Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ଆସନ୍ତା ୧୦ରେ ଛତିଶାନିଯୋଗ ବୈଠକ, ମକର ସଂକ୍ରାନ୍ତି ନୀତିନିର୍ଘଣ୍ଟ ନେଇ ହେବ ଆଲୋଚନା
ଆସନ୍ତା ୧୦ ତାରିଖରେ ଛତିଶାନିଯୋଗର ଗୁରୁତ୍ୱପୂର୍ଣ୍ଣ ବୈଠକ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ଅଧକ୍ଷତାରେ ବସିବ ଏହି ବୈଠକ । ବୈଠକରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦିଗ ଉପରେ ଆଲୋଚନା ହେବ । ୧୬ ତାରିଖ ଠାରୁ ଆରମ୍ଭ ହେବାକୁଥିବା ଶ୍ରୀଜୀଉଙ୍କ ପହିଲିଭୋଗ ନୀତିନିର୍ଘଣ୍ଟ ଉପରେ!-->…
୧୬ରୁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ, ପ୍ରଥମେ ବାହାର ପରେ ଭିତର କାମ ହେବ
ପୁରୀ: ଆସନ୍ତା ୧୬ରୁ ରତ୍ନଭଣ୍ଡାର ମରାମତି ପାଇଁ ଦିନ ଧାର୍ଯ୍ୟ । ଦିନ ଧାର୍ଯ୍ୟ ନେଇ ଏଏସଆଇ ଅଧୀକ୍ଷକଙ୍କ ପକ୍ଷରୁ ସୂଚନା । ଏନେଇ ନୀତି ସବ୍ କମିଟି ବୈଠକରେ ଅଧିକ ନିଷ୍ପତ୍ତି ନିଆଯିବ । ୧୬ରୁ କାମ ଆରମ୍ଭ କରିବା ନେଇ ଦିନ ଧାର୍ଯ୍ୟ କରାଯାଇଛି । ମରାମତି ପାଇଁ ଦୈନିକ ୫ରୁ ୬ ଘଣ୍ଟା ସମୟ!-->…
ରାଜ୍ୟରେ ସ୍ଥାପନ ହେବ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ
ଭୁବନେଶ୍ବର ୭।୧୨: ଓଡିଶାରେ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରୀୟ ଆର୍ଥିକ ବ୍ୟାପାର କ୍ୟାବିନେଟ କମିଟି ମଞ୍ଜୁରୀ ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି!-->!-->!-->…
ଉପବାସରେ ମହାପ୍ରଭୁ ଲିଙ୍ଗରାଜ
ଭୁବନେଶ୍ବର : ଉପବାସରେ ମହାପ୍ରଭୁ ଲିଙ୍ଗରାଜ। ପୂଜାପଣ୍ଡା ନିଯୋଗ ଓ ବଡୁ ନିଯୋଗ ମଧ୍ୟରେ ମହାପ୍ରଭୁଙ୍କ ଅଧିବାସ ପୂଜାକୁ ନେଇ ମତ ପାର୍ଥକ୍ୟ ପାଇଁ ବନ୍ଦ ରହିଛି ସମସ୍ତ ନୀତିକନ୍ତି। ଅଭଡ଼ା ନପାଇ ନିରାଶ ହୋଇଛନ୍ତି ଶ୍ରଦ୍ଧାଳୁ। ଆଜି ସକାଳୁ ମଙ୍ଗଳ ଆଳତିଠାରୁ ବନ୍ଦ ରହିଛି ମହାପ୍ରଭୁଙ୍କର!-->…
ଓଡ଼ିଶାରେ ମଦ ବିକ୍ରି ବଢିଛି
ଭୁବନେଶ୍ବର : ଓଡ଼ିଶାରେ ମଦ ବିକ୍ରି ବଢିଛି। ଅବକାରୀ ରାଜସ୍ୱ ଆୟ ମଧ୍ୟ ବଢ଼ି ଚାଲିଛି। ବିଦେଶୀ ହେଉ କି ଦେଶୀ ରାଜ୍ୟରେ ପ୍ରତିବର୍ଷ ଢକ ଢକ କରି ପିଇ ଯାଉଛନ୍ତି ଲକ୍ଷ ଲକ୍ଷ ଲିଟର ମଦ। ଚଳିତବର୍ଷ ଲୋକେ ପିଇଛନ୍ତି ୧୫ କୋଟି ୩୫ ଲକ୍ଷ ୭୨ ବଲକ୍ ଲିଟର ବିୟର।ଆଜି ବିଧାନସଭାରେ ବିଧାୟକ ପ୍ରଶାନ୍ତ!-->…
