Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ସଂସ୍କୃତି ଭବନଠାରେ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୪ ପାଳିତ
ମାଲକାନଗିରି : ଜିଲ୍ଲା ସଦର ମହକୁମା ସ୍ଥିତ ସଂସ୍କୃତି ଭବନ ଠାରେ ଜ଼ିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସାଶକ୍ତିକରଣ ବିଭାଗ ତରଫରୁ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ୨୦୨୪ ଅତି ଆଡମ୍ବର ଭାବରେ ପାଳନ କରାଯାଇଅଛି। ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜ଼ିଲ୍ଲାପାଳ ଶ୍ରୀ!-->…
ଭୁବନେଶ୍ୱରରେ ପହଁଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ଆଜି ଠାରୁ ଆରମ୍ଭ ହୋଇଯାଇଛି । ମହାମହିମ ରାଷ୍ଟ୍ରପତି ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଦିନ ସାଢ଼େ ୪ଟାରେ ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି ।
!-->!-->!-->…
ଓଡ଼ିଶାରେ ରେଳ ବିକାଶ ପାଇଁ ୭୩,୭୨୩ କୋଟି ମଞ୍ଜୁର
ଓଡ଼ିଶାରେ ରେଳ ବିକାଶ ପାଇଁ ୭୩,୭୨୩ କୋଟି ଟଙ୍କା ମଞ୍ଜୁର। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି ରଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ସୋଶାଲ ମିଡ଼ିଆ ଏକ୍ସରେ କୃତଜ୍ଞତା ଜଣାଇବା ସହ ବିସ୍ତୃତ ସୂଚନା ଦେଇଛନ୍ତି ରେଳ ମନ୍ତ୍ରୀ।
ଓଡ଼ିଶାରେ ପ୍ରସ୍ତାବିତ!-->!-->!-->…
ବିଧାନସଭାରେ ଦରମା ଓ ପୂର୍ବତନ ବିଧାୟକଙ୍କ ପେନସନ ବୃଦ୍ଧି ପାଇଁ ଉଠିଲା ଦାବି
ଭୁବନେଶ୍ୱର: ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ତଥା ସ୍ୱାସ୍ଥ୍ୟସେବା ଖର୍ଚ୍ଚକୁ ଦୃଷ୍ଟିରେ ରଖି ଓଡିଶା ବିଧାନସଭାର ସଦସ୍ୟମାନେ ପୂର୍ବତନ ବିଧାୟକଙ୍କ ଦରମା ଏବଂ ପେନ୍ସନ୍ ବୃଦ୍ଧି କରିବାକୁ ଦାବି କରାଯାଇଛି।
ଗୃହରେ ଏହି ପ୍ରସଙ୍ଗକୁ ଅନେକ ବିଧାୟକ ସମର୍ଥନ କରିବା ସହ ମଧ୍ୟ ସ୍ୱାସ୍ଥ୍ୟ!-->!-->!-->…
ମଶାମରା ତେଲ କିଣାରେ ଦୁର୍ନୀତି: ଝାରସୁଗୁଡ଼ା ମ୍ୟୁନିସିପାଲଟିରେ ଭିଜିଲାନ୍ସ ଟିମ୍
ଝାରସୁଗୁଡ଼ା: ବିଭିନ୍ନ ଦୁର୍ନୀତିକୁ ନେଇ ଝାରସୁଗୁଡ଼ା ମ୍ୟୁନିସିପାଲଟି ବର୍ଷତମାମ ବିବାଦ ଘେରରେ ରହିଆସୁଛି। ତେବେ ନିକଟରେ ମଶାମରା ତେଲ କିଣାରେ ଦୁର୍ନୀତି ନେଇ ସୂଚନା ଅଧିକାର ଆଇନ ଯୋଗେ ମିଳିଥିବା ତଥ୍ୟ ଅନୁସାରେ ଅଭିଯୋଗ ପରେ ଆଜି ଝାରସୁଗୁଡ଼ା ଭିଜିଲାନ୍ସ ବିଭାଗ ପକ୍ଷରୁ ତନାଘନା ଆରମ୍ଭ!-->…
