Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର
ଭୁବନେଶ୍ବର : ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଛନ୍ତି ରାଜ୍ୟ ସରକାର। ପ୍ରଧାନମନ୍ତ୍ରୀ ପୋଷଣ ଯୋଜନାରେ ସରକାର ଖର୍ଚ୍ଚ ବୃଦ୍ଧି କରିଛନ୍ତି। ମଧ୍ୟାହ୍ନଭୋଜନ ବାବଦରେ ପୂର୍ବରୁ ପିଲା ପିଛା ଯେତିକି ଟଙ୍କା ଖର୍ଚ୍ଚ ହେଉଥିଲା ଏବେ ସେଥିରେ ବୃଦ୍ଧି ଘଟିଛି। ପ୍ରଥମରୁ ୫ମ ଶ୍ରେଣୀ ପିଲାଙ୍କ ପାଇଁ!-->…
ମିଶନ-୩୬, ଆଉ ଭିଜନ-୩୬ ପାଇଁ ବାଟ ବତାଇଲେ ମୋଦି
ଭୁବନେଶ୍ବର : ଚର୍ଚ୍ଚାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଠଶାଳା। ହସି ହସି କହିଲେ ମଞ୍ଜ କଥା। ସାଧାରଣ କାର୍ଯ୍ୟକର୍ତ୍ତାରୁ ଦେଶର ପ୍ରଧାନମନ୍ତ୍ରୀ ଯାଏଁ ଯାତ୍ରା। ରାଜନୈତିକ ଜୀବନୀର କାହାଣୀ କହି ଦେଲେ ଗୁରୁମନ୍ତ୍ର। ମିଶନ-୩୬, ଆଉ ଭିଜନ-୩୬ ପାଇଁ ବାଟ ବତାଇଲେ ମୋଦି। ଝିଅ-ବୋହୂ!-->…
ସମ୍ବର୍ଦ୍ଧିତ ହେଲେ ସମସ୍ତ ନୂତନ ଶିକ୍ଷକ ଶିକ୍ଷୟତ୍ରୀ ଏବଂ ସିଆରସିସି
ଚିକିଟୀ : ଏହି ବ୍ଲକର ନୂତନ ପେନସନ ଭୁକ୍ତ ଶିକ୍ଷକ ସଂଘ ଚିକିଟୀ, ସଂଘ ସଭାପତି ଶ୍ରୀ ତ୍ରିଲୋଚନ ପ୍ରଧାନଙ୍କ ସଭାପତିତ୍ୱରେ ଆଜି ନୂତନ ଭାବେ କାର୍ଯ୍ୟରେ ଯୋଗଦେଇଥିବା ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକଙ୍କୁ ବର୍ଣ୍ଣାଢ୍ୟ ପରିବେଶରେ ସ୍ୱାଗତ ସମ୍ବର୍ଦ୍ଧନା!-->…
ହେମଗିର ତହସିଲଦାର ନିଲମ୍ଵିତ
ସୁନ୍ଦରଗଡ : ଲୋକଙ୍କୁ ଦୁର୍ବ୍ୟବହାର ଓ କାର୍ଯ୍ୟରେ ଅବହେଳା ମହଙ୍ଗା ପଡ଼ିଲା। ନିଲମ୍ବିତ ହେଲେ ସୁନ୍ଦରଗଡ଼ ଜିଲ୍ଲା ହେମଗିର ତହସିଲଦାର ଲାବଣ୍ୟନ୍ଦୁ ମହାନ୍ତି।ସେ ନିୟମିତ ଅଫିସକୁ ଆସୁ ନଥିବା ଓ ତହସିଲ କାର୍ଯ୍ୟାଳୟକୁ ଆସୁଥିବା ଜନସାଧାରଣଙ୍କୁ ଦୁର୍ବ୍ୟବହାର କରୁଥିବା ନେଇ ସ୍ଥାନୀୟ ଲୋକେ!-->…
ବାଲୁକା କଳା ଉତ୍ସବ ପାଇଁ ସଜେଇ ହେଉଛି ଚନ୍ଦ୍ରଭାଗା ବେଳାଭୂମି
କୋଣାର୍କ : ରାତି ପାହିଲେ ଚନ୍ଦ୍ରଭାଗା ବେଳାଭୂମିରେ ଆୟୋଜନ ହେବ ୧୪ତମ ଆନ୍ତର୍ଜାତୀକ ବାଲୁକା କଳା ଉତ୍ସବ। ସେଥିପାଇଁ ସଜେଇ ହୋଇଛି ଚନ୍ଦ୍ରଭାଗା। ଚକାଚକ୍ ହୋଇଛି ରାସ୍ତା ଘାଟ। ଆଉ ବେଳାଭୂମିରେ ପ୍ରତିଯୋଗୀଙ୍କ ପାଇଁ ଗଦା ହୋଇଛି ବାଲି। ଚଳିତବର୍ଷ ୮ ଜଣ ବିଦେଶୀ ବାଲୁକା ଶିଳ୍ପୀ ସାମିଲ୍!-->…
୨୦୨୭ ଡିସେମ୍ବର ସୁଦ୍ଧା ସରିବ ମେଟ୍ରୋ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାମ, ଷ୍ଟେସନରେ ଝଲସିବ ଓଡ଼ିଶାର କଳା, ସଂସ୍କୃତି
