Browsing Category

ଓଡିଶା

ସିଏଜି ଖୋଲିଲେ ଗୁମର: ମହାନଗରବାସୀଙ୍କୁ ବାଂଟିଛନ୍ତି ଦୂଷିତ ଜଳ ଓ ରୋଗ, ହଜାର ହଜାର କୋଟି ଅପବ୍ୟୟ

ଭୁବନେଶ୍ବର : ସ୍ମାର୍ଟସିଟି ରାଜଧାନୀ ଭୁବନେଶ୍ୱରବାସୀଙ୍କୁ କୁଆଖାଇ ନଦୀରୁ ଅତ୍ୟନ୍ତ ଦୂଷିତ ଜଳ ଯୋଗାଣ କରାଯାଉଛି । ଏହି ଜଳ ଅତ୍ୟନ୍ତ ଦୂଷିତ ବୋଲି ରାଜ୍ୟ ପରିବେଶ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ବି କହିଲେ। ତଥାପି ସରକାର ଫାଙ୍କିଦେଲେ। ଖାଲି ସେତିକି ନୁହେଁ ରାଜ୍ୟର ଭୁବନେଶ୍ୱର ସମେତ ଅନ୍ୟ

ଶ୍ରମିକମାନଙ୍କ ତ୍ୟାଗ ଓ ବଳିଦାନକୁ ସମ୍ମାନ ଜଣାଉଛି ବିଜେଡି- ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ବର : ଶ୍ରମିକଙ୍କ ଉନ୍ନତି ପାଇଁ ବିଜୁ ବାବୁଙ୍କ ଠାରୁ ଆରମ୍ଭ କରି ବିଜେଡି ସରକାର ସର୍ବଦା କାମ କରୁଥିଲା। ଶ୍ରମିକମାନଙ୍କ ହକ୍‌ ପାଇଁ ଲଢେଇ କରିବ ବିଜୁ ଜନତା ଦଳ। ଶ୍ରମିକମାନଙ୍କ ତ୍ୟାଗ ଓ ବଳିଦାନକୁ ସମ୍ମାନ ଜଣାଉଛି ବିଜେଡି। ଶନିବାର ବିଜୁ ଶ୍ରମିକ ସାମୁଖ୍ୟ ପରିବର୍ଦ୍ଧିତ

ରାଇରଙ୍ଗପୁରଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ରାଷ୍ଟ୍ରପତି

ବାରିପଦା : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ରାଇରଙ୍ଗପୁରଠାରେ ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁଢ଼ାମରା-ଚାକୁଲିଆ ଏବଂ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳ ଲାଇନ ସମେତ ଆଦିବାସୀ ଗବେଷଣା ଏବଂ ବିକାଶ କେନ୍ଦ୍ର, ଦାଣ୍ଡବୋସ ବିମାନ ବନ୍ଦର; ଏବଂ ରାଇରଙ୍ଗପୁର ସବ୍-ଡିଭିଜନାଲ ହସ୍ପିଟାଲର

କଟକ ରେଳଷ୍ଟେସନର ଦ୍ଵିତୀୟ ପ୍ରବେଶ ଦ୍ୱାର ଉଦଘାଟନ କଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

ପୁରୀ : ନବକଳେବର ଦିଗରେ ଆଉ ପାଦେ ଆଗେଇଲା କଟକ ରେଳ ଷ୍ଟେସନ। କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି କଟକ ରେଳ ଷ୍ଟେସନ ପୂର୍ବପାର୍ଶ୍ୱ ପ୍ରବେଶ ପଥକୁ ଉଦଘାଟନ କରିଛନ୍ତି। ପୂର୍ବପାର୍ଶ୍ୱ ଷ୍ଟେସନ ଭବନ ଦେଇ ଯାତ୍ରୀମାନେ ସିଧା ସଳଖ ଜାତୀୟ ରାଜପଥକୁ ବାହାରି ପାରିବେ। ଯାହା ଦ୍ୱାରା

୩ ବର୍ଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଭକ୍ତ ଦେଇଛନ୍ତି ୧୧୩ କୋଟି