କନ୍ଧମାଳ ଜିଲ୍ଲାକୁ ଯକ୍ଷ୍ମାମୁକ୍ତ କରିବାକୁ ଜିଲ୍ଲା ସ୍ବାସ୍ଥ୍ୟ ସମିତିର ସାମ୍ବାଦିକ ସମ୍ମିଳନୀ
ଫୁଲବାଣୀ : ୧୦୦ ଦିନ ବ୍ୟାପି ସଘନ ଯକ୍ଷ୍ମା ନିରାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ ଅବସରରେ ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ତା. ସନ୍ତୋଷ କୁମାର ପାଢୀଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ!-->!-->!-->…
ବସ ଓ ମୋଟର ସାଇକେଲ ମୁହାଁମୁହିଁ, ୩ ମୃତ
ମାଲକାନଗିରି, ୭।୧୨ : ମାଲକାନଗିରି ଜିଲ୍ଲାରେ ଏକ ଦୁର୍ଘଟଣାରେ ୩ ଜଣ ମୋଟର ସାଇକେଲ ଆରୋହିଙ୍କ ମୃତ୍ୟୁ ଘଟିଛି। ମୃତକ ମାନେ ମାଲକାନଗିରି ଥାନା ଅନ୍ତର୍ଗତ ଏମଭି ୮୬ ଗ୍ରାମର ଗୁଡୁ ବିଶ୍ବାସ, ପ୍ରତାପ ବିଶ୍ବାସ, କରନ ସେନ ବୋଲି ଜଣା ପଡିଛି। ସୂଚନା ଅନୁଯାୟୀ ଏକ ଓଏସଆରଟିସି ବସ ମାଲକାନଗିରିରୁ!-->…
ମଧ୍ୟାହ୍ନ ଭୋଜନ ଖାଇ ୯୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ
ଭୁବନେଶ୍ବର : ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇବା ପରେ ଆଜି ୯୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ରାଜ୍ୟର ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ଘଟିଛି ଏହି ଘଟଣା। ଗୋଟିଏ କନ୍ଧମାଳ ଓ ଅନ୍ୟଟି ବଲାଙ୍ଗିର ଜିଲ୍ଲାରେ!-->…
ଆସନ୍ତାକାଲି ଚାଷୀଙ୍କୁ ୮୦୦ ଟଙ୍କାର ଇନପୁଟ୍ ସବସିଡି ଦେବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ଅପେକ୍ଷାର ଅନ୍ତ। ଚାଷୀ ପାଇବେ ୮ ଶହ ଟଙ୍କାର ଇନପୁଟ୍ ସବସିଡି। ଆସନ୍ତାକାଲି ଚାଷୀଙ୍କୁ ଧାନର ଇନପୁଟ ସହାୟତା ରାଶି ବଣ୍ଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ବରଗଡ଼ ସୋହେଲାର ଇଚ୍ଛାପାଲି ପଡ଼ିଆରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ୮ଶହ ଟଙ୍କାର ଇନପୁଟ୍ ସବସିଡି!-->…
କଟକରେ ପ୍ରତିଷ୍ଠା ହେବ ତାରକସି ସାଧାରଣ ସୁବିଧା କେନ୍ଦ୍ର
କଟକ : କଟକରେ ଖୁବଶୀଘ୍ର ପ୍ରତିଷ୍ଠା ହେବ ଫିଲିଗ୍ରୀ ତାରକସି ସାଧାରଣ ସୁବିଧା କେନ୍ଦ୍ର (କମନ ଫେଶିଲିଟି ସେଣ୍ଟର)। ଏଥିପାଇଁ କଟକ ଜିଲ୍ଲା ପ୍ରଶାସନ ଓ ଆଇଆଇଟି ଭୁବନେଶ୍ଵର ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି। ଏହି ସିଏଫସି ପାଇଁ କଟକ ଜିଲ୍ଲା ପ୍ରଶାସନ ଜାଗା ଚିହ୍ନଟ କରିଥିବା ବେଳେ!-->…