Browsing Category

ଓଡିଶା

ଆରମ୍ଭ ହେଲା ଡିଜିପି ସମ୍ମିଳନୀ, ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ

ଭୁବନେଶ୍ବର: ଭୁବନେଶ୍ବରରେ ଆରମ୍ଭ ହେଲା ଡିଜିପି ସମ୍ମିଳନୀ । ଲୋକସେବା ଭବନରେ ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ । ଏହି ଅବସରରେ ଉପସ୍ଥିତ ଅଛନ୍ତି ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସଏ) ଅଜିତ ଡୋଭାଲ ତାଙ୍କ ସହ ଯୋଗ ଦେଇଛନ୍ତି ସମଗ୍ର ଦେଶର ଡିଜିପି ଓ ଆଇଜିପି

ବୋମା ବିସ୍ଫୋରଣ: ଜଣେ ବନ କର୍ମଚାରୀ ଆହତ, ଅଳ୍ପକେ ବର୍ତ୍ତିଲେ ଦୁଇ ପ୍ଲାଟୁନ ପୋଲିସ

ବୌଦ୍ଧ: ମାଓ ପ୍ରବଣ ଅଞ୍ଚଳରୁ ଗଞ୍ଜେଇ କାଟି ଫେରୁଥିବା ବେଳେ ବୋମା ବିସ୍ଫୋରଣ। ଦୁର୍ବୃତ୍ତଙ୍କ ବୋମା ବିସ୍ଫୋରଣରେ ଜଣେ ବନ କର୍ମଚାରୀ ଆହତ। ଅଳ୍ପକେ ବର୍ତ୍ତିଲେ ବୌଦ୍ଧ ଥାନା ଅଧିକାରୀ ସମେତ ଦୁଇ ପ୍ଲାଟୁନ ପୋଲିସ ଓ ବନ କର୍ମଚାରୀ । ବୌଦ୍ଧ ଆଦର୍ଶ ଥାନା ବଘିଆପଡ଼ା ଫାଣ୍ଡି ଗୁରୁଜୀମୁଣ୍ଡା

ଆଳୁ ସଙ୍କଟ: ୩ମାସ ପର୍ଯ୍ୟନ୍ତ ପଶ୍ଚିମବଙ୍ଗରୁ ରପ୍ତାନୀ ଉପରେ କଟକଣା

ଓଡ଼ିଶାର ପିଛା ଛାଡୁନି ଆଳୁ ସଙ୍କଟ । ବଢିଲା ଦର । ପଶ୍ଚିମବଙ୍ଗରୁ ଆଳୁ ଆସିବା ବନ୍ଦ ହେବା ପରେ ଏଭଳି ସ୍ଥିତି ଉପୁଜିଛି। ଓଡ଼ିଶାକୁ ଆସୁଥିବା ଶତାଧିକ ଆଳୁଟ୍ରକ ଲକ୍ଷ୍ମଣାନନ୍ଦ ଟୋଲ ଗେଟ୍ ନିକଟ ବେଲଦାଠାରୁ ଫେରିଯାଇଛି । ବେଶ କିଛି ଦିନ ପରେ ଆଳୁ ଦର ବୃଦ୍ଧି ପାଇଥିବା ବେଳେ ଆଳୁ ସଙ୍କଟ

ତାମିଲନାଡୁରେ ବାତ୍ୟା, ଓଡ଼ିଶାରେ ପ୍ରଭାବ

ଭୁବନେଶ୍ୱର: ତାମିଲନାଡୁରେ ବାତ୍ୟା ଭୁବନେଶ୍ବରର କିଛି ସ୍ଥାନରେ ହାଲୁକା ବର୍ଷା l ଆଜି ବାତ୍ୟାରେ ପରିଣତ ହୋଇପାରେ ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ। ବାତ୍ୟା ପ୍ରଭାବରେ ଆଜି ସକାଳୁ ଓଡ଼ିଶାର କିଛି ଜିଲ୍ଲାରେ ଆକାଶ ମେଘାଛନ୍ନ ରହିବା ସହ ହାଲୁକା ବର୍ଷା ହୋଇଥିବା ଦେଖିବାକୁ ମିଳିଛି l