ଭୁବନେଶ୍ବର ୩୦।୧୧: ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ଅଗ୍ରଗତି ନେଇ ସମୀକ୍ଷା କଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ । ବର୍ତ୍ତମାନ ସୁଦ୍ଧା ଏହା କେତେ ଆଗେଇଛି, କ’ଣ ଡିପିଆର ଅଛି, କିଏ ମେଟ୍ରୋ ରେଳ ପ୍ରକଳ୍ପ କାମ ନେଇଛି, କେତୋଟି ଷ୍ଟେସନ ହେବ ଏବଂ ଏହାକୁ କିପରି ଡିଜାଇନ!-->…
କଲରାପତରିଆ ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ
ଫୁଲବାଣୀ : କଲରାପତରିଆ ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ। ଦୁଇଜଣ ଶିକାରୀଙ୍କୁ ଗିରଫ କରିଥିବା ବେଳେ ଦେଶୀ ବନ୍ଧୁକ ସମେତ ବହୁ ମାରଣାସ୍ତ୍ର ଜବତ କରିଛି। କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ବନାଞ୍ଚଳକୁ ଏହି ସଫଳତା ମିଳିଛି।ଜି. ଉଦୟଗିରି ବନାଞ୍ଚଳର ପୁକୁଲିଙ୍ଗିଆ ଗାଁର ଭବାନୀ!-->…
ଡିସେମ୍ବର ୪ରେ ସମୁଦ୍ର ସ୍ନାନ ଉପରେ କଟକଣା, ତୀକ୍ଷ୍ନ ନଜର ରଖିବ ପୋଲିସ
ପୁରୀ ୩୦/୧୧: ଡିସେମ୍ବର ୪ରେ ନୌସେନା ଦିବସ । ଉତ୍ସବ ପାଳନ ପାଇଁ ଆରମ୍ଭ ହୋଇଯାଇଛି କାଉଣ୍ଟଡାଉନ । ପୁରୀରେ କଡା ସୁରକ୍ଷା ବ୍ୟବସ୍ଥା । ବ୍ଲାଙ୍କେଟ ସିକ୍ୟୁରିଟି ମଧ୍ୟରେ ରହିବ ଶ୍ରୀକ୍ଷେତ୍ର । ସୁରକ୍ଷା ଦାୟିତ୍ବରେ ବରିଷ୍ଠ ପୋଲିସ ଅଧିକାରୀ ମୁତୟନ ରହିବେ । ୪ ତାରିଖ ଦିନ ସମୁଦ୍ର ସ୍ନାନ!-->…
ମିଛଟାରେ କାନ୍ଦୁଥିଲେ ମହିଳା, ମେଡିକାଲ୍ରୁ ଚୋରି ହୋଇନି ପିଲା!
ନୟାଗଡ : ନବଜାତର ଶିଶୁ ପୁତ୍ରଙ୍କ ଫଟୋ ଦେଖାଉଛନ୍ତି। ଆଉ ବୁକୁ ଫଟାଇ କାନ୍ଦୁଛନ୍ତି। କହୁଛନ୍ତି, ମୋ’ ପୁଅ ଚୋରି ହୋଇଯାଇଛି। ମୋ ପୁଅକୁ ମୋତେ ଦିଅ ବୋଲି କହି କାନ୍ଦୁଛନ୍ତି। ହେଲେ ତଦନ୍ତ ପରେ ଜଣାପଡ଼ିଛି, ମହିଳାଙ୍କ କାନ୍ଦ ମିଛ ଓ ତାଙ୍କ ଅଭିଯୋଗରେ ସତ୍ୟତା ନାହିଁ। ଆଜି ଦିନ ତମାମ ନୟାଗଡ଼ରେ!-->…
ଦନ୍ତା ହାତୀ ଗୋଡ଼ାଇ ଗୋଡ଼ାଇ ଭୁଷି ମାରିଦେଲା
କେନ୍ଦୁଝର : ଦନ୍ତା ହାତୀ ଗୋଡ଼ାଇ ଗୋଡ଼ାଇ ଭୁଷି ମାରିଦେଲା। ଏପରି ଘଟଣା କେନ୍ଦୁଝର ଜିଲ୍ଲା ତେଲକୋଇ ବନାଞ୍ଚଳରେ ଘଟିଛି। ଦନ୍ତା ହାତୀ ଆକ୍ରମଣରେ ଗୋଟିଏ ମାଖନା ହାତୀର ପ୍ରାଣ ଯାଇଛି।ଗତ କିଛି ଦିନ ହେଲା ତେଲକୋଇ ବନାଞ୍ଚଳ କନ୍ତଲେଇ ଦଢ଼ିଆ ସାହି ଓ ଆଖପାଖ ଅଞ୍ଚଳରେ ଦୁଇଟି ହାତୀ ପଲ ଉତ୍ପାତ!-->…