ତାରିଖ ଦିନ ଜଣେ ବୃଦ୍ଧା ମହିଳାଙ୍କ ଶବ ପଞ୍ଚାୟତ ଷ୍ଟୋର ରୁମ ପାଖରେ ମିଳିଥିଲା। ଏନେଇ କୋରକୋଣ୍ଡା ପୁଲିସ ଘଟଣାର ତଦନ୍ତ କରୁଥିଲା। ବୃଦ୍ଧାଙ୍କୁ ହତ୍ୟା କରାଯାଇଥିବା ସଂଦେହ ଘନୁଭୂତ ହୋଇଥିଲା। ପରେ ପୁଲିସ ସ୍ଥାନୀୟ ଦୁଇ ଯୁବକଙ୍କୁ ଜେରା କରିବା ପରେ!-->…
ପ୍ରୟାଗରାଜ ମହାକୁମ୍ଭକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ
ଆସନ୍ତା ବର୍ଷ ପ୍ରୟାଗରାଜରେ ଅନୁଷ୍ଠିତ ହେବାକୁ ଯାଉଥିବା ମହାକୁମ୍ଭ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ନିମନ୍ତ୍ରଣ ପଠାଇଛନ୍ତି ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ।
ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ସେଠାକାର ଶ୍ରମ ଓ ନିୟୋଜନ ମନ୍ତ୍ରୀ ଅନୀଲ ରାଜଭର!-->!-->!-->…
ରେଭେନ୍ସା ବିଶ୍ବବିଦ୍ୟାଳୟରେ ଛାତ୍ରଙ୍କୁ ମରଣାନ୍ତକ ଆକ୍ରମଣ, ଜଣେ ଗିରଫ
କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟରେ ଯୁକ୍ତ ୩ ଛାତ୍ରଙ୍କୁ ମାଡ ମାରି ଲହୁ ଲୁହାଣ କରିଦେଇଥିବା ଅଭିଯୋଗ ହୋଇଛି । ଆକ୍ରମଣରେ ଲହୁ ଲୁହାଣ ହୋଇଥିବା ଛାତ୍ର ଜଣକ ହେଲେ ପ୍ରଭାସ ରଞ୍ଜନ ମହାନ୍ତି । କୁହାଯାଉଛି ବିଜୁ ଜନତା ଦଳର ନେତା ଏକ୍ରାମ ଖାନ ଓରଫ ବବି ଓ ତାଙ୍କ ସାଙ୍ଗ ମାନେ କୌଣସି କାରମଣରୁ!-->…
୨ କେଜି ବ୍ରାଉନସୁଗାର ଜବତ, ଜଣେ ଗିରଫ
ବାଲେଶ୍ବର : ବାଲେଶ୍ବର ସହର ଅରଡ଼ବଜାରରୁ ୨କେଜି ଓଜନର ବ୍ରାଉନସୁଗାର ଜବତ କରିଛି ଅବକାରୀ ବିଭାଗ । ବ୍ରାଉନସୁଗର ବ୍ୟବସାୟ କରୁଥିବା ଅଭିଯୋଗରେ ଅମଜାଦ ଖାଁକୁ ଅବକାରୀ ବିଭାଗ ଗିରଫ କରିଥିବାବେଳେ, ସବିର ଖାଁ ଫେରାର୍ ହୋଇଯାଇଛି । ଗତକାଲି ଅମଜାଦ ଓ ସବିର ମଧ୍ୟପ୍ରଦେଶରୁ!-->…
କାର୍ଯ୍ୟରତ ମଧ୍ୟାହ୍ନଭୋଜନ ପାଚିକାଙ୍କ ପାଇଁ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
ଭୁବନେଶ୍ୱର: ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାର ସଦସ୍ୟଙ୍କୁ ମୃତ୍ୟୁକାଳୀନ ସହାୟତା ବାବଦକୁ ୧ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନରେ ଏହି ସହାୟତା ମିଳିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି!-->…