ଭୁବନେଶ୍ବର : ଗତ ୩ ବର୍ଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଭକ୍ତ ଦେଇଛନ୍ତି ୧୧୩ କୋଟି ଦାନ। ଶ୍ରୀମନ୍ଦିରରେ ଜଗନ୍ନାଥଙ୍କ ହୁଣ୍ଡି ଓ ବିଭିନ୍ନ ସୂତ୍ରରୁ କେତେ ଟଙ୍କା ଆଦାୟ ହୋଇଛି? ସେନେଇ ଆସିଥିବା ପ୍ରଶ୍ନରେ ଆଇନ୍‌ମନ୍ତ୍ରୀ ବିଧାନସଭାରେ ଦେଇଛନ୍ତି ଏହି ତଥ୍ୟ।ବିଧାୟକ ସନାତନ ମହାକୁଡଙ୍କ

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ ଆଶିଷ ସିଂ

ଭୁବନେଶ୍ବର : କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇପିଏସ ଆଶିଷ ସିଂ। ଇଣ୍ଡୋ-ତିଦ୍ଦତିଆନ ବର୍ଡର ପୁଲିସ ଫୋର୍ସ ବା ଆଇଟିବିପି ଆଇଜି ଭାବେ ଆଶିଷଙ୍କୁ ନିଯୁକ୍ତି ମିଳିଛି। ୫ ବର୍ଷ କିମ୍ବା ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସେ ଏହି ଦାୟିତ୍ୱରେ ରହିବେ। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ତରଫରୁ ଏନେଇ

ଆମ ସାହସୀ ସୈନିକଙ୍କ ବୀରତା, ସଂକଳ୍ପ ଓ ବଳିଦାନକୁ ପ୍ରଣାମ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଆଜି ସଶସ୍ତ୍ର ବାହିନୀ ପତାକା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ଏହା ଆମର ସାହସୀ ସୈନିକମାନଙ୍କ ବୀରତ୍ୱ, ସଂକଳ୍ପ ଏବଂ ବଳିଦାନକୁ ସ୍ମରଣ କରିବାର ସମୟ। ସଶସ୍ତ୍ର ବାହିନୀ ପତାକା ଦିବସ ପାଣ୍ଠିରେ ଯୋଗଦାନ କରିବାକୁ ସେ ସମସ୍ତଙ୍କୁ ଅନୁରୋଧ

ପୂର୍ବ ସରକାରରେ ବିକ୍ରି ହୋଇଥିଲା ASO ଚାକିରି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ପୂର୍ବ ସରକାରରେ ବିକ୍ରି ହୋଇଥିଲା ASO ଚାକିରି। ୨୫ରୁ ୩୦ ଲକ୍ଷରେ ବିକ୍ରି ହେଉଥିଲା ASO ଚାକିରି। ଆଜି ବିଧାନସଭାରେ ଓଡ଼ିଶା ସାର୍ବଜନୀନ ପରୀକ୍ଷା ବିଲ୍‌ ଆଗତ କରି ଏଭଳି ସାଂଘାତିିକ ବୟାନ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର

ନବୀନ ଶାସନରେ ଏମଓୟୁ ସ୍ୱାକ୍ଷର କରି ପ୍ରକଳ୍ପରୁ ଓହରି ଯାଇଛନ୍ତି ୧୩ ବୃହତ୍ ଶିଳ୍ପ କମ୍ପାନୀ

ଭୁବନେଶ୍ବର : ନବୀନ ପଟ୍ଟନାୟକ ଶାସନକାଳରେ ଓଡ଼ିଶାରେ ପ୍ରକଳ୍ପ ନକରି ଓହରି ଯାଇଛନ୍ତି ୧୩ଟି ପ୍ରମୁଖ ଶିଳ୍ପ କମ୍ପାନୀ । ଏହି କମ୍ପାନୀଗୁଡ଼ିକ ପ୍ରକଳ୍ପ ସ୍ଥାପନ ପାଇଁ ଏମଓୟୁ ସ୍ୱାକ୍ଷର କରିଥିଲେ ମଧ୍ୟ ବିଭିନ୍ନ କାରଣରୁ ଓହରି ଯାଇଥିଲେ । ଆଜି ବିଧାନସଭାରେ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର