Sign in
Sign in
Recover your password.
A password will be e-mailed to you.
Browsing Category
ଓଡିଶା
ନୂଆବର୍ଷ ପୂର୍ବରୁ ପି.ଏମ୍ ଆବାସର ନୂଆ ସର୍ଭେ: ସର୍ତ୍ତାବଳୀ କୋହଳ, ସବୁ ଯୋଗ୍ୟ ପରିବାରକୁ ମିଳିବ ଘର
ଭୁବନେଶ୍ବର: ଆସନ୍ତା ଡିସେମ୍ବର ୧୫ ତାରିଖ ପରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍ ଆବାସ-ଗ୍ରାମୀଣ)ର ନୂଆ ସର୍ଭେ ଆରମ୍ଭ ହେବ। ସବୁ ଯୋଗ୍ୟ ପରିବାରକୁ ମିଳିବ ଘର। ନିଜକୁ ଯୋଗ୍ୟ ମନେ କରୁଥିବା ସମସ୍ତ ପରିବାର ସର୍ଭେ ସମୟରେ ନିଜେ ତାଲିକାଭୁକ୍ତ ହୋଇପାରିବେ। ପ୍ରତ୍ୟେକ ଗାଁରେ ସର୍ଭେ ପାଇଁ!-->…
ସାଇବର ଠକକୁ ଗିରଫ କଲା କ୍ରାଇମବ୍ରାଞ୍ଚ
କଟକ: ଡିଜିଟାଲ ଗିରଫ ମାମଲାରେ ଓଡ଼ିଶାର ପ୍ରଥମ ଗିରଫଦାରୀ ହୋଇଛି । ତେଲେଙ୍ଗାନାରୁ ଜଣେ ସାଇବର ଠକକୁ ଗିରଫ କରିଛି କ୍ରାଇମବ୍ରାଞ୍ଚ । ଗିରଫ ଅଭିଯୁକ୍ତ ନାଁ ଅବଦୁଲ ସଲିମ । ନିଜକୁ ମୁମ୍ବାଇ ସାଇବର କ୍ରାଇମ ଅଧିକାରୀ ପରିଚୟ ଦେଇଥିଲା । ବ୍ରହ୍ମପୁରର ଜଣେ ବ୍ୟକ୍ତିଙ୍କୁ ଡିଜିଟାଲ ଆରେଷ୍ଟ!-->…
ଓଡ଼ିଶାରେ କରମୁକ୍ତ ହେଲା ‘ସାବରମତି ରିପୋର୍ଟ’ ଚଳଚ୍ଚିତ୍ର
ଭୁବନେଶ୍ୱର: ଓଡ଼ିଶାରେ ‘ସାବରମତି ରିପୋର୍ଟ’ ଚଳଚ୍ଚିତ୍ରକୁ କରମୁକ୍ତ କରାଯାଇଛି। ଏ ସଂକ୍ରାନ୍ତରେ ଆଜି ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି। ଓଡ଼ିଶାରେ ‘ସାବରମତି ରିପୋର୍ଟ’କୁ କରମୁକ୍ତ କରାଯିବା ନେଇ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପ୍ରମୁଖ ଶାସନ ବିଭରଗ ପକ୍ଷରୁ ବିଜ୍ଞପ୍ତି!-->…
ବିଧାୟକଙ୍କୁ ଆକ୍ରମଣ ଘଟଣା: ଜାମିନ ଆବେଦନ ଶୁଣାଣି ସ୍ଥଗିତ ରଖିଲେ କୋର୍ଟ
ଯାଜପୁର: ଯାଜପୁର ଧର୍ମଶାଳା ବିଧାୟକ ହିଂମାଶୁ ସାହୁଙ୍କୁ ଆକ୍ରମଣ ମାମଲାରେ ଜାମିନ ଶୁଣାଣି ସ୍ଥଗିତ । ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ହୋଇଥିବା ୧୦ ଜଣ ଅଭିଯୁକ୍ତଙ୍କ ଜାମିନ୍ ଆବେଦନ ଶୁଣାଣି ସ୍ଥଗିତ ରଖାଯାଇଛି । ତଦନ୍ତ ଭାର ନେଇଥିବା କ୍ରାଇମ ବ୍ରାଞ୍ଚଙ୍କୁ ସବିଶେଷ ତଥ୍ୟ ମାଗିଛନ୍ତି କୋର୍ଟ!-->…
ଭୁବନେଶ୍ୱରରେ ପିଲା ବିକ୍ରି! ଶିଶୁକନ୍ୟାକୁ ୪୦ ହଜାର ଟଙ୍କାରେ ବିକ୍ରି ଅଭିଯୋଗ