ଜଗତପୁର ଶିଳ୍ପାଞ୍ଚଳରୁ ବନ୍ଧୁକ ଜବତ, ଯୁବକ, ଗିରଫ
କଟକ : କଟକ ଜଗତପୁର ଶିଳ୍ପାଞ୍ଚଳରୁ ବନ୍ଧୁକ ଜବତ ହୋଇଛି । ଜଣେ ଯୁବକ ଠାରୁ ଦେଶୀ ବନ୍ଧୁକ ଜବତ କରିଛି ଜଗତପୁର ଥାନା ପୋଲିସ । ଏଥି ସହ ଏକ ବୁଲେଟ ଓ ଏକ ଫୋନ ମଧ୍ୟ ଜବତ୍ କରିଛି ପୋଲିସ । ବନ୍ଧୁକ ରଖିବା ଅଭିଯୋଗରେ ପୁରୀ ଜିଲ୍ଲା ଡେଲାଙ୍ଗ ଥାନା ଅଞ୍ଚଳର ଚନ୍ଦନ ବେଶ କୁମାର ସାହୁ ଗିରଫ!-->…
ଚାଷୀଙ୍କ ଖାତାକୁ ଗଲା ୮୦୦ ଟଙ୍କା ଇନପୁଟ୍ ସହାୟତା
ବରଗଡ଼: ଚାଷୀଙ୍କ ଖାତାକୁ ଗଲା ଇନପୁଟ୍ ସହାୟତା । ୮୦୦ ଟଙ୍କାର ଇନ୍ପୁଟ ସହାୟତା ଦେଲେ ରାଜ୍ୟ ସରକାର । ବରଗଡ ସୋହେଲାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କେନ୍ଦ୍ର ସରକାରଙ୍କ ୨୩୦୦ ଏମଏସପି ସହ ୮୦୦ଟଙ୍କାର ଇନପୁଟ୍ ସହାୟତା!-->…
ବ୍ରିଜ ଆଣ୍ଡ ରୁଫ କୋ ଲିମିଟେଡ଼ରେ ସିବିଆଇ ଚଢ଼ାଉ ମାମଲା, ତିନି ଗିରଫ
ଭୁବନେଶ୍ବର : ଭୁବନେଶ୍ବର ରାମ ମନ୍ଦିର ପାଖରେ ଥିବା ବ୍ରିଜ ଆଣ୍ଡ ରୁଫ କୋ . ଲିମିଟେଡ଼ରେ ସିବିଆଇ ଚଢ଼ାଉ ମାମଲାରେ ତିନି ଜଣ ଗିରଫ । ଆଦିତ୍ୟ ଦେବ ଇନଫ୍ରା ପ୍ରା. ଲିଃର ଏମଡି ଦେବଦତ୍ତ ମହାପାତ୍ରଙ୍କ ସହ ୩ ଜଣଙ୍କୁ ଗିରଫ କରିଛି ସିବିଆଇ । ଅନ୍ୟ ଦୁଇ ଜଣ ହେଲେ ବ୍ରିଜ ଆଣ୍ଡ ରୁଫ୍ ର!-->…
ଓଏଏସ ଅଫିସରଙ୍କୁ ସରକାରଙ୍କ ବଡ଼ା ଚେତାବନୀ
ଭୁବନେଶ୍ୱର: ଓଏଏସ ଅଧିକାରୀଙ୍କୁ ପାଇଁ ଶକ୍ତ ହେଲେ ରାଜ୍ୟ ସରକାର । ଯେଉଁ ଓଏଏସ ଅଧିକାରୀଙ୍କୁ ବଦଳି କରାଯାଉଛି ସେମାନେ ନୂଆ ସ୍ଥାନରେ ଯୋଗ ଦେଉ ନ ଥିବାରୁ ତାଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ।
ଆସନ୍ତା ୧୦ ତାରିଖ ମଧ୍ୟରେ ଯଦି ବଦଳିହୋଇଥିବା ତଥା ନୂଆ ଦାୟିତ୍ବ ମିଳିଥିବା!-->!-->!-->…
କେନ୍ଦ୍ର ମନ୍ତ୍ରୀରୁ ମଡେଲ୍, ଫ୍ୟାଶନ ଶୋ’ରେ ସିନ୍ଧିଆଙ୍କ ଜଲଓ୍ୱା
କେନ୍ଦ୍ର ମନ୍ତ୍ରୀରୁ ମଡେଲ୍। ଫ୍ୟାଶନ ଶୋ'ରେ ଭାଗ ନେଲେ ମୋଦି ସରକାରଙ୍କ ମନ୍ତ୍ରୀ। ରାମ୍ପ ଓ୍ୱକ୍ରେ ଜଲଓ୍ୱା ଦେଖାଇଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ। ତାଙ୍କ ସହ ରାଜ୍ୟ ମନ୍ତ୍ରୀ ସୁକାନ୍ତ ମଜୁମ୍ଦାର ମଧ୍ୟ ରାମ୍ପ ଓ୍ୱକ୍ କଲେ। ଦିଲ୍ଲୀର ଭାରତ ମଣ୍ଡପମ୍ରେ ଆୟୋଜିତ ଚାଲିଥିବା ଅଷ୍ଟଲକ୍ଷ୍ମୀ!-->…