୬ ମାସରେ ଗଲାଣି ୪୮ ହାତୀଙ୍କ ଜୀବନ

ଭୁବନେଶ୍ବର: ଓଡିଶା ମାଟିରେ ଏବେ ମୋଟ ୨୧୦୩ ଟି ହାତୀ ବିଚରଣ କରୁଛନ୍ତି । ଶୀତଦିନିଆ ହାତୀଗଣନା ରିପୋର୍ଟରେ ଏହି ତଥ୍ୟ ସାମ୍ନାକୁ ଆସିଛି । ଯାହାକି ଗତ ମେ’ ମାସ ଗଣନା ଅନୁଯାୟୀ ୫ ଅଧିକ । ଅର୍ଥାତ୍ ଏହି ୬ ମାସ ଭିତରେ ହାତୀ ସଂଖ୍ୟ ୫ କୁ ବୃଦ୍ଧି ପାଇଛି । ହେଲେ ବିଡମ୍ବନାର ବିଷୟ ଏହି ୬

ରାଜଧାନୀର ରାସ୍ତାକଡ଼ରୁ ମିଳିଲା ନବଜାତ ଶିଶୁକନ୍ୟା

ଭୁବନେଶ୍ବର: ପୁଣି ଅଲୋଡ଼ା ହେଲା ଶିଶୁ କନ୍ୟା । ଭୁବନେଶ୍ବରରେ ଦେଖିବାକୁ ମିଳିଲା ଏଭଳି ଅଭାବନୀୟ ଘଟଣା । ମହାରାଜା ସିନେମା ହଲ ନିକଟ ରାସ୍ତା କଡ଼ରୁ ନବଜାତ ଶିଶୁ କନ୍ୟା ଉଦ୍ଧାର ହୋଇଛି । ଶିଶୁକନ୍ୟାଟିକୁ ଉଦ୍ଧାର କରାଯାଇ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି ।

ଡିଜିପି ସମ୍ମିଳନୀ ପାଇଁ ଟ୍ରାଫିକ କଟକଣା; ମୋ ବସ ଚଳାଚଳ ବାଧାପ୍ରାପ୍ତ

ଭୁବନେଶ୍ବର: ପ୍ରଥମ ଥର ପାଇଁ ଭୁବନେଶ୍ବରରେ ଅନୁଷ୍ଠିତ ହେବାକୁ ଯାଉଛି ଆଇଜି-ଡିଜିପି ସମ୍ମିଳନୀ । ଯେଉଁଥିରେ ଦେଶର ସମସ୍ତ ଆଇଜି ଏବଂ ଡିଜିପି ଯୋଗ ଦେବେ । ଏଥିପାଇଁ ରାଜଧାନୀରେ ଭିଭିଆଇପିଙ୍କ ଭିଡ । ଏହାକୁ ଦୃଷ୍ଟିରେ ରଖି ରାଜଧାନୀରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଥିବା ବେଳେ ବିଭିନ୍ନ

ଦେଶରେ ମଡେଲ ହେବ ଓଡିଶା ଅଗ୍ନିଶମ ବିଭାଗ

ଭୁବନେଶ୍ବର: ଏଣିକି ଅଗ୍ନିଶମ ବିଭାଗରେ ମହିଳାଙ୍କୁ ମିଳିବ ନିଯୁକ୍ତି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଇଛନ୍ତି ସବୁଜ ସଙ୍କେତ। ଅଗ୍ନିଶମ ବିଭାଗରେ ଫାୟାରମ୍ୟାନ ପଦବୀରେ ମହିଳାଙ୍କ ନିଯୁକ୍ତି ବିଷୟକୁ ବିଚାରକୁ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଓୟୁଏଟି ସମ୍ମିଳନୀ କକ୍ଷରେ ଆୟୋଜିତ

ରବି ବରାଳଙ୍କ ଘରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ପୌର ପରିଷଦ ୮ ନମ୍ବର ୱାର୍ଡର ନାରାୟଣୀ ସାହି ର ରବି ବରାଳଙ୍କ ଘରେ ରନ୍ଧନ ଗ୍ୟାସ ପାଇପ ଲିକ ହୋଇ ନିଆଁ ଲାଗି ଯିବାରୁ ଲକ୍ଷାଧିକ ଟଙ୍କାର ଧନ ସମ୍ପତ୍ତି ପୋଡି ପାଉଁଶ ହୋଇଯାଇଛି l ସେଥିରେ ଗୋଟେ ବାଇକ, ଫ୍ରିଜ୍, ଟିଭି ଲୁଗାପଟା ଓ ଟଙ୍କା ପଇସା