ଭୁବନେଶ୍ୱର : ଭୁବନେଶ୍ୱରରେ ପିଲା ବିକ୍ରି ଅଭିଯୋଗ । ୪ ବର୍ଷର ଶିଶୁକନ୍ୟାକୁ ବିକ୍ରି କରିବା ଅଭିଯୋଗ ହୋଇଛି। ଦୁଇ ଜଣ ଦଲାଲ ମାଧ୍ୟମରେ ବିକ୍ରି କରୁଥିଲେ ବିହାରୀ ଦମ୍ପତି । ପିପିଲିର ଜଣେ ବ୍ୟକ୍ତିଙ୍କୁ ବିକ୍ରି କରୁଥିବା ଅଭିଯୋଗ ହୋଇଛି। ଶିଶୁକନ୍ୟାଙ୍କୁ!-->…
ଲାଞ୍ଚ ନେଇ ଧରାପଡିଲେ ବେଗୁନିଆପଡା ସିଡିପିଓ
ବ୍ରହ୍ମପୁର : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ସିଡିପିଓ ସନ୍ଧ୍ୟାରାଣୀ ପାଣିଗ୍ରାହୀ। ତାଙ୍କଠାରୁ ୧୨ ହଜାର ଟଙ୍କାର ଜବତ କରିଛନ୍ତି ଭିଜିଲାନ୍ସ ଅଧିକାରୀ। ସୂଚନା ଅନୁସାରେ ଏକ ଅଙ୍ଗନବାଡ଼ି କେନ୍ଦ୍ରର କର୍ମଚାରୀଙ୍କ ବକେୟା ଅର୍ଥ ପ୍ରଦାନ କରିବା!-->…
ଚାଷୀଙ୍କ ପଞ୍ଜିକରଣ କମିବା ନେଇ ଅନୁଧ୍ୟାନ କରାଯାଉଛି: ମନ୍ତ୍ରୀ ପ୍ରଦୀପ ବଳସାମନ୍ତ
ଭୁବନେଶ୍ବର: ଧାନରେ ବୋନସ୍ ୮୦୦ ଟଙ୍କା ଦେବା ପାଇଁ ସରକାରଙ୍କ ଘୋଷଣା ସତ୍ତ୍ୱେ କମିଲା ଚାଷୀଙ୍କ ପଞ୍ଜିକରଣ କମିଛି। ଏନେଇ ଆଜି ବିଧାନସଭାରେ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ କହିଛନ୍ତି, ଏ ସମ୍ପର୍କରେ ଅନୁଧ୍ୟାନ କରାଯାଉଛି।
ଗତବର୍ଷ ୨୦୨୩-୨୪ ଆର୍ଥିକ ବର୍ଷରେ ୧୭ ଲକ୍ଷ ୭୨!-->!-->!-->…
ଖଳାରୁ ଧାନ ଚୋରି କରୁଥିଲେ ଚୋର, ମାଡିବସିଲେ ଗ୍ରାମବାସୀ
ବରଗଡ଼: ରାତିରେ ଖଳାରୁ ଧାନ ଚୋରି କରୁଥିଲେ ଚୋର, ମାଡିବସିଲେ ଗ୍ରାମବାସୀ । ବରଗଡ଼ ଅତାବିରା ଥାନା ଗୌଡ଼ଟିକ୍ରା ଏବଂ ସହରାଟିକ୍ରା ଗାଁରେ ଧାନଚୋରି କରୁଥିବା ୮ଜଣ ଦାନ ଚୋରଙ୍କୁ କାବୁ କରିଛନ୍ତି ଗ୍ରାମବାସୀ। ଏହି ମାମଲାରେ ୮ ଧାନ ଚୋରଙ୍କୁ ଗିରଫ କଲା ପୋଲିସ।
ଗାଁର ଜଣେ ଚାଷୀ ଖଳାରେ!-->!-->!-->…
ଖଣି ଅଧିକାରୀଙ୍କ ଘରେ ପଶିଲା ଭିଜିଲାନ୍ସ; ୭ଟି ସ୍ଥାନରେ ଚଢ଼ଉ
ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜୁନିଅର୍ ଖଣି ଅଧିକାରୀ ପଦ୍ମନାଭ ହୋତା ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ପୈତୃକ ଘର ସହ ଭୁବନେଶ୍ୱର, କେନ୍ଦୁଝର ଓ ଯାଜପୁର ସମେତ ୭ଟି!-->…
ଚାଉଳ ହିତାଧିକାରୀଙ୍କ ଭିତରେ ଥିଲେ ୧.୭୭ ଲକ୍ଷ ଭୂତ
ଭୁବନେଶ୍ବର: ପୂର୍ବ ସରକାରରେ ଭୂତ ପାଉଥିଲେ ରାସନ । ମୃତ୍ୟୁ ପରେ ବି ହିତାଧିକାରୀଙ୍କ ନାଁରେ ଦିଆହୋଇଆସୁଛି ରାସନ । ଜଣେ କି ଦୁଇ ଜଣ ମୃତ ହିତାଧିକାରୀ ନୁହେଁ ମୋଟ ୧ ଲକ୍ଷ ୭୭ ହଜାର ୬୮ ମୃତ ହିତାଧିକାରୀ ରାସନ ପାଉଛନ୍ତି । ଇ-କେୱାଇସି ପ୍ରକ୍ରିୟାରୁ ମୃତ ହିତାଧିକାରୀଙ୍କ ବାବଦରେ!-->…