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଏକତା କପୁର
ଭୁବନେଶ୍ୱର: ଓଡିଶା ଗସ୍ତ ସମୟରେ ମୁଖ୍ଯମନ୍ତ୍ରୀ ମୋହନ ମାଝିଙ୍କୁ ସାକ୍ଷାତ କରିଛନ୍ତି ବାଲାଜୀ ଟେଲିଫିଲ୍ମର ପରିଚାଳନା ନିର୍ଦ୍ଦେଶକ, ନିର୍ମାତା ଏକତା କପୁର।
ଓଡିଶା ବିଧାନସଭା ଚାମ୍ବରରେ ସେ ସାକ୍ଷାତ କରିଛନ୍ତି। ରାଜ୍ୟରେ ‘ଦ ସାବରମତି ରିପୋର୍ଟ’କୁ ଟିକସମୁକ୍ତ କରିବାକୁ ଓଡିଶା!-->!-->!-->…
୬ ଯାଏଁ ହାଲୁକା ବର୍ଷିବ, ଶୀତ କମିବ
ଭୁବନେଶ୍ବର: ବାତ୍ୟା ଫେଙ୍ଗାଲ ପ୍ରଭାବରେ ବଙ୍ଗୋପସାଗରରୁ ପବନ ଉପକୂଳ ମୁହାଁଇଥିବା ବେଳେ ଏବେ ଏହାର ପ୍ରଭାବରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗିରହିଛି । ଗତ ୨୪ ୨୪ ଘଣ୍ଟା ଭିତରେ ମୋଟ ୮ ଜିଲ୍ଲାରେ କାଭାଁ ବର୍ଷା ହୋଇଥିବା ବେଳେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା,!-->…
ମେଗା ଜଳ ପ୍ରକଳ୍ପ ଠିକା କାମରେ ପୂର୍ବ ସରକାରକୁ ଟାର୍ଗେଟ କଲେ ପାନୀୟ ଜଳ ମନ୍ତ୍ରୀ
ଭୁବନେଶ୍ବର: ମେଗା ଜଳ ପ୍ରକଳ୍ପ ଠିକା କାମରେ ପୂର୍ବ ସରକାରକୁ ଟାର୍ଗେଟ କରିଛନ୍ତି ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାୟକ। ପୂର୍ବ ସରକାର ସମୟରେ ଠିକାଦାରମାନେ ମଲେଇ ନେଇ ପଳେଇଥିବା ଅଭିଯୋଗ କରିଛନ୍ତି ମନ୍ତ୍ରୀ। ଠିକାଦାରମାନେ ପୂର୍ବ ସରକାର ବେଳେ କେବଳ ପାଇପ ବିଛାଇବା କାମ କରିଥିଲେ।!-->…
୫ ବର୍ଷରେ ଆଖି ବୁଜିଲେଣି ୩୭ ବାଘ
ଭୁବନେଶ୍ବର: ଯେଉଁଠି ରାଜ୍ୟ ସରକାର ଓଡିଶା ଜଙ୍ଗଲରେ ବାଘଙ୍କ ସଂଖ୍ୟା ବୃଦ୍ଧି କରିବାକୁ ଲକ୍ଷ୍ୟ ରଖୁଛନ୍ତି ସେଠି ଅନାୟଶରେ ଯାଉଛି ବାଘଙ୍କ ଜୀବନ । ଗତ ୫ ବର୍ଷ ଭିତରେ ବିଭିନ୍ନ କାରଣ ଯୋଗୁଁ ମୋଟ ୩୪ କଲରାପତରିଆ ବାଘଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ମହାବଳ ବାଘଙ୍କ ମୃତ୍ୟୁ ଘଟିଛି । ଏନେଇ ଆଜି!-->…
ପ୍ରକଳ୍ପ ପୂରା ନକରି ହାରିଲେ ବିଜେଡି ନେତା
ଭୁବନେଶ୍ବର: ପାନୀୟ ଜଳ ପ୍ରକଳ୍ପ କାମ ପୂରା ନକରିବାରୁ ହାରିଲେ ବିଧାୟକ । ଜନ ଆକ୍ରୋଶର ଶିକାର ହେଲେ । ଆଜି ପାନୀୟ ଜଳ ପ୍ରକଳ୍ପ ନେଇ ଗୃହ ସରକଗରମ ରହିଥିବା ବେଳେ କିଛି ଏପରି ବିସ୍ଫୋରକ ବୟାନ ଦେଇଛନ୍ତି ବିଜେଡି ବରିଷ୍ଠ ବିଧାୟକ ବଦ୍ରି ପାତ୍ର ।
ଏନେଇ ବଦ୍ରି କହିଛନ୍ତି, ପାନୀୟଜଳ!-->!-->!